ହାତରେ ସମୟ କମ୍, ତଥାପି ବିଜେଡି, ବିଜେପି ଓ କଂଗ୍ରେସର ଅଙ୍କ ଛିଡ଼ୁନି । ମାଳ ମାଳ ଆଶାୟୀଙ୍କୁ ନେଇ ୮୫୩ ଜିଲ୍ଲା ପରିଷଦ ଲାଗି ଟିକେଟ ବଣ୍ଟା ଫାଇନାଲ୍ ଏଯାଏ ହୋଇପାରୁନି ।
ଗତବର୍ଷ ମେ’ ପହିଲାରୁ ୧୮ ବର୍ଷରୁ ଉର୍ଦ୍ଧ୍ୱ ଅର୍ଥାତ୍ ଯୁବ ବର୍ଗଙ୍କୁ କୋଭିଡ୍ କବଚ ପ୍ରଦାନ ଆରମ୍ଭ ହୋଇଯାଇଥିଲେ ବି କିଶୋର ବର୍ଗଙ୍କୁ ଭ୍ୟାକ୍ସିନେସନ ପାଇଁ ପୁରା ବର୍ଷେ ଅପେକ୍ଷା କରିବାକୁ ପଡ଼ିଥିଲା ।
ପଥର କାରିଗରୀ ପାଇଁ ପ୍ରସିଦ୍ଧ ଗଞ୍ଜାମ ଜିଲ୍ଲା ପୋଲସରା ନିକଟ ମଥୁରା ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ଗ୍ରାମର କିଛି ହାତ ଗଣତି ଶିଳ୍ପୀ ହିଁ ନିଜ କୌଳିକ ବୃତ୍ତିକୁ ବଞ୍ଚାଇ ରଖିବାକୁ ପ୍ରାଣପଣେ ଚେଷ୍ଟା କରୁଛନ୍ତି ।
କୋଭିଡ-୧୯ ପ୍ରତିଷେଧକ ଟିକା ନେବାକୁ ଅମଙ୍ଗ ଜୋକୋଭିଚ୍ ଫେରିଲେ । ଅଷ୍ଟ୍ରେଲିଆନ ଓପନ୍ ଜିଣି ରେକର୍ଡ ୨୧ତମ ଗ୍ରାଣ୍ଡସ୍ଲାମ ସ୍ୱପ୍ନ ଧୂଳିସାତ୍ ହୋଇଛି । ବିଶ୍ୱର ଏକ ନମ୍ବର ଟେନିସ ଖେଳାଳି ନୋଭାକ୍ ଜୋକୋଭିଚ୍ଙ୍କ ଅଷ୍ଟ୍ରେଲିଆନ୍ ଓପନ୍ ଖେଳିବା ଆଶା ଧୂଳିସାତ୍ ।
ଏସ୍ପି ଅଫିସ୍ରେ ହୋଇଥିବା ଏହି ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ ଲଳିତ ଦାସ, ଆଇଜି ଅପରେସନ ଅମିତାଭ ଠାକୁର, ଡିଆଇଜି ଅନିରୁଦ୍ଧ ସିଂ ଓ ନୂଆପଡ଼ା ଏସପି ପ୍ରତ୍ୟୁଷ ଦିବାକର ଉପସ୍ଥିତ ଥିଲେ ।
ଗତକାଲିର ଘଟଣା ପରେ ଅଭିଯୁକ୍ତ ମାନେ ଫେରାର ଥିଲେ । ଏମାନଙ୍କୁ ଖୋଜି ଧରିବା ପରେ ଏବେ ଖୋଳତାଡ଼ ଚାଲିଛି । ଘଟଣାସ୍ଥଳକୁ ସାଇଣ୍ଟିଫିକ୍ ଟିମ୍ ଯାଇ ତଦନ୍ତ କରିଛି ।
