• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

School Reopen
ସଂକ୍ରମଣ କମୁଛି, ତେଣୁ ୧୫ରୁ ଖୋଲିବ ଷଷ୍ଠ-ସପ୍ତମ ଶ୍ରେଣୀ

କୋଭିଡ୍‌ ମହାମାରୀ ପାଇଁ ପାଖାପାଖି ଦୁଇ ବର୍ଷ ଧରି ବନ୍ଦ ରହିଥିଲା ସ୍କୁଲ । ଯେଉଁଥିପାଇଁ ପିଲାମାନେ ଘରେ ବସି ରହିଥିଲେ । ଅବଶ୍ୟ କିଛି ପିଲା ଅନ୍‌ଲାଇନ୍‌ରେ କ୍ଲାସ୍‌ କରୁଥିଲେ । ହେଲେ ସବୁ ପିଲା ଏହାର ସୁଯୋଗ ପାଇପାରୁନଥିଲେ ।

Tara Bahinipati
ଆନ୍ଧ୍ର ଖେଳୁଛି ଡୁଆଲ ଗେମ୍‌, କୋଟିଆ ଭିତରେ ପଶି ବାଣ୍ଟୁଛି ଜଙ୍ଗଲ ଜମି ପଟ୍ଟା

କୋଟିଆ ଗ୍ରାମପୁଞ୍ଜ ସୀମା ସମସ୍ୟାକୁ ନେଇ କୋରାପୁଟରେ ବସୁଛି ଏକ ସର୍ବଦଳୀୟ ବୈଠକ । ଏହି ବୈଠକରେ ଜିଲ୍ଲାର ସବୁ ଦଳର ନେତା ଉପସ୍ଥିତ ରହିବେ ।

Pratap Samal Vigilance Raid
OPHWC ମ୍ୟାନେଜର; ହେଲେ ସମ୍ପତ୍ତି ଏତେ ଯେ, ଆକଳନ କରିବାକୁ ଲାଗିଲା ପ୍ରାୟ ଦୁଇ ଦିନ

ଆୟବର୍ହିଭୂତ ସମ୍ପତିଠୁଳ ଅଭିଯୋଗରେ ପ୍ରତାଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍‌ । ତେବେ ତାଙ୍କଠାରୁ ମୋଟ ୧୪ କୋଟି ୮୭ ଲକ୍ଷ ଟଙ୍କାର ଆୟ ବର୍ହିଭୂତ ସମ୍ପତି ଜବତ କରାଯାଇଛି । ତାଙ୍କର ମୋଟ ଆୟର ୧୦୮୭ ଗୁଣା ଅଧିକ ସମ୍ପତି ତାଙ୍କଠାରୁ ଜବତ କରାଯାଇଛି ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Wednesday, 10 November 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

Rafale
ରାଫେଲ ଡିଲ୍‌, ଫ୍ରାନ୍ସ ପତ୍ରିକା ଖୋଲି ଦେଲା କଂଗ୍ରେସର ଅସଲ ମୁଖା !

୨୦୦୭ରୁ ୨୦୧୨ ଅର୍ଥାତ୍ କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ସରକାର ବେଳେ ରାଫେଲ୍ ଡିଲ୍‌ରେ ୬୫ କୋଟି ଟଙ୍କା କିକ୍‌ବ୍ୟାକ୍ ହୋଇଥିବା ଖବର ପ୍ରକାଶ ପାଇବା ପରେ କଂଗ୍ରେସକୁ କଡ଼ା ସମାଲୋଚନା କରିଛି ବିଜେପି ।

Chakada Poka
ଚିନ୍ତାରେ ଚାଷୀ ! ବର୍ଷକର ପରିଶ୍ରମ ଆଖି ଆଗରେ ମାଟିରେ ମିଶିଯାଉଛି..

