• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

BUS Stand
ଦାବି ପୂରଣ କର, ନହେଲେ ୧୬ରୁ ବସ୍ ବନ୍ଦ

ଦାବି ପୂରଣ କର, ନହେଲେ ୧୬ରୁ ବସ୍ ବନ୍ଦ । ଆଜି ରାଜ୍ୟ ସରକାରଙ୍କୁ ଏମିତି ଚରମବାଣୀ ଶୁଣାଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ।

Mamita Meher
ମମିତାଙ୍କୁ ନ୍ୟାୟ ଦାବିରେ କଂଗ୍ରେସର ହଲ୍ଲାବୋଲ; ନବୀନ ନିବାସ ଘେରାଉ, ଖୋର୍ଦ୍ଧାରେ ବିରାଟ ଶୋଭାଯାତ୍ରା

ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ନ୍ୟାୟ । ଆଉ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ । ଗଲା କିଛି ଦିନ ଧରି ଏ ଦାବି ନେଇ ବିରୋଧୀ ରଣହୁଙ୍କାର ଦେଇ ଆସୁଥିବା ବେଳେ ଆଜି ରାଜ୍ୟବ୍ୟାପୀ ଆନ୍ଦୋଳନ ଓ ପ୍ରତିବାଦକୁ ଆହୁରି ଜୋରଦାର କରିଛନ୍ତି ଉଭୟ କଂଗ୍ରେସ...

Sarala Puraskar
ପାରମିତା ଶତପଥୀଙ୍କୁ ଶାରଳା ପୁରସ୍କାର, ଜଗଦୀଶ କାନୁନଗୋଙ୍କୁ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ

ବିଶିଷ୍ଟ କଥାକାର ପାରମିତା ଶତପଥୀ ପାଇଲେ ମର୍ଯ୍ୟାଦାଜନକ ଶାରଳା ପୁରସ୍କାର । ଇମ୍ଫା କାର୍ଯ୍ୟାଳୟ ପରିସରରେ ଆୟୋଜିତ ହୋଇଥିବା ୪୨ତମ ଶାରଳା ପୁରସ୍କାର ଉତ୍ସବରେ ତାଙ୍କୁ ସମାନ୍ନୀତ କରାଯାଇଛି ।

Sameer Wankhede
ୱାଙ୍ଖଡ଼େଙ୍କ ବଢ଼ୁଛି ବିବାଦ: ଆସିଲା ନୁଆ ଅଭିଯୋଗ, ଚର୍ଚ୍ଚାରେ ରହିବା ପାଇଁ ମିଛ କେସ୍‌ରେ ଫଶାନ୍ତି ସମୀର !

ଡ୍ରଗ୍ସ ମାମଲାରେ NCB ଆଞ୍ଚଳିକ ନିର୍ଦ୍ଦେଶକ ସମୀର ଓ୍ୱାଙ୍ଖେଡେଙ୍କ ଅଡୁଆ ଆହୁରି ବଢିଲା । ଜଣେ ବ୍ୟକ୍ତି ନିଜ ପରିଚୟ ଲୁଚାଇ କେବଳ ମୁମ୍ବାଇ NCB କାର୍ଯ୍ୟାଳୟର କର୍ମଚାରୀ କହି ସମୀରଙ୍କ ସଂପର୍କରେ ଆଣିଛନ୍ତି ସାଂଘିତକ ଅଭିଯୋଗ ।

Ganjam
ବିଧାୟକଙ୍କୁ ଅପମାନ, ଉଦ୍‌ଘାଟନ୍ କରିବାକୁ ଯାଇ ନିରାଶ ହେଲେ ! ପ୍ରଶାସନ ତାଡ଼ିନେଲା ଫଳକ

ଗଞ୍ଜାମ ଟାଇଗର କୁହାଯାଉଥିବା ସାନଖେମୁଣ୍ଡି ବିଧାୟକଙ୍କୁ ଅପମାନ । ପାଣି ଟାଙ୍ଗି ଉଦ୍‌ଘାଟନ କରିବାକୁ ଯାଇଥିଲେ । ହେଲେ ନିରାଶ ହୋଇ ଫେରିଲେ । କାରଣ ପ୍ରଶାସନ ତାଡ଼ି ନେଇଥିଲେ ଉଦ୍‌ଘାଟନ ଫଳକ ।

