• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

 CM Naveen Smart Health Card
ସାଢ଼େ ୩ କୋଟି ଲୋକ ପାଇବେ ସ୍ମାର୍ଟ ହେଲ୍‌ଥ କାର୍ଡ, ମହିଳାଙ୍କୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା

ମାଲକାନଗିରିରେ ବିିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ଯୋଜନାର ଶୁଭାରମ୍ଭ କରଛନ୍ତି ମୁଖ୍ୟମନ୍ତ୍ରୀ । ସଦର ମହକୁମାସ୍ଥିତ ସଂସ୍କୃତି ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଯୋଜନାର ଶୁଭାରମ୍ଭ ସହ ହିତାଧିକାରୀଙ୍କୁ  BSKY ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି ।

jayshankar
ସମସ୍ତେ ସୁରକ୍ଷିତ ନ ହେବା ଯାଏଁ କେହି ସୁରକ୍ଷିତ ନୁହନ୍ତି, ଜାତିସଂଘରେ କହିଲେ ଜୟଶଙ୍କର

ସାରା ବିଶ୍ୱjl ସମସ୍ତେ ସୁରକ୍ଷିତ ନ ହେବା ପର୍ଯ୍ୟନ୍ତ କେହି ସୁରକ୍ଷିତ ନୁହନ୍ତି । ଆତଙ୍କବାଦ ପ୍ରସଙ୍ଗରେ ଏହା କହିଛନ୍ତି, ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର । ମିଳିତ ଜାତିସଂଘର ସୁରକ୍ଷା ପରିଷଦରେ ଆତଙ୍କବାଦକୁ ନେଇ ସେ କହିଛନ୍ତି, ଭାରତ ବହୁ ବର୍ଷ ହେଲା ଆତଙ୍କବାଦର ସମ୍ମୁଖୀନ...

Politics
ପଞ୍ଚାୟତ ନିର୍ବାଚନ ପୂର୍ବରୁ ସରଗରମ ରାଜ୍ୟ ରାଜନୀତି, ଗାଁ ଭୋଟରଙ୍କୁ ହାତେଇବାକୁ ନେତାଙ୍କ ଯୋଜନା

ପଞ୍ଚାୟତ ନିର୍ବାଚନ ପୂର୍ବରୁ ସରଗରମ ହେଲାଣି ରାଜ୍ୟ ରାଜନୀତି । ଗାଁ ଭୋଟରଙ୍କୁ ଆକର୍ଷିତ କରିବାକୁ ଗାଁ ମୁହାଁ ନେତା । ବିଜେପି ଦୁଇ ଦୁଇ ଜଣ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଜିଠୁ ରାଜ୍ୟରେ ଜନ ଆଶୀର୍ବାଦ ଯାତ୍ରା ଆରମ୍ଭ କରିଛି ।

talibani
ତାଲିବାନ ପାଖରେ ଅର୍ଥ ନାହିଁ, ଶାସନ କରିବ କେମିତି ? ଆଫ୍‌ଗାନିସ୍ତାନ ଟ୍ରେଜେରୀ ବି ଖାଲି !

କାବୁଲ କବ୍‌ଜା କରୁ କରୁ ନିଜ ଭାରତ ବିରୋଧୀ ମନୋଭାବ ସ୍ପଷ୍ଟ କରିଛି ତାଲିବାନ । ଭାରତ ସହ ସମସ୍ତ ଟ୍ରେଡିଂକୁ ନିଷିଦ୍ଧ କରିଛି । ଏହି ଆତଙ୍କୀ ସଂଗଠନ । ରପ୍ତାନୀ ବନ୍ଦ ହେବା ଦ୍ୱାରା ଆଫଗାନିସ୍ତାନ ସହ ହଜାର ହଜାର କୋଟିର କାରବାର କରୁଥିବା ଆମ ବ୍ୟବସାୟୀ...

Taliban
ଇତିହାସ ସାକ୍ଷୀ, ଆଫ୍‌ଗାନବାସୀଙ୍କୁ ଶାସନ କରିବା ସହଜ ନୁହେଁ ! ବଳ ଗୋଟାଇଲେଣି ଆଫ୍‌ଗାନବାସୀ..

