• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Arindam Das Rescued
ଅରିନ୍ଦମଙ୍କୁ ଦେଶୀ ଡଙ୍ଗାରେ ଜୀବନ୍ତ ଉଦ୍ଧାର କରିଥିଲେ ମାନସ

ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣା ପରେ ସେଦିନ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିଲେ ଫରେଷ୍ଟଗାର୍ଡ ମାନସ ବେହେରା । ବୁଡିଯାଉଥିବା ଓଡ୍ରାଫ କର୍ମଚାରୀଙ୍କୁ ଉଦ୍ଧାର ପାଇଁ ପ୍ରଥମେ ସେ ବ୍ରିଜ୍ ଉପରୁ ଦଉଡି ପକାଇଥିଲେ ଏବଂ ପରେ ଏକ ଦେଶୀ ଡଙ୍ଗା ଜରିଆରେ ଉଦ୍ଧାର ପାଇଁ ନଦୀ ଭିତରକୁ ଯାଇଥିଲେ...

Narendra Modi
କେତେ ଫଳପ୍ରଦ ମୋଦିଙ୍କ ତିନି ଦିନିଆ ଆମେରିକା ଗସ୍ତ ?

ଚୀନ, ପାକିସ୍ତାନ, ତାଲିବାନ ନିଜ ପଡୋଶୀଙ୍କୁ ଠାରୁ ଭାରତ ସମ୍ମୁଖୀନ ହେଉଥିବା ବିଭିନ୍ନ ଚ୍ୟାଲେଞ୍ଜ ସଂପର୍କରେ ସାରା ବିଶ୍ୱକୁ ଅବଗତ କରିଛନ୍ତି ପ୍ରଧାନମନ୍ତ୍ରୀ । ନରେନ୍ଦ୍ର ମୋଦି ନିଜ ୩ ଦିନିଆ ଆମେରିକା ଗସ୍ତ ଅବସରରେ ଆମେରିକା ସହ ସଂପର୍କ ବୃଦ୍ଧି ନେଇ ସେ ରାଷ୍ଟ୍ରପତି ଜୋ-ବାଇଡେନଙ୍କ ସହ...

Pipili Bye Election
ପିପିଲି ଉପନିର୍ବାଚନ, ସୋମବାର ସନ୍ଧ୍ୟାରେ ସରିବ ପ୍ରଚାର

ପିପିଲି ଉପନିର୍ବାଚନ ପାଇଁ ସୋମବାର ସନ୍ଧ୍ୟାରେ ସରିବ ପ୍ରଚାର । ଏଥିପାଇଁ ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରଚାର ଅଭିଯାନ ଜୋରଦାର ଚଳାଇଛନ୍ତି ।

Odisha Cyclone Warning
ଗୁଲାବ୍‌ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ, କାଁ ଭାଁ ବର୍ଷା..

ଆରମ୍ଭ ହେଲା ବାତ୍ୟା ଗୁଲାବ୍‌ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଏହା ୩ ଘଣ୍ଟା ଧରି ଚାଲିବ । ଏନେଇ SRC ପ୍ରଦୀପ ଜେନାଙ୍କ ସୂଚନା । ଆଜି ରାତି ୯ଟାରୁ ୯ଟା ୩୦ ମଧ୍ୟରେ ସରିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । କଳିଙ୍ଗପଟ୍ଟନମଠାରୁ ୨୫ କିମି ଦୂରରେ ଟେକାଲି ଓ ମୋରିଗୁଡ଼ା ମଝିରେ...

