• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

nandankanan
ଓମିକ୍ରନ୍‌ ଭୟ ! ସଂକ୍ରମଣ ରୋକିବାକୁ ନନ୍ଦନକାନନ ବନ୍ଦ

ଆଗକୁ ନୂଆ ବର୍ଷ ଆସୁଛି । ନୂଆ ‍ବର୍ଷରେ ନନ୍ଦନକାନନରେ ଅହେତୁକ ଭିଡ଼ ଦେଖିବାକୁ ମିଳିବ । ଆଉ ଭିଡ଼ ହେଲେ ସଂକ୍ରମଣ ବୃଦ୍ଧି ପାଇବାର ମଧ୍ୟ ସମ୍ଭାବନା ରହିଛି ।

Pramod Sawant
ଡରାଇଲାଣି କରୋନା ! ଗୋଆରେ ନ୍ୟୁ-ୟର ପାର୍ଟି ମନା, ନେଗେଟିଭ୍ ସାର୍ଟିଫିକେଟ୍‌ ଥିଲେ ମିଳିବ ଏଣ୍ଟ୍ରି

ବୁଧବାର ସଂଧ୍ୟାରେ ଏ ନେଇ ଗାଇଡଲାଇନ ଜାରି କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଜିରୋ ନାଇଟ ସେଲିବ୍ରେସନରେ ଯୋଗ ଦେଉଥିବା ଅତିଥି ମଧ୍ୟ କୋଭିଡ୍ ନେଗେଟିଭ୍ ସାର୍ଟିଫିକେଟ ସହ କୋଭିଡ୍‌ର ପୂର୍ଣ୍ଣ ଦୁଇଟି ଟିକା ନେଇଥିବା ଜରୁରୀ ରହିଛି ।

Coronavirus
କରୋନା କହର ! ମୁମ୍ବାଇରେ ସ୍ଥିତି ସାଂଘାତିକ, ଦିନକରେ ୯୦ ପ୍ରତିଶତ ବଢ଼ିଲା ଆକ୍ରାନ୍ତଙ୍କ ସଂଖ୍ୟା

ଗତ ସପ୍ତାହରେ ୫ ହଜାରରୁ ୬ ହଜାର ମଧ୍ୟରେ ପଜିଟିଭ ଚିହ୍ନଟ ହୋଇଥିଲେ । ଏଭଳି ସ୍ଥିତିରେ ସରକାର ସତର୍କ ଦୃଷ୍ଟି ରଖିଥିବା କହିଛନ୍ତି ମହାରାଷ୍ଟ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ରାଜେଶ ଟୋପେ । କେଭିଡ୍ କଟକଣାକୁ ଠିକ୍ ଭାବେ ପାଳନ କରାଯାଉଥିବା କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ । 

junior Doctors Protest
ତୀବ୍ର ହେଉଛି ଜୁନିୟର ଡାକ୍ତରଙ୍କ ଆନ୍ଦୋଳନ, ରୋଗୀ ହନ୍ତସନ୍ତ

ପିଜି ଡାକ୍ତରୀ ଛାତ୍ରଛାତ୍ରୀମାନେ କଳା ବ୍ୟାଜ୍ ପିନ୍ଧି ପ୍ରତୀକାତ୍ମକ ବିରୋଧ କରିବା ସହ ନାରାବାଜି ମଧ୍ୟ କରିଥିଲେ ।

BJP Team
OBCଙ୍କୁ ସଂରକ୍ଷଣ ଦାବିରେ ରାଜ୍ୟପାଳଙ୍କ ନିକଟରେ ଫେରାଦ ହେଲା ବିଜେପି

ରାଜ୍ୟରେ ୫୪ ପ୍ରତିଶତ ପଛୁଆବର୍ଗ ଲୋକ ଥିଲେ ବି ସରକାର ସେମାନଙ୍କୁ ନିଜ ପରିବାର ବୋଲି ଭାବୁନାହଁନ୍ତି । ରାଜ୍ୟପାଳଙ୍କ ନିକଟରେ ଏଭଳି ସାଂଘାତିକ ଅଭିଯୋଗ କରିଛି ବିଜେପି ।

Petrol Price Hike
ଗରିବଙ୍କୁ ଶସ୍ତାରେ ମିଳିବ ପେଟ୍ରୋଲ୍-ଡିଜେଲ୍, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗରିବଙ୍କ ପାଇଁ କେବଳ ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୨୫ ଟଙ୍କା ହ୍ରାସ । କେବଳ ବିପିଏଲ୍ କାର୍ଡଧାରୀଙ୍କୁ ୨୫ ଟଙ୍କା କମ୍‌ରେ ମିଳିବ ତେଲ । ଜାନୁଆରୀ ୨୬ରୁ ଲାଗୁ ନେଇ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘୋଷଣା ।

Booster Dose
କିଏ ନେବ ବୁଷ୍ଟର ଡୋଜ୍‌ ? ସ୍ପଷ୍ଟ କଲେ ସରକାର..

