କପିଲଙ୍କ ଭିଡିଓ ଭାଇରାଲ ହେବା ତ ସାଧାରଣ କଥା । କାରଣ ସେ ଏବେ ଦେଶର ଜଣେ ଜଣାଶୁଣା କଳାକାର ତଥା କମେଡି କିଙ୍ଗ୍ କହିଲେ ଅତ୍ୟୁକ୍ତି ହେବ ନାହିଁ ।
କପିଲ ନିଜର ଅପ୍ କମିଂ ଫିଲ୍ମର ସୁଟିଂ ପାଇଁ ଭୁବନେଶ୍ୱରରେ ଆସିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ନିର୍ଦ୍ଦେଶିକା ନନ୍ଦିତା ଦାସ ବି ଏହି ସମୟରେ ଉପସ୍ଥିତ ଥିଲେ ।
ୟୁକ୍ରେନ୍ ବିରୋଧରେ ତୁରନ୍ତ ସାମରିକ କାର୍ଯ୍ୟାନୁଷ୍ଠାନ ବନ୍ଦ କରିବାକୁ ଇଣ୍ଟରନ୍ୟାସନାଲ କୋର୍ଟ ଅଫ୍ ଜଷ୍ଟିସ୍ ନିର୍ଦ୍ଦେଶ ଦେଇଥିବା ବେଳେ, କ୍ରେମ୍ଲିନ ଏହା ସମ୍ଭବ ନୁହେଁ ବୋଲି ସଫାସଫା ଶୁଣାଇଦେଇଛନ୍ତି ।
ଏବେ ଇସ୍ରାଏଲରେ ଠାବ ହୋଇଛି କୋଭିଡ୍ର ଏକ ନୂଆ ଭ୍ୟାରିଆଣ୍ଟ । ଇସ୍ରାଏଲରେ ଦୁଇ କିଶୋର ବୟସ୍କ ଯାତ୍ରୀଙ୍କ ଠାରେ ଏହି ନୂଆ ଭ୍ୟାରିଆଣ୍ଟ ଠାବ ହେବା ପରେ ବଢିଛି ଚିନ୍ତା ।
ଚଢାଉ ବେଳେ ପ୍ରମୋଥଙ୍କ ଘରୁ ନଗଦ ୧ ଲକ୍ଷ ୬୫ ହଜାର ଟଙ୍କା, ସୁନା ଗହଣା ସହ ୧ କୋଟି ୧୬ ଲକ୍ଷ ଟଙ୍କାର ସଂପତ୍ତି ଠାବ ହୋଇଛି ।
ଆମେରିକାରେ ରହୁଥିବା ଭାରତୀୟ ବଂଶୋଭବ ଶ୍ରୀସାଇନି ପ୍ରଥମ ରନର୍ସଅଫ୍ ହୋଇଥିଲେ । ଆଇଭୋରି କୋଷ୍ଟର ଅଲିଭିଆ ୟାସେ ଦ୍ୱିତୀୟ ରନର୍ସ ଅଫ ହୋଇଛନ୍ତି ।
ବିଜେଡିରୁ ସଂଘମିତ୍ରା ଦଳେଇ ମେୟର ପ୍ରାର୍ଥୀ ହୋଇଥିବା ବେଳେ କଂଗ୍ରେସରୁ ପ୍ରାର୍ଥୀ ହୋଇଛନ୍ତି ମଞ୍ଜୁ ରଥ । ସେପଟେ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ସବିତା ସୁଆର ।
କୋର୍ଟଙ୍କ ନିଷ୍ପତ୍ତି ଉଭୟ ପକ୍ଷ ମାନିବାକୁ ବାଧ୍ୟ ବୋଲି କହିଲେ ICJ । ୟୁକ୍ରେନ୍ ବିପକ୍ଷରେ ତୁରନ୍ତ ଯୁଦ୍ଧ ବନ୍ଦ କରିବା ପାଇଁ ରୁଷିଆକୁ କଲେ ତାଗିଦ୍ ।
ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିରରେ । ବରଗଡ଼ ପାଇକମାଲ ଗାଁର ସାଇନା ବାନୁ ନାମକ ଜଣେ ଯୁବତୀ ଧର୍ମ ପରିବର୍ତ୍ତନ କରି ଏବେ ସୋନମ ଆର୍ଯ୍ୟ ହୋଇଛନ୍ତି ।
ଭୂମିକମ୍ପ ଯୋଗୁଁ ବିଦ୍ୟୁତ ସେବା ବିଚ୍ଛିନ୍ନ ହେବା ସହ ୨ କୋଟି ଘର ଅନ୍ଧାରରେ ରହିଛି ।
ପୋଲିସ ମାସେ ହେଲା ଏହି ହତ୍ୟାକାଣ୍ଡର ଖିଅ ଖୋଜୁଥିବା ବେଳେ ମାନସ ପୂର୍ବରୁ କାମ କରୁଥିବା ୱେବ ଚ୍ୟାନେଲ ମାଲିକାଣୀଙ୍କ ସପୃକ୍ତି ନେଇ ସ୍ପଷ୍ଟ କରିଛି ।