ଛୁରାମାଡ଼ରେ ଆଉ ଜଣେ ଆହତ ହୋଇଥିବା ସୂଚନା ମିଳିଛି । ନୟାପଲ୍ଲୀ ଅଞ୍ଚଳର ଦୁର୍ବୃତ୍ତ ମାନେ ଚିଣ୍ଟୁ ଏବଂ ଆଉ ଜଣଙ୍କୁ ଛୁରାମାଡ଼ କରିଥିଲେ । ଫଳରେ ଚିଣ୍ଟୁଙ୍କ ମୃତ୍ୟୁ ହୋଇଥିବା ଅନ୍ୟ ଜଣେ ଆହତ ହୋଇ ମେଡ଼ିକାଲ୍ରେ ଭର୍ତ୍ତି ହୋଇଛନ୍ତି ।
୨୦୨୦-୨୧ ବର୍ଷରେ ଗେଜେଟେଡ୍ ଅଫିସର୍ସ ବର୍ଗରେ ଏହି ଟ୍ରେନିଂ ସେଣ୍ଟରକୁ ପୁରସ୍କୃତ କରାଯାଇଛି । ଶ୍ରେଷ୍ଠ ଭାବେ ପୁରୁସ୍କୃତ ହେବା ପରେ ଟ୍ରେନିଂ ସେଣ୍ଟରକୁ ଦିଆଯିବ ୨୦ ଲକ୍ଷର ପୁରସ୍କାର ରାଶି ।
ଜାନୁଆରୀ ୨୩ ତାରିଖରେ ହେବ ଆସିଷ୍ଟାଣ୍ଟ ସର୍ଜନ ପରୀକ୍ଷା । ପ୍ରେସ୍ ରିଲିଜ ଜରିଆରେ ସ୍ପଷ୍ଟ କଲେ ଲୋକସେବା ଆୟୋଗ ସଚିବ । ସବୁ ପରୀକ୍ଷାର୍ଥୀଙ୍କୁ ଏନ୍-୯୫ ମାସ୍କ ପିନ୍ଧିବାକୁ ପରାମର୍ଶ ।
ନିକଟରେ ଖୋର୍ଦ୍ଧ ସହର ଭିତରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ମକୁନ୍ଦ ପ୍ରସାଦ ପେଟ୍ରୋଲ ପମ୍ପ ଓ ପଲ୍ଲା ଭଳି ଜନଗହଳିପୂର୍ଣ୍ଣ ଅଞ୍ଚଳକୁ ହାତୀ ମାଡି ଆସିବା ପରେ ଏବେ ଜିଲ୍ଲାପାଳଙ୍କ ଅଫିସ୍ ସାମ୍ନା ରାସ୍ତାକୁ ହାତୀ ପଶିଆସିବା ସହରବାସୀଙ୍କ ମନରେ ଆଣି ଦେଇଛି ଭୟ ଓ ଆତଙ୍କର ବାତାବରଣ...
ରେଡ୍ ଜୋନ୍ରେ ଥିବା ୪ ଜିଲ୍ଲା ଖୋର୍ଦ୍ଧାରୁ ସର୍ବାଧତ୍କ ୩,୦୮୭ ନୂଆ ପଜିଟିଭ୍ ଥିବାବେଳେ ସୁନ୍ଦରଗଡ଼ରୁ ୧୯୪୩, କଟକରୁ ୯୦୯ ଓ ସମ୍ବଲପୁରରୁ ୫ଶହ ଆକ୍ରାନ୍ତ ଅଛନ୍ତି ।
ଭୟ ଆଉ ଆତଙ୍କରେ ଥରହର ଢିଙ୍କିଆ । ଯୁଆଡ଼େ ଚାହିଁବେ ଶୂନଶାନ୍ । ପଇଁତରା ମାରୁଛି ପୋଲିସ । ହାତରେ ଲାଠି ଧରି ଢିଙ୍କିଆ ଗାଁର ଏମୁଣ୍ଡରୁ ସେ ମୁଣ୍ଡ ଘୁରିବୁଲିଛନ୍ତି ଫୋର୍ସ । ଅଧିକାଂଶଙ୍କ ଘରେ ତାଲା ଝୁଲୁଛି ।
ଇଣ୍ଡୋର ମିଟିଂ ପାଇଁ ରାଜନୈତିକ ଦଳଙ୍କୁ ସର୍ତ୍ତମୂଳକ ଅନୁମତି ପ୍ରଦାନ କରାଯାଇଛି । ସର୍ବାଧିକ ୩ଶହ ଲୋକ ବା ହଲ୍ କ୍ଷମତାର ୫୦ ପ୍ରତିଶତ ଉପସ୍ଥାନରେ ମିଟିଂ ଆୟୋଜନ କରିହେବ ।
