ଜଗତ ନିୟନ୍ତା ଜଗନ୍ନାଥ ଭକ୍ତ ବଚ୍ଛଳ । ସେ ରତ୍ନ ସିଂହାସନରେ ବସୁଛନ୍ତି ସତ, ହେଲେ ଭକ୍ତ ଡାକ ଦେଲେ କୁଡ଼ିଆ ଘର ହେଉ ଅବା ଶ୍ମଶାନ, ସବୁଠି ବିଦ୍ୟମାନ ହୁଅନ୍ତି ।
ସମ୍ପୂର୍ଣ୍ଣ ସ୍ୱାଭାବିକ ସ୍ଥିତି ଫେରିନଥିଲେ ବି ଧିରେ ଧିରେ ସାଷ୍ଟମ ହେବାକୁ ଚେଷ୍ଟା କରୁଛି ମନୋରଂଜନ ଦୁନିଆ । କରୋନା କଟକଣା କୋହଳ ହେବା ପରେ ଗାଇଡ୍ଲାଇନ୍ ମାନି ଚାଲିଛି ଲୋକପ୍ରିୟ ମନୋରଂଜନ ଚ୍ୟାନେଲ୍ ତରଙ୍ଗର ସିରିଏଲ ସୁଟିଂ ।
ପାଞ୍ଚଟି T ବେଶି ଗୁରୁତ୍ୱପୂର୍ଣ୍ଣ, ନା ଗୋଟିଏ P ଓ ଗୋଟିଏ C । ଆମେ ଆପଣଙ୍କୁ ଇଂରାଜୀ ବର୍