ନୂଆ ସରକାରରେ ନୂଆ ୧୭ ଜଣ କ୍ୟାବିନେଟ ମନ୍ତ୍ରୀଙ୍କୁ ସାମିଲ କରାଯାଇଛି । କିଛି ଦିନ ତଳେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଛାଡ଼ି ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଥିଲେ ।
ନିକଟରେ ରାଜ୍ୟରେ ଶେଷ ହୋଇଥିବା ପଞ୍ଚାୟତ ଓ ପୌର ନିର୍ବାଚନରେ ଦଳ ଦକ୍ଷିଣ ଓଡିଶାରେ ଭଲ ପ୍ରଦର୍ଶନ କରିଛି । ହେଲେ ପଶ୍ଚିମ କି ଉପକୂଳରେ ଦଳର ପ୍ରଦର୍ଶନ ଏତେ ଭଲ ନାହିଁ ।
ଗୁଇନ୍ଦା ସୂଚନା ସତ୍ତ୍ୱେ କାହିଁକି ସ୍ଥିତି ନିୟନ୍ତ୍ରଣରେ ଫେଲ ମାରିଲା ପୋଲିସ ? ଗତ ୧୬ ତାରିଖରେ ଗୁଇନ୍ଦା ବିଭାଗ ସେପ୍ସାଲ ବ୍ରାଂଚ ଏନେଇ ଚିଠି ଲେଖି ସରକାରଙ୍କୁ ଅବଗତ କରିଥିଲା ।
ଆଜି ଅପରାହ୍ନରେ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ନନ୍ଦୀପଦା ଥାନା ଶାସଙ୍ଗ ଛକରେ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଡ୍ରାଇଭରର ମୃତ୍ୟୁ ହୋଇଥିବା ବେଳେ ଟ୍ରାକ୍ଟର ମାଲିକ ଗୁରୁତର ହୋଇଥିବା ସୂଚନା ରହିଛି ।
ଗାଡ଼ିରେ ବସିଥିବା ଦୁଇ ବ୍ୟକ୍ତିଙ୍କୁ ସ୍ଥାନୀୟ ଲୋକେ ନିର୍ଧୁମ ପିଟିଥିଲେ । ଲୋକଙ୍କ ମାଡ଼ରେ ଦୁଇ ଉଭୟ ଗୁରୁତର ହୋଇଥିବା ବେଳେ ମେଡିକାଲ୍ରେ ଜଣଙ୍କର ମୃତ୍ୟୁ ହୋଇଛି ।
ସୁରକ୍ଷା, ବୀମା, ପ୍ରତି ୧୦୦ କିଲୋମିଟରରେ ବିଶ୍ରାମ ଘର ଓ କାର୍ଯ୍ୟ ସମୟ ୮ ଘଣ୍ଟା ର୍ନିଦ୍ଧାରଣ ଭଳି ଦାବିରେ ଲକ୍ଷାଧିକ ଡ୍ରାଇଭର ଏକାଠି ହୋଇଥିଲେ ।
ଅନ୍ୟପଟେ ଏବେ ବି ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଉପାନ୍ତରୁ ଉପକୂଳ, ଆଭ୍ୟନ୍ତରୀଣରୁ ଓ ପଶ୍ଚିମ ସବୁଠି ଅଗ୍ନିବର୍ଷା । ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୪୦ରୁ ଖସୁନଥିବା ବେଳେ, ପ୍ରଥମ ଥର ପାଇଁ ଟ୍ୱିନ୍ ସିଟରେ ତାପମାତ୍ରା ୪୦ ପାର କରିଛି...
ଗତକାଲି ନୂଆ ସ୍ଥଳ ସେନା ମୁଖ୍ୟ ନିଯୁକ୍ତ କରିଛନ୍ତି କେନ୍ଦ୍ର ସରକାର । ଲେଫ୍ଟନେଣ୍ଟ ଜେନେରାଲ ମନୋଜ ପାଣ୍ଡେ ହେବେ ପରବର୍ତ୍ତୀ ସ୍ଥଳ ସେନା ମୁଖ୍ୟ ।
୨୦୨୩ ହକି ବିଶ୍ୱକପ୍ କୁ ଆଖି ଆଗରେ ରଖି କୋକେନ୍ ବିକ୍ରି ପାଇଁ ସେମାନଙ୍କ କଣ ଥିଲା ବ୍ଲୁ ପ୍ରିଣ୍ଟ । ରାଜଧାନୀର କେଉଁ ତାରକା ହୋଟେଲକୁ କୋକେନ ଦିଆଯାଉଥିଲା ।
