ପ୍ରେମିକାର ମନଲାଖି ଗିଫ୍ଟ ପ୍ରେମିକ ସମୀର ଉପହାର ଦେଉଥିଲେ । କେତେବେଳେ ମୋବାଇଲ ତ ପୁଣି କେତେବେଳେ ଅଳଙ୍କାର ।
ଜଣେ ବ୍ୟକ୍ତି ନିଜ କଣ୍ଠ ସ୍ୱରର ସର୍ଜରୀ କରି ସଫଳତା ପାଇଛନ୍ତି ଏବଂ ଏହା ତାଙ୍କ ଜୀବନରେ ଆଣିଦେଇଛି ନୂଆ ମୋଡ଼ । କାରଣ ଏହି ବ୍ୟକ୍ତିଙ୍କର ବୟସ ବଢ଼ିଥିଲେ ମଧ୍ୟ ତାଙ୍କ କଣ୍ଠ ଶ୍ୱର ୧୩ ବର୍ଷୀୟ ବାଳକ ଭଳି ଥିଲା ।
ବେଂଚ ପ୍ରତିଷ୍ଠା ପାଇଁ ସ୍ୱୀକୃତି ନଦେବାକୁ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ବାର୍ ପକ୍ଷରୁ ଅନୁରୋଧ କରାଯିବା ନେଇ ନିଷ୍ପତ୍ତି ହୋଇଛି ।
ଅନୁଭବଙ୍କ ଏ ଭିଡିଓ ପୋଷ୍ଟ ନେଇ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପ୍ରତିକ୍ରିୟା କଣ ଜାଣିବାକୁ ଚେଷ୍ଟା କରିଥିଲେ ବି ତାହା ସମ୍ଭବ ହୋଇପାରିନଥିଲା ।
ବିଲ୍ ଦେଖିଲେ ଜଣାପଡ଼ୁଛି କେମିତି ଚାଲିଛି କାରସାଦି । ଅଧିକାଂଶ ଉପଭୋକ୍ତାଙ୍କୁ ୩୦ ଦିନ ବଦଳରେ ୨୫ରୁ ୨୭ ଦିନର ବିଲ୍ ଦିଆଯାଉଛି । ଫଳରେ ବର୍ଷକୁ ୧୨ଟି ବଦଳରେ ୧୩ରୁ ୧୪ଟି ବିଲ୍ ଆସୁଛି ।
ଭିଡିଓରେ ରତନ ଟାଟା ଏକ ଧଳା ରଙ୍ଗର ଟାଟା ନାନୋରେ ବସି ଆସୁଥିବାର ନଜର ଆସିଛନ୍ତି । ଏହି ଭିଡିଓରେ ତାଙ୍କ ସହ କେବଳ ଶାନ୍ତନୁ ନାୟୁଡ ନଜର ଆସିଛନ୍ତି ।
ଗତ ୬ ମାସ ତଳେ ଏହି ସ୍କୁଲଟିକୁ ମଡେଲ ସ୍କୁଲ ଭାବେ ନୂଆ କରି ତିଆରି ହୋଇଥିଲା l
୧୬ ମାମଲାରୁ ଏଯାବତ ପ୍ରାୟ ୧୧ଟି ମାମଲାର ବିଚାର ସରିଥିବା ସୂଚନା ରହିଛି । ଦୁଇ ଅଭିଯୁକ୍ତ ଡାସନା ଜେଲରେ ପୂର୍ବରୁ ଅନେକ ମାମଲାରେ ସଜା କାଟୁଛନ୍ତି ।
ଚଣ୍ଡୀ ମନ୍ଦିର ସାମ୍ନା ରାସ୍ତା ଡାଇଭର୍ଟ କରାଯିବ । ଏହାସହ ମନ୍ଦିର ଚଟାଣ ଉଚ୍ଚ ହେବ ।
