• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Balaram Sahu
ଚଉଠି ରାତିରେ ବୟଫ୍ରେଣ୍ଡ ସହ ଚାଲିଥିଲା ନ୍ୟୁଡ୍ ଭିଡିଓ କଲ୍, ଦେଖିଦେଲେ ସ୍ୱାମୀ ! ତା’ପରେ..

ମେ’ ୧୨ ତାରିଖ । ବୈଦିକ ରୀତିନୀତି ଅନୁଯାୟୀ, ସଂପନ୍ନ ହୋଇଥିଲା ଉଭୟଙ୍କ ବିବାହ । ଅଗ୍ନିକୁ ସାକ୍ଷୀ ରଖି ପିପିଲି ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ କରିଥିଲେ ବଳରାମ ।

ADR
୮୨ ଜିଲ୍ଲାପରିଷଦ ସଦସ୍ୟଙ୍କ ନାଁରେ ଅପରାଧିକ ମାମଲା, ଦଶମ ପାସ୍ କରିନାହାଁନ୍ତି ୧୩୬ ଜଣ

ବିଜେଡିର ସର୍ବାଧିକ ୯୦ ଜଣ ଥିବାବେଳେ ବାଲେଶ୍ୱର ଜିଲ୍ଲାର ରେବତି ନାୟକଙ୍କ ସର୍ବାଧିକ ୧୮ କୋଟି ଟଙ୍କାର ସଂପତ୍ତି ରହିଛି ।

Delhi Fire
ଦିଲ୍ଲୀରେ ପୁଣି ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଚପଲ ଫ୍ୟାକ୍‌ଟ୍ରି

ରାତି ପ୍ରାୟ ସାଢ଼େ ୮ଟାରେ ଏହି ଘଟଣା ଘଟିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ଅଗ୍ନିକାଣ୍ଡରେ କୌଣସି ମୃତାହତ ହୋଇଥିବା ନେଇ ସୂଚନା ମିଳିପାରିନି ।

Clash
ଖଡ଼ି ମାଟି ବିବାଦ ! ପୁଣି ପୋଲିସ-ଗ୍ରାମବାସୀ ମୁହାଁମୁହିଁ

ପୁଣି ଥରେ କୋରାପୁଟ ଜିଲ୍ଲାର ଖଡିମାଟି ଖନନ ଅଞ୍ଚଳରେ ଦେଖା ଦେଇଛି ଉତେଜନା । ମୁହାଁମୁହିଁ ହୋଇଛନ୍ତି ପୋଲିସ-ଗ୍ରାମବାସୀ ।

EPFO
ଏଣିକି ଘରେ ବସି କରିହେବ EPFO ଡିଟେଲ୍ସ ଅପ୍‌ଡେଟ୍‌, ସଂସ୍ଥା ଜାରି କଲା ଟ୍ରେନିଂ ଭିଡିଓ.. ଦେଖନ୍ତୁ

ଏଥିପାଇଁ ଉପଭୋକ୍ତାଙ୍କୁ କେବଳ ଏହାର EPFO ପୋର୍ଟାଲରେ ଲଗ୍‌ ଇନ୍‌ କରିବାକୁ ହେବ ।

Corbevax
୨୫୦ ଟଙ୍କାକୁ ଖସିଲା କୋର୍ବେଭାକ୍ସ ଟିକା

୧୨ରୁ ୧୭ ବର୍ଷ କିଶୋରଙ୍କୁ ଏହି ଟିକା ଦିଆଯାଉଛି ।

Criminal
ଅପରାଧୀଙ୍କୁ ଧନ୍ଦାମୂଳକ ଶିକ୍ଷା ଦେଉଛି ପୋଲିସ କମିଶନରେଟ୍, ଦେଖନ୍ତୁ ଭିଡିଓ

୫୦ ଜଣ ଯୁବକଙ୍କୁ ଆଣି କମିଶନରେଟ୍ ପୋଲିସ ଧନ୍ଦାମୂଳକ ଶିକ୍ଷା ଦେଇଛି

Elephant Nanda
ଜଣାପଡ଼ିଲା ନନ୍ଦ ହାତୀର ମୃତ୍ୟୁର କାରଣ

ଅଧିକ ଟେଷ୍ଟ ପାଇଁ ସାମ୍ପଲ ଲାବରୋଟୋରୀକୁ ପଠାଯାଇଥିବା କହିଛନ୍ତି ଡାକ୍ତର ପଣ୍ଡା ।

Odisha Congress
ପୁଣି କଂଗ୍ରେସ ନେତାଙ୍କ ପାଇଁ ଚିନ୍ତା ସାଜିଲା ‘ୱାନ୍‌ ଫ୍ୟାମିଲି ୱାନ୍‌ ଟିକେଟ୍’

ଉଦୟପୁର ଶିବିରରୁ ଫେରିବା ପରେ ଦଳର ସମ୍ଭାବନାକୁ ନେଇ ଆଶାବାଦୀ ଅଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ।

Srimandir
ଯାହା ଶଙ୍କା ଥିଲା, ତାହା ସତ ହେଲା ! ପରିକ୍ରମା ପ୍ରକଳ୍ପ ପାଇଁ ଖନନ ଯୋଗୁଁ କ୍ଷତି ସହିଛି ଐତିହ୍ୟ କିର୍ତ୍ତୀରାଜି

