• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

CMS Van Loot
CMS ଭ୍ୟାନ୍‌ରୁ ଲୁଟ ଘଟଣାର ପର୍ଦ୍ଦାଫାଶ, ପୁରା ତଥ୍ୟ ଦେଲେ କେନ୍ଦ୍ରାଞ୍ଚଳ IG

ଏଟିଏମ ଭ୍ୟାନରୁ ଲୁଟ ଘଟଣାର ପର୍ଦ୍ଦାଫାଶ । ଲୁଟେରାଙ୍କ ନାଁରେ ବିଭିନ୍ନ ଥାନାରେ ଅପରାଧିକ ମାମଲା ରହିଥିବା କେନ୍ଦ୍ରାଞ୍ଚଳ ଆଇଜି ସୂଚନା ଦେଇଛନ୍ତି । ଏଥିସହ ଫେରାର ଲୁଟେରାଙ୍କୁ ଧରିବା ପାଇଁ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି ।

Petrol Rate
ତୈଳଦର ବୃଦ୍ଧି, ଧୀବରଙ୍କ ପରିବାର ମୁହଁରୁ ହସ ଛଡ଼ାଇ ନେଇଛି

ଦୁଇ ବର୍ଷ ଧରି କରୋନା ମାଡ଼ । ଆଉ ଏବେ ଡିଜେଲ ଅମୂଲ ମୂଲ । ଶତକ ଛୁଆଁ ଡିଜେଲ୍ ଖାଲି ଯେ ଶହ ଶହ ବୋଟ୍ ଓ ଟ୍ରଲର ଚଳାଚାଳରେ ବେଡି ପକାଇଛି ତା ନୁହେଁ, ସମୁଦ୍ରରେ ମାଛ ଧରି ଜୀବିକା ଅର୍ଜନ କରୁଥିବା ଧୀବର ଓ...

Sachin Pilot
ପ୍ରିୟଙ୍କାଙ୍କୁ ଗିରଫ ନେଇ ତେଜୁଛି ବିଦ୍ରୋହ, ସଚିନ୍‌ କହିଲେ ନିନ୍ଦନୀୟ

ମୃତ କୃଷକଙ୍କ ପରିବାର ବର୍ଗଙ୍କୁ ଭେଟିବାକୁ ଯାଇଥିବା କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ପୋଲିସ ବେଆଇନ ଭାବେ ଅଟକ ରଖିଥିଲା । ଯାହାକୁ ନେଇ କଂଗ୍ରେସ ଶିବିରରେ ଆଲୋଡ଼ନ ସୃଷ୍ଟି କରିଛି । କଂଗ୍ରେସ ନେତାମାନେ ଏହାକୁ ନାପସନ୍ଦ କରିଛନ୍ତି ।

Rahul Gandhi
ୟୁପି ହିଂସା: ମୃତ ଚାଷୀଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତି ପୂରଣ ଦେବେ ଭୂପେଶ-ଚରଣଜିତ୍‌

ୟୁପି ଖେରିରେ ଆନ୍ଦୋଳନରତ ଚାଷୀଙ୍କ ସହ ଘଟିଥିବା ଦୁର୍ଘଟଣାକୁ ନେଇ ରାଜନୀତି ଥମିବାର ନାଁ ଧରୁନି । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନି ଘଟଣାସ୍ଥଳରେ ପହଞ୍ଚି ମୃତ ଚାଷୀଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବେ ବୋଲି ଘୋଷଣା କରିଛନ୍ତି ।

heavy rain
ପୁଣି ବର୍ଷିବ, ୧୨ ଜିଲ୍ଲାକୁ ସତର୍କ ସୂଚନା

ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ବର୍ଷା ଓ ବଜ୍ରପାତ ନେଇ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Ranendra-Pratap-Swain
‘ପେଟ୍ରୋଲ ଦରକୁ ପଲିଟିକାଲ ଟୁଲ ଭଳି ବ୍ୟବହାର କରୁଛନ୍ତି କେନ୍ଦ୍ର ସରକାର’

ପେଟ୍ରୋଲ ଦର ବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ରାଜ୍ୟ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ସେ ସିଧାସଳଖ କେନ୍ଦ୍ରକୁ ଟାର୍ଗେଟ୍ କରି କହିଛନ୍ତି ଯେ, ପେଟ୍ରୋଲ ଦରକୁ କେନ୍ଦ୍ର ସରକାର ପଲିଟିକାଲ ଟୁଲ ଭାବେ ବ୍ୟବହାର କରୁଛନ୍ତି ।

Film Shooting In Space
ମହାକାଶରେ ହେବ ଫିଲ୍ମ ସୁଟିଂ, MS-19ରେ ବସି ସାରିଲେଣି ସବୁ କ୍ର୍ୟୁ ମେମ୍ବର

