• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

omicron Variant
ମାଡ଼ି ଚାଲିଛି ଓମିକ୍ରନ୍‌ ଭ୍ୟାରିଆଣ୍ଟ, ୧୫ ବେଳକୁ ବିଗିଡ଼ିବ ସ୍ଥିତି !

ଦେଶରେ ଗତ ୨୪ ଘଣ୍ଟାରେ ୧ ଲକ୍ଷ ୪୧ ହଜାର ୯୮୬ ଆକ୍ରାନ୍ତ ଚିହ୍ନଟ । କାଲିଠାରୁ ଆଜି ୨୪ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ । ଦୈନିକ ପଜିଟିଭିଟି ହାର ୯.୨୮ ପ୍ରତିଶତକୁ ବଢ଼ିଲା ।

Corona
ଚିନ୍ତା ବଢ଼ାଇଲାଣି ସଂକ୍ରମଣ ବେଗ ! ଦିନକଟରେ ଦେଢ଼ ଲକ୍ଷ ପଜିଟିଭ୍‌, ମୃତ୍ୟୁ ସଂଖ୍ୟା ୫ ଲକ୍ଷ ଛୁଇଁବ

ରାଜ୍ୟରେ ଆଜି ରାଜ୍ୟରେ ଦିନକରେ ୩୬୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୨୧୪୮, ଲୋକାଲ୍ କେସ୍ ୧୫୩୧ ଜଣ ଚିହ୍ନଟ ହୋଇଛନ୍ତି ।

VOTE
ବାହାରିଲା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା, ପଢ଼ନ୍ତୁ..

୧୫ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ମହିଳାଙ୍କ ପାଇଁ ସଂରକ୍ଷିତ । ଅନୁସୂଚିତ ଜନଜାତି ପାଇଁ ୭ ଜିଲ୍ଲା ପରିଷଦ ପଦବୀ ସଂରକ୍ଷିତ । ଅନୁସୂଚିତ ଜାତିଙ୍କ ପାଇଁ ୫ ଅଧ୍ୟକ୍ଷ ପଦବୀ ସଂରକ୍ଷିତ ଘୋଷଣା ।

Temple Closed
ତାରାତାରିଣୀ-ମାଆ ବୁଢ଼ି ଠାକୁରାଣୀ-ସିଦ୍ଧ ଭୈରବୀ, ସବୁଠି ଭକ୍ତଙ୍କୁ ବାରଣ

ସମସ୍ତ ଧର୍ମାନୁଷ୍ଠାନରେ କେବଳ ଅଳ୍ପ ସଂଖ୍ୟକ ବ୍ୟକ୍ତି ଓ ମନ୍ଦିରରେ ନୀତିକାନ୍ତି ସହ ସଂପୃକ୍ତ ବ୍ୟକ୍ତିକୁ ଯିବାକୁ ଅନୁମତି ରହିଛି । ନିୟମକୁ କଡ଼ାକଡ଼ି ପାଳନ କରିବାକୁ ସ୍ଥାନୀୟ ପ୍ରଶାସନକୁ ଦାୟିତ୍ୱ ଦିଆଯାଇଛି । 

Rain
ସ୍ୱଳ୍ପ ଅନ୍ତର ପରେ ପୁଣି ଚାଷୀ ମୁଣ୍ଡରେ ବର୍ଷା ଚଡ଼କ, କ’ଣ କରିବେ ବୁଦ୍ଧି-ବାଟ ଦିଶୁନି

ଆସନ୍ତାକାଲି କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ୧୦ ତାରିଖରେ ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Drinking Water Scarcity
କେବଳ ପ୍ରଚାର ପାଇଁ ଯୋଜନ ! ଟ୍ୟାପ୍‌ ଲାଗିଛି ହେଲେ ପାଣି ବାହାରୁନି, ବିଲ ପାଣି ପିଉଛନ୍ତି ଲୋକେ

ସାଧାରଣ ଲୋକେ ପାଣି ଟ୍ୟାପ ଲାଗିଥିଲେ ମଧ୍ୟ ପିଇବା ପାଣି ମୁନ୍ଦେ ପାଉନାହାନ୍ତି l ତେଣୁ ଗାଁ ଲୋକେ ବାଧ୍ୟ ହୋଇ ବିଲ ମଝିରେ ଥିବା ଚୁଆ ପାଣି ପିଉଛନ୍ତି l

Night Curfew
କରୋନା ଭୟ ! ସବୁ ସୁନ୍‌ସାନ୍‌, ଦୋକାନ ବଜାର ବନ୍ଦ; ଦେଖନ୍ତୁ ଫଟୋ

ହୁ ହୁ ହୋଇ ବଢୁଥିବା କରୋନା ସଂକ୍ରମଣକୁ ଦେଖି ସାରା ରାଜ୍ୟରେ କଡ଼ାକଡ଼ି ହୋଇଛି କରୋନା କଟକଣା । ଗତ ରାତିରୁ ରାଜଧାନୀ ସମେତ ସବୁ ସହରାଞ୍ଚଳରେ ଲାଗୁ ହୋଇଛି ନାଇଟ କର୍ଫ୍ୟୁ ।

barabati
ବିନା ଦର୍ଶକରେ ବାରବାଟୀରେ ହେବ ଟି-ଟ୍ୱେଣ୍ଟି ମ୍ୟାଚ୍‌

ପରିସ୍ଥିତିକୁ ଦେଖି ବିନା ଦର୍ଶକରେ ମ୍ୟାଚ୍‌ ଆୟୋଜନ ପାଇଁ ଓସିଏ ପ୍ରସ୍ତୁତ ଥିବା କହିଛନ୍ତି ସିଇଓ ସୁବ୍ରତ ବେହେରା ।