Cyclone gulab
ସଂଧ୍ୟା ୬ରୁ ଆରମ୍ଭ ହେବ ‘ଗୁଲାବ୍‌’ର ଲ୍ୟାଣ୍ଡଫଲ୍, ଖୁବ୍‌ ସ୍ପିଡ୍‌ରେ ମାଡ଼ି ଆସୁଛି

ସଂଧ୍ୟା ୬ରୁ ବାତ୍ୟା ଗୁଲାବ୍‌ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହେବ । SRC ପ୍ରଦୀପ ଜେନାଙ୍କ ସୂଚନା । ଗୋପାଳପୁରଠାରୁ ୯୦ କିଲୋମିଟର ଓ କଳିଙ୍ଗପାଟନମଠାରୁ ୮୫ କିଲୋମିଟର ଦୂରରେ ବାତ୍ୟା । ଗତ ୩ ଘଣ୍ଟାରେ ୨୫ କିମି ବେଗରେ ଅଗ୍ରସର ହେଉଛି ।

Gajapati Land Slide
ବାତ୍ୟା ଲ୍ୟାଣ୍ଡଫଲ୍ ନକରୁଣୁ ଗଜପତିରେ ଅଘଟଣ, ଧସିଲା ମାଟି ଅତଡ଼ା

ବାତ୍ୟା ଲ୍ୟାଣ୍ଡଫଲ୍ ନକରୁଣୁ ଗଜପତି ଜିଲ୍ଲାରେ ଅଘଟଣ । ଗଜପତି ଜିଲ୍ଲା ଗୁମ୍ମା ବ୍ଳକରେ ମାଟି ଅତଡ଼ା ଧସି ରାସ୍ତା ଅବରୋଧ ହୋଇଛି । ନାମନଗଡରୁ ଅଜୟଗଡ଼ ମଧ୍ୟରେ ରାସ୍ତାରୁ ମାଟି ଅତଡ଼ା ଧସି ଅବରୋଧ ହୋଇଛି ।

arindam das
ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ହସ୍ତାନ୍ତର କଲେ ରାଜ୍ୟ ସରକାର

ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱର୍ଗତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ରାଶି ପ୍ରଦାନ କଲା ଜିଲ୍ଲା ପ୍ରଶାସନ । ଅରିନ୍ଦମଙ୍କ ପତ୍ନୀଙ୍କୁ ଏହି ରାଶି ହସ୍ତାନ୍ତର କରିଛନ୍ତି କେନ୍ଦୁଝର ଉପ ଜିଲ୍ଲାପାଳ । ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ଏହି ସହାୟତା...

lekhashree
‘ସାରା ଦେଶରେ ସଂକ୍ରମଣ ଓ ମୃତ୍ୟୁହାର କମୁଥିବା ବେଳେ ଓଡ଼ିଶାରେ କାହିଁକି ବଢ଼ୁଛି ?’

ରାଜ୍ୟରେ କରୋନା ସଂକ୍ରମଣରେ ଏବଂ ମୃତ୍ୟୁହାରକୁ ନେଇ ରାଜ୍ୟ ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲା ବିଜେପି । ବିଜେପି ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Saturday, 25 September 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

Modi-Biden
ହ୍ୱାଇଟ୍‌ ହାଉସ୍‌ରେ ମୋଦି-ବାଇଡେନ୍‌, କମଲା କହିଲେ ପାକିସ୍ତାନର ଆତଙ୍କବାଦ ପ୍ରୀତି କଥା

ଓ୍ୱାସିଂଟନରେ ମୋଦି-ବାଇଡେନ୍ ଭେଟ । ହ୍ୱାଇଟ୍ ହାଉସ୍‌ରେ ଉଭୟଙ୍କ ମଧ୍ୟରେ ଆଲୋଚନା । ସୂଚନା ଅନୁସାରେ ଭାରତ-ଆମେରିକା ସଂପର୍କକୁ ଆଉ ପାଦେ ଆଗେଇ ନେବା ପାଇଁ ଉଭୟଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହେଉଛି ।

UPSC
UPSC Results: ଦେଶରେ ଶୁଭମ୍ ଓଡ଼ିଶାରେ ଜୁବିନ ମହାପାତ୍ର ଟପ୍ପର

୨୦୨୦ ସର୍ବଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ଶୁଭମ୍ କୁମାର ଟପ୍ପର । ୟୁପିଏସି ଦ୍ୱାରା ପରିଚାଳିତ ୨୦୨୦ର ସିଭିଲ୍ ସର୍ଭିସ୍ ରେଜଲ୍ଟ ଆଜି ପ୍ରକାଶ ପାଇଛି ।

