ଯାଜପୁର ପାଇଁ ଭଣ୍ଡାର ଖୋଲି ଦେଇଥିଲେ କି ନବୀନ ?
ଗୃହରେ ପରିବହନ ମନ୍ତ୍ରୀଙ୍କ ତଥ୍ୟ ଖୋଲିଲା ଯୋଜନାର ପୋଲ୍ । ନିର୍ବାଚନ ପୂର୍ବରୁ ବିଜେଡି ସରକାରଙ୍କ ବାହାସ୍ଫୋଟିଆ ଯୋଜନା ।
ରେଡ୍ ବେଳେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ବିପୁଳ ସଂପତ୍ତି ଦେଖି ତାଜୁବ ଭିଜିଲାନ୍ସ ।
ଅଭିଯୁକ୍ତ ସଞ୍ଜୟର ପରିବାର ବି ଛାରଖାର । ଦୋଷୀକୁ ଫାଶି ଦେବାକୁ ଦାବି କଲେ ସୋନାଗାଛି ଦେହଜୀବୀ ।
ସାଇକେଲଟି ସ୍ଥାନୀୟ ଲୋକେ ଉଦ୍ଧାର କରିଥିବାବେଳେ ଏଯାଏଁ ସାଇରାମର କୌଣସି ପତ୍ତା ମିଳିନି। ବ୍ରହ୍ମପୁରରେ ପ୍ରବଳ ବର୍ଷା ଯୋଗୁଁ ମୁକୁଳା ଡ୍ରେନରେ ପାଣିର ସୁଅ ଚାଲୁଥିଲା। ଏହି ସୁଅରେ ସାଇରାମ୍ ଭାସିଯାଇଥିବା ଆଶଙ୍କା କରାଯାଉଛି। ଖବର ପାଇ ଅଗ୍ନିଶମ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଜାରି ରଖିଛି।
୩ ଲକ୍ଷରୁ ଅଧିକ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ସଂଯୁକ୍ତ ଘର ଏବଂ ପରିସରକୁ ସର୍ବଭାରତୀୟ ସ୍ତରର ଘରୋଇ ମନୋରଞ୍ଜନ, ଅସୀମିତ ୱାଇଫାଇ ଏବଂ ନିରବଛିନ୍ନ ହାଇସ୍ପିଡ୍ ବ୍ରଡବ୍ୟାଣ୍ଡ ସେବା ।
ଭଞ୍ଜନଗର ବଡ଼ଗଡ଼ ଥାନା ଗୋକୁଳପୁର, କେନ୍ଦ୍ରାପଡା ସଦର ଥାନା ଆୟବା ଗାଁରେ ବି ଜୀବନ ନେଇଛି ବଜ୍ରପାତ। ତେବେ ସମ୍ବଲପୁର ଶାସନ ଥାନା ଡବଲା ଗାଁରେ ଏବଂ ଭଦ୍ରକ ବାସୁଦେବପୁର ଚୂଡ଼ାମଣି ଗାଁରେ ବଜ୍ରାଘାତରେ ୨ ଗୁରୁତର ହୋଇପଡ଼ିଛନ୍ତି।
କୋଲକାତା ଯାଇ ଗ୍ରାଉଣ୍ଡରୁ ଆକ୍ରୋଶ ପରଖିଲା ଓଟିଭି । ଲାଗିଲା ଅଭିଯୁକ୍ତ ସଂଜୟ ସୈତାନୀକାଣ୍ଡର ବହୁ ଗୁରୁତ୍ବପୂର୍ଣ୍ଣ ତଥ୍ୟ ।
ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ଘାଣ୍ଟୁଛି ସିବିଆଇ । ସନ୍ଦୀପଙ୍କ ବିରୋଧରେ ସାଂଘାତିକ ଅଭିଯୋଗ । ଅଭିଯୋଗ ଆଣିଲେ ସନ୍ଦୀପଙ୍କ ପୂର୍ବତନ ସହଯୋଗୀ ।
ବିଧାୟକ ଅଶୋକଙ୍କ ବୟାନକୁ ନେଇ ତେଜିଲା ରାଜନୀତି । ଆଗକୁ ବିଜେଡିର ବହୁ ନେତା ବିଜେପିରେ ମିଶିବେ କହିଲେ ଅଶୋକ।
ଅବକାରୀ ବିଭାଗର ଅତିରିକ୍ତ କମିଶନରଙ୍କ କହିବା କଥା, ବେଆଇନ ମଦ କାରବାର ଅଭିଯୋଗରେ ସୁରେନ୍ଦ୍ର ପୂର୍ବରୁ ବି ଜେଲ୍ ଯାଇଛି। ଜେଲରୁ ମୁକୁଳି ପୁଣି ଚଳାଇଥିଲା ମଦ ବେପାର।
ଏହା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଚାଉଳ ହୋଇଥାଇପାରେ ବୋଲି ଆଶଙ୍କା କରାଯାଉଛି।
ପଡୋଶୀ ଝାଡଖଣ୍ଡରେ କମିଶନରେଟ୍ ପୋଲିସର ଦୁଇଟି ସ୍ୱତନ୍ତ୍ର ଟିମ୍ । ସାଙ୍ଗରେ ସିମ୍ ବକ୍ସ କ୍ରାଇମର ବଙ୍ଗୀୟ ଏଜେଣ୍ଟ ରାଜୁ ମଣ୍ଡଳ ।
ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଚିଠି ଲେଖି ୩ ଦିନ ମଧ୍ୟରେ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯାହାକୁ ନେଇ ସମସ୍ତ ବିଭାଗରେ ଏବେ ହଇଚଇ।
ବିଶେଷକରି ୨୪ ଘଣ୍ଟିଆ ଡ୍ୟୁଟି ଭିତରେ ରାତିବେଳା କେତେ ସୁରକ୍ଷିତ ମହିଳା ଡାକ୍ତର ?
ଭୁବନେଶ୍ବର ୧ ନମ୍ବର ମାର୍କେଟରେ ଆଳୁ କିଲୋ ପିଛା ୩୫ ଟଙ୍କା ଲେଖାଥିବା ବେଳେ ଗ୍ରାହକଙ୍କଠାରୁ ୪୦ ଟଙ୍କା ନେଇଛନ୍ତି ବ୍ୟବସାୟୀ।
କାଳ ବିଳମ୍ବ ନକରି ତାଙ୍କୁ ଏକ ସୁରକ୍ଷିତ ସ୍ଥାନକୁ ଟେକି ନେଇ ଆରମ୍ଭ କରିଥିଲେ ଛାତିରେ ପମ୍ପିଂ ବା କାର୍ଡିଓ ପଲମୋନାରୀ ରେସୁସିଟେସନ ବା CPR ଚିକିତ୍ସା।
ମମତା ସରକାରଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା । ଡାକ୍ତରଙ୍କ ସୁରକ୍ଷା ପାଇଁ ଗଠନ କଲେ 10 ଜଣିଆ ଟାସ୍କଫୋର୍ସ ।
ବୌଦ୍ଧ ପୁରୁଣାକଟକରୁ ଚାରିଛକକୁ ସଂଯୋଗ କରୁଛି ରାସ୍ତା । ବୌଦ୍ଧରେ ରହିଛି ରେଳ ପ୍ରକଳ୍ପର ୪ଟି ଟନେଲ ।