Booster Dose
ପ୍ରିକସନାରି ଡୋଜ୍ ପାଇଁ ଆବଶ୍ୟକ ନାହିଁ ନୂଆ ରେଜିଷ୍ଟ୍ରେସନ, ମିଳିବ ଡାଇରେକ୍ଟ ଆପଏଣ୍ଟମେଣ୍ଟ

୨ ଡୋଜ୍ ଟିକା ନେଇଥିଲେ ସିଧା ଆପଏଣ୍ଟମେଣ୍ଟ ନେଇପାରିବେ । କାଲି ସଂଧ୍ୟା ସୁଦ୍ଧା ଆରମ୍ଭ ହେବ ଅନ୍‌ଲାଇନ୍ ଆପଏଣ୍ଟମେଣ୍ଟ । ୧୦ ତାରିଖରୁ ଆରମ୍ଭ ହେବ ଅନସାଇଟ୍ ଆପଏଣ୍ଟମେଣ୍ଟ ।

Dr Sasmit Patra
ବିଜେଡି ନେତାଙ୍କୁ ଗ୍ରାସୁଛି କରୋନା, ପୁଣି ଦୁଇ ନେତା ପଜିଟିଭ୍‌

ଗତକାଲି ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ହାଇଭୋଲଟେଜ୍‌ ନେତା ତଥା ଝାରସୁଗୁଡ଼ା ବିଧାୟକ ନବ ଦାସ କରୋନା ସଂକ୍ରମିତ ଚିହ୍ନାଟ ହୋଇଥିଲେ । ଆଉ ଆଜି ଆଉ ଦୁଇ ଜଣ ନେତା କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

BJP
BJDର ଟଙ୍କା ବଣ୍ଟା ପର୍ବ ଆରମ୍ଭ ! ଘରକୁ ଘର ବୁଲି ଷ୍ଟିକର ମାରୁଛନ୍ତି ନେତା-ମନ୍ତ୍ରୀ

ବିଜୁ ପକ୍କାଘର ହିତାଧୀକାରୀଙ୍କ ଘରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଷ୍ଟିକର୍ । ଗାଁ କୁ ଗାଁ ଘରକୁ ଘର ବୁଲି ଷ୍ଟିକର ଲଗାଉଛନ୍ତି ମନ୍ତ୍ରୀ ଓ ଦଳୀୟ ବିଧାୟକ । ଆଜିଠୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଏହି ଘର ମରାମତି ସହାୟତା ଯୋଜନା ।

Corona
ଚିନ୍ତା ବଢ଼ାଇଲାଣି କରୋନା ! ସ୍କୁଲଠାରୁ ବିମାନବନ୍ଦର ସବୁଠି କଡ଼ା କଟକଣା, ଜାଣନ୍ତୁ କ’ଣ..

ଆଜି ୯ଟାରୁ ରାଜ୍ୟର ସବୁ ସହରାଞ୍ଚଳରେ ଲାଗୁ ହେବ ନାଇଟ କର୍ଫ୍ୟୁ । କୋଭିଡ୍ କଟକଣା ଉଲ୍ଲଙ୍ଘନକାରୀକୁ ସାବାଡ୍ ଲାଗି ତତ୍ପର ହୋଇଛି କମିଶନରେଟ୍ ପୋଲିସ । ସହରର ଛକ ଛକରେ ଫୋର୍ସ ମୁତୟନ କରାଯାଇଛି ।

Covid 19
ଦୈନିକ ସଂକ୍ରମଣରେ ନିଆଁ ! ଶଙ୍କା ବି ସତ ହେଲା, ଚାହୁଁ ଚାହୁଁ ଲକ୍ଷେ ଡେଇଁଗଲା

ରାଜ୍ୟରେ ସଂକ୍ରମଣ ହୁ ହୁ ବଢୁଥିଲେ ବି କେବେ ପିକ୍‌ରେ ପହଞ୍ଚିବ, ତାହା ଏବେଠୁ କହି ହେବନି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ଏଣେ ଖୋଦ୍ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ବି ହୋଇଛନ୍ତି କରୋନା ସଂକ୍ରମିତ ।

Puri Lord Jagannath
କରୋନା ଭୟ ! ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ

