କ୍ରାଇମବ୍ରାଞ୍ଚ ପ୍ରଥମେ ଅଭିଯୁକ୍ତ ଶର୍ମିଷ୍ଠାକୁ ୫ ଦିନ ରିମାଣ୍ଡ ଆଣି ତଦନ୍ତ ଚଳାଇଥିବା ବେଳେ ପୁଣି ଦ୍ୱିତୀୟ ଥର ପାଇଁ ୩ ଦିନ ରିମାଣ୍ଡରେ ନେଇଛି ।
ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତା ବଢ଼ାଇଥିବା ବେଳେ ଦୁର୍ଘଟଣା ହ୍ରାସ କରିବା ଜରୁରୀ ହୋଇ ପଡିଛି । ପରିବହନ ଓ ପୋଲିସ ବିଭାଗ କର୍ମଚାରୀଙ୍କୁ ନେଇ ଏହି କାର୍ଯ୍ୟକ୍ରମରେ ପରିବହନ ମନ୍ତ୍ରୀ, ପରିବହନ ବିଭାଗ ପ୍ରମୁଖ ସଚିବ, ପୋଲିସ ଡିଜି ପ୍ରମୁଖ ଯୋଗ ଦେଇଥିଲେ ।
ଚଣ୍ଡିଖୋଲ ସ୍ଥିତ ଦ୍ୱିତୀୟ କ୍ୟାମ୍ପସରେ ଗଲା ୨ ବର୍ଷ ହେବ ବିଏସସି ନର୍ସିଂ କୋର୍ସ ଆରମ୍ଭ ହୋଇଛି । ଯାହାର ପରିଚାଳନା ଦାୟିତ୍ୱ ନେଇଛି ଶ୍ରୁଶୃତମ ଚାରିଟେବଲ୍ ଟ୍ରଷ୍ଟ ।
ସରକାରଙ୍କ ପକ୍ଷରୁ ହେଉଥିବା ଏହି ନିର୍ମାଣ କାର୍ଯ୍ୟ ବେଆଇନ୍ ବୋଲି ସେ ବାରମ୍ବାର କହୁଛନ୍ତି । ଏହାସହ ସହ ପ୍ରମାଣ ମଧ୍ୟ ରଖୁଛନ୍ତି ।
‘ଶ୍ରୀମନ୍ଦିର ସହ ମହାପ୍ରଭୁଙ୍କ ମହାପ୍ରସାଦର ରହିଛି ଅନନ୍ୟ ସମ୍ପର୍କ । ରୋଷଘରର ଅବଢ଼ା ପ୍ରସ୍ତୁତ ହେଉଥିବା ଚୂଲିକୁ ଭାଙ୍ଗି ଦେଇ ମହାପ୍ରଭୁଙ୍କ ପ୍ରସାଦ ପ୍ରସ୍ତୁତିକୁ ବ୍ୟାଘାତ କରିବା ଦୁଃଖଦାୟକ ।
ରବିବାରଠାରୁ ସାରା ରାଜ୍ୟରେ ହଟଚମଟ ଚାଲିଥିବା ବେଳେ ଏବେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ବି ସ୍ୱର ଉଠାଇଛନ୍ତି ।
ପ୍ରମାଣ ନଷ୍ଟ ପାଇଁ ହତ୍ୟା କରି ପୋଡିଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାର ଛାନ୍ଭିନ୍ ଚଳାଇଛି । ତଦନ୍ତ ପରେ ଅଧିକ ତଥ୍ୟ ସାମ୍ନାକୁ ଆସିବ ବୋଲି କୋରାପୁଟ ଏସ୍ଡିପିଓ କହିଛନ୍ତି ।
କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାର ଅଭିଯୁକ୍ତ ମାନଙ୍କୁ ଆଜି କୋର୍ଟରେ ହାଜର କରାଯିବ । ଚାନ୍ଦବାଲି JMFCରେ ହାଜର କରି କ୍ରାଇମବ୍ରାଞ୍ଚ ପୁଣିଥରେ ରିମାଣ୍ଡ ପାଇଁ ଆବେଦନ କରିପାରେ ।
୧୯୪୮ରୁ ପ୍ରତିବର୍ଷ ଅପ୍ରେଲ ୧୩ ତାରିଖ ଦିନ, ‘ଭୁବନେଶ୍ୱର ପ୍ରତିଷ୍ଠା ଦିବସ ବା ରାଜଧାନୀ ପ୍ରତିଷ୍ଠା ଦିବସ’ ଭାବରେ ପାଳନ କରାଯାଏ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା ।
ନିର୍ମାଣ ବେଳେ ଶ୍ରୀମନ୍ଦିର ଚାରିପଟୁ ବହୁ ମାଟି କାଢ଼ି ନିଆଯାଇଛି । ସେସବୁ ଗଲା କୁଆଡ଼େ ? ତାକୁ ନେଇ ବି ନାନା ପ୍ରଶ୍ନ । ଅପରପକ୍ଷେ ଏବେ ବି ନିର୍ମାଣ କାର୍ଯ୍ୟ ଚାଲିଥିବାରୁ ଏନେଇ ଲୋକଙ୍କ ମନରେ ଅନେକ ସନ୍ଦେହ ଓ ଶଙ୍କା ରହିଛି ।
ଆମେ ସମସ୍ତେ ଜାଣୁ ଯେ, ଭାରତୀ ଏବେ ନିଜ କ୍ୟାରିଅରର ଏମିତି ଏକ ସୋପାନରେ ପହଞ୍ଚିସାରିଛନ୍ତି, ଯେଉଁଠି ତାଙ୍କର ଆଉ କୌଣସି ଅସୁବିଧା ନାହିଁ । ତାଙ୍କ ପାଖରେ କୌଣସି ଜିନିଷର ଅଭାବ ନାହିଁ ।
ଏହାରି ଭିତରେ ଆସିଛି ଆଉ ଏକ ନୂଆ ରୋଚକ ଖବର । ଯାହାକି ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଦର୍ଶକଙ୍କ ମନରେ ଭରିଦେଇଛି ଉତ୍କଣ୍ଠା । କାରଣ ହଠାତ ପୁଣି ଥରେ ପୁନମ ପାଣ୍ଡେ ଦର୍ଶକଙ୍କୁ ଦେବାକୁ ଯାଉଛନ୍ତି ସରପ୍ରାଇଜ୍ । ତେବେ ଆସନ୍ତୁ ଜାଣିବା କ’ଣ...
