• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Ambulance
ଜୟପାଟଣା ଥାନା ରକ୍ତବୋଡେନ ସଂରକ୍ଷିତ ଜଙ୍ଗଲରୁ ମୃତଦେହ ଉଦ୍ଧାର

ସନ୍ଦେହଜନକ ଅବସ୍ଥାରେ ଜୟପାଟଣା ଥାନା ରକ୍ତବୋଡେନ ସଂରକ୍ଷିତ ଜଙ୍ଗଲରୁ ମିଳିଛି ମୃତଦେହ । ଭଏଁରିପାଲି ଗାଁର ବାଲାର ନାଗ, ଏହି ଜଙ୍ଗଲରେ ଶ୍ରମିକ ଭାବେ କାମ କରୁଥିଲେ ।

Heavy rain Fall
୨୩ ଜିଲ୍ଲାରେ ପ୍ରବଳ ବର୍ଷିବ

୨୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କ ସୂଚନା । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ।

yedu
୨୬ରେ ଇସ୍ତଫା ଦେବେ ୟେଦୁରପ୍ପା, ନିଜ ବୟାନରେ ଦେଲେ ସଙ୍କେତ..

ସରଗରମ କର୍ଣ୍ଣାଟକ ରାଜନୀତି । ଇସ୍ତାଫା ଦେବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା । ଦଳୀୟ କନ୍ଦଳକୁ ପ୍ରଶମିତ କରିବା ପାଇଁ ୟେଦୁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଯାଉଛନ୍ତି ।

Ashwini Vaishnaw
ଥମୁନି ପେଗାସସ୍‌ ତାତି, ସଂସଦରେ ଅଶ୍ୱିନୀଙ୍କ ହାତରୁ ରିପୋର୍ଟ ଛଡ଼ାଇ ଚିରି ଫିଙ୍ଗିଦେଲେ TMC ସାଂସଦ

ପେଗାସସ୍ ଫୋନ୍ ହ୍ୟାକିଂ ଘଟଣାକୁ ନେଇ ରାଜ୍ୟସଭାରେ ହଟ୍ଟଗୋଳ । ପେଗାସସ ସ୍ନୁପିଂକୁ ନେଇ ଆଜି ରାଜ୍ୟସଭାରେ କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବିବୃତି ରଖୁଥିବାବେଳେ ବିରୋଧୀଙ୍କ ହଙ୍ଗାମା ।

DIG
ସୌମ୍ୟଙ୍କ ସରକାରୀ କ୍ୱାର୍ଟର୍ସ ହିଁ କ୍ରାଇମସ୍ପଟ୍: ଡିଆଇଜି

ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା । ସୌମ୍ୟଙ୍କ କ୍ୱାର୍ଟର୍ସ ହିଁ କ୍ରାଇମସ୍ପଟ ବୋଲି କହିଲେ ଡିଆଇଜି । ସେ ଆହୁରି କହିଛନ୍ତି ଘଟଣା ସ୍ଥଳ ପରିଦର୍ଶନ କଲି, ଏଠାରେ ଜଳିବାର ଚିହ୍ନ ରହିଛି ।

Rath Yatra
ଅନନ୍ୟ ସୌଭାଗ୍ୟ ପାଇ ଧନ୍ୟ ମଣୁଥିଲେ ନିଜକୁ, ଭଜୁ ଥିଲେ ଜଗା ନାମକୁ

ରଥ ରଜ୍ଜୁ କାନ୍ଧରେ ଯେତେବେଳେ ଆନନ୍ଦ ଲାଗିବନି । ସେଇଥି ପାଇଁ ତ ଖାତିର ନଥିଲା ଡହ ଡହ ଖରାକୁ କି ଡର ନଥିଲା ମୂଷଳ ଧାରାର ବର୍ଷାକୁ । ରଜ୍ଜୁ ଟାଣୁଥିଲେ, ରଥ ଗଡୁଥିଲା ।

Pegasus
ପେଗାସସ୍ କେଳେଙ୍କାରୀ ଅଭିଯୋଗର ତଦନ୍ତ ପାଇଁ ମନ୍ତ୍ରୀସ୍ତରୀୟ ଟିମ୍ ଗଠନ କରିଛି ଇସ୍ରାଏଲ୍

ପେଗାସସ୍ କେଳେଙ୍କାରୀ ଅଭିଯୋଗର ତଦନ୍ତ ପାଇଁ ମନ୍ତ୍ରୀସ୍ତରୀୟ ଟିମ୍ ଗଠନ କରିଛି ଇସ୍ରାଏଲ୍ । ଇସ୍ରାଏଲି କଂପାନୀ NSO ଗ୍ରୁପ୍ ଦ୍ୱାରା ନିର୍ମିତ ପେଗାସସ୍ ସ୍ପାଏଓୟାର ବିଶ୍ୱସ୍ତରରେ ଦୁରୁପଯୋଗ ହୋଇଥିବା ଅଭିଯୋଗ ଉଠିବା ପରେ ଇସ୍ରାଏଲ୍ ସରକାର ଏହି ପଦକ୍ଷେପ ନେଇଛନ୍ତି ।