୬୦ ବର୍ଷରୁ ଅଧିକ ବୟସ୍କ ବହୁବିଧ ରୋଗାକ୍ରାନ୍ତ ବ୍ୟକ୍ତିଙ୍କୁ ବୁଷ୍ଟର୍ ଡୋଜ୍ ନେବା ପାଇଁ ଲୋଡ଼ା ନାହିଁ କୌଣସି ମେଡିକାଲ୍ ସାର୍ଟିଫିକେଟ୍ ।

Piyush Jain
କନ୍ନୌଜର କୁବେର ପୀୟୂଷ ଜୈନଙ୍କ ଲାଇଫ୍‌ ଷ୍ଟାଇଲ ଜାଣିଲେ ଆଶ୍ଚର୍ଯ୍ୟ ହେବେ..

ନିଜ କେମିଷ୍ଟ୍ ବାପା ମହେଶ ଚନ୍ଦ୍ର ଜୈନଙ୍କ ଠାରୁ ଅତର ସହିତ ପାନମସଲା ଓ ଅନ୍ୟ ଖାଦ୍ୟଦ୍ରବ୍ୟରେ ବ୍ୟବହୃତ ଏସେନ୍ସ ତିଆରି ଶିଖି, ୧୫ ବର୍ଷ ତଳେ ଓଡୋକେମ୍ ଇଣ୍ଡଷ୍ଟ୍ରିଜ୍ ପ୍ରତିଷ୍ଠା କରିଥିଲେ ପୀୟୂଷ ।

Niti Aayog report
ସରକାରଙ୍କ ପୋଲ୍‌ ଖୋଲିଦେଲା ନିତି ଆୟୋଗଙ୍କ ରିପୋର୍ଟ, ଧରାପଡ଼ିଲା ସ୍ୱାସ୍ଥ୍ୟସେବାର ବିକଟାଳ ଚିତ୍ର

ସରକାରଙ୍କୁ ପ୍ରଚାର ସର୍ବସ୍ୱ କହି ବିରୋଧୀ ଟାର୍ଗେଟ କରିଥିବା ବେଳେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଯୁକ୍ତି ଆମେ ଏକ ନମ୍ବର ଥିଲୁ ଆଉ ଅଛୁ । ନିତି ଆୟୋଗଙ୍କ ରିପୋର୍ଟ ଭୁଲ୍ । ହେଲେ ଗ୍ରାଉଣ୍ଡ ରିୟାଲିଟି କିନ୍ତୁ କହୁଛି କିଛି ଭିନ୍ନ କଥା ।

OBC Politics
OBC ଭୋଟ ଖସିଯିବାର ଭୟ ! ଚାଲ୍ ପରେ ଚାଲ୍‌ ଖେଳୁଛି ବିଜେଡି

ନୂଆ ଚିଠାରେ ଓ୍ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ, ବ୍ଲକ୍ ଅଧ୍ୟକ୍ଷ ପଦବୀ ଲାଗି ଆସିଛି ରିଜରଭେସନ୍ ଡ୍ରାଫ୍ଟ ଲିଷ୍ଟ ।

Corona
ଓଡ଼ିଶାକୁ ଫେବ୍ରୁଆରୀ ଟେନସନ୍, ମାସ ଶେଷ ଆଡ଼କୁ ଶୀର୍ଷ ଛୁଇଁବ !

ICMR ଅନୁସାରେ ଯଦି ତୃତୀୟ ଲହର ଆସେ ତାହାଲେ ଓଡ଼ିଶାକୁ ଖୁବ୍‌ଶୀଘ୍ର ଆସିବ । ଫେବ୍ରୁଆରୀ ମାସ ଶେଷ ବେଳକୁ ଏହା ଶୀର୍ଷ ଛୁଇଁପାରେ, ତେଣୁ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରସ୍ତୁତ ରହିଛି ।

Primary School Reopen
ସରିଲା ପ୍ରତୀକ୍ଷା ! ନୂଆ ବର୍ଷରୁ ଖୋଲିବ ପ୍ରାଥମିକ ସ୍କୁଲ୍

ଜାନୁଆରୀ ୩ରୁ ଖୋଲିବ ପ୍ରାଇମେରୀ ସ୍କୁଲ । ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲାଙ୍କର ଆରମ୍ଭ ହେବ ଶ୍ରେଣୀଗୃହ ଶିକ୍ଷାଦାନ । କରୋନାର ତୃତୀୟ ଲହର ଆଶଙ୍କା ଭିତରେ ପ୍ରାଇମେରୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।

Dinesh Mongia
ବଳ ଗୋଟାଉଛି ବିଜେପି, ପୂର୍ବତନ କ୍ରିକେଟର ଦୀନେଶ ମୋଙ୍ଗିଆ ବିଜେପିରେ ସାମିଲ

ଜଳଶକ୍ତି ବିଭାଗ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ୱତଙ୍କ ଉପସ୍ଥିତିରେ ଦୀନେଶ ମୋଗିଂଆ ବିଜେପିରେ ଯୋଗ ଦେଇଛନ୍ତି । ଦୀନେଶ ମୋଙ୍ଗିଆଙ୍କ ସହ ଅନ୍ୟ ୪ ନେତା ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି ।

Amit Shah Akhilesh Yadav
ୟୁପିରେ ଶାହାଙ୍କ ରଣହୁଙ୍କାର ! ସମାଜବାଦୀ ପାର୍ଟିକୁ ABCD ପଢ଼ାଇଲେ..

