ଭୁବନେଶ୍ୱର ମହାନଗର ନିଗମର ଟାଣୁଆ କର୍ପୋରେଟର ଅମରେଶ ଜେନା ଖୋଲାଖୋଲି ଭାବେ କହିଛନ୍ତି, ଯେ କମିଟିରେ ଯୁବ ବର୍ଗଙ୍କୁ ଅଧିକ ସୁଯୋଗ ମିଳିବାର ଥିଲା ।
ଆଳୁ ଆସୁନଥିବାରୁ ମନ ଇଛା ଦର କଷୁଛନ୍ତି ବ୍ୟବସାୟୀ, ଉପାୟଶୂନ୍ୟ ଗ୍ରାହକ ।
୨ଟି ବିଧାନସଭା ଆସନରୁ ଲଢିଥିବା ସୁପ୍ରିମୋ ନବୀନ ପଟନାୟକ ନେଇଥିଲେ ୬୦ ଲକ୍ଷ ଟଙ୍କା।
ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଉଭୟଙ୍କ ମୃତଦେହ ଉଦ୍ଧାର କରି ମେଡ଼ିକାଲ୍ରେ ଭର୍ତ୍ତି କରିଥିଲା।
ECIଙ୍କ ନିକଟରେ ସତ୍ୟପାଠ ଦାଖଲ କରି ଦର୍ଶାଇଛି ଦଳ । କୌଣସି ପ୍ରାର୍ଥୀଙ୍କୁ ଟଙ୍କାଟିଏ ବି ଖର୍ଚ୍ଚ ଦେଇନି କଂଗ୍ରେସ ।
ସଂଖ୍ୟାଲଘୁ ହିନ୍ଦୁଙ୍କୁ ଟାର୍ଗେଟ୍ ପରେ ବଢ଼ିଲା ଭାରତର ଚିନ୍ତା । ମେହେରପୁର ଇସ୍କନ ମନ୍ଦିରରେ ହିଂସାକାରୀଙ୍କ ଭଙ୍ଗାରୁଜା ଅଭିଯୋଗ ।
ବୁଥରେ ‘ମନ୍ କି ବାତ୍’ ଶୁଣିବା କାର୍ଯ୍ୟକ୍ରମକୁ ସଫଳ ପାଇଁ ବି ଆଲୋଚନା ହୋଇଛି। ଆଜିର ପଦାଧିକାରୀ ବୈଠକରେ ୨ ନିର୍ବାଚନ ପ୍ରଭାରୀ ଯୋଗଥିଲେ।
ମମତାଙ୍କ ଅଭିଯୋଗ ନେଇ ପ୍ରଣବ ପ୍ରକାଶ ଦାସ କିମ୍ବା ବିଜେଡି ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।
ବିଭାଗ ସହିତ ଏକ ବୈଠକ ବସିଥିଲା। ଏହି ବୈଠକରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହୋଇଛି। ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ଅଧିକ ଅର୍ଥ ବ୍ୟୟବରାଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ପଶ୍ଚିମବଙ୍ଗ ବ୍ଲାକମେଲ୍ର ଶିକାର ନହୋଇ ଆମେ ସ୍ୱାଭିମାନକୁ ଦେଖିଲୁ ବୋଲି କହିଛନ୍ତି ମନ୍ତ୍ରୀ।
୪୨ଟି ପ୍ଲଟ୍, ଭୁବନେଶ୍ୱରରେ ବିଳାସପୂର୍ଣ୍ଣ ବଙ୍ଗଳା ଓ ୨ଟି ଫ୍ଲାଟ୍ । । ଭଦ୍ରକରେ ୩ ମହଲା କୋଠା, କେଜିଏରୁ ଅଧିକ ସୁନା, ଅଧକିଲୋ ରୂପା
ଅପରାହ୍ନ ୨ଟା ୩୦ ବେଳେ କୁର୍ମିଟୋଲା ବାୟୁସେନା ଘାଟି ଦେଇ ସେ ନିଜ ଭଉଣୀ ରିହାନାଙ୍କ ସହ ସେନା ହେଲିକପ୍ଟରରେ ଭାରତକୁ ଆସିଛନ୍ତି।
ସକାଳୁ ସକାଳୁ ଫୁଲପୋଖରୀ ଛକରେ ଏମିତି ଆନ୍ଦୋଳନ କରି ରାସ୍ତା ଅବରୋଧ କରିଥିଲେ ସ୍ଥାନୀୟ ଫୁଲପୋଖରୀ ହାଇସ୍କୁଲର ଶତାଧିକ ଛାତ୍ରଛାତ୍ରୀ।
ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ୧୯୮୮ ବ୍ୟାଚର ଆଇପିଏସ ଅଫିସର ଅରୁଣ କୁମାର ରାୟ, ୧୯୮୯ ବ୍ୟାଚର ଏସ.ଏମ. ନରବାଣେ ଓ ୧୯୯୦ ବ୍ୟାଚର ଆଇପିଏସ ଅଫିସର ଯୋଗେଶ ବାହାଦୂର ଖୁରାନିଆଙ୍କୁ ସେମାନଙ୍କ ବାୟୋଡାଟା ଦେବାକୁ କହିଛି ରାଜ୍ୟ ପୋଲିସ ମୁଖ୍ୟାଳୟ।
୨୪ ବର୍ଷ ପରେ ସତ୍ତା ପରିବର୍ତ୍ତନ ହୋଇଥିବାରୁ ଏବେ ସରପଞ୍ଚ ଓ ସମିତିସଭ୍ୟ କ୍ଷମତାରେ ଥିବା ବିଜେପି ଆଡକୁ ସ୍ୱତଃପ୍ରବୃତ୍ତ ଭାବେ ଦଳରେ ସାମିଲ ହେଉଛନ୍ତି ।
୩ ବରିଷ୍ଠ IPS ଅରୁଣ ରାୟ, ନରୱାଣେ ଓ ଖୁରାନିଆଙ୍କୁ ମଗାଗଲା ବାୟୋଡାଟା । ରାଜ୍ୟ ପୋଲିସ୍ ମୁଖ୍ୟାଳୟ ବାୟୋଡାଟା ମାଗିବା ପରେ ବଢ଼ିଲା ଚର୍ଚ୍ଚା ।
ଅପରାହ୍ନ ୨ଟା ୩୦ ବେଳେ କୁର୍ମିଟୋଲା ବାୟୁସେନା ଘାଟି ଦେଇ ସେ ନିଜ ଭଉଣୀ ରିହାନାଙ୍କ ସହ ସେନା ହେଲିକପ୍ଟରରେ ଭାରତକୁ ଆସିଛନ୍ତି।
ରାଜନୈତିକ ଦଳ ଗୁଡ଼ିକ ସହ ଆଲୋଚନା କରି ମୁଁ ଆପଣଙ୍କ ଧନଜୀବନର ଦାୟିତ୍ୱ ନେଉଛି ଏବଂ ଆପଣଙ୍କ ଦାବି ସଂପର୍କରେ ଉଚିତ ପଦକ୍ଷେପ ନିଆଯିବ । ଆପଣମାନେ ଧୈର୍ଯ୍ୟ ଧରନ୍ତୁ ବୋଲି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ।
ଶେଖ୍ ହାସିନାଙ୍କ ତତ୍କାଳ ଇସ୍ତଫା ଦାବିରେ ଲୋକଙ୍କୁ କାର୍ଯ୍ୟବନ୍ଦ ଆନ୍ଦୋଳନ ସହିତ ଅଫିସ୍, ହସ୍ପିଟାଲ, ଦୋକାନବଜାର ଆଦି ବନ୍ଦ ରଖିବାକୁ ଡାକରା ଦିଆଯାଇଥିଲା ।
ଜୀବନର ଏହି ସଂଘର୍ଷ ଭିତରେ ସେ ସବୁବେଳେ ଶିକ୍ଷା ପାଇବାର ସ୍ୱପ୍ନ ଦେଖୁଥିଲେ । କିନ୍ତୁ ଅଭାବ ଅନଟର ତାଙ୍କୁ ରେଷ୍ଟୁରାଣ୍ଟ କାମରେ ବାନ୍ଧି ରଖିଥିଲା ।