କେନ୍ଦୁଝରର ବଡ଼ବିଲ ଅଞ୍ଚଳରେ ଥିବା କିଛି ଡାକ୍ତରଖାନା ଉପରେ ଆମର ନଜର ପଡ଼ିଥିଲା । ଯେଉଁଠି କେବଳ କାଗଜପତ୍ରରେ ଚାଲିଛି ସ୍ୱାସ୍ଥ୍ୟସେବା ।
ରଣବୀର ଓ ଆଲିଆଙ୍କ ବିବାହକୁ ନେଇ ବେଶ୍ କିଛି ଦିନରୁ ଚର୍ଚ୍ଚା ହେଉଥିଲା । ଉଭୟଙ୍କ ପ୍ରେମ ସମ୍ପର୍କକୁ ନେଇ ଗସିପ୍ ଗଳିରେ ଖୁବ୍ ଆଲୋଚନା ହୋଇଛି ।
ବରିଷ୍ଠ IAS ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । କ୍ରିଷନ କୁମାର କେନ୍ଦ୍ରୀୟ ଡେପୁଟେସନ ଯିବା ପରେ ପଦ ଥିଲା ଖାଲି ।
ପାକିସ୍ତାନ ଇତିହାସରେ କୌଣସି ପ୍ରଧାନମନ୍ତ୍ରୀ ନିଜର କାର୍ଯ୍ୟକାଳ ସଂପୂର୍ଣ୍ଣ କରିପାରି ନାହାନ୍ତି । ଯାହା ଜଣାପଡୁଛି ଏହି ପରମ୍ପରାକୁ ବଜାୟ ରଖିବ ପାକିସ୍ତାନ ପାର୍ଲାମେଣ୍ଟ ।
ଆଜିର ମ୍ୟାଚ୍ରେ ରାଜସ୍ଥାନ ରୟାଲସ ପ୍ରଥମେ ବ୍ୟାଟିଂ କରି ୧୯୩ ରନ କରିଥିଲା । ୧୯୪ ରନ୍ର ବିଜୟ ଲକ୍ଷ ନେଇ ମଇଦାନକୁ ଓହ୍ଲାଇଥିଲା ମୁମ୍ବାଇ । ହେଲେ ନିର୍ଦ୍ଧାରିତ ଓଭରରେ ୮ ୱିକେଟ ହରାଇ ମାତ୍ର ୧୭୦ ରନ୍ ହିଁ କରି ପରାଜୟ ସ୍ୱୀକାର କରିଥିଲା ଦଳ ।
ଭାରତକୁ ପ୍ରଥମ ଥର ପାଇଁ ନିଆଁ ଲିଭା ରୋବୋଟ ଆସିଛି । ଯାହାକି ୟୁରୋପ ମହାଦେଶରେ ବେଶ୍ ସଫଳତା ପୂର୍ବକ ନିଆଁ ଲିଭା କାର୍ଯ୍ୟ ସମ୍ପାଦନ କରିଛି । ଏହାକୁ ଫାୟାର ଫାଇଟର ରୋବୋଟ ବୋଲି କୁହାଯାଉଛି ।
ଗୁରୁବାର ପାର୍ଲାମେଣ୍ଟରେ ପୁରୀ ସାଂସଦ ପିନାକୀ ମିଶ୍ର ରଖିଥିବା ତଥ୍ୟକୁ ନେଇ ସୃଷ୍ଟି ହୋଇଛି ହଇଚଇ, ବଢୁଛି ବିରୋଧ । ହେଲେ ଆଜି ନିଜର ସେ ତଥ୍ୟ ସପକ୍ଷରେ ସଫେଇ ଦେଇ ପିନାକୀ କହିଛନ୍ତି- ତାଙ୍କ ମନ୍ତବ୍ୟକୁ ମାତ୍ର କିଛି ଲୋକ ଗ୍ରହଣ କରୁନାହାନ୍ତି ।
ସେଦିନ ଥିଲା ଫେବ୍ରୁୟାରୀ ୭ । ଚାନ୍ଦବାଲି ପଳାସପୁରରୁ ସକାଳୁ ମାନସଙ୍କୁ ଅପହରଣ କରି ଦୟାଲ ଆଶ୍ରମକୁ ଆଣିଥିଲେ ଶର୍ମିଷ୍ଠା ଓ ତାଙ୍କ ସହଯୋଗୀ ।