ବାରବାଟୀ ଜାଗାଘର ନୃସିଂହଙ୍କୁ ଦର୍ଶନ କରିବାକୁ ଯାଇଥିବାବେଳେ ଗୁଳି କରାଯାଇଥିଲା କୃଷ୍ଣଚନ୍ଦ୍ରଙ୍କୁ । ଏଣେ ତେଣେ ପଡ଼ିରହିଛି ଖୋକା, ଆଉ ଚପଲ । ରକ୍ତ ଜୁଡୁବୁଡୁ ଅବସ୍ଥାରେ କୃଷ୍ଣଚନ୍ଦ୍ରଙ୍କୁ ମେଡ଼ିକାଲ୍ ଅଣାଯାଇଥିଲା । କିନ୍ତୁ ସେତେବେଳକୁ ଚାଲିଯାଇଥିଲା ପ୍ରାଣ ।
୨୪ ତାରିଖରେ ପଡିବ ଭୋଟ । ପ୍ରଚାର ପାଇଁ ହାତରେ ମାତ୍ର ୬ ଦିନ । ତେଣୁ କ୍ୟାମ୍ପେନିଂକୁ ଜୋରଦାର କରିଛନ୍ତି ସବୁ ଦଳ । ତେବେ ପଞ୍ଚାୟତ ନିର୍ବାଚନ ପରେ କଣ ହେବ ପୌର ନିର୍ବାଚନର ଫଳାଫଳ ?
ଖାଲି ସେନା କି ସରକାରୀ ଭିତ୍ତିଭୂମି ନୁହେଁ, ବିଭିନ୍ନ ୟୁକ୍ରେନୀୟ ସହରର ଜନବସତି ଓ ଆପାର୍ଟମେଣ୍ଟ ଗୁଡ଼ିକୁ ଟାର୍ଗେଟ୍ ଏବେ କରୁଛି ଋଷ । ଲୋକେ ଯୁଦ୍ଧ ଭୟରେ ବାହାରକୁ ବାହାରିବା ପାଇଁ ଡରୁଥିବା ବେଳେ ଘର ଭିତର ବି ଆଉ ସୁରକ୍ଷିତ ନୁହେଃ ।
୧୯ଟି ୱ।ର୍ଡକୁ ନେଇ ଗଠିତ ପୌରପରିଷଦ, ଏଥର ନିର୍ବାଚନରେ ତିନି ପ୍ରମୁଖ ଦଳ ବିଜେଡି, ବିଜେପି, କଂଗ୍ରେସ ସହ ପ୍ରଥମ ଥର କରି ଆମ ଆଦମୀ ପାର୍ଟି ନିର୍ବାଚନରେ ଭାଗନେଇଛି ।
ସବୁ ଜିଲ୍ଲା ଜଜ୍ ମାନଙ୍କୁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଚିଠି କରାଯାଇଛି । ତେବେ ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦାଖି ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଇଛି ।
ବିଜେଡିରୁ ସୁଲୋଚନା ଦାସ ମେୟର ପ୍ରାର୍ଥୀ ହୋଇଥିବା ବେଳେ କଂଗ୍ରେସରୁ ପ୍ରାର୍ଥୀ ହୋଇଛନ୍ତି ମଧୁସ୍ମିତା ଆଚାର୍ଯ୍ୟ । ସେପଟେ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ସୁନୀତି ମୁଣ୍ଡ୍ ।
ଗାଡ଼ିରେ ଥିବା ରେଡିଏଟର ଫାଟିଯିବା ଯୋଗୁଁ ତିନି ଜଣ ପିଲା ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ମାର୍ଶାଘାଇ ମେଡିକାଲ୍ରେ ଭର୍ତ୍ତି କରାଯାଇଛି । ଘଟଣାକୁ ନେଇ ଅଭିଭାବକଙ୍କ ମହଳରେ ପ୍ରବଳ ଅସନ୍ତୋଷ ଦେଖାଦେଇଛି ।
ସାଂଘାତିକ ଅଭିଯୋଗ ଆସିଛି ୮ଯାଜପୁର ଜିଲ୍ଲା ବରୀ ବ୍ଲକରୁ । ଅଧ୍ୟକ୍ଷ ନିର୍ବଚନରେ ନିର୍ବାଚନ ଅଧିକାରୀ ଅନିୟମିତତା କରିଥିବା ଅଭିଯୋଗ ହୋଇଛି ।
୫ ରାଜ୍ୟର ସାଧାରଣ ନିର୍ବାଚନରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ନେଇ ଇସ୍ତଫା ମାଗିଲେ ।