ଦୁବାଇରେ ଫସିଥିବା ଅସୁସ୍ଥ ଓଡ଼ିଆ ଯୁବକଙ୍କ ଉଦ୍ଧାର ପାଇଁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ ।
ପୂର୍ବତନ ନବରଂପୁର ସାଂସଦ ପ୍ରଦୀପ ମାଝି ବିଜେଡିରେ ଯୋଗଦେବେ । ଏନେଇ ଆଜି ନବରଙ୍ଗପୁରରେ ଏକ ସାମ୍ବାଦିକ ସମ୍ମିଳନୀ କରି ସେ ଘୋଷଣା କରିଛନ୍ତି ।
ଭାରତ-ପାକିସ୍ତାନ ଷଷ୍ଠ ଥର ପାଇଁ ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ୍ରେ ମୁହାଁମୁହିଁ ହେବେ । ୫ ବର୍ଷ ପରେ ଏହି ଦୁଇ ଟିମ୍ ମଧ୍ୟରେ ଟି-ଟ୍ୱେଣ୍ଟି ମୁକାବିଲା ହେବାକୁ ଯାଉଛି । ୫ ବର୍ଷ ପୂର୍ବେ କୋଲକତାରେ ଭାରତ-ପାକ୍ ଟି-ଟ୍ୱେଣ୍ଟି ମ୍ୟାଚ୍ ଦେଖିବାକୁ ମିଳିଥିଲା ।
ଟି-ଟ୍ୱେଣ୍ଟି ବିଶ୍ୱକପ୍ରେ ଆଜି ଭାରତ-ପାକିସ୍ତାନ୍ ମୁକାବିଲା । ଏହା ଉପରେ ସାରା ବିଶ୍ୱର ନଜର । ଏମିତିକି ସଟ୍ଟା ବଜାରରେ ୧୦୦୦ କୋଟିରୁ ଅଧିକ ଟଙ୍କା ଲାଗିଛି ।
ଟି-ଟ୍ୱେଣ୍ଟି ବିଶ୍ୱକପ୍ ୨୦୨୧ ପାଇଁ ପୂର୍ବତନ ଭାରତୀୟ ଅଧିନାୟକ ଏମ୍ଏସ୍ ଧୋନୀଙ୍କୁ ଦଳର ମେଣ୍ଟର ଭାବେ ଗ୍ରହଣ କରାଯାଇଛି । ଆଉ ଭାରତ-ପାକିସ୍ତାନ ମ୍ୟାଚ୍ ପୂର୍ବରୁ ଟିମ୍ର ମେଣ୍ଟର ଧୋନୀ, ଦଳର ଅଧିନାୟକ ବିରାଟ କୋହଲିଙ୍କୁ ଭଲ ଟ୍ୟୁସନ୍ କରିଥିବା ଦେଖାଯାଇଛି ।
ଅଡ଼ୁଆରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ । କାରଣ ପାକିସ୍ତାନର ଆଭ୍ୟନ୍ତରୀଣ ବ୍ୟପାର ଗତ କିଛି ଦିନ ହେବ ଠିକ୍ ନଥିବା ଦେଖାଯାଉଛି ।
ଟି-ଟ୍ୱେଣ୍ଟି ବିଶ୍ୱକପ୍ ଆରମ୍ଭରୁ ଆଭ୍ୟାସ ମ୍ୟାଚ୍ରେ ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ବିରୋଧରେ ଭାରତ ଜବରଦସ୍ତ ବିଜୟ । ଭାରତର ଏଭଳି ବିଜୟ ଦଳର ଆତ୍ମବିଶ୍ୱାସକୁ ବଳ ଯୋଗାଇଛି ।
ଟି-ଟ୍ୱେଣ୍ଟି ବିଶ୍ୱକପ୍ ୨୦୨୧ରେ ବିରାଟ ବାହିନୀ ପାକିସ୍ତାନ ବିରୋଧରେ ନିଜର ଅଭିଯାନ ଆରମ୍ଭ କରିବ । ଏହାରି ଭିତରେ ଇଂଲଣ୍ଡର ପୂର୍ବତନ ଅଧିନାୟକ ନାସିର ହୁସେନ କହିଛନ୍ତି, ନକ୍ଆଉଟ୍ ମ୍ୟାଚ୍ରେ ଭାରତକୁ କୌଣସି ବି ଟିମ୍ ହରାଇପାରିବ ।
ଗୁଣିଗାରେଡି ସନ୍ଦେହରେ ନିର୍ଯାତନା । ନୟାଗଡ଼ ଜିଲ୍ଲା ବାଣୀଗୋଛା ଥାନା ଅଞ୍ଚଳର ଚଢ଼େୟାପଲ୍ଲୀ ଗାଁରେ ୪ ଜଣଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ମଳ ଖୁଆଇବା ଭଳି ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି ।
ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ମୃତ୍ୟୁ ମାମଲାରେ ଯୋଡ଼ି ହେଲା ଆଉ ଏକ ନୂଆ ଫର୍ଦ୍ଦ । ଗତକାଲି ୩ ଅଟକ ବ୍ୟକ୍ତିଙ୍କୁ ଗିରଫ ଦର୍ଶାଇଲା ପୋଲିସ ।