ଭଦ୍ରକରୁ-ନୀଳଗିରି, ବାଲେଶ୍ୱରରୁ-ସୋର, ସବୁଠି ଚାଷୀର ନିଦ ହଜାଇ ଦେଇଛନ୍ତି ମାରାତ୍ମକ ଚକଡ଼ା ପୋକ । ଏବର୍ଷ ପାଗ ଭଲ ଥିବାରୁ ଭଲ ଅମଳ ଆଶାରେ ଥିଲା ଚାଷୀ । ହେଲେ ଧାନ ପାଚିଲା ବେଳକୁ ହଠାତ୍ ଚକଡା ପୋକ ଲାଗିବା ଚାଷୀଙ୍କୁ ନିରାଶ କରିଛି । 

Padma Awardee
‘କଷ୍ଟ କଲେ କୃଷ୍ଣ ମିଳେ’ ଏଣିକି ଆଉ ‘ବଣମଲ୍ଲୀ ବଣରେ ଝଡ଼ି ପଡ଼ିବନି’, ଏଥରର ପଦ୍ମ ପୁରସ୍କାରରୁ ଏହା ସ୍ପଷ୍ଟ..

ସମାଜର ବହୁ ପ୍ରତିଷ୍ଠିତ ବ୍ୟକ୍ତିତ୍ୱଙ୍କୁ ସମ୍ମାନ ତ ମିଳିଛି, ତା ସହ ବଣ ମଲ୍ଲୀ ହୋଇ ବଣରେ ଝଡ଼ି ଯାଉଥିବା ଅନେକ ଅକ୍ଷାତ ପଲ୍ଲୀର ବିଖ୍ୟାତଙ୍କୁ ମିଳିଛି ଏଥର ସମ୍ମାନଜନକ ପଦ୍ମଶ୍ରୀ ।

Naveen-Jagan
ନବୀନ-ଜଗନ ଭେଟ୍‌ଘାଟ୍‌, କଥା ଦେଲେ ମିଳିମିଶି ସବୁ ସମସ୍ୟାର ସମାଧାନ କରିବେ..

ଦୁଇ ରାଜ୍ୟ ମଧ୍ୟରେ ଥିବା ବିଭିନ୍ନ ବିବାଦର ସମାଧାନ ନେଇ ପଦକ୍ଷେପ ନେବ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡିଙ୍କ ମଧ୍ୟରେ ଲୋକସେବା ଭବନରେ ଆଲୋଚନା ପରେ ଏହି ନିଷ୍ପତ୍ତି ହୋଇଥିବା ସୂଚନା ଦିଆଯାଇଛି ।

Rohit Sharma
ବିରାଟ ଛାଡ଼ିଲେ, ରୋହିତ ହେଲେ ଭାରତର ନୂଆ ଅଧିନାୟକ

ବିରାଟ୍ କୋହଲି ଅଧିନାୟକତ୍ୱ ଛାଡ଼ିବା ପରେ ରୋହିତ ଶର୍ମା ମୁଣ୍ଡାଇଛନ୍ତି ଭାରତୀୟ ଟି-୨୦ ଦଳର ଭାର । ଏବେ ତାଙ୍କ ଅଧିନାୟକତ୍ୱରେ ଭାରତ ଟି-୨୦ ମ୍ୟାଚ୍‌ ଖେଳିବ ।

Tulasi Gouda
ଜୀବନରେ କେବେ ସ୍କୁଲ ମାଟି ମାଡ଼ି ନାହାନ୍ତି ପଦ୍ମଶ୍ରୀ ତୁଳସୀ, ହେଲେ ମେଡିସିନାଲ ପ୍ଲାଣ୍ଟ ବିଷୟରେ ସବୁ ଜାଣନ୍ତି

ନିଜ ଜୀବନ କାଳରେ ୩୦ ହଜାରରୁ ଅଧିକ ଗଛ ଲଗାଇଛନ୍ତି ତୁଲସୀ । ଦୁଇ ବର୍ଷ ବୟସରୁ ପରିବେଶ, ପଶୁ, ଜଙ୍ଗଲ ସହ ଜଡ଼ିତ ତୁଲସୀ ।

Crow Death
ପୁଣି ଆସିଲା କି ବାର୍ଡ ଫ୍ଲୁ ? ଖୋର୍ଦ୍ଧାରେ ଦେଖିବାକୁ ମିଳିଛି କାଉ ମଡ଼କ..