Australia
ବିଜୟ ଉତ୍ସବ ପାଳିବା ପରେ ପରାଜିତ ହେଲା ଭାରତୀୟ କ୍ରିକେଟ୍‌ ଦଳ

ଏକ ରୋମାଞ୍ଚକ ମ୍ୟାଚରେ ଅଷ୍ଟ୍ରେଲିଆର ମହିଳା କ୍ରିକେଟ୍‌ ଟିମ୍‌ ଭାରତକୁ ୫ ୱିକେଟରେ ପରାସ୍ତ କରିଛି । ଏହି ମ୍ୟାଚରେ ଆଷ୍ଟ୍ରେଲିଆକୁ ଶେଷ ଓଭରରେ ୧୩ ରନ୍‌ ଆବଶ୍ୟକ ଥିଲା ।

KKR
IPL 2021: କ୍ରମାଗତ ୨ଟି ବିଜୟ ପରେ KKR ଉତ୍ସାହିତ, ଆୟରଙ୍କୁ ନେଇ ମୋର୍ଗାନଙ୍କ ବଡ଼ ବୟାନ

କୋଲକାତା ନାଇଟ୍ ରାଇଡର୍ସ ଅଧିନାୟକ ଇଏନ୍ ମୋର୍ଗାନ୍ ନିଜ ଦଳର ବୋଲରମାନଙ୍କୁ 'ସୁପରଷ୍ଟାର୍' ବୋଲି କହିଛନ୍ତି । ମୋର୍ଗାନ କହିଛନ୍ତି ଯେ, ଇଣ୍ଡିଆନ ପ୍ରିମିୟର ଲିଗ୍‌ ୨୦୨୧ର ଶେଷ ଦୁଇଟି ମ୍ୟାଚରେ ବୋଲର ମାନଙ୍କ ଜବରଦସ୍ତ ପ୍ରଦର୍ଶନ ଯୋଗୁଁ ବ୍ୟାଟ୍ସମ୍ୟାନ୍‌ମାନେ ଚାପମୁକ୍ତ ହୋଇ ଖେଳିପାରିଲେ ।

TEAM India
ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ଭାରତର ବିଜୟକୁ ନେଇ ଆସୁଛି ଫିଲ୍ମ, ଟାଇଟଲ ବି ଫାଇନାଲ..

ଆଜି ୨୪ ସେପ୍ଟେମ୍ବର ଭାରତୀୟ କ୍ରିକେଟ୍‌ ଜଗତ ପାଇଁ ଏକ ବିଶେଷ ଦିନ । ୧୪ ବର୍ଷ ପୂର୍ବେ ଆଜିର ଦିନରେ, ଟିମ୍ ଇଣ୍ଡିଆ ଟି-୨୦ବିଶ୍ୱକପ୍‌ର ପ୍ରଥମ ବିଶ୍ୱ ଚାମ୍ପିଅନ୍ ହୋଇଥିଲା । ସେତେବେଳେ ମହେନ୍ଦ୍ର ସିଂ ଧୋନିଙ୍କ ଅଧିନାୟକତ୍ୱରେ ଭାରତ ଇତିହାସ ରଚିଥିଲା । ଏବେ ଏହି...

corona virus
ଘରେ ଘରେ ପହଞ୍ଚି ଦିଆଯିବ କରୋନା ଟିକା

ଭିନ୍ନକ୍ଷମ ଓ ଚଲାବୁଲା କରିପାରୁନଥିବା ଲୋକଙ୍କୁ ଘରେ ଦିଆଯାଇପାରିବ କୋଭିଡ ଟିକା । ଏଥିପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଅନୁମତି ଦେଇଛି । ଦେଶର କୋଭିଡ ସ୍ଥିତି ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ କରିଛନ୍ତି, ଯଦିଓ ସଂକ୍ରମଣ କମିଛି କିନ୍ତୁ ଏଯାଏ ପୁରାପୁରି ସରି ନାହିଁ...