ଫିଲ୍ମ ସୁଟିଂ ସବୁବେଳେ ଷ୍ଟୁଡିଓ ଭିତରେ ସମ୍ଭବ ହୋଇନଥାଏ । ଚଳଚ୍ଚିତ୍ର କାହାଣୀର ଆବଶ୍ୟକତା ଅନୁସାରେ, ବିଭିନ୍ନ ଲୋକେସନ୍‌କୁ ଯାଇ ସୁଟିଂ କରିଥାନ୍ତି ଫିଲ୍ମ ନିର୍ମାତା । କେତେବେଳେ ବଣ ପାହାଡ଼ରେ ତ କେତେବେଳେ ସମୁଦ୍ରରେ ଅବା ମରୁଭୂମିରେ ସୁଟ୍ ହୁଏ ବିଭିନ୍ନ ସିନ୍ ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Wednesday, 06 October 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

Old Vehicle
ପୁରୁଣା ଗାଡ଼ି ଚଳାଉଥିଲେ ଜାଣିରଖନ୍ତୁ, ଆଠ ଗୁଣା ବୃଦ୍ଧି ପାଇବ ପଞ୍ଜିକରଣ ଦେୟ

ଆସନ୍ତା ଏପ୍ରିଲରୁ ବଢ଼ିବ ପୁରୁଣା ଗାଡ଼ିର ପୁନଃ ପଞ୍ଜିକରଣ ଓ ଫିଟନେସ୍ ଫି । ବିଶେଷକରି କାର ଅନ୍ୟ ବାଣିଜ୍ୟିକ ଯାନ ବାହାନ କ୍ଷେତ୍ରରେ ଏହି ଦର ୮ ଗୁଣା ବଢ଼ିଛି । ୧୫ ବର୍ଷରୁ ଅଧିକ ପୁରୁଣା ଗାଡ଼ି ପାଇଁ ପରିବହନ ଏବଂ ରାଜପଥ ମନ୍ତ୍ରାଳୟ ନୂଆ...

Prepaid Electric Meter
ଏଣିକି ପ୍ରିପେଡ୍‌ ଲାଇନ୍‌, ଆଗ ରିଚାର୍ଜ କଲେ ଘରେ ଜଳିବ ବଲ୍‌

ମୋବାଇଲ୍ ଟକଟାଇମ୍ ଭଳି ଏଣିକ ବିଜୁଳି ବ୍ୟବହାର ପାଇଁ ଲାଗିବ ପ୍ରିପେଡ୍ ସ୍ମାର୍ଟ ମିଟର । ସିମ୍ କାର୍ଡ ଜରିଆରେ କରିବାକୁ ହେବ ବିଲ୍ ପେମେଣ୍ଟ । ବିଧାନସଭା ଶକ୍ତି ବିଭାଗ ଷ୍ଟାଣ୍ଡିଂ କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପରେ ଏନେଇ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର...

abhay-pathak-1
ସକାଳୁ ସନ୍ଧ୍ୟା ଯାଏଁ ଅଭୟଙ୍କୁ ଜେରା କଲା ED

ଆୟ ବହିର୍ଭୁତ ସମ୍ପତ୍ତି ଓ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ED ନିକଟରେ ହାଜର ହେଲେ ପୂର୍ବତନ IFS ଅଧିକାରୀ ଅଭୟକାନ୍ତ ପାଠକ । ଏ ଦୁଇଟି ମାମଲାରେ ପଚରାଉଚରା ପାଇଁ ସମନ ପରେ ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି ଅଭୟକାନ୍ତ ।

Lakhimpur
ଥମୁନି ଲଖିମ୍‌ପୁର ହିଂସା, ମୋଦିଙ୍କୁ ଘଟଣାସ୍ଥଳକୁ ଡାକିଲାଣି କଂଗ୍ରେସ

ଉତ୍ତର ପ୍ରଦେଶ ଲଖିମ୍‌ପୁର ଚାଷୀ ବିରୋଧୀ ହିଂସାକୁ ନେଇ ଝଡ଼ । ଚାଷୀଙ୍କ ଉପରେ ଏକ ଜିପ୍‌କୁ ମଡାଇ ଦିଆଯାଉଥିବା ଭିଡିଓ ଭାଇରାଲ୍ ହେବା ପରେ ତେଜିଛି ରାଜନୀତି ।

Mahanadi
୩ ବର୍ଷରେ ୩୨ଜଣଙ୍କ ମୁଣ୍ଡ ନେଲାଣି କଟକ ମହାନଦୀ

ସାମାନ୍ୟ ଅସାବଧାନତାରୁ ମୃତ୍ୟୁର ମହାସ୍ରୋତ ସାଜୁଛି କି ମହାନଦୀ ? ଗତକାଲି ସମ୍ବଲପୁରରେ ଗୋଟିଏ ପରିବାରର ତିନି ସଦସ୍ୟଙ୍କ ଅକାଳ ମୃତ୍ୟୁ, ଏଭଳି ପ୍ରଶ୍ନକୁ ଉଜ୍ଜୀବୀତ କରିଛି । ବେପରୁଆ ଗାଧୁଆ ହେଉ କି ନୌକା ଦୁର୍ଘଟଣା ଅବା ଆତ୍ମହତ୍ୟା ।

