IPC ଦଫା ୪୬୫, ୪୬୬, ୪୭୧, ୧୭୧-G ଏବଂ ୩୪ ରେ କାଗଜପତ୍ର ଜାଲିଆତି ଭଳି ସଙ୍ଗୀନ ଅଭିଯୋଗ ଲାଗିଛି ।
କୁତବ ମିନାର ଖନନ ପାଇଁ ସଂସ୍କୃତି ମନ୍ତ୍ରାଳୟ ଏଏସ୍ଆଇକୁ ନିର୍ଦ୍ଦେଶ ଦେଇଥିବା ନେଇ ଯେଉଁ ଖବର ପ୍ରସାରଣ ହେଉଛି, ତାହା ମିଛ ବୋଲି କହିଛନ୍ତି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି. କିଶାନ ରେଡ୍ଡି ।
ତପଭୂମିକୁ ଭୋଗଭୂମି କରିବା ସରକାରଙ୍କ ଚିରାଚରିତ ଅଭ୍ୟାସ । ଏହାସହ ଏତେ ସବୁ ନିର୍ମାଣ କାମ ପୂର୍ବରୁ ପ୍ରଶାସନ ତାଙ୍କ ସହ ଥରେ ବି ଆଲୋଚନା କରିନାହିଁ ।
ସେବାୟତମାନେ ଜମି ଦେଇଛନ୍ତି, ସେମାନେ କେବେ ବି ସମ୍ବିତଙ୍କୁ କ୍ଷମା କରିବେ ନାହିଁ । ସମ୍ବିତଙ୍କୁ ନିୟମିତ ଭାବେ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟ ପାଇଁ କ୍ଷମା କରିବେ ନାହିଁ ।
ଶ୍ରୀମନ୍ଦିର ଚାରିପଟେ କଣ ହେଉଛି ତାହା ପ୍ରଥମେ ପୁରୀ ସାଂସଦଙ୍କୁ ଜଣାନ୍ତୁ ସରକାର, ଏହାପରେ ଅନ୍ୟ ମାନଙ୍କୁ ଜଣାଇବେ ବୋଲି କହିଛନ୍ତି ଭୁବନେଶ୍ୱର ସାଂସଦ ।
ରାଜ୍ୟର ବିଭିନ୍ନ DHH, PHC ଓ CHCରେ ଡାକ୍ତର ଏବଂ ଅନ୍ୟାନ୍ୟ ମୌଳିକ ସୁବିଧାର ଅଭାବକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ହାଇକୋର୍ଟ ।
ରଥଖଳାରେ କୁନି ହାତ ଶିଖୁଛି ବିଶ୍ୱ ନିୟନ୍ତାଙ୍କ ରଥ ନିର୍ମାଣ କଳା । କୁନି ମୁଗୁର, କୁନି ନିହାଣ ଧରି ରୂପସଜ୍ଜା ଶିକ୍ଷାରେ ବ୍ୟସ୍ତ ଆଗାମୀ ଦିନର ରଥଶିଳ୍ପୀ ।
ହୃଦୟକୁ ଛୁଇଁଲା ଭଳି ଏହି ଭିଡିଓକୁ ଏବେ ସୁଦ୍ଧା ୩.୨ ମିଲିୟନ୍ରୁ ଅଧିକ ଥର ଦେଖାଯାଇଛି । ଏହାସହ ୨୦ ଲକ୍ଷରୁ ଅଧିକ ଲାଇକ୍ ମଧ୍ୟ ଭିଡିଓକୁ ମିଳି ସାରିଛି ।
ସାଂସଦ ପିନାକୀ ମିଶ୍ର ଓଡ଼ିଶାବାସୀଙ୍କୁ ମିସ୍ଲିଡ୍ କରୁଛନ୍ତି । ଆମେ ଢ଼ୋଙ୍ଗୀ ନା ଆପଣ ଢ଼ୋଙ୍ଗୀ ? ଶ୍ରୀମନ୍ଦିର ଚାରିପଟେ ଏବେ GPRS କରାଯାଉଛି । ଗତ ଦୁଇ ଦିନ ହେବ GPRS କାମ ଚାଲିଛି ।
ବଡ଼ ବଡ଼ ସେଲିବ୍ରିଟି ଓ ନେତା ମନ୍ତ୍ରୀ ଏବଂ ଲୋକପ୍ରିୟ ବ୍ୟକ୍ତି ବିଶେଷଙ୍କ ବିରୋଧରେ ପିଟିସନ୍ ଦାଖଲ କରିବାରେ ଏହି ସାମଜସେବୀ ରେସ୍ର ସବୁଠୁ ଆଗରେ ।