Aryan Khan
ଛିଣ୍ଡୁନି ଆର୍ୟନଙ୍କ ଅଡ଼ୁଆ, ବଢ଼ୁଛି ସମୀର ୱାଙ୍ଖଡ଼େଙ୍କ ନାଁରେ ବିବାଦ

ପୁଣି ଝୁଲିଲା ଆର୍ୟନ ଖାନଙ୍କ ଜାମିନ ଶୁଣାଣି । ବମ୍ବେ ହାଇକୋର୍ଟରେ ଆଜି ଆର୍ୟନଙ୍କ ଜାମିନ ଶୁଣାଣି ହୋଇଥିବା ବେଳେ ତାହା ଅସମାପ୍ତ ରହିଛି । ଆସନ୍ତାକାଲି ଅପରାହ୍ନ ସାଢେ ୨ଟାରେ ପୁଣି ଥରେ ଆର୍ୟନଙ୍କ ଜାମିନ ଆବେଦନର ଶୁଣାଣି ହେବ ।

Congress
ଥମୁନି ମମିତା ନିଆଁ, ନବୀନ ନିବାସ ଆଗରେ ନାକେଦମ କଲା ଛାତ୍ର କଂଗ୍ରେସ

ସାରା ରାଜ୍ୟରେ ଏବେ ମମିତା ମେହେର ହତ୍ୟାକାଣ୍ଡକୁ ନେଇ ନିଆଁ ଜଳୁଛି । ଏଥିରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ନେଇ ଅଭିଯୋଗ ହେବା ପରେ ବିରୋଧୀ ସାରା ରାଜ୍ୟରେ ବିକ୍ଷୋଭ ଆରମ୍ଭ କରିଦେଇଛନ୍ତି ।

BUS Stand
ସରକାରଙ୍କୁ ଚେତାବନୀ ! ତେଲ ଦର ନକମିଲେ ଗଡ଼ିବନି ଗାଡ଼ି..

ତେଲ ଦର କମାଅ, ନହଲେ ପରିଣାମ ଭୟଙ୍କର ହେବ । ଏଭଳି ଚରମବାଣୀ ଶୁଣାଇଛନ୍ତି ଘରୋଇ ବସ୍ ମାଲିକ ସଂଘ । ସିଧାସଳଖ ସରକାରଙ୍କୁ ଚେତାବନୀ ଦେଇ କହିଛନ୍ତି ୧୫ ତାରିଖ ଯାଏଁ ସମୟ ଦେଲୁ ତେଲ ଦର କମାଅ ନହେଲେ ଚକା ବନ୍ଦ ହେବ । 

VOTE
ପୌର ନିର୍ବାଚନ ପାଇଁ ଆଉ ପାଦେ ଆଗେଇଲେ ସରକାର, ନଭେମ୍ବର ୨୯ରେ ପୌର ନିର୍ବାଚନର ଚୂଡ଼ାନ୍ତ ବିଜ୍ଞପ୍ତି

ରାଜ୍ୟରେ ପୌର ନିର୍ବାଚନ ପାଇଁ ଆଉ ପାଦେ ଆଗେଇଲେ ସରକାର । ୱାର୍ଡ ପୁନର୍ଗଠନ ଏବଂ ସଂରକ୍ଷଣ କାର୍ଯ୍ୟ ସାରିବାକୁ ପଦକ୍ଷେପ ଆରମ୍ଭ ହୋଇଛି । ଏନେଇ ସବୁ ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ।

Lady Don Manasi Nayak
ଦାଦାବଟି ଆଦାୟ ଓ ଆକ୍ରମଣ ଅଭିଯୋଗରେ ଲେଡି ଡନ୍‌ ଗିରଫ

ବିଲ୍‌ଡରଙ୍କୁ ଆକ୍ରମଣ ଅଭିଯୋଗରେ ଲେଡି ଡନ୍ ଗିରଫ । ଅଭିଯୁକ୍ତ ଯୁବତୀ ମାନସୀ ନାୟକଙ୍କୁ ଗିରଫ କଲା କଟକ ଲାଲବାଗ ପୋଲିସ । ମାନସୀ ଜେଲରେ ଥିବା ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ସକିଲର ଗର୍ଲଫ୍ରେଣ୍ଡ । 

NPA
ଏନପିଏର ଗମ୍ଭୀର ସ୍ଥିତିକୁ ନେଇ ରାଜ୍ୟର ବଢୁଛି ଚିନ୍ତା, ହତାଶ ହୋଇଛନ୍ତି ଯୁବୋଦ୍ୟୋଗି

ଅଚଳ ସଂପତ୍ତି ବା ଏନପିଏର ଗମ୍ଭୀର ସ୍ଥିତିକୁ ନେଇ ରାଜ୍ୟରେ ବଢୁଛି ଚିନ୍ତା । ଗଲା ୩ ମାସରେ ଏନପିଏ ହାର ୬.୨୨ ପ୍ରତିଶତରୁ ବଢି ୭.୨୦ ପ୍ରତିଶତରେ ପହଞ୍ଚିଲାଣି । ଷ୍ଟେଟ୍ ଲେବୁଲ୍ ବ୍ୟାଙ୍କର୍ସ କମିଟି ରିପୋର୍ଟରେ ଏଭଳି ତଥ୍ୟ ସାମ୍ନାକୁ ଆସିବା ପରେ ହଠାତ୍ ବଢିଯାଇଛି...

