ହିନ୍ଦୁଙ୍କୁ ଖୋଜି ଖୋଜି ବର୍ବୋରଚିତ ଜୁଲମ କରୁଛନ୍ତି, ଯାହାର ନୂଆ ନୂଆ ଚିତ୍ର ସାମନାକୁ ଆସିବାରେ ଲାଗିଛି।
ପାକସ୍ଥଳୀ କର୍କଟରେ ପୀଡିତ ୪୨ ବର୍ଷୀୟ ବିତ୍ତିହୋତ୍ରଙ୍କ ପ୍ରବଳ ରକ୍ତସ୍ରାବ ହେଉଥିଲା।
ଦଳୀୟ ଗୋଷ୍ଠୀ କନ୍ଦଳ ଯୋଗୁଁ ଆଜି ଭବାନୀପାଟଣା ମ୍ୟୁନସିପାଲିଟି ଚେୟାରପର୍ସନ ପଦ ହରାଇଥିବା ବେଳେ ପୁରୀ ନିମାପଡା ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଆସିଛି ଅନସ୍ଥା ପ୍ରସ୍ତାବ ।
ଓଡ଼ିଶାରେ ପ୍ରଥମ କରି ସରକାରକୁ ଆସିବା ପରେ ଆସନ୍ତା ୧୬ ତାରିଖରେ ବସିବାକୁ ଯାଉଛି ରାଜ୍ୟ ବିଜେପିର ପ୍ରଥମ କୋର କମିଟି ବୈଠକ ।
ଥିଲେ R & B ବିଭାଗର ମୁଖ୍ୟଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡରୁ ଯାହା ମିଳିଛି ତାହା ସମସ୍ତଙ୍କୁ ତାଟକା କରିଛି ।
୩୪ତମ ସ୍ଥାନରେ ୫୭.୦୪% ସ୍କୋର୍ ସହ NIT ରାଉରକେଲା ରହିଛି।
ଭୁବନେଶ୍ବର AIIMSରେ ୪୨ ବର୍ଷରେ କ୍ୟାନସରରେ ମୃତ୍ୟୁ । ୨୦୦୬ରେ ଜର୍ମାନ୍ ସହପାଠିନୀଙ୍କୁ ଦୁଷ୍କର୍ମ ମାମଲାରେ ହୋଇଥିଲା ଜେଲ୍ ।
ଶତାଧିକ ଜୀବନହାନୀ ସହ ରୁଜୁ ହେଲାଣି ୨୦୫ ହିଂସାତ୍ମକ ମାମଲା । ବିଶ୍ୱବ୍ୟାପୀ ଚିନ୍ତା, ଭାରତରେ ବି ତେଜିଲା ପ୍ରତିବାଦର ସ୍ୱର ।
ଜମି ମିଳିବା ପରେ ବାସଗୃହ, ପାନୀୟ ଜଳ, ସରକାରଙ୍କ ସମସ୍ତ ଜନ କଲ୍ୟାଣକାରୀ ଯୋଜନା ଯୋଗାଇ ଦିଆଯିବ । ଆସନ୍ତା ୧୫ ତାରିଖରେ କଳାହାଣ୍ଡିରେ କିଛି ହିତାଧିକାରୀଙ୍କୁ ଜଙ୍ଗଲ ଜମିପଟ୍ଟା ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।
ମାନସିକ ସିନା ସିଏ କରିଛନ୍ତି, କିନ୍ତୁ ଭୋଳାବାବା ତାଙ୍କୁ ଗୋଟିଗୋଟି କରି ବାଟ କଢ଼ାଇ ନେଉଛନ୍ତି ।
ସ୍କୁଲ କୁତ୍ରା ଉଚ୍ଚ ବିଦ୍ୟାଳୟ ପାଇଛି ନୂଆ ଜୀବନ । ଝଲସୁଛି, ହସୁଛି... ଆଉ କୁନିକୁନି ପିଲାମାନଙ୍କୁ ମଣିଷ କରି ଗଢ଼ିତୋଳିବାକୁ ଯେମିତି ହାତଠାରି ଡାକୁଛି ।