୭ ବର୍ଷ ଧରି ଦଳର ସଫଳତା ପାଇଁ କାର୍ଯ୍ୟ କରିଥିବା ନିଜ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି । ଦୀର୍ଘ ପଥ ଯାତ୍ରାରେ ଉତ୍ଥାନ ପତନ ଦେଇ ଗତି କରିଥିବା ମଧ୍ୟ ସେ କହିଛନ୍ତି ।
ଓମିକ୍ରନ୍ ଭ୍ୟାରିଆଣ୍ଟ ତଥା କରୋନା ଭୂତାଣୁରୁ ରକ୍ଷା ପାଇବା ପାଇଁ ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଉଛି ।
କରୋନା ୩ୟ ଲହର ସଂପର୍କରେ ବିଶେଷଜ୍ଞ ତଥା ଡାକ୍ତର ଜୟନ୍ତ ପଣ୍ଡା କହିଛନ୍ତି ଯେ, ୩ୟ ଲହରରେ ଗଳାବ୍ୟଥାରୁ ଲକ୍ଷଣ ଆରମ୍ଭ ହେଉଛି । ଦେହହାତ ଘୋଳାବିନ୍ଧା ହେଉଛି ।
ମୟୁରଭଞ୍ଜ ଜିଲ୍ଲା ଉଦଳା ବ୍ଲକ ନାରା ସାହିରେ ଚାଲିଛି ଟୁସୁ ମୁନିଙ୍କ ପୂଜା । ଘରେ ଘରେ ମକର ପୂର୍ବରୁ ଲିପାପୋଛା କରି ପୂଜା ଦିନ ନୂଆ ଲୁଗା ପରିଧାନ କରି ଏହି ଟୁସୁ ପୂଜାକୁ ପାଳନ କରିଛନ୍ତି ।
ଡେ କେୟାର, ରେଡିଓ ଥେରାପି, ଡାଇଲିସିସ୍, ଟ୍ରମା ଏବଂ ଏମରଜେନ୍ସି, ଆଇପିଡି, ଟେଲି ମେଡିସିନ ଓ ଟେଲିକନସଲଟେସନ, ପଲମୋନାରି, ବୟସ୍କଙ୍କ ପାଇଁ ଟିକା, କୋଭିଡ ଟିକାକରଣ ଆଦି ଜାରି ରହିବ ବୋଲି ନିର୍ଦ୍ଦେଶାନାମାରେ କୁହାଯାଇଛି ।
ଜୀବିକାକୁ ସୁରକ୍ଷା ଦେବାକୁ ଯାଇ ପୋଲିସ ସହ ଢିଙ୍କିଆବାସୀଙ୍କ ଆର୍ର୍ପାର୍ ଲଢ଼େଇ । ସମୟ ସକାଳ ପ୍ରାୟ ସାଢ଼େ ୧୧ଟା । JSWର ପ୍ରସ୍ତାବିତ ପ୍ରକଳ୍ପ ପାଇଁ ଜାରି ରହିଥିବା ଉଚ୍ଛେଦ କାର୍ଯ୍ୟ ଭିତରେ ଢିଙ୍ଗିଆବାସୀ ନିଜ ନିଜ ପାନବରଜକୁ ସୁରକ୍ଷା ଦେବାକୁ ବାହାରିଥିଲେ ।
ଛିଡ଼ୁନି ପ୍ରାର୍ଥୀ ବଛା ଅଙ୍କ । ସବୁଠୁ ଅଧିକ ମୁଣ୍ଡବିନ୍ଧା ବଢିଛି ଶାସକ ବିଜେଡିରେ । ଦଳ ପାଇଁ ପ୍ରାର୍ଥୀ ଚୟନ ଯେତିକି ବଡ କଥା ନୁହେଁ ତାଠୁ ବେଶୀ ଗୁରୁତ୍ୱପୂର୍ଣ୍ଣ ହୋଇଛି ଟିକେଟ କଟୁଥିବା ନେତାଙ୍କୁ ସନ୍ତୁଷ୍ଟି ।