ଆଜି ମଧ୍ୟ ବିଭିନ୍ନ ସ୍ଥାନରେ କାଉ ମରି ପଡ଼ିଥିବା ଦେଖି ଗାଁ ଲୋକେ ବେଗୁନିଆ ପ୍ରାଣୀଧନ ଚିକିତ୍ସାଳୟକୁ ଖବର ଦେଇଥିଲେ । ଖବର ପାଇବା ପରେ ଗୋଟିଏ ଟିମ୍ ଗାଁରେ ପହଞ୍ଚି ମୃତ କାଉଙ୍କୁ ଏକାଠି କରି ସେମାନଙ୍କ ନମୁନା ସଂଗ୍ରହ କରିଛନ୍ତି ।

DRDO
‌DRDO ତଥ୍ୟ ଲିକ୍‌ ମାମଲାରେ NIA କିମ୍ବା CBI ତଦନ୍ତ ପାଇଁ ହୋଇକୋର୍ଟଙ୍କ ନିର୍ଦେଶ

ଗୁପ୍ତଚରୀ ଘଟଣାର ସିବିଆଇ କିମ୍ବା ଏନ୍ଆଇଏ ତଦନ୍ତ କରାଇବା ଲାଗି ଦାବି କରି ଆଇନଜୀବୀ ଅରୁଣ କୁମାର ବୁଦ୍ଧିଆ ହାଇକୋର୍ଟରେ ଆବେଦନ କରିଥିଲେ । ହାଇକୋର୍ଟ ଏହାକୁ ଗ୍ରହଣ କରି ନୋଟିସ ଜାରି କରିଛନ୍ତି । 

KBN Group
କମିଶନରେଟ୍ ପୋଲିସ ଟାର୍ଗେଟ୍‌ରେ KBN ଗ୍ରୁପ୍‌, ଆଜି ଭାଙ୍ଗିଲା ସଞ୍ଜୟ ଘର..

କେବିଏନ୍ ଗ୍ରୁପ୍‌ର ଗୋଟିଏ ପରେ ଗୋଟିଏ ସଦସ୍ୟଙ୍କ ଘରେ ପଶି ଖାନ୍‌ତଲାସି କରୁଛି କମିଶନରେଟ୍ ପୋଲିସ । ଘର ଛାତ ଭାଙ୍ଗୁଛି, ଚଟାଣ ବି ତାଡ଼ୁଛି ପୋଲିସ ।

Balijatra
ଏଥର ବି ନିରାଶ ବ୍ୟବସାୟୀ, କଟକ ବାଲିଯାତ୍ରା ଆୟୋଜନକୁ ନା..

ବାଲି ଯାତ୍ରାରେ ବ୍ୟବସାୟ କରି ଭଲ ଦି ପଇସା ପାଇବା ଆଶାରେ ଥିବା ଛୋଟ ବଡ଼ ବେପାରୀ ଏଥର ବି ନିରାଶ ହୋଇଛନ୍ତି । କାରଣ ମହାମାରୀ କରୋନା ଯୋଗୁଁ ଏଥର ବି ବାଲିଯାତ୍ରା ଆୟୋଜନକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ମନା କରାଯାଇଛି ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Tuesday, 09 November 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

India Namibia
ନାମିବ୍ୟା ବିରୋଧରେ ଭାରତର ଦମ୍‌ଦାର ବିଜୟ ସହ ବିଶ୍ୱକପ୍‌ ଅଭିଯାନ ଶେଷ

ପ୍ରଥମେ ବ୍ୟାଟିଂ କରି ନାମିବ୍ୟା ୮ ୱିକେଟ୍‌ ହରାଇ ୧୩୨ ରନ୍‌ କରିଥିଲା । ଏହାର ଜବାବରେ ୧୩୩ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଭାରତ ମଇଦାନକୁ ଓହ୍ଲାଇଥିଲା । ମାତ୍ର ଗୋଟିଏ ୱିକେଟ୍‌ ହରାଇ ୧୫.୨ ଓଭରରେ ୧୩୬ ରନ୍‌ କରି ବିଜୟ ହୋଇଛି ଭାରତ ।