କରୋନା ମହାମାରୀର ପ୍ରକୋପ ଯୋଗୁଁ ଗତ ୨ ବର୍ଷ ଧରି ଏହି ପ୍ରସିଦ୍ଧ ଲଙ୍କାପଡ଼ି ଯାତ୍ରା ବନ୍ଦ ରହିଥିଲା । ହେଲେ ୨ ବର୍ଷ ପରେ ଏଥର ପୁଣି ଯାତ୍ରା ହେଉଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ଦେଖିବାକୁ ମିଳୁଛି ।
କେତେ ମରିଛନ୍ତି ହିସାବ ନାହିଁ ! କୁହାଯାଉଛି ଯେ ପାଶ୍ମିମ କାବୁଲର ଦାସ୍ତ-ଏ-ବାର୍ଚ୍ଚି ଅଞ୍ଚଳରେ ଥିବା ଏକ ସ୍କୁଲରେ ପ୍ରଥମେ ବିସ୍ଫୋରଣ ଘଟିଥିଲା । ପରେ ଆଉ ଦୁଇଟି ବସ୍ଫୋରଣ ଘଟିଥିଲା ।
ଦ୍ୱିତୀୟ ଥର ପାଇଁ ରାଜଧାନୀରେ ଓଡ଼ିଶା ଡ୍ରାଇଭର ମହାସଂଘର ହଲ୍ଲାବୋଲ । ୧୧ ଦଫା ଦାବି ପୂରଣ ନେଇ ସରକାର ୩ ମାସ ସମୟ ମାଗିବା ପରେ ଧାରଣାରୁ ତ ହଟିଲେ ହେଲେ ଆସନ୍ତାକାଲି ଠାରୁ ଷ୍ଟିୟରିଂ ଛାଡ଼ ଡାକରା ଦେଇଛି ମହାସଂଘ ।
ରାଜଧାନୀର ଛାତି ଉପରେ ହାଜତ ମୃତ୍ୟୁ ବିବାଦ । ଛନ୍ଦିହୋଇଛି କମିଶନରେଟ୍ ପୋଲିସ । ପରିଚୟ ଦ୍ୱନ୍ଦ୍ୱ ବଢ଼ାଉଛି ବଡ଼ଗଡ଼ ଥାନା । ପୋଲିସ କହୁଛି, ମୃତକଙ୍କ ନାଁ ପ୍ରଦୀପ ସାହୁ ।
ଦରକାର ପଡ଼ିଲେ ଛୁଟିଦିନ ଓ କାର୍ଯ୍ୟ ଦିବସରେ ଅତିରିକ୍ତ କ୍ଲାସ ହେବ ବୋଲି ମଧ୍ୟ କୁହାଯାଇଛି ।
ଜେନେରାଲ ମନୋଜ ମୁକୁନ୍ଦ ନରଭାଣେଙ୍କ ଠାରୁ ଦାୟିତ୍ୱ ନେବେ ମନୋଜ ପାଣ୍ଡେ ।
ଫିଲ୍ମଟିକୁ ନିଖୁଣତାର ସହ ପ୍ରସ୍ତୁତ କରାଯାଇଛି ବୋଲି ଦର୍ଶକଙ୍କ ମଧ୍ୟରେ ଉତ୍ସାହ ବଢ଼ୁଛି । ଫିଲ୍ମଟି ବକ୍ ଅଫିସ୍ରେ ଖବୁ ଧମାଲ କରିଛି ।
ୟଶଙ୍କ ସହ ଶ୍ରୀନଧି ଶେଟ୍ଟୀ, ସଞ୍ଜୟ ଦତ୍ତ, ରବିନା ଟଣ୍ଡନ, ପ୍ରକାଶ ରାଜଙ୍କ ଭଳି ବଡ଼ ବଡ଼ କଳାକାରଙ୍କ ଏହି ଫିଲ୍ମ ରବିବାର ହିନ୍ଦୀ ବ୍ୟତୀତ ଅନ୍ୟ ଭାଷାରେ ମଧ୍ୟ ଖୁବ୍ ଧୁମ୍ ମଚାଇଛି ।
ଅଭିଯୋଗ ଅନୁଯାୟୀ, ଜଣେ କୁନି ପୁଅର ସ୍ୱାସ୍ଥ୍ୟ ଖରାପ ହେବାରୁ ଏହି ହସ୍ପିଟାଲରେ ଚିକିତ୍ସା ପାଇଁ ଶିଶୁୱାର୍ଡରେ ଭର୍ତ୍ତି କରାଯାଇଥିଲା । ଆଉ ୪ ଦିନର ଚିକିତ୍ସା ପରେ ତାର ମୃତ୍ୟୁ ହୋଇଥିଲା
ଆଜିଠାରୁ ଅର୍ଥାତ ଏପ୍ରିଲ୍ ୧୮ ତାରିଖରୁ ସାମ୍ବାଦିକଙ୍କୁ ଲୋକସେବା ଭବନରେ ଏଣ୍ଟ୍ରି କରିବାର ଅନୁମତି ପୂର୍ବରୁ ଦେଇଥିଲେ ରାଜ୍ୟ ସରକାର । ଦୀର୍ଘ ଦୁଇ ବର୍ଷ ପରେ ସାମ୍ବାଦିକମାନେ ଖବର ସଂଗ୍ରହ ପାଇଁ ଲୋକସେବା ଭବନ ଭିତରକୁ ପ୍ରବେଶ କରିଛନ୍ତି ।
ସାମାଜିକ ନ୍ୟାୟ ପକ୍ଷ ପାଳନ ଅବସରରେ ସେ କହିଛନ୍ତି, ୨୦୧୪ ଆଗରୁ ଦେଶର ଅର୍ଥନୀତି ପୁରା ଦୁର୍ବଳ ଥିଲା । ୫୦ ଭାଗ ଲୋକ ବ୍ୟବସ୍ଥାରୁ ବାହାରେ ଥିଲେ । ମୋଦି ସରକାର ଆସିବା ପରେ ସେଥିରେ ଅନେକ ପରିବର୍ତ୍ତନ ଆସିଛି ।