ଓମିକ୍ରନ୍ ସଂକ୍ରମଣ ବଢୁଥିବା କାରଣରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ପାଇଁ ନିଷ୍ପତ୍ତି ହୋଇଛି । ଛତିଶା ନିଯୋଗ-ଶ୍ରୀମନ୍ଦିର ପ୍ରଶାସନ ବୈଠକରେ ଏହି ବନ୍ଦ ନିଷ୍ପତ୍ତି ନିଆଯାଇଛି ।

Pramod Das
ବୁଲା ଗୋରୁଗାଈଙ୍କ ପାଇଁ ଦେବଦୂତ ପ୍ରମୋଦ, ସେବା କରିବାକୁ ଭାରି ଆଗଭର

ନିଜ ପରିବାର, ଭବିଷ୍ୟତ, ସବୁକିଛି ଭୁଲି ନିରୀହ ଜୀବଙ୍କ ସେବାରେ ଲାଗିଥିବା ଏହି ଯୁବକଙ୍କ ପ୍ରଶଂସାରେ ଏବେ ଶତମୁଖ ଭଦ୍ରକବାସୀ ।

Rajendra University
OTV Impact: ବଲାଙ୍ଗିର ରାଜେନ୍ଦ୍ର ୟୁନିଭର୍ସିଟି ପି.ଜି ହଷ୍ଟେଲରେ ପହଞ୍ଚିଲା ମେଡିକାଲ ଟିମ

ହଷ୍ଟେଲ ଭିତରେ ଥିବା ଗୋଟିଏ ମାତ୍ର ଶୌଚାଳୟକୁ ଉଭୟ କରୋନା ଆକ୍ରାନ୍ତ ଏବଂ ଅନ୍ୟମାନେ ବ୍ୟବହାର କରୁଥିଲେ । ତେଣୁ ସଂକ୍ରମଣ ବଢିବାର ଆଶଙ୍କା ଦେଖାଦେଇଥିଲା ।

Traffic DCP
ଏଣିକି ରାସ୍ତାର ବାମ ପଟେ ଠିଆ ହେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର ଟ୍ରାଫିକ୍ ସ୍ଥିତିର ଯାଞ୍ଚ କରିଛନ୍ତି ନୂଆ ଟ୍ରାଫିକ୍ ଡିସିପି ଏସ୍ ସୁଶ୍ରୀ । ଆଜି ରାଜଧାନୀର ବିଭିନ୍ନ ବ୍ୟସ୍ତବହୁଳ ଟ୍ରାଫିକ୍ ଛକକୁ ଯାଇ ସ୍ଥିତି ଯାଞ୍ଚ କରିଛନ୍ତି । ବିଶେଷ ଭାବେ ମାଷ୍ଟର କ୍ୟାଣ୍ଟିନ୍, ହସ୍ପିଟାଲ୍ ଛକ, ଏଜି, ରବିନ୍ଦ୍ର ମଣ୍ଡପ ଛକ ସମେତ ନାଲ୍‌କୋ ଓ ଅନ୍ୟାନ୍ୟ...

Bhubaneswar Airport
ବିଦେଶରୁ ଆସିଲେ ହୋମ୍‌ କ୍ୱାରେଣ୍ଟିନ୍‌ ବାଧ୍ୟତା ମୂଳକ, ଜାଣନ୍ତୁ କ’ଣ ରହିଛି ନୂଆ ନିୟମ

ରିପୋର୍ଟ ପଜିଟିଭ୍ ଆସିଲେ ନମୁନା ଜିନମ ସିକ୍ୱେନ୍‌ସିଂ ପାଇଁ ଯିବ । ଜାନୁଆରୀ ୧୧ ତାରିଖରୁ ଲାଗୁ ହେବ ନିୟମ ।

Modi Security
ପଞ୍ଜାବରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ତ୍ରୁଟି ପ୍ରସଙ୍ଗକୁ ନେଇ ଦେଶବ୍ୟାପୀ ରାଜନୈତିକ ଝଡ଼

ପଞ୍ଜାବରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ତ୍ରୁଟି ପ୍ରସଙ୍ଗକୁ ନେଇ ଦେଶବ୍ୟାପୀ ରାଜନୈତିକ ଝଡ଼ । ବିଜେପି, ପଞ୍ଜାବ ସରକାର ଓ କଂଗ୍ରେସକୁ ଟାର୍ଗେଟ କରିଥିବା ବେଳେ ଏହା ଡ୍ରାମା ବୋଲି ପାଲଟା ଆକ୍ରମଣ କରିଛି କଂଗ୍ରେସ ।

Gold Loan Fraud
ସୁନା ବନ୍ଧକ ଋଣ ନାଁରେ ସାଧାରଣ ଲୋକଙ୍କ ତଣ୍ଟିଚିପି ଶୋଷଣ !

ସୁନା ବନ୍ଧକ ଋଣ ନାଁରେ ସାଧାରଣ ଲୋକଙ୍କ ତଣ୍ଟିଚିପି ଶୋଷଣ ! ଗରିବ ଓ ନିରକ୍ଷର ଲୋକଙ୍କୁ ଅଧିକ ଟଙ୍କାର ଲୋଭ ଦେଖାଇ ସେମାନଙ୍କ ସହ ଚଞ୍ଚକତା !

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।