କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍ ଆଜି ଭଦ୍ରକ ଏବଂ ଚାନ୍ଦବାଲି ଯାଇ ଖୋଳତାଡ଼ କରିଛି । ସେପଟେ ଭଦ୍ରକ ପୋଲିସ ଏବଂ କ୍ରାଇମବ୍ରାଞ୍ଚର ଆଉ ଦୁଇଟି ଟିମ୍ ରାଜ୍ୟ ବାହାରକୁ ଯାଇଛି ।
ମେମୋରି ଚିପ୍ରେ ଲୁଚି ରହିଥିବା ବାବୁ ଓ ନେତାଙ୍କ ଖୋଲିବ କି ଲିଙ୍କ ? ଶର୍ମିଷ୍ଠାଙ୍କ ଫେରାର ଏବଂ ଅନୁକମ୍ପା ପଛରେ ଆଉ କାହାର ରହିଛି ହାତ ? ମାନସ ହତ୍ୟାକାଣ୍ଡ ମାମଲା ଉପରୁ ପରଦା ହଟାଇବାକୁ ଏଣ୍ଟ୍ରି ମାରିଛି କ୍ରାଇମବ୍ରାଞ୍ଚ ।
ଋଷୀୟ ଆକ୍ରମଣର ମାସେ ଭିତରେ ଅମାପ କ୍ଷୟକ୍ଷତି ସହିଲାଣି ୟୁକ୍ରେନ୍ । ଅକଥନୀୟ ଯନ୍ତ୍ରଣା ସହିଲେଣି ୟୁକ୍ରେନ୍ର ସାଧାରଣ ନାଗରିକ । ରାଜଧାନୀ କିଭ୍ ଓ ବନ୍ଦରନଗରୀ ମାରିଉପୋଲର ଦୃଶ୍ୟ ଦେଖିଲେ ଠିକ୍ ଏମିତି କିଛି ମନେ ହୁଏ ।
ଫେବୃଆରୀ ୨୪ରେ ୟୁକ୍ରେନ୍ ଉପରେ ଆକ୍ରମଣ କରିଥିଲା ଋଷ । ଆଉ ଆଜି ହେଉଛି ମାର୍ଚ୍ଚ ୨୪ । ମାସେ ଭିତରେ ଏହି ଯୁଦ୍ଧ ୟୁକ୍ରେନ୍କୁ ଯେତିକି କ୍ଷତିଗ୍ରସ୍ତ କଲାଣି, ବିଶ୍ୱକୁ ବି ସେତିକି ପ୍ରଭାବିତ କଲାଣି ।
ବାହୁବଳୀ MLA ପ୍ରଶାନ୍ତ ଜଗଦ୍ଦେବଙ୍କ ହିଟ୍ ଆଣ୍ଡ ରନ୍ ମାମଲାରେ ଥମୁନି ବିବାଦ । ସାମ୍ନାକୁ ଆସିଛି ଦୁର୍ଘଟଣା ଘଟାଇଥିବା ଗାଡ଼ିର ନମ୍ବର ଜାଲିଆତି ପ୍ରମାଣ । ଦୁର୍ଘଟଣା ପରେ ଯେଉଁ ଗାଡ଼ିର ନମ୍ବରକୁ ନେଇ ମାମଲା ରୁଜୁ ହୋଇଥିଲା, ସେହି ନମ୍ବରରେ ଥିବା ଅନ୍ୟ ଏକ ଗାଡ଼ି...