Supreme Court
କେନ୍ଦ୍ର ସରକାରଙ୍କ କୋଭିଡ୍‌ ପରିଚାଳନାକୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶଂସା

ଭାରତ କୋଭିଡ ମହାମାରୀ ସମୟରେ ଯେଉଁଭଳି ସଠିକ୍‌ ପରିଚାଳନା କରିଛି ସେଭଳି ଅନ୍ୟ କେଉଁ ଦେଶ କରିପାରିବେନି । କୋଭିଡ ପରିଚାଳନା କ୍ଷେତ୍ରରେ ସରକାର ସୁପ୍ରିମକୋର୍ଟରେ ନିଜସ୍ୱ ପକ୍ଷ ରଖିବା ପରେ ଏଭଳି କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ ।

Haryana School Building Damaged
ସ୍କୁଲ ଛାତ ଭୁଶୁଡ଼ି ୨୫ ଛାତ୍ରଛାତ୍ରୀ ଆହତ

ହରିୟାଣାର ସୋନିପତରେ ଅଘଟଣ । ସ୍କୁଲର ଛାତ ଭୁଶୁଡ଼ି ୨୫ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ ଗୁରୁତର ଅଛନ୍ତି । ଆହତ ଛାତ୍ରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।

CM Naveen Patnaik
ଓଡ଼ିଶାରେ ହେବ ଜୁନିୟର ହକି ବିଶ୍ୱକପ୍‌

ଓଡ଼ିଶାରେ ହେବ ଆଉ ଏକ ବିଶ୍ୱକପ୍ । ହକିରେ କମ୍ପିବ କଳିଙ୍ଗ ଷ୍ଟାଡିୟମ । ଏହି ଷ୍ଟାଡିୟମରେ ଆୟୋଜିତ ହେବ ଜୁନିୟର ହକି ବିଶ୍ୱକପ୍ । ଏଫ୍‌ଆଇଏଚ୍ ଓ ହକି ଇଣ୍ଡିଆର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି ।

Covishield
କୋଭିସିଲ୍ଡକୁ ନେଇ ବ୍ରିଟେନ୍‌ର ସାମ୍ରାଜ୍ୟବାଦ ମନୋଭାବ ! ଭାରତର ଜୋରଦାର ବିରୋଧ

କରୋନା ମହାମାରୀ ବିରୋଧରେ ସାମୁହିକ ଲଢେଇ ଚାଲିଥିବା ବେଳେ ବ୍ରିଟେନ୍‌ର ଅଜବ ଭ୍ୟାକସିନ୍ ଓ କ୍ୱାରେଣ୍ଟିନ୍ ନୀତିକୁ ନେଇ ବିବାଦ । ଅକ୍ସଫୋର୍ଡ ଓ ଅଷ୍ଟ୍ରାଜେନେକା ଟିକାକୁ ବ୍ରିଟେନ୍ ସ୍ୱୀକୃତୀ ଦେଇଥିବା ବେଳେ ସେରମ୍ ଇନଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ ସମାନ ଟିକା କୋଭିସିଲ୍ଡକୁ ସ୍ୱୀକୃତି ଦେଇନଥିଲା ବ୍ରିଟେନ୍ ।

Durga Puja
ଦୁର୍ଗା ପୂଜା ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା BMC

ଦୁର୍ଗାପୂଜା ପାଇଁ ଗାଇଡଲାଇନ ଜାରି କଲା ଭୁବନେଶ୍ୱର ମହାନଗର ନିଗମ । କୋଭିଡ଼ ଗାଇଡଲାଇନ ମାନି ପୂଜା କମିଟିମାନେ ପୂଜା ଆୟୋଜନ କରିବେ । ଇଣ୍ଡୋର ଭଳି ବ୍ୟବସ୍ଥାରେ କେବଳ ପରମ୍ପରା ରକ୍ଷା ପାଇଁ ପୂଜା କରାଯିବ କହିଲା ବିଏମ୍‌ସି ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।