ଇତିହାସ କୁହେ ପଂଜାବ କେଶରୀ ମହାରାଜା ରଣଜିତ ସିଂହଙ୍କୁ ଛାଡ଼ି ଆଫଗାନିସ୍ତାନକୁ କେହି ସଂପୂର୍ଣ୍ଣ ଭାବେ ଦଖଲ କରି ଶାସନ କରିପାରି ନାହାନ୍ତି । ସ୍ୱାଧୀନ ଚେତା ଆଫଗାନଙ୍କୁ କରାୟତ କରିବା ଏତେ ସହଜ ନୁହେଁ ।

pihu
ପିହୁ ନିଖୋଜ ମାମଲାରେ ପୋଲିସ ମହାନିର୍ଦ୍ଦେଶକଙ୍କୁ NHRCଙ୍କ ଜବାବ ତଲବ

ବହୁ ଚର୍ଚ୍ଚିତ ପିହୁ ନିଖୋଜ ମାମଲାରେ ପୋଲିସ ମହାନିର୍ଦ୍ଦେଶକଙ୍କୁ NHRC ଙ୍କ ଜବାବ ତଲବ । ୪ ସପ୍ତାହ ମଧ୍ୟରେ ଆକ୍ସନ ଟେକେନ ରିପୋର୍ଟ ଦାଖଲ କରିବା ପାଇଁ ଡିଜିପିଙ୍କୁ ଜାତୀୟ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ ।

bhartuhari mahatab
ବୋହୂର ଅଭିଯୋଗ ନେଇ ଭର୍ତ୍ତୃହରିଙ୍କ ବଡ଼ ବୟାନ, ଘରର ବଡ଼ ଭାଇ ଭାବେ ନବୀନ ସବୁ ଜାଣିଛନ୍ତି

ବୋହୂର ଅଭିଯୋଗ ନେଇ ସାଂସଦ ଭର୍ତ୍ତୃହରି ମହତାବଙ୍କ ପ୍ରତିକ୍ରିୟା । ମୋ ଜୀବନ ଏକ ଖୋଲାବହି ବୋଲି କହିଲେ ଭର୍ତ୍ତୃହରି ମହତାବ । ଘଟଣା ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ଜାଣିଥିଲେ କହିଲେ ଭର୍ତ୍ତୃହରି ।

KOTIA
କୋଟିଆରେ ପୁଣି ଆନ୍ଧ୍ରର ଅନୁପ୍ରବେଶ, ପଞ୍ଚାୟତ ଭବନ ଓ ସ୍ୱାସ୍ଥ୍ୟକେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ

ସୀମାନ୍ତବର୍ତ୍ତୀ କୋଟିଆ ଅଞ୍ଚଳରେ ଆନ୍ଧ୍ର ସରକାରଙ୍କ ପୁଣି ପ୍ରବେଶ । ସୀମାନ୍ତ ଅଞ୍ଚଳର ବିଭିନ୍ନ ସ୍ଥାନରେ ଆନ୍ଧ୍ର ପକ୍ଷରୁ ଭିତ୍ତିଭୂମି ପ୍ରସ୍ତର ସ୍ଥାପନ । ଫାଟୁସିନେରୀରେ ପଞ୍ଚାୟତ ଭବନ, ସ୍ୱାସ୍ଥ୍ୟକେନ୍ଦ୍ର ଓ ଅଙ୍ଗନବାଡି କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ

BPEd Student Protest
ନଅତାଲାରେ BPEd ଛାତ୍ରଛାତ୍ରୀଙ୍କ ହଙ୍ଗାମା, ପୋଲିସ ଟେକି ନେଇ ବାହାରେ ଛାଡ଼ିଲା

ମାଧ୍ୟମିକ ଶିକ୍ଷା ନିର୍ଦେଶଳାୟ କାର୍ଯ୍ୟାଳୟ ଘେରିଲେ ବ୍ୟାଚଲର ଅଫ୍ ଫିଜିକାଲ ଏଜୁକେଶନ ବା BPEd ଛାତ୍ରଛାତ୍ରୀ । ଶତାଧିକ ସଂଖ୍ୟାରେ ଛାତ୍ରଛାତ୍ରୀ ନତାଲାର ଷଷ୍ଠ ମହଲାରେ ଥିବା ମାଧ୍ୟମିକ ଶିକ୍ଷା ନିର୍ଦେଶଳାୟ ସମ୍ମୁଖରେ ଧାରଣାରେ ବସିଲେ ।