Ranapa Folk Dance
ଓଡ଼ିଶାର ଲୋକକଳା ରଣପା ନୃତ୍ୟ କରି ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ କୁନି ପୁଅ

ରଣପା ନୃତ୍ୟ ଓଡ଼ିଶାର ଏକ ପୁରାତନ ଲୋକକଳା । ଯାହା ଏବେ ବିଲୁପ୍ତ ପ୍ରାୟ । ଆଜି କାଲିର ଡିଜେ ଓ ଫ୍ୟୁଜନ୍‌ ମ୍ୟୁଜିକ୍‌ ଭିତରେ ରଣପା ହଜିଯାଇଥିବା ବେଳେ ଏବେ ସାରା ଦେଶରେ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।

Kendrapada
କେନ୍ଦ୍ରାପଡ଼ା ପଞ୍ଚାୟତ ନିର୍ବାଚନ ଦ୍ୱନ୍ଦ୍ୱ ଦୂର ହେଲା, ହାଇକୋର୍ଟ ଦେଲେ ଅନୁମତି

୨୦୧୬ ମସିହାରେ ସେତେବେଳର ସଂରକ୍ଷଣ ବ୍ୟବସ୍ଥାକୁ ଚାଲେଞ୍ଜ କରି ହାଇକୋର୍ଟରେ ଦାୟର ହୋଇଥିବା ମାମଲା ପ୍ରତ୍ୟାହାର ପାଇଁ ଉଚ୍ଚନ୍ୟାୟାଳୟ ଅନୁମତି ପ୍ରଦାନ କରିଛନ୍ତି । ଫଳରେ କେନ୍ଦ୍ରାପଡା ପୌର ନିର୍ବାଚନ ବିଳମ୍ବରେ ହେବା ନେଇ ଥିବା ଦ୍ୱନ୍ଦ୍ୱ ଦୂର ହୋଇଛି ।

Zydus Cadila
ପିଲାଙ୍କ ପାଇଁ ଏକ କୋଟି କରୋନା ଟିକା କିଣିବେ କେନ୍ଦ୍ର ସରକାର

ବିଶ୍ୱର ପ୍ରଥମ ଡିଏନଏ ଭିତ୍ତିକ ଏହି ଟିକା ସମ୍ପୂର୍ଣ୍ଣ ଯନ୍ତ୍ରଣାମୁକ୍ତ ହୋଇଥିବା ବେଳେ ଏହାକୁ ବାହୁରେ ନିଆଯିବ । ଏଥିପାଇଁ ସିରିଞ୍ଜ ବଦଳରେ ଫାର୍ମା ଜେଟ୍ ଆପ୍ଲିକେଟର ଆବଶ୍ୟକତା ପଡ଼ିବ । ପ୍ରତି ଆପ୍ଲିକେଟରର ଦାମ୍ ରହିଛି ୯୩ ଟଙ୍କା । ତେଣୁ ଟିକା ଓ ଆପ୍ଲିକେଟରକୁ ମିଶାଇ...

Vegetable Price Hike
କାର୍ତ୍ତିକ ମାସ; ପରିବା ଦର, ଯାହା କିଣିବ ୮୦ ଟଙ୍କା ଉପରେ !

ଘରକୁ କେଉଁ ପରିବା ନେଲେ ଚଳିଯିବ, ଲୋକେ ଆକଳନ କରିପାରୁନାହାନ୍ତି । ଅଧିକାଂଶ ପରିବା ଦର ଏବେ ୫୦ଟଙ୍କା ଉପରେ ଥିବାରୁ ଯିଏ ବି ପରିବା ଘରକୁ ନେଉଛି ଆଗଭଳି ନେଉନାହାନ୍ତି ବରଂ ଅଧକିଲୋ, ଅଢେଇଶହରେ ଚଳାଇ ଦେଉଛନ୍ତି ଗ୍ରାହକ ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।