ଖାଲି ଏତିକି ନୁହେଁ, ଲିଙ୍ଗରାଜ ଥାନାରେ ବି ରୁଜୁ ହୋଇଛି ନନ୍ଦିନୀଙ୍କ ନାଁରେ ମାମଲା ।
ନିଜ ପୂର୍ବ ନିର୍ଦ୍ଦେଶରେ ସଂଶୋଧନ ଆଣି ରାୟ ଶୁଣାଇଲେ ସୁପ୍ରିମକୋର୍ଟ ।
ରୋହିଦାସଙ୍କ ସହ ଓଡ଼ିଶାର ଶିଳାନନ୍ଦ ଲାକ୍ରା ବି ଦଳରେ ସାମିଲ ହୋଇଛନ୍ତି ।
ଅନ୍ୟ ବିଚ୍ଛିନ୍ନତାବାଦୀ ସବିର ଶାହା, ମସରତ ଆଲାମ, ମହମ୍ମଦ ୟୁସୁଫ ଶାହା ଭଳି ଅନ୍ୟ ନେତାଙ୍କ ନାଁରେ ମଧ୍ୟ ଏନେଇ ଚାର୍ଜଫ୍ରେମ ହୋଇଛି ।
୭୮ କିଲୋମିଟର ଦୀର୍ଘ ପ୍ରାଚୀ ନଦୀ, ଖୋର୍ଦ୍ଧା-କଟକ-ପୁରୀ ଜିଲ୍ଲାର ୬ଟି ବ୍ଲକ ବାଲିଅନ୍ତା, ବାରଙ୍ଗ, କଣ୍ଟାପଡା, ନିଆଳି, କାକଟପୁର ଏବଂ ଅସ୍ତରଙ୍ଗ ଦେଇ ଯାଇଛି ।
ବାରବାଟୀର ହେବ ନବକଳେବର । ଏଥିପାଇଁ ଅଣ୍ଟା ଭିଡ଼ିଛି ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) । ଆସନ୍ତା ଜୁନ୍ ୧୨ତାରିଖରେ ଏଠାରେ ଆୟୋଜିତ ହେବାକୁ ଥିବା ଏହି ଟି -୨୦ ମୁକାବିଲା ପୂର୍ବରୁ ସମସ୍ତ କାମକୁ ଶେଷ କରିବା ପାଇଁ ଲକ୍ଷ୍ୟ ରଖିଛି ଓସିଏ ।
ଶ୍ରୀମନ୍ଦିର ଐତିହ୍ୟ କରିଡରକୁ ନେଇ ଆସୁଥିବା ବିବାଦ ଦିନକୁ ଦିନ ନୂଆମୋଡ଼ ନେଉଛି । ପରିକ୍ରମା ପ୍ରକଳ୍ପ ପାଇଁ ଖନନ ବେଳେ ମାଟିତଳୁ ସିଂହମୂର୍ତ୍ତି ମିଳିବା ପରେ ଏହାକୁ ଏବେ ସ୍ଥାନାନ୍ତର କରାଯାଇଛି ।
ପୃଥିବୀରେ ୟୁଏଫଓ ଦେଖାଯାଇଥିବା ନେଇ ବାରମ୍ବାର ଦାବି ମଧ୍ୟରେ ପୁଣି ଚର୍ଚ୍ଚାକୁ ଆସିଛି ଏହି ପ୍ରସଙ୍ଗ ।
ଟାଟା ପାୱାର କହିଛି, ଗତ ବର୍ଷ ମେଣ୍ଟେନାନ୍ସ ହୋଇ ନ ଥିବାରୁ ଏବେ ମେଣ୍ଟେନାନ୍ସ କାମ ଚାଲିଛି ।
ବିଜେପି କହିଛି ମନ୍ଦିର ବିକାଶ ନାଁରେ ଡ୍ରାମା ଓ ରାଜନୀତି କରିବା ଠିକ୍ ନୁହେଁ ବିଜେଡି ତାର ଜବାବ୍ ରଖିଛି ।
ବିବାହକୁ ଖେଳ ଘର ଭାବି ମଦ ପିଇ ମାତାଲ୍ ହୋଇ ନିଜ ବିବାହରେ ନିଜେ ନାଚି ନାଚି ବାରାତି ଯାଉଛି ବର ।