ପୂର୍ବତନ ଜେଲ୍ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ପୁଅ ବିତ୍ତିହୋତ୍ର ୨୦୦୬ରେ ଚର୍ଚ୍ଚାକୁ ଆସିଥିଲେ ।ବିତ୍ତିହୋତ୍ରଙ୍କ ନାଁରେ ସେତେବେଳେ ଜଣେ ଜର୍ମାନ ସହପାଠୀ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଆସିଥିଲା ।
ପୂର୍ବରୁ ୪୩ କୋଟି ଟଙ୍କା ବ୍ୟୟରେ ଖଲ୍ଲିକୋଟ ବେଲଗୁଣ୍ଠା ରାସ୍ତା ଉନ୍ନତି କରଣ ନାମରେ ଏଠି କାର୍ଯ୍ୟ ମଧ୍ୟ ହୋଇଥିବା ବେଳେ ଗୋଟିଏ ସ୍ଥାନରେ କିଛି ବର୍ଷ ମଧ୍ୟରେ ବାରମ୍ବାର ରାସ୍ତା ନିର୍ମାଣକୁ ନେଇ ପ୍ରଶ୍ନ କରିଛନ୍ତି ଅଞ୍ଚଳବାସୀ l
ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ NHAI ଆଞ୍ଚଳିକ ଅଫିସ୍ କୁ ଚିଠି । ଏ ସଂପର୍କରେ ଡିପିଆର୍ ପ୍ରସ୍ତୁତ କରି ମୁଖ୍ୟ ସଚିବଙ୍କୁ ଜଣାଇବାକୁ ନିର୍ଦ୍ଦେଶ ।
ଜଲପାଇଗୁଡ଼ିରେ ପ୍ରାୟ ୫ଶହ ବାଂଲାଦେଶୀଙ୍କୁ ବାଂଲାଦେଶକୁ ଫେରାଇ ଦେଇଛି ବିଏସ୍ଏଫ୍। ଝାପରଟୋଲା ଚେକପୋଷ୍ଟ ପାଖରେ ୩ଟି ପର୍ଯ୍ୟାୟରେ ସେମାନେ ଅବୈଧ ଭାବେ ଭାରତରେ ପଶିବାକୁ ଉଦ୍ୟମ କରିଥିଲେ।
ଭାରତରେ ପ୍ରଥମ ଥର ପାଇଁ ଶିମିଳିପାଳରେ ଏହା କାର୍ଯ୍ୟକାରୀ ହେବାକୁ ଯାଉଥିବା କହିଛନ୍ତି ଶିମିଳିପାଳ ଡେପୁଟି ଡାଇରେକ୍ଟର।
ମହାନଦୀର ବ୍ୟାକ୍ ୱାଟର ଯୋଗୁଁ ଚାଷ ଜମି ଜଳମଗ୍ନ । ୧୦ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ SRCଙ୍କ ନିର୍ଦ୍ଦେଶ ।
ଭୂସ୍ଖଳନ ଦ୍ୱାରା ପ୍ରଭାବିତ ଅଞ୍ଚଳର ଉଦ୍ଧାର କାର୍ଯ୍ୟର କରିବେ ଅନୁଧ୍ୟାନ । ରିଲିଫ୍ କ୍ୟାମ୍ପ୍ ଓ ହସ୍ପିଟାଲରେ ମୃତାହତଙ୍କ ପରିବାରକୁ ଭେଟିବେ ।
ବର୍ତ୍ତମାନ ସୁଦ୍ଧା ଭାରତକୁ ମିଳିଛି ୫ ବ୍ରୋଞ୍ଜ, ଗୋଟିଏ ସିଲଭର । ଅମନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ।
ପାଣ୍ଡିଆନଙ୍କ ହେଲିକପ୍ଟର ବୁଲା ଖର୍ଚ୍ଚ କେଉଁଠୁ ଆସିଛି । କିଏ ବହନ କରିଛି ଏତେ ଟଙ୍କା ?
କୌଣସି ଟ୍ରେନିଂ ଇନଷ୍ଟିଚ୍ୟୁଟରେ ନିଯୁକ୍ତି ନଦେବାକୁ ପରାମର୍ଶ । ବିଶେଷ କରି ଅଧିକ ମହିଳା କାର୍ଯ୍ୟ କରୁଥିବା ସଂସ୍ଥାରେ ନିଯୁକ୍ତି ନଦେବାକୁ ସୁପାରିଶ ।
ଏହି ଦିନକୁ ଭାରତର ସ୍ୱାଧୀନତା ଆନ୍ଦୋଳନରେ କ୍ରାନ୍ତି ଦିବସ ଭାବେ ମଧ୍ୟ ପାଳନ କରାଯାଏ।
ସନ୍ଧ୍ୟା ସୁଦ୍ଧା ମୁଣ୍ଡଳି ବ୍ୟାରେଜ୍ ଦେଇ ୫ ଲକ୍ଷ ୮୭ ହଜାର କ୍ୟୁସେକ୍ ବନ୍ୟା ପାଣି ପାସ କରୁଥିଲା।
ଅଭିଜିତ ମଜୁମଦାରଙ୍କ ସଂଗୀତ ନିର୍ଦ୍ଦେଶିତ ଚମତ୍କାର ଗୀତ ସହିତ ଏହି ଚଳଚ୍ଚିତ୍ର ଦର୍ଶକଙ୍କୁ ଏକ ନୂତନ ସ୍ୱାଦର ରସର ଚିନ୍ତା କରିବାକୁ ଶିଖାଇବ l ନିକଟରେ ଏହି ସିନେମାର ସୁଟିଂ ଶେଷ ହୋଇଛି। ପୋଷ୍ଟ ପ୍ରଡକସନ କାର୍ଯ୍ୟ ଚାଲିଛି ।
ପ୍ୟାରିସ୍ ଅଲିମ୍ପିକରେ ନିଶ୍ଚିତ ରୌପ୍ୟ ପାଇଁ ସ୍ଥାନ ପକ୍କା କରିଥିବା ଏବଂ ସ୍ୱର୍ଣ୍ଣ ହାସଲ ପାଇଁ ଆଶା ବାନ୍ଧିଥିବା କୁସ୍ତିଯୋଦ୍ଧା ଭିନେଶ ଫୋଗଟ କୁସ୍ତିରୁ ସନ୍ୟାସ ନେଇ ବଡ଼ ଘୋଷଣା କରିସାରିଛନ୍ତି।
ଅନ୍ତରୀଣ ସରକାରର ମୁଖିଆ ଭାବେ ଶପଥ ନେଲେ ୟୁନୁସ୍ । ହଟୁନି ଶେଖ୍ ହାସିନାଙ୍କ ଶରଣ ସସପେନ୍ସ ।
ଚତୁର୍ଥ ଭାରତୀୟ ଭାବେ ବ୍ୟକ୍ତିଗତ ଦୁଇଟି ଅଲିମ୍ପିକରେ ମେଡାଲ । ପାକିସ୍ତାନର ଅର୍ସଦ ନଦୀମ ଜିତିଲେ ସ୍ବର୍ଣ୍ଣପଦକ ।
ମଞ୍ଚେଶ୍ୱର ଚାଉଳ ଗୋଦାମଠାରେ ଏହି ଏଟିଏମ୍କୁ ଉଦ୍ଘାଟନ କରିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
୧୯ ଜଣ ଖଣି ଲିଜଧାରୀଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