ଶୋଭାଯାତ୍ରାକୁ ବିରୋଧ ସହ ପରିକ୍ରମା ପ୍ରକଳ୍ପକୁ ସମର୍ଥନ କରି କରି ଆଜି ପୁରୀ ଜିଲ୍ଲାପାଳଙ୍କୁ ଭେଟି ସ୍ମାରକପତ୍ର ଦେଇଛନ୍ତି ବହୁ ବୁଦ୍ଧିଜୀବୀ, ଧାର୍ମିକ ଓ ସାମାଜିକ ଅନୁଷ୍ଠାନ ।
ଅନ୍ତର୍ଦେଶୀୟ ଜଳମାର୍ଗ ପରିଯୋଜନା ଅନ୍ତର୍ଗତ ଏହି ଜେଟ୍ଟି ନିର୍ମାଣରେ ପ୍ରାଥମିକ ପର୍ଯ୍ୟାୟରେ ଇଫକୋ ସାର କାରଖାନା ୧୦ କୋଟି ଟଙ୍କା ବ୍ୟୟ କରିଛି ।
ନାଲକୋର ଅଚଳବସ୍ଥା କିପରି ଦୂର କରାଯାଇପାରିବ ସେନେଇ ବୈଠକରେ ଆଲୋଚନା କରାଯିବ । ବୈଠକରେ ହୋଇଥିବା ନିଷ୍ପତ୍ତି ସଂପର୍କରେ କୋର୍ଟଙ୍କୁ ପରବର୍ତ୍ତୀ ଶୁଣାଣିରେ ଜଣାଇବାକୁ ନିର୍ଦ୍ଦେଶ ରହିଛି ।
ତିନି ଦିନ ପୂର୍ବେ ଜଣେ ବ୍ୟବସାୟୀଙ୍କୁ ସେଠାରେ ହତ୍ୟା କରାଯାଇଥିଲା । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ସେହି ଉତ୍ତେଜନା ଟିକେ ନଥମୁଣୁ ତାଙ୍କ ଭାବି ପତ୍ନୀ ସେହି ଦୁଃଖରେ ଆତ୍ମହତ୍ୟା କରିଛନ୍ତି ।
ସରକାରୀ ଡାକ୍ତରଖାନାରେ ସେବା ପ୍ରଥମ । ତା’ ପରେ ଘରୋଇ ଚିକିତ୍ସା କରିପାରିବେ ଡାକ୍ତର । ହେଲେ ଡା. ଦୀକ୍ଷିତଙ୍କର ଓପିଡି ଲିଷ୍ଟରେ କେବେ ବି ନାଁ ନାହିଁ।
ରଘୁନାଥପୁର ପୈତୃକ ଘର ଓ କଳାରାହାଙ୍ଗ ଅଫିସ୍ ସମେତ ୬ଟି ସ୍ଥାନରେ ରେଡ୍ ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସମସ୍ତେ ଆଗେଇ ନେବା ଉଚିତ ।
ଘଟଣାସ୍ଥଳରେ ପହଞ୍ଚିଲା ଏନ୍ଡିଆରଏଫ୍ ଓ ଅଗ୍ନିଶମ ବାହିନୀ । ପୂର୍ବରୁ ଘରକୁ ବିପଦଶଙ୍କୁଳ ଘୋଷଣା କରାଯାଇଥିଲା ।
ଉତ୍ସବରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି । ଏହି ଉତ୍ସବ ଦିଲ୍ଲୀ ଶିଖ୍ ଗୁରୁଦ୍ୱାର ପରିଚାଳନା କମିଟି ସହଯୋଗରେ କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ଆୟୋଜନ କରାଯାଇଛି ।
ପାରିବାରିକ କଳହରୁ ରୁହୁନିଆ ଗାଁର ଦେବ ସିନ୍ଧିରିଆ ତାଙ୍କ ପୁଅ ରତନ ସିନ୍ଧିରିଆ ଓ ବୋହୁ ସୁକାନ୍ତି ସିନ୍ଧିରିଆଙ୍କୁ ଆକ୍ରମଣ କରିଥିଲେ ଅମିଲ ସିନ୍ଧିରିଆ ଓ କମିଲ ସିନ୍ଧିରିଆ ।
ଡିସିଜିଆଇର ଅନୁମତି ମିଳିଲେ ଏହି କରୋନା ଟିକା ପିଲାଙ୍କ ପାଇଁ ଜରୁରୀକାଳନୀ ବ୍ୟବହାର କରାଯାଇ ପାରିବ । ବାୟୋଲଜିକାଲ ଇ ଫାର୍ମା କମ୍ପାନୀ ପକ୍ଷରୁ ଏହି ସ୍ୱଦେଶୀ ଟିକା ପ୍ରସ୍ତୁତ ହୋଇଛି ।
ଏହି ଅଞ୍ଚଳକୁ ୟୁକ୍ରେନ ନିୟନ୍ତ୍ରଣରୁ ମୁକ୍ତ କରାଯାଇଥିବା ଦାବି କରିଛି ଋଷ ଗଣମାଧ୍ୟମ । ତେବେ ଋଷିଆର ଦାବିରେ ସତ୍ୟତା କେତେ ତାହା ସ୍ପଷ୍ଟ ହୋଇନଥିବା ବେଳେ, ଏହାକୁ ବୃହତ ସଫଳତା ବୋଲି କହିଛନ୍ତି ରାଷ୍ଟ୍ରପତି ପୁତିନ । କାରଣ ଦୀର୍ଘ ଦିନ ହେଲା ଏହି ଅଞ୍ଚଳକୁ ନିୟନ୍ତ୍ରଣରେ...