୪ ରାଜ୍ୟରେ ବର୍ତ୍ତମାନ ବିଜେପିର ଶାସନ ରହିଛି । ଅନ୍ୟପଟେ କେବଳ ପଂଜାବରେ କଂଗ୍ରେସର ଶାସନ ରହିଛି । ବର୍ତ୍ତମାନ ପର୍ଯ୍ୟନ୍ତ ନିର୍ବାଚନ ତାରିଖ ଘୋଷଣା ହୋଇନଥିବା ବେଳେ ସମସ୍ତ ରାଜନୈତିକ ଦଳଙ୍କ ପ୍ରଚାର ଜୋରସୋରରେ ଚାଲିଛି ।

Vaccine for Children
୧୦ରୁ କଟକରେ ପ୍ରିଭେଣ୍ଟିଭ୍ ଡୋଜ୍ ବା ବୁଷ୍ଟର ଡୋଜ୍

ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଏଯାବତ୍ ଦେଶରେ ୬୫୩ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ମହାରାଷ୍ଟ୍ରରେ ସର୍ବାଧିକ ୧୬୭ ଜଣଙ୍କ ଠାରେ ଓମିକ୍ରନ୍ ଭ୍ୟାରିଆଣ୍ଟ ଚିହ୍ନଟ ହୋଇଛି ।

Debi Mishra
ନରସିଂହପୁରରେ ବିଧାୟକ ଦେବୀ ମିଶ୍ରଙ୍କୁ ବିରୋଧ, ଠେଲାପେଲା କଲେ ଯୁବକ

ବିଧାୟକ ଦେବୀ ମିଶ୍ରଙ୍କୁ ତାଙ୍କ ନିଜ ନିର୍ବାଚନ ମଣ୍ଡଳୀ ନରସିଂହପୁରରେ ଠେଲାପେଲାର ସମ୍ମୁଖୀନ ହୋଇଛନ୍ତି । ବିଜେଡିର ଏହି ବରିଷ୍ଠ ନେତାଙ୍କୁ ହଟହଟା ହେବାକୁ ପଡିଛି ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Tuesday, 28 December 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

Containment
ଓମିକ୍ରନ୍‌ ଭୟ ! କଟକରେ ଗୋଟିଏ ପରିବାରର ୬ ପଜିଟିଭ୍‌, କଣ୍ଟେନ୍‌ମେଣ୍ଟ ଘୋଷଣା କଲା CMC

କଟକ ନୂଆ ରାଉସାପାଟଣାର ଗୋପବନ୍ଧୁ ବିହାରରେ ଏହି ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍ ହେବା ପରେ ସିଏମସି ଉକ୍ତ ପରିବାର ଉପରେ କଡ଼ା କଟକଣା ଲଗାଯାଇଛି ।

Piyush Jain
୬ ଦିନ ହେଲାଣି ଚାଲଛି ରେଡ୍, ପାଖାପାଖି ୨୦୦ କୋଟି ନଗଦ ଜବତ ! ପିଉଷ ଜୈନ୍‌ ଗିରଫ

ଟ୍ୟାକ୍ସ ଫାଙ୍କି ଅଭିଯୋଗରେ ବ୍ୟବସାୟୀ ପୀୟୂଷ ଜୈନଙ୍କୁ CGST ଧାରା ୬୭ ଅଧୀନରେ ଗିରଫ କରାଯାଇଥିବା ବେଳେ, ଏହି କୋଟିପତିଙ୍କୁ କାକାଦେବ ଥାନାରେ ତଳେ ଶୋଇ ପ୍ରଥମ ରାତି କଟାଇବାକୁ ପଡ଼ିଥିଲା ।

crime
ରାଜଧାନୀରେ ବଢ଼ୁଛି କ୍ରାଇମ୍‌ ରେଟ୍‌, କମିଶନରେଟ୍ ପୋଲିସର ତଥ୍ୟ ଦେଖିଲେ ଉଡ଼ିବ ହୋସ୍‌

ଉଦ୍‌ବେଗଜନକ କଥା ହେଉଛି, ଭୁବନେଶ୍ୱରରେ ଏହି ବର୍ଷ, ବର୍ତ୍ତମାନ ସୁଦ୍ଧା ୨୭୭ ଜଣ ଆତ୍ମହତ୍ୟା କରିଥିବା ବେଳେ ମହିଳାଙ୍କ ଅପେକ୍ଷା ପୁରୁଷଙ୍କ ସଂଖ୍ୟା ଅଧିକ । ଫାଶି ଲଗାଇ ସର୍ବାଧିକ ୯୪ ଜଣ ପୁରୁଷ ଆତ୍ମହତ୍ୟା କରିଥିବା ବେଳେ ମହିଳାଙ୍କ ସଂଖ୍ୟା ରହିଛି ୪୧ ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।