Elephant Corridor
ରାଜ୍ୟରେ ୧୪ଟି ହାତୀ କରିଡର ପାଇଁ ଗ୍ରୀନ୍‌ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ

ରାଜ୍ୟରେ ରହିଥିବା ହାତୀଙ୍କ ସୁରକ୍ଷା ଲାଗି ଗ୍ରୀନ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ, ହାତୀଙ୍କ ଚଲାପଥ ସୁରକ୍ଷିତ କରିବାକୁ ଖୁବଶୀଘ୍ର ୧୪ଟି ହାତୀ କରିଡର ସୃଷ୍ଟି କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଗ୍ରୀନ ଟ୍ରିବ୍ୟୁନାଲ । ୨ ମାସ ମଧ୍ୟରେ ଏନେଇ ବିଜ୍ଞପ୍ତି ଜାରି କରିବାକୁ କୁହାଯାଇଛି ।

ATM Loot
ATMରେ ଭର୍ତ୍ତି କରିବା ପାଇଁ ଟଙ୍କା ଧରିଯାଉଥିବା ଗାଡ଼ିରୁ ୨୪ ଲକ୍ଷ ଲୁଟ୍‌

ATMରେ ଭର୍ତ୍ତି କରିବା ପାଇଁ ଟଙ୍କା ଧରିଯାଉଥିବା ଗାଡ଼ିର ଡ୍ରାଇଭରଙ୍କୁ ନିଶା ଦେଇ ଗାଡ଼ି ଲୁଟିବା ପରେ ୨୪ ଲକ୍ଷ ଟଙ୍କା ଧରି ଚମ୍ପଟ ମାରିଲେ ଦୁର୍ବୃତ୍ତ ।

Bjp Protest Against Pandian
ରାଉରକେଲାରେ 5T ସଚିବ ଭି.କେ. ପାଣ୍ଡିଆନଙ୍କୁ ବିରୋଧ

ରାଉରକେଲା ଗସ୍ତରେ ଯାଇଥିବା 5T ସଚିବ ଭି.କେ. ପାଣ୍ଡିଆନଙ୍କୁ ବିରୋଧ। ସିଭିଲ୍ ଟାଉନସିପ୍ ଜମି କେଳେଙ୍କାରୀ ପ୍ରସଙ୍ଗରେ ପାନପୋଷ ସାଂଗଠନିକ ଜିଲ୍ଲା ବିଜେପିର ବିରୋଧ ।

Brown Sugar
କେତେବେଳେ ଚା ପ୍ୟାକେଟରେ ତ କେତେବେଳେ ପରିବା ଟ୍ରକରେ ! ମହିଳା ଓ ଶିଶୁ ଡ୍ରଗ୍ସ ମାଫିଆଙ୍କ ଢ଼ାଲ

କେତେବେଳେ ଚା ପ୍ୟାକେଟରେ ତ କେତେବେଳେ ପରିବା ଟ୍ରକରେ। ବେଙ୍ଗଲରୁ ବାଲେଶ୍ୱର ଓ ଜଳେଶ୍ୱର ଦେଇ ଭୁବନେଶ୍ୱରର ଆସୁଛି ବ୍ରାଉନସୁବାର। ପୋଲିସ ଯେତେ ଧରପଗଡ଼ କରୁଛି ସେମିତି ରଣନୀତି ବଦଳାଉଛନ୍ତି ମାଫିଆ ।

baijayanata
ଲୋକଙ୍କ ପ୍ରତିନିଧି ନୁହେଁ ବରଂ ମାଫିଆ ଭଳି ଆଚରଣ କରୁଛନ୍ତି ରାଜ୍ୟ ସରକାର: ବୈଜୟନ୍ତ ପଣ୍ଡା

ଭାରିଗଦାଠାରେ ଚାଲିଥିବା ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣକୁ ନେଇ ବଡ଼ ବୟାନ ଦେଲେ ପୂର୍ବତନ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ।