ଭୁବନେଶ୍ବର ଘରୁ ମିଳିଛି ପୁଳା ପୁଳା ସୁନା, ହୀରା ଓ ରୂପା ଗହଣା। ବିଭିନ୍ନ ଡିଜାଇନର ବହୁ ଗହଣା ସାଙ୍ଗକୁ ସୁନା ବିସ୍କୁଟ୍, ସୁନା କଏନ୍, ଭିନ୍ନ ଭିନ୍ନ ଡିଜାଇନ୍ ର ଦାମୀ ଘଣ୍ଟା ଏବଂ ବହୁ ବିଦେଶୀ ମୁଦ୍ରା ମିଳିଛି।
ପୂର୍ବତନ ଜେଲ୍ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ପୁଅ ବିତ୍ତିହୋତ୍ର ୨୦୦୬ରେ ଚର୍ଚ୍ଚାକୁ ଆସିଥିଲେ ।ବିତ୍ତିହୋତ୍ରଙ୍କ ନାଁରେ ସେତେବେଳେ ଜଣେ ଜର୍ମାନ ସହପାଠୀ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଆସିଥିଲା ।
ପୂର୍ବରୁ ୪୩ କୋଟି ଟଙ୍କା ବ୍ୟୟରେ ଖଲ୍ଲିକୋଟ ବେଲଗୁଣ୍ଠା ରାସ୍ତା ଉନ୍ନତି କରଣ ନାମରେ ଏଠି କାର୍ଯ୍ୟ ମଧ୍ୟ ହୋଇଥିବା ବେଳେ ଗୋଟିଏ ସ୍ଥାନରେ କିଛି ବର୍ଷ ମଧ୍ୟରେ ବାରମ୍ବାର ରାସ୍ତା ନିର୍ମାଣକୁ ନେଇ ପ୍ରଶ୍ନ କରିଛନ୍ତି ଅଞ୍ଚଳବାସୀ l
ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ NHAI ଆଞ୍ଚଳିକ ଅଫିସ୍ କୁ ଚିଠି । ଏ ସଂପର୍କରେ ଡିପିଆର୍ ପ୍ରସ୍ତୁତ କରି ମୁଖ୍ୟ ସଚିବଙ୍କୁ ଜଣାଇବାକୁ ନିର୍ଦ୍ଦେଶ ।
ଜଲପାଇଗୁଡ଼ିରେ ପ୍ରାୟ ୫ଶହ ବାଂଲାଦେଶୀଙ୍କୁ ବାଂଲାଦେଶକୁ ଫେରାଇ ଦେଇଛି ବିଏସ୍ଏଫ୍। ଝାପରଟୋଲା ଚେକପୋଷ୍ଟ ପାଖରେ ୩ଟି ପର୍ଯ୍ୟାୟରେ ସେମାନେ ଅବୈଧ ଭାବେ ଭାରତରେ ପଶିବାକୁ ଉଦ୍ୟମ କରିଥିଲେ।
ଭାରତରେ ପ୍ରଥମ ଥର ପାଇଁ ଶିମିଳିପାଳରେ ଏହା କାର୍ଯ୍ୟକାରୀ ହେବାକୁ ଯାଉଥିବା କହିଛନ୍ତି ଶିମିଳିପାଳ ଡେପୁଟି ଡାଇରେକ୍ଟର।
ମହାନଦୀର ବ୍ୟାକ୍ ୱାଟର ଯୋଗୁଁ ଚାଷ ଜମି ଜଳମଗ୍ନ । ୧୦ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ SRCଙ୍କ ନିର୍ଦ୍ଦେଶ ।
ଭୂସ୍ଖଳନ ଦ୍ୱାରା ପ୍ରଭାବିତ ଅଞ୍ଚଳର ଉଦ୍ଧାର କାର୍ଯ୍ୟର କରିବେ ଅନୁଧ୍ୟାନ । ରିଲିଫ୍ କ୍ୟାମ୍ପ୍ ଓ ହସ୍ପିଟାଲରେ ମୃତାହତଙ୍କ ପରିବାରକୁ ଭେଟିବେ ।