ପେଷା ରୋଗୀସେବା, ନିଶା ଅଭିନୟ । ଜଣେ ନମ୍ର ସ୍ୱଭାବୀ ଓ ମିଷ୍ଟଭାଷୀ ଡାକ୍ତରରୁ ମହାପରାକ୍ରମୀ ରାବଣ ଚରିତ୍ରରେ ଅଭିନୟ ।
ଖୋର୍ଦ୍ଧା ସହରରେ ସନ୍ଧ୍ୟା ବେଳେ କରେଣ୍ଟ ନଥିବାରୁ ମୋବାଇଲ୍ ଲାଇଟ୍ରେ ଚାଲିଛି ପାଠପଢ଼ା । ଏହାସହ ଫ୍ୟାନ୍ ବୁଲୁନଥିବାରୁ ଗରମ ଓ ଗୁଳୁଗୁଳିରେ ଆଉଟୁ ପାଉଟୁ ମଣିଷ ବିଞ୍ଚଣା ହିଁ ଭରସା । ଦିନବେଳା ପ୍ରବଳ ଖରା କୋପ ଯେତିକି ଅକ୍ତାମାକ୍ତା କରୁଛି, ବିଦ୍ୟୁତ୍ କାଟ୍ ତାକୁ ଦ୍ୱିଗୁଣିତ କରି...
ବିକଳ ହେଉଛନ୍ତି ରୋଗୀ ଓ ସମ୍ପର୍କୀୟ । କହୁଛନ୍ତି ଜମିପଟ୍ଟା ପଛେ ନିଅ, ମୋବାଇଲ୍ ନିଅନି । ପୂର୍ବରୁ ରୋଗୀ ଓ ସମ୍ପର୍କୀୟଙ୍କ ପରିଚୟପତ୍ର ରଖାଯାଉଥିଲା । ଏବେ କିନ୍ତୁ ବନ୍ଧକ ପଡୁଛି ମୋବାଇଲ୍ । ରୋଗଦୁଃଖ ସମୟରେ ଆଉ ବିକଳ୍ପ ନଥିବା ସଂପର୍କୀୟ ବା କରିବେ କଣ...
ମାଟି ଖୋଳି ଯେଉଁ ଐତିହ୍ୟକୁ ମାଟି ବାହାରକୁ ଅଣାଯାଇଥିଲା, ରକ୍ଷଣାବେକ୍ଷଣ ଅଭାବରୁ ପୁଣି ମାଟି ହେବାକୁ ବସିଲାଣି । ଦିନେ ଏଠି ଉତ୍କଳର ସମୃଦ୍ଧ ରାଜବାଟୀଟିଏ ଥିବାର ପ୍ରମାଣ ମିଳିଥିଲା । ଖାଲି ସେତିକି ନୁହେଁ ଅନ୍ଧାଧୁନ ଜବରଦଖଲରୁ ଆଧୁନିକ କଲୋନି ଭିତରେ ଯେମିତି ଲୁଚିଗଲାଣି ଏ ଐତିହ୍ୟସ୍ଥଳୀ...
କଟକ କନ୍ଦରପୁରର ପ୍ରକାଶ ଚନ୍ଦ୍ର ଓଝା । ନିଜ ସଂପର୍କୀୟଙ୍କୁ ଷ୍ଟ୍ରେଚରରେ ନେଇ ଏକ୍ସ-ରେ କରାଇବାର ଆବଶ୍ୟକତା ଥିବାରୁ ଟ୍ରମା କାଜୁଆଲ୍ଟି ସାମ୍ନାରୁ ବୁକିଂ କାଉଣ୍ଟରକୁ ଆସିଥିଲେ ।
୩ କୋଟି ଟଙ୍କା ବ୍ୟୟରେ ଫୁଟ ଓଭର ବ୍ରିଜ ପାଇଁ ମନ୍ତ୍ରାଳୟ ନିଷ୍ପତ୍ତି ନେଇଛି । ମଞ୍ଚେଶ୍ୱର ରେଲୱେ ମାର୍କେଟ ପାତ୍ରସାହି ଲୋକଙ୍କୁ ଥଇଥାନ ପରେ ଉଚ୍ଛେଦ କରାଯିବ ବୋଲି ସେ କହିଛନ୍ତି ।
୧୯୫୦ ଗେଜେଟ୍ ନୋଟିଫିକେସନ୍ ଅନୁଯାୟୀ ଭୁବନେଶ୍ୱର ସହରର ଅତି ପାଖରେ, ଲିଙ୍ଗିପୁର ପଞ୍ଚାୟତ ଅଧିନରେ ଥିବା ୫୬୨.୬୮୧ ଏକର ଜମିରେ ଗଢ଼ି ଉଠିଥିଲା ଏ ଗଡ଼ । ଯାହା, ଏବେ ମାତ୍ର ୭୭୫ ଡିସିିମିଲ ବା ଏକ ଏକରରୁ କମ୍ରେ ସୀମିତ ରହିଯାଇଛି ।
ଢେଙ୍କାନାଳର ବିଭିନ୍ନ ଜଙ୍ଗଲରେ ପ୍ରାୟ ୧୦ରୁ ଅଧିକ କଲରାପତରିଆ ବାଘ ଥିବା ଅନୁମାନ କରାଯାଉଛି ।