Corona
ରାଜ୍ୟରେ କମୁଛି, ହେଲେ ଭୁବନେଶ୍ୱର ଓ କଟକରେ ଚିନ୍ତାଜନକ ସ୍ଥିତିରେ କରୋନା

ରାଜ୍ୟରେ କମୁଛି, ହେଲେ ଭୁବନେଶ୍ୱର ଓ କଟକରେ ଚିନ୍ତାଜନକ ସ୍ଥିତିରେ କରୋନା । ବିଶେଷ କରି ଆଇସିୟୁ ଓ ଭେଣ୍ଟିଲେଟରରେ ଥିବା ଆକ୍ରାନ୍ତଙ୍କ ସଂଖ୍ୟା ଯଥେଷ୍ଟ ଅଧିକ ରହିଛି ।

primary School
ICMR ଡିଜିଙ୍କ ପରାମର୍ଶ ପରେ, ପ୍ରାଥମିକ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେବେ କି ସରକାର ?

ଆଇସିଏମ୍‌ର୍ ଡିଜିଙ୍କ ପରାମର୍ଶ ପରେ, ପ୍ରାଥମିକ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେବେ କି ସରକାର ? ଚତୁର୍ଥ ସେରୋ ସର୍ଭେ ରିପୋର୍ଟ ଅନୁସାରେ, ବୟସ୍କଙ୍କଠାରୁ ପିଲାମାନଙ୍କର ରୋଗ ପ୍ରତିରୋଧକ ଶକ୍ତି ଅଧିକ ।

bhim tangi murder case
‘ବାହା ହେବାକୁ ପ୍ରସ୍ତାବ ଦେଲି ହେଲେ ସେ ମାନିଳାନି, ତେଣୁ ତଣ୍ଟି କାଟିଦେଲି’

ସ୍ୱାମୀକୁ ଛାଡ଼ି ମୋତେ ବାହା ହେବାକୁ ପ୍ରସ୍ତାବ ଦେଲି । ମୁଣ୍ଡରେ ସିନ୍ଦୂର ଦେଲି । ରାଜି ନହେବାରୁ ଜୀବନ ନେଲି । ଭୁବନେଶ୍ୱର ଭୀମଟାଙ୍ଗି ପ୍ରିୟଙ୍କା ପ୍ରିୟଦର୍ଶିନୀ ହତ୍ୟା ମାମଲାରେ ପୋଲିସ ଆଗରେ ଏଭଳି ଚାଞ୍ଚଲ୍ୟକର ବୟାନ ରଖିଛି ଅଭିଯୁକ୍ତ ଜଗନ୍ନାଥ ପ୍ରଧାନ ।

ACF Soumya Ranjan
ଖୋଲୁଛି ଗୁମର, ବଢ଼ୁଛି ସସ୍‌ପେନ୍ସ.. ଏବେ ବି ଜଣାପଡ଼ିନି କେମିତି ହେଲା ମୃତ୍ୟୁ

ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ମାମଲାରେ ଯେତେ ଖୋଳିଲେ ସେତେ ବାହାରୁଛି । ଯେତିକି ବାହାରିଲେ ସେତିକି ସସ୍‌ପେନ୍ସ ବଢୁଛି । ଆଜି ପୁଣି ସାମ୍ନାକୁ ଆସିଛି ଆଉ ଏକ ହାତଲେଖା ।

navjot singh sidhu
ପଞ୍ଜାବରେ ଶକ୍ତି ପ୍ରଦର୍ଶନ କରୁଛନ୍ତି ସିଦ୍ଧୁ, ଅମରିନ୍ଦର ଏବେ ବି ଅସନ୍ତୁଷ୍ଟ

ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ଭାବେ ନବଜୋତ ସିଂ ସିଦ୍ଧୁ ମନୋନୀତ ହେବା ପରେ ସମର୍ଥକଙ୍କୁ ଭେଟି ଶକ୍ତି ପ୍ରଦର୍ଶନ କରିବାରେ ଲାଗିଛନ୍ତି । ଏହି କ୍ରମରେ ଆଜି ସିଦ୍ଧୁ ଅମୃତସର ବାସଭବନରେ ୬୨ ଜଣ ବିଧାୟକଙ୍କ ସହ ସାକ୍ଷାତ କରି ଆଲୋଚନା କରିଛନ୍ତି ।

sambit patra
‘ଦିଲ୍ଲୀ ସରକାରଙ୍କ ତଥ୍ୟ କହୁଛି କୋଭିଡ୍‌ରେ ଅକ୍ସିଜେନ ଅଭାବରୁ ମୃତ୍ୟୁ ହୋଇନାହିଁ’