ଖୋର୍ଦ୍ଧା ପୋଲିସ ଏବେ ଏହି ଜାଲିଆତି ନନେଇ ଆଉ ଏକ ମାମଲା ରୁଜୁ କରିଛି । ସେପଟେ ଏହାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମଧ୍ୟରେ ଦେଖାଦେଇଛି ଟ୍ୱିଟ୍ ୱାର ।
ପିପିଲିରେ ଏକ ବୁଥ୍ରେ ବିଜେପି ଏଜେଣ୍ଟଙ୍କ ମୁଣ୍ଡ ଫାଟିଛି । ପିପିଲି ଏନ୍ଏସିର ୭ ନମ୍ବର ୱାର୍ଡ ୯ ନମ୍ବର ବୁଥ୍ରେ ବିଜେପି ଏଜେଣ୍ଟଙ୍କ ମୁଣ୍ଡ ଫାଟିଲା । ବିପକ୍ଷ ଦଳର ଲୋକେ ତାଙ୍କୁ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି ।
ଧର୍ମେନ୍ଦ୍ରଙ୍କ କୋର୍ଟରୁ ପ୍ରଣବଙ୍କୁ କାଉଣ୍ଟର କରିଛନ୍ତି ରାଜ୍ୟ ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ । ସେ ରାଜ୍ୟର ଆଇନ୍ଶୃଙ୍ଖଳାକୁ ନେଇ ପ୍ରଣବଙ୍କୁ କାଉଣ୍ଟର କରିଥିବା ବେଳେ ଧର୍ମେନ୍ଦ୍ରଙ୍କ ପାଇଁ ଡିଫେଣ୍ଡ କରିଛନ୍ତି ।
ନବରଙ୍ଗପୁର ଜିଲ୍ଲା ଉମରକୋଟ ପୌର ପରିଷଦ ୮ ନମ୍ବର ଓ୍ୱାର୍ଡର ୧୪ ନମ୍ବର ବୁଥ୍ରୁ ଆସିଲା ଏଭଳି ସାଂଘାତିକ ଅଭିଯୋଗ । ଇଭିଏମ୍ରେ ଜଘନ୍ୟ ତ୍ରୁଟି ଯୋଗୁଁ ବନ୍ଦ ହେଲା ଭୋଟିଂ । ତେବେ ତ୍ରୁଟି ଧରାପଡ଼ିବା ବେଳକୁ ଇଭିଏମ୍ରେ ପଡ଼ିସାରିଲାଣି ପାଖାପାଖି ୪୦୦ ଭୋଟ ।
ଭୋଟ୍ ଦେଉଛି ସହର। ଆଜି ଓଡ଼ିଶାର ୩ଟି ମହାନଗର ନିଗମ (କଟକ, ଭୁବନେଶ୍ୱର
ଘଟଣା ଘଟିଥିବା ଅଞ୍ଚଳରେ ସିସିଟିଭି କ୍ୟାମେରା ଲଗାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେବା ସହ ସେଣ୍ଟ୍ରାଲ ଫୋରେନସିକ୍ ସାଇନ୍ସ ଲାବୋରେଟୋରୀର ଏକ ଟିମ୍କୁ ଅଗ୍ନିକାଣ୍ଡ ସ୍ଥଳରୁ ନମୁନା ସଂଗ୍ରହ କରିବାକୁ ପଠାଯିବ ବୋଲି ହାଇକୋର୍ଟ କହିଛନ୍ତି ।
ରାଜଧାନୀ ଉପକଣ୍ଠ କଳାରାହଙ୍ଗ ଇଂଜଣା ପୋଲ ତଳେ ଅଳିଆ ଆବର୍ଜନା ଭିତରେ ଏଭଳି ୧୪ରୁ ଅଧିକ ମଣିଷ ଖପୁରୀ ଓ ଅସ୍ଥିକଙ୍କାଳ ଦେଖି ବିଜୁଳି ବେଗରେ ପ୍ରଚାରିତ ହୋଇଥିଲା ଖବର ।
ମଙ୍ଗଳାବାର ରାତି ପ୍ରାୟ ୧୧ଟାରୁ ୧୨ଟା । ପିତ୍ତଳ ଛକରେ ଘଟିଥିଲା ଏଭଳି ମହାଭାରତ । ପିତ୍ତଳ ଛକରେ ଫାଷ୍ଟଫୁଡ୍ ଦୋକାନ କରିଥିବା ନରେନ୍ଦ୍ରପୁର ଗାଁର ୩ ଭାଇ ପାଣ୍ଡୁରା ସ୍ୱାଇଁ, ଶମ୍ଭୁ ସ୍ୱାଇଁ, ରାଜା ସ୍ୱାଇଁ ଓ ସେମାନଙ୍କ ସମ୍ପର୍କୀୟ ଭାଇ ଚନ୍ଦନ ଦୋକାନ ବନ୍ଦ କରି...