Baijayanta Panda
ଶାହଙ୍କ କାଶ୍ମୀର ଗସ୍ତ ନେଇ ବୈଜୟନ୍ତଙ୍କ ପ୍ରତିକ୍ରିୟା, କହିଲେ ବିନା ବୁଲେଟ୍‌ ପ୍ରୁଫ୍‌ରେ ବୁଲିରେ ଗୃହମନ୍ତ୍ରୀ

ଗୃହମନ୍ତ୍ରୀ ଅମିତ ଶାହାଙ୍କ ଜମ୍ମୁ ଓ କାଶ୍ମୀର ଗସ୍ତକୁ ନେଇ ବିଜେପିର ପ୍ରତିକ୍ରିୟା । ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଧାରା ୩୭୦ ଉଠିବାର ୨ ବର୍ଷ ପରେ କାଶ୍ମୀର ଗସ୍ତ କରିଛନ୍ତି ଅମିତ ଶାହା ।

5T Feedback
ନିଜ ଗୋଡ଼ରେ ନିଜେ କୁରାଢ଼ି ମାରିଲେ ସରକାର, 5T ଫିଡ୍‌ବ୍ୟାକ୍‌ ଫର୍ମରେ ଚାଷୀ ଖୋଲିଦେଲେ ପୋଲ୍‌

ସରକାରଙ୍କଠୁ ମିଳୁଥିବା ସାହାଯ୍ୟ, ସହଯୋଗକୁ ନେଇ କେତେ ସନ୍ତୁଷ୍ଟ ଆମ ରାଜ୍ୟର ଚାଷୀ ? ସରକାର କାଳିଆ ଯୋଜନା କରିଛନ୍ତି, ସାର, ବିହନ ଓ କୃଷି ଯନ୍ତ୍ରପାତି କିଣାରେ ସବ୍‌ସିଡି ବି ଦେଉଥିବା କହୁଛନ୍ତି ।

Sameer Wankhede
ଆକ୍ସନ୍‌ ପରେ ରିଆକ୍ସନ ! ସିଂଘମ ୱାଙ୍ଖଡ଼େଙ୍କୁ ଟାର୍ଗେଟ୍, ନବାବ ମଲ୍ଲିକ୍‌ କହିଲେ ସେ ହିନ୍ଦୁ ନୁହେଁ ମୁସ୍‌ଲିମ୍‌

କିଙ୍ଗ ଖାନ୍ ଶାହାରୁଖ୍‌ଙ୍କ ପୁଅ ଆର୍ୟନଙ୍କ ଉପରେ ଆକ୍ସନ ନେଇ ନିଜ ପାଇଁ ବିପଦ ଡାକିଲେ କି ଏନ୍‌ସିବି ଜୋନାଲ ଡିରେକ୍ଟର ସମୀର ଓ୍ୱାଙ୍ଖଡେ ? କାରଣ, ସମୀରଙ୍କ ବିରୋଧରେ ଆରମ୍ଭ ହୋଇଛି ଭିଜିଲାନ୍ସ ତଦନ୍ତ ।

Pitamber-Prakash Mishra
ମମିତାଙ୍କ ପରିବାରକୁ ଭେଟିବେ ପୂର୍ବତନ ପୋଳିସ ଡିଜି ପ୍ରକାଶ ମିଶ୍ର ଓ ବରିଷ୍ଠ ଆଇନ୍‌ଜୀବୀ ପିତାମ୍ବର ଆଚର୍ଯ୍ୟ

ମଙ୍ଗଳବାର ବଲାଙ୍ଗିର ଯିବ ବିଜେପିର ସ୍ୱତନ୍ତ୍ର ୧୫ ଜଣିଆ ଟିମ୍‌ । ମମିତି ମେହେର ହତ୍ୟା ମାମଲା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ବିଜେପିର ଏହି ଟିମ୍‌ ମମିତାଙ୍କୁ ପାରିବାରାକୁ ଭେଟିବାକୁ ଯିବ ।

Mamita Meher
ମମିତା ହତ୍ୟା ମାମଲାରେ ନୂଆ ଫର୍ଦ୍ଦ ! ଡିଆଇଜି କହିଲେ ବ୍ୟାଗ୍‌ଟି ମମିତାଙ୍କର, ଆଉ..