ମହାଲିଙ୍ଗ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ । ଏନେଇ ସାମ୍ବାଦିକ ସମ୍ମିଳନୀ କରି କଂଗ୍ରେସ ମୁଖପାତ୍ର ସତ୍ୟ ପ୍ରକାଶ ନାୟକ, ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ଉପରେ ପ୍ରଶ୍ନ ଉଠାଇଛନ୍ତି ।
ରବିବାର ଟି-ଟ୍ୱେଣ୍ଟି ବିଶ୍ୱକପ୍ ମଇଦାନକୁ ଓହ୍ଲାଇବ ଭାରତ । ପାକିସ୍ତାନ ବିପକ୍ଷରେ ଆରମ୍ଭ କରିବ ବିଶ୍ୱକପ୍ ଅଭିଯାନ । ଯାହାକୁ ନେଇ ଏବେ ସାରା ବିଶ୍ୱରେ ଚର୍ଚ୍ଚା ।
ଟି-ଟ୍ୱେଣ୍ଟି ବିଶ୍ୱକପ୍ ୨୦୨୧ରେ ଅୟର୍ଲ୍ୟାଣ୍ଡ ଓ ନାମିବିୟା ମଧ୍ୟରେ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍ ଦେଖିବାକୁ ମିଳିଛି । ଏହି ମ୍ୟାଚ୍ରେ ବ୍ୟାଟ୍ସମ୍ୟାନ୍ ସିମି ସିଂହ ଗୋଟିଏ ବଲ୍ରେ ୩ ଥର ରନ୍ ଆଉଟ୍ ହେବାରୁ ବର୍ତ୍ତିଛନ୍ତି ।
ହରିୟାଣାର ଜଣେ ଆଇଏସ୍ ଅଧିକାରୀ ଅଶୋକ ଖେମକା ପୁଣି ଥରେ ନିଜ ବଦଳିକୁ ନେଇ ଚର୍ଚ୍ଚାରେ । ନିଜ ଟ୍ୱିଟ୍ ଓ କାର୍ଯ୍ୟଶୈଳିକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ଖେମ୍କାଙ୍କର ଏହା ହେଉଛି ୫୪ ତମ ବଦଳି ।
ଟିଏମସର ରାଜ୍ୟସଭା ସାଂସଦ ସୁସ୍ମିତା ଦେବଙ୍କ ଉପରେ ଆଜି ତ୍ରିପୁରାରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଆକ୍ରମଣରୁ ସୁସ୍ମିତା ଦେବ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଦୁର୍ବୃତ୍ତମାନେ ତାଙ୍କ ସହ ଥିବା ଟିଏମସିର ପ୍ରଚାର ଗାଡ଼ିକୁ ଭାଙ୍ଗି ଦେଇଛନ୍ତି ।
୩୯ ମହିଳା ସେନାଧିକାରୀଙ୍କୁ ମିଳିଲା ସ୍ଥାୟୀ ନିଯୁକ୍ତି । ନ୍ୟାୟିକ ଲଢ଼େଇରେ ବିଜୟ ପରେ ମିଳିଲା ସ୍ଥାନୀୟ ନିଯୁକ୍ତି । ସୁପ୍ରିମକୋର୍ଟରେ ଆଇନଗତ ଲଢ଼େଇରେ ବିଜୟ ପରେ ୩୯ ଜଣ ମହିଳା ସେନାଧିକାରୀଙ୍କୁ ସେନା ବାହିନୀରେ ସ୍ଥାୟୀ ନିଯୁକ୍ତି ଦିଆଯାଇଛି ।
ପିଲାଙ୍କ କ୍ୟାରିୟର ଉପରେ କରୋନା ମାଡ଼ । ଠିକ୍ ସମୟରେ ହୋଇପାରୁନି ପରୀକ୍ଷା, ବାହାରି ପାରୁନି ରେଜଲ୍ଟ । ବିକଳ୍ପ ବ୍ୟବସ୍ଥାରେ ମୂଲ୍ୟାୟନକୁ ନେଇ ବି ବିବାଦ ।
ମନୀଷ ଅନୁରାଗ ହତ୍ୟା ମାମଲାର ଖୋଳତାଡ଼ ବେଳେ ଖୋଲିଛି ସାଉଥ ସିଟି ବାରର ଅସଲ ରୂପ । ଆଇନ୍ କାନୁନ୍ର ଧଜିଆ ଉଡ଼ାଇ ବାର ଚଳାଉଥିଲେ ଜଣେ ପୋଲିସ୍ କନେଷ୍ଟବଳ ।
କଂଗ୍ରେସ ସହ ୨୦ ବର୍ଷର ସମ୍ପର୍କ ଛିନ୍ନ କଲେ ଓଡ଼ିଶା ପ୍ରଦେଶ କଂଗ୍ରେସ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ । ଦକ୍ଷିଣ ଓଡ଼ିଶାର ଯୁବ ଓ ଦକ୍ଷ ନେତା ଏବଂ ଜାତୀୟ ସ୍ତରରେ ଜଣେ ଟାଣୁଆ ଆଦିବାସୀ ଚେହରା ପ୍ରଦୀପ ।
ଆପଣଙ୍କ ଉଚ୍ଚତା କେତେ ? ୪ ଫୁଟ, ୫ ଫୁଟ୍, ଅତି ବେଶୀରେ ୬ ଫୁଟ୍ । କିନ୍ତୁ ଆମେ ଆଜି ଏମିତି ଜଣେ ମହିଳାଙ୍କ କଥା କହିବୁ ଯାହାର ଛଚ୍ଚାତା ୨୧୫ ଦଶମିକ ୧୬ ସେଣ୍ଟିମିଟର । ଫୁୁଟରେ ହିସାବ କଲେ ୭ ଫୁଟ୍ ୭ ଇଞ୍ଚ...