ରାଜ୍ୟ ବାହାରେ ଥିବା ଶର୍ମିଷ୍ଠାଙ୍କୁ ଧରିବାକୁ ଗୋଟିଏ ଟିମ୍ ଓ ମାମଲାର ପୂର୍ଣ୍ଣାଙ୍ଗ ତଦନ୍ତ ପାଇଁ ଆଉ ଏକ ଟିମ୍ ଗଠନ କରାଯାଇଥିବା କ୍ରାଇମବ୍ରାଞ୍ଚ ଏଡିଜି କହିଛନ୍ତି । ତେବେ ପ୍ରଶ୍ନ, ଯେଉଁ ମେମୋରିଚିପ୍ ପାଇଁ ହତ୍ୟା କଥା କୁହାଯାଉଛି, ସେହି ଚିପ୍ ଭିତରର ସତ ସାମ୍ନାକୁ ଆସିବ...
୧୦ ତାରିଖ ସକାଳେ ଶର୍ମିଷ୍ଠା ଚାଲି ଯାଇଥିଲେ । ଶର୍ମିଷ୍ଠା ରହିବା କଥା ଜାଣି ମାନସ ମାମଲାର ତଦନ୍ତ କରୁଥିବା ପୋଲିସ ମାର୍ଚ୍ଚ ୧୯ରେ ଶର୍ମିଷ୍ଠାଙ୍କ ଶାଶୂଙ୍କ ଘରକୁ ଯାଇ ପଚରାଉଚରା କରିଥିବା ଜଣାପଡିଛି ।
ଟାହିଟାପରା ବା ପରିହାସ ସହି ନପାରି ଉଭୟ ଆତ୍ମହତ୍ୟା କରିଥିଲେ । ପ୍ରଥମେ ୧୩ ତାରିଖରେ ସ୍ୱାମୀ ରମାକାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗତକାଲି ଅସୁସ୍ଥ ଥିବା ପତ୍ନୀ ସୁମତୀ ପରିଡ଼ାଙ୍କର ମଧ୍ୟ ମୃତ୍ୟୁ ହୋଇଯାଇଛି ।
ଜଣେ ମୁଖ୍ୟଯନ୍ତ୍ରୀ, ୩ ନିର୍ବାହୀ ଯନ୍ତ୍ରୀ, ୨ ବିଇଓଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ରାଜ୍ୟ ସରକାର ଏପର୍ଯ୍ୟନ୍ତ ୧୬୪ ଜଣ ଅଧିକାରୀଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନେଇସାରିଛନ୍ତି ।
କ୍ଷତିପୂରଣ ଦେବା ସହ ମେ ୨’ ସୁଦ୍ଧା କମ୍ପ୍ଲାଏନ୍ସ ରିପୋର୍ଟ ଦେବାକୁ କୁହାଯାଇଛି । ଅବସରପ୍ରାପ୍ତ ବିଚାରପତିଙ୍କ ରିପୋର୍ଟ ଆଧାରରେ ନିର୍ଦ୍ଦେଶ ଜାରି ହୋଇଛି । ଏନେଇ ଏକ ମାମଲା ଆଧାରରେ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ ।
ଅପରାହ୍ନ ୪ଟା ସୁଦ୍ଧା ଗାଡ଼ିରେ ସେମିତି ଲୋଡ୍ ହୋଇ ରହିଥିଲା ରଥ କାଠ । ଆଉ ଟ୍ରକଟି ଏବେ ବି ସେମିତି ବଡ଼ଦାଣ୍ଡରେ ଠିଆ ହୋଇ ରହିଛି ।