ସମସ୍ତ ରୀତିନୀତି ଓ କୂଳ କୁଟୁମ୍ବଙ୍କ ଉପସ୍ଥିତିରେ ଜଣେ ବ୍ୟକ୍ତି ନିଜ ପତ୍ନୀଙ୍କୁ ଦ୍ୱିତୀୟ ଥର ପାଇଁ ବିବାହ କରିଛନ୍ତି ।
କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ଟ୍ୱିଟ କରି ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଫସିଥିବା ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଜୋରଦାର କାମ ଚାଲିଛି। ସ୍ଥାନୀୟ ପ୍ରଶାସନ ଓ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ପୂରା ସ୍ଥିତି ଉପରେ ନଜର ରଖିଛନ୍ତି।
ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ କରୁଛି । ଏଥିରେ କାହାର କିଛି କ୍ଷତି ହୋଇନାହିଁ ।
ବିଶ୍ୱ ଚାମ୍ପିଅନସିପରେ ସ୍ୱର୍ଣ୍ଣପଦକ ଜିତିବାରେ ଜରିନ୍ ଭାରତର ପଂଚମ ମହିଳା ଖେଳାଳି । ତେଲେଙ୍ଗାନା ନିଜାମବାଦର ଏହି ବକ୍ସର ପୂର୍ବରୁ ଜୁନିଅର୍ ୟୁଥ୍ ୱାର୍ଲଡ ଚାମ୍ଫିଅନ୍ ରହିସାରିଛନ୍ତି ।
ପୁରା ୫-ଜି ନେଟୱର୍କକୁ ଭାରତରେ ଡିଜାଇନ୍ କରାଯିବା ସହ ବିକଶିତ କରାଯାଇଥିବା ମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।
ବାଂଶପାଣୀ-ଜୁରୁଡ଼ି ରେଳପଥର ୪୦୪ ନମ୍ବର ପିଲାର ନିକଟରେ ଏକ ମାଲବାହୀ ଟ୍ରେନ ହାତୀପଲକୁ ଧକ୍କା ଦେଇଥିଲା ।
୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି ।
ଗୁଜୁରାଟ ଟାଇଟାନ୍ସର ମାଥ୍ୟୁ ୱେଡଙ୍କୁ ଆଉଟ୍ ଦିଆଯିବାରୁ ସେ ଅତ୍ୟନ୍ତ କ୍ରୋଧିତ ହୋଇଯାଇଥିଲେ । ଡ୍ରେସିଂ ରୁମରେ ପହଞ୍ଚି ସେ ଭଙ୍ଗାରୁଜା କରିଥିଲେ ।
ଘରୁ ଚୋରି ହେଲା ବୋଲି ଶିକ୍ଷକ ଦମ୍ପତ୍ତି ପୋଲିସ ପାଖକୁ ନଯାଇ ଘର ଆଗରେ ପୂଜାପାଠ କରୁଛନ୍ତି । ଆଉ ତାଙ୍କ ମନରେ ବିଶ୍ୱାସ ଅଛି ଏମିତି ପୂଜା ପାଠ କଲେ ଚୋର ଧରାପଡ଼ିବ ।
ହଠାତ୍ ସପିଂ ମଲ୍ ଭିତରେ ଦେଖିବାକୁ ମିଳିଥିଲା ସେହି ଅନାଥ ପିଲାଙ୍କୁ । ମଲ୍ ଭିତରେ ମନଖୋଲି ବୁଲୁଥିଲେ ସେହି କୁନି କୁନି ପିଲା ।