ମମିତା ମେହେର ହତ୍ୟା ମାମଲାରେ ଯୋଡ଼ି ହେଲା ଆଉ ଏକ ନୂଆ ଫର୍ଦ୍ଦ । ଡିଆଇଜି କହିଲେ ପୋତା ଯାଇଥିବା ସ୍ଥାନରୁ ମିଳିଲା ମମିତାଙ୍କ ବ୍ୟାଗ୍ ।ଯାହାକୁ  ଚିହ୍ନଟ କରିଛନ୍ତି ମମିତାଙ୍କ ପରିବାର ଲୋକ ।

IPL 2022
୨୦୨୨ IPLରେ ସାମିଲ ହେବେ ଦୁଇ ନୂଆ ଟିମ୍‌, ଜାଣନ୍ତୁ କିଏ..

୨୦୨୨  ଆଇପିଏଲ୍‌ରେ ସାମିଲ ହେବେ ଆଉ ଦୁଇ ନୂଆ ଟିମ୍‌ । ଏନେଇ ଜାତୀୟ ଗଣମାଧ୍ୟରେ ଚର୍ଚ୍ଚା ଆରମ୍ଭ ହୋଇଛି । ନୂଆ ଆଇପିଏଲ୍ ଟିମ୍ ପାଇଁ ବିଡିଂରେ ଅଦାନୀ ଗ୍ରୁପ୍ ଏବଂ ଇଂଲଣ୍ଡର ପ୍ରସିଦ୍ଧ ଫୁଟବଲ୍ କ୍ଲବ ମାଞ୍ଚେଷ୍ଟର ୟୁନାଇଟେଡ୍‌ର ମାଲିକ ଗ୍ଲାଜର ବ୍ରଦର୍ସ ବିଡ୍ ଜିତିଥିବା ସୂଚନା...

JMM Protest
ଜେଏମ୍ଏମ୍‌ କର୍ମୀଙ୍କୁ ବିଜେଡି କର୍ମୀଙ୍କ ମାଡ଼ ବିରୋଧରେ ଜୋରଦାର ବିକ୍ଷୋଭ

ଜେଏମ୍ଏମ୍ ପକ୍ଷରୁ ଆଜି ବାରିପଦାରେ ଜୋରଦାର ବିକ୍ଷୋଭ । ଆକ୍ରମଣକାରୀଙ୍କ ଗିରଫ ଦାବି କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଜେଏମ୍‌ଏମ୍‌ କର୍ମୀ । 

Govind Sahu
ମମିତା ମେହେର ହତ୍ୟାକାଣ୍ଡ: ଅଭିଯୁକ୍ତ ଗୋବିନ୍ଦ ସାହୁ ନାଁରେ ଯୋଡ଼ି ହେଲା ନୂଆ ଅଭିଯୋଗ

ମଣିଷ ମରା ପରେ ଏବେ ଜମି କେଳେଙ୍କାରୀରେ ଗୋବିନ୍ଦଙ୍କ ନାଁ । ୪ କି ୫ ଡିସମିଲ ନୁହେଁ ଏକଥରେ ଏକର ଏକର ଜମି ମାଡ଼ି ବସିଛି ଗୋବିନ୍ଦ । ମହାଲିଙ୍ଗ ଶିକ୍ଷୟତ୍ରୀ ମମିତା ମେହେର ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ଗିରଫ କରିଛି...

BIPIN RAWAT
ଜାମ୍ମୁ-କାଶ୍ମୀରରେ ଆସିପାରେ ଆଫଗାନିସ୍ତାନ ଭଳି ସଙ୍କଟ, CDS କହିଲେ ପ୍ରସ୍ତୁତ ରହିବାକୁ ହେବ..

ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ଜେନେରାଲ୍ ବିପିନ ରାୱତ ଶନିବାର କହିଛନ୍ତି ଯେ, ଭାରତର ପଡ଼ୋଶୀ ଦେଶରେ ଯେଭଳି ଅସ୍ଥିରତା ଦେଖାଦେଇଛି । ତାହାର ପରିଣାମରୁ ରକ୍ଷା ପାଇବା ପାଇଁ ଭାରତକୁ ପ୍ରସ୍ତୁତ ରହିବାକୂ ହେବ ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।