ବିବାଦୀୟ ଶ୍ରୀମନ୍ଦିର ଐତିହ୍ୟ କରିଡରକୁ ନେଇ ଆହୁରି ତେଜିବାକୁ ଯାଉଛି ଆଇନଗତ ଲଢ଼େଇ ।

thunderst
ବୈଶାଖୀର ତାଣ୍ଡବ ! ଉଡ଼ିଲା ଛଣ ଘର, ଉପୁଡ଼ିଲା ଗଛ.. ଯାତାୟତ ଠପ୍‌

ତହସିଲ କର୍ମଚାରୀ କ୍ଷୟକ୍ଷତି ଆକଳନ କରି ସହୟତା ଯୋଗାଇବ ବୋଲି କହିଛି ।

ASI
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା, ASI ଅଧୀକ୍ଷକଙ୍କ ନାଁରେ ଏତଲା

କର୍ତ୍ତବ୍ୟ ଠିକ ଭାବେ ତୁଲାଇ ନଥିବା ଅଭିଯୋଗ କରି ଏତଲା

Tree House
ଆମ୍ବ ଗଛରେ ୪ ମହଲାର ଟ୍ରି-ହାଉସ ! ଲାଗିଛି ରିମୋଟ ସିଡ଼ି

ଘରର ଡିଜାଇନ୍‌ ଗଛର ଡାଳ ଅନୁସାରେ ପ୍ରସ୍ତୁତ ହୋଇଛି । ଗଛର କୌଣସି ଗୋଟିଏ ଡାଳକୁ କଟା ନଯାଇ ଏହି ବିଳାସପୂର୍ଣ୍ଣ ଘର ତିଆରି କରାଯାଇଛି ।

Niranjan Pattnaik
ଓଡ଼ିଶା ଆସିବେ ପ୍ରିୟଙ୍କା, ଦଳର ସାଂଗଠନିକ ସ୍ଥିତି ନେଇ କରିବେ ସମୀକ୍ଷା

ଚିନ୍ତନ ଶିବିରରେ ସାମିଲ ହୋଇ ଫେରିଥିବା ନିରଞ୍ଜନ ରାଜ୍ୟରେ ସଂଗଠନ, ରାଜନୈତିକ, ଅର୍ଥନୀତି, କୃଷକ, ସାମାଜିକ ନ୍ୟାୟ ଓ ବେରୋଜଗାର ପ୍ରସଙ୍ଗରେ ଚର୍ଚ୍ଚା କରିଥିବା କହିଛନ୍ତି ।

Skeleton
୧୮୫୭ ସ୍ୱାଧୀନତା ସଂଗ୍ରାମରେ ନିହତ ୨୮୨ ଭାରତୀୟ ସୈନିକଙ୍କ କଙ୍କାଳ ଉଦ୍ଧାର

ମୁଦ୍ରା, ପଦକ, ଡିଏନ୍ଏ ନମୁନା, ମୌଳିକ ବିଶ୍ଳେଷଣ, ଆନ୍ଥ୍ରୋପୋଲୋଜି ଏବଂ ରେଡିଓ-କାର୍ବନ ଡେଟିଂ, ଏହି ସବୁ ଦିଗ ଏହା ହିଁ ସୂଚାଉଛି ।"

New york
୧୮ ବର୍ଷୀୟ ଯୁବକ ଚଳାଇଲା ଆଖିବୁଜା ଗୁଳି, ଚାଲିଗଲା ୧୦ ଜଣଙ୍କ ପ୍ରାଣ

ତା’ନିକଟରୁ ଏକ ଅତ୍ୟାଧୁନିକ ମାରଣାସ୍ତ୍ର ଜବତ କରାଯାଇଛି ।

Rahul Gandhi - Priyanka Gandhi
ରାହୁଲ ନମାନିଲେ ପ୍ରିୟଙ୍କା ଧରିବେ କଂଗ୍ରେସ ମଙ୍ଗ !

ଛତିଶଗଡ଼, ପଞ୍ଜାବ, ରାଜସ୍ଥାନ, ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ରାହୁଲଙ୍କ ନେତୃତ୍ୱରେ ଦଳକୁ ସଫଳତା ମିଳିଥିଲା ।

Odia Jawan
ରେଳ ଧାରଣା କଡ଼ରୁ ମିଳିଲା ଯବାନଙ୍କ ମୃତଦେହ

ଭଉଣୀ ବାହାଘର ପାଇଁ ଦାୟିତ୍ୱରୁ ଛୁଟି ନେଇ ଘରକୁ ଆସିଥିଲେ ଯବାନ ଚନ୍ଦ୍ରକାନ୍ତ ସେଜପଡ଼ା । ଆଉ ସବୁ କାମ ସରି ପୁଣି ଫେରିଯାଇଥିଲେ କର୍ମକ୍ଷେତ୍ରକୁ । ଏହାର ମାତ୍ର ଦୁଇ ସପ୍ତାହ ପରେ ହରିଆଣାର ବାହାଦୁର ପାଖ ଏକ ରେଳ ଧାରଣା କକ୍ଷରୁ ତାଙ୍କର ମୃତଦେହ ମିଳିଥିଲା ।

Ambulance
ମୂଲ-ଚାଲ ହୋଇପାରିଲାନି ! ଅଧାବାଟରେ ଶବକୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

ଛବି ମହାନ୍ତିଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ପ୍ରଥମେ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ।

Shane Warne With Andrew Symonds
ଦୁଃଖର ପାହାଡ଼ ଭିତରେ ଅଷ୍ଟ୍ରେଲିଆ କ୍ରିକେଟ୍ ! ଦୁଇ ଦୁଇ ଜଣ କିମ୍ବଦନ୍ତି କ୍ରିକେଟରଙ୍କୁ ହରାଇଲା

ମହାନ କ୍ରିକେଟରଙ୍କ ବିୟୋଗ କ୍ରିକେଟ ଜଗତ ପାଇଁ ବି ଏକ ଅପୂରଣୀୟ କ୍ଷତି ସୃଷ୍ଟି ହୋଇଛି । 

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।