Protest At BMC
ପୁଣି ଜୀବନ ଜୀବିକାର ଲଢେଇ, BMC କାର୍ଯ୍ୟାଳୟ ଆଗରେ ଦେଲେ ଧାରଣା

ପୁଣି ଜୀବନ ଜୀବିକାର ଲଢେଇ । ଗୋଟିଏ ପଟେ ଅନେକ ଦିନ ପରେ ପାର୍ବଣରେ ବେପାର ଆଶା, ଅନ୍ୟ ପଟେ ପ୍ରଶାସନକୁ ସଂକ୍ରମଣର ଆଶଙ୍କା । ଆଉ ପ୍ରଶାସନର ଏହି ଭୟ ସାଜିଛି ଲକ୍ଷ ଲକ୍ଷ ଲୋକଙ୍କ ଦୁଃଖ ।

kalimela Motor Lunch
ଖତ ଖାଉଛି ସ୍ୱାଭିମାନ ଅଂଚଳର ଲାଇଫଲାଇନ୍ ‘ମୋଟର ଲଞ୍ଚ’

ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରେ ଯାତାୟାତ ପାଇଁ ପୂର୍ବରୁ ଅନେକ ମୋଟର ଲଞ୍ଚ ବାଲିମେଳା ଜଳ ଭଣ୍ଡାରରେ ଯାତାୟାତ କରୁଥିଲା । କିନ୍ତୁ ପ୍ରଶାସନର ରକ୍ଷଣାବେକ୍ଷଣା ଅଭାବରୁ ଏବେ ପ୍ରାୟ ବୋଟ ଅଚଳ ଓ ପରିତ୍ୟକ୍ତ ଅବସ୍ଥାରେ ପଡିରହି ନଷ୍ଟ ହେବାକୁ ବସିଛି ।

Jalada Kumar Tripathy
ମୁଖ୍ୟ ସୂଚନା କମିଶନର ଭାବେ ଶପଥ ନେଲେ ଜଳଦ

ରାଜ୍ୟର ମୁଖ୍ୟ ସୂଚନା କମିଶନର ଭାବେ ଶପଥ ନେଲେ ଜଳଦ କୁମାର ତ୍ରିପାଠୀ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟ ସୂଚନା କମିଶନର ଶପଥ ଗ୍ରହଣ କରିଥିଲେ ।

Rudra maharathy
ଶପଥ ନେଲେ ନବ ନିର୍ବାଚିତ ବିଧାୟକ ରୁଦ୍ର ମହାରଥୀ

ପିପିଲି ବିଧାୟକ ଭାବେ ନବ ନିର୍ବାଚିତ ରୁଦ୍ର ପ୍ରତାପ ମହାରଥୀ, ଆଜି ଶପଥ ଗ୍ରହଣ କରିଛନ୍ତି । ବିଧାନସଭାରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

Student Swept Away In Drain
ଏବେ ପଶିଲା ଚେତା ! ଷ୍ଟାଣ୍ଡିଂ କମିଟିର ନିଷ୍ପତ୍ତି, କଭର ହେବ ମୁକୁଳା ଡ୍ରେନ୍‌

ସହରାଞ୍ଚଳରେ ଡ୍ରେନେଜ ସମସ୍ୟା ନେଇ ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ବିଧାୟକ ପ୍ରଫୁଲ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ଏହି ବୈଠକ । ଡ୍ରେନେଜ୍‌ ସମସ୍ୟା ନେଇବିସ୍ତୃତ ଭାବେ ଆଲୋଚନା କରାଯାଇଛି ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Tuesday, 05 October 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

Aryan Khan
ବିଭିନ୍ନ ପ୍ରକାର ନିଶା କାରବାର କରୁଥିଲେ ଆର୍ୟନ୍‌ ! ଚଷମା ଖୋଳରୁ ଜବତ କଲା NCB...

ଏପଟେ ପୁଅକୁ ୧୨ ଘଣ୍ଟାର ମାରାଥନ ଜେରା । ତୁହାକୁ ତୁହା ପ୍ରଶ୍ନବାଣ । ସତ ଉଗାଳିବାକୁ ଶହେ ଚେଷ୍ଟା । କିଙ୍ଗ ଖାନ୍ ଶାହରୁଖ୍ ଖାନ୍‌ଙ୍କ ୨୩ ବର୍ଷୀୟ ପୁଅ ଆର୍ୟନ୍‌ଙ୍କ ବିରୋଧରେ ସଂଗୀନ ଅଭିଯୋଗ ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।