ଦେଶରେ କୋଭିଡରେ ଅକ୍ସିଜେନ ଅଭାବରୁ କୌଣସି ବ୍ୟକ୍ତିଙ୍କ ଜୀବନ ଯାଇନାହିଁ । ଏନେଇ କେନ୍ଦ୍ର ସରକାର କହିବା ପରେ ଏବେ ସରକାରଙ୍କୁ ଘେରିଛନ୍ତି ବିରୋଧୀ ।

school
୨୬ରୁ ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ରାଜ୍ୟ ସରକାରଙ୍କ ନିଷ୍ପତି

୨୬ରୁ ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ରାଜ୍ୟ ସରକାରଙ୍କ ଘୋଷଣା । ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ହଷ୍ଟେଲ ଖୋଲିବାକୁ ନିଷ୍ପତ୍ତି ।

Tamil Nadu ambulance
୮ ଦିନ ହେବ ମୃତ୍ୟୁ ହେଲାଣି, ହେଲେ ଆମ୍ବୁଲାନ୍ସରେ ପଡ଼ି ରହିଛି ଶବ

୮ ଦିନ ହେବ ମୃତ୍ୟୁ ହେଲାଣି । ହେଲେ ଆଜି ଯାଏ ଆମ୍ବୁଲାନ୍ସରେ ପଡ଼ି ରହିଛି ଶବ । ତାମିଲନାଡୁରୁ ଶବ ଆମ୍ବୁଲାନ୍ସ ଯୋଗେ ଗାଁକୁ ଆସିବାର ତିନି ଦିନ ବିତିଲାଣି ହେଲେ ଏଯାଏ ସତ୍କାର ହୋଇପାରିନାହିଁ ।

prithviraj harichandan
‘ଅପରିଣାମଦର୍ଶୀ ଚିଠି ଲେଖିବାରେ ଓଡ଼ିଶା ସରକାରଙ୍କ କୌଣସି ପଟାନ୍ତର ନାହିଁ’

ଜାତିଭିତ୍ତିକ ଜନଗଣନା ନେଇ କେନ୍ଦ୍ରକୁ ରାଜ୍ୟ ସରକାରଙ୍କ ଚିଠି ପ୍ରସଙ୍ଗରେ ବିଜେଡି ଜାତି ରାଜନୀତି ଚାହୁଁଛି ବୋଲି କହିଲେ ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ । 

Pregnant Women
ଭୁବନେଶ୍ୱରରେ ଗର୍ଭାବତୀଙ୍କୁ ଟୀକାକରଣ, ସେଣ୍ଟରରେ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା

ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଗର୍ଭାବତୀଙ୍କ ଟୀକାକରଣ । ବିଏମ୍‌ସିର ସମସ୍ତ ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ର ଓ ସରକାରୀ ହସ୍ପିଟାଲରେ ଗର୍ଭବତୀଙ୍କ ଟିକାକରଣ କରାଯାଉଛି । ଆଜିଠାରୁ ଏହି ଅଭିଯାନକୁ ବ୍ୟାପକ କରାଯାଇଛି ।

Bidya bharati
ବିଦ୍ୟାଭାରତୀ ଲେଖିଥିଲେ, ‘ତାଙ୍କ ନାଁ ସହ ନାଁ ଯୋଡ଼ିବାକୁ ବି ମୁଁ ଘୃଣା କରେ, ଗୋଟିଏ ଭୁଲ ନିଷ୍ପତି ଯୋଗୁଁ ଲାଇଫ୍ ସ୍ପଏଲ’

ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ଘରୁ ମିଳିଥିବା କାଗଜ ସମ୍ପର୍କରେ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଭାରତୀ । କାହାକୁ ଆକ୍ଷେପ କରି ଏମିତି ଲେଖିନାହାନ୍ତି ବୋଲି ସେ କହିଛନ୍ତି ।

sunabesha
ଆରମ୍ଭ ହେଲା ମହାପ୍ରଭୁଙ୍କ ସୁନାବେଶ ନୀତିକାନ୍ତି

ଆରମ୍ଭ ହେଲା ମହାପ୍ରଭୁଙ୍କ ସୁନାବେଶ ନୀତିକାନ୍ତି । ଶ୍ରୀକ୍ଷେତ୍ରରେ ରଥ ଉପରେ  ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜୀଉ । ମହଣ ମହଣ ସୁନାରେ ସଜେଇ ହେବେ ତିନି ଠାକୁର । ଅପରାହ୍ନରେ ସାରା ଜଗତ ଦେଖିବ ଚକାଆଖିର ସୁନାବେଶ । ଶ୍ରୀଜିଉଙ୍କ ଏହି ଅପରୂପ ବେଶ ଦେଖିବାକୁ ଶ୍ରଦ୍ଧାଳୁ...

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।