Corona
ଖସୁଛି ସଂକ୍ରମଣ ହେଲେ ୧୮ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ବଢ଼ୁଛି ବିପଦ

ରାଜ୍ୟରେ ଖସୁଛି ଦୈନିକ କୋଭିଡ୍ ସଂକ୍ରମଣ ହେଲେ କମିବାର ନାଁ ଧରୁନି ୧୮ ବର୍ଷରୁ କମ୍ ବୟସ୍କ ବର୍ଗଙ୍କ ପଜିଟିଭ୍ ସଂଖ୍ୟା । ଅଗଷ୍ଟ ୧୫ ତାରିଖରେ ୧୩୮ ଜଣ, ୧୬ରେ ୧୦୪, ୧୭ରେ ୯୬, ଆଉ ଆଜି ମୋଟ୍ ୯୯୩ ପଜିଟିଭ୍‌ଙ୍କ ମଧ୍ୟରୁ ଏହି ବର୍ଗରୁ ୧୩୮...

Abash Scheme
ପକ୍କାଘର ବାଲାଙ୍କୁ ଆବାସ ନଦେବାରୁ ପିଇଓଙ୍କୁ ମାଡ଼ ମାରିଲେ, ବଦ୍ରି ପାତ୍ରଙ୍କ ପୁଅ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏତେ ବାଟବଣା ଯେ, ଯେତେ ବଖାଣିଲେ ସରୁନି । ଫନି ବାତ୍ୟାର ଦୁଇବର୍ଷ ପରେ ବି ପୁରୀରେ ଘର ଖଣ୍ଡେ ପାଇଁ ଅନାଇ ବସିଛନ୍ତି ଶହ ଶହ ବିପନ୍ନ । ତେଣେ କେନ୍ଦୁଝରରେ ଧନୀ ଲୋକଙ୍କୁ ତାଲିକାରେ ରଖା ନଯିବାରୁ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ...

Corona
କରୋନା ବଢ଼ାଇଲା ଚିନ୍ତା, ୪ ଦିନରେ ୪୭୬ ଶିଶୁ ଆକ୍ରାନ୍ତ

କରୋନାରେ ଆକ୍ରାନ୍ତ ହୋଇଛନ୍ତି ଆଉ ୧୩୮ ପିଲା। ୪ ଦିନରେ ୪୭୬ ଆକ୍ରାନ୍ତ ହେବା ବଢ଼ାଇଛି ଚିନ୍ତା

Dutee With Modi
ଓଡ଼ିଆ ଆଥଲେଟ୍ ଦୁତୀ ଚାନ୍ଦଙ୍କ ସହ ମୋଦିଙ୍କ ଆଲୋଚନା

ଅଲିମ୍ପିକ୍ସ ହିରୋଙ୍କୁ ଗତ ୧୬ ତାରିଖରେ ସମ୍ବର୍ଦ୍ଧନା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନିଜ ବାସଭବନରେ ଟୋକିଓ ଅଲିମ୍ପିକ୍ସ ପଦକ ବିଜେତା ଏବଂ ଅନ୍ୟ ଅଲିମ୍ପିଆନ୍ସଙ୍କୁ ଭେଟିଥିଲେ । ତେବେ ଏହାରି ଭିତରେ ଓଡ଼ିଆ ଆଥଲେଟ୍ ଦୁତୀ ଚାନ୍ଦଙ୍କ ସହ ମୋଦିଙ୍କ ବାର୍ତାଳାପର କିଛି ଅଂଶ ।

ACF Soumyaranjan
ସୌମ୍ୟଙ୍କୁ ଚିକିତ୍ସା କରିଥିବା ୨ ଜଣ ଡାକ୍ତର ପରେ ତହସିଲଦାରଙ୍କୁ ପଚରାଉଚରା !

ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ଖୋଳତାଡ ଜାରି ରଖିଛି କ୍ରାଇମବ୍ରାଞ୍ଚ । ଜେରାର ତୃତୀୟ ଦିନରେ ଆଜି CDMO କାର୍ଯ୍ୟାଳୟ ପରିସରରେ କ୍ରାଇମବ୍ରାଞ୍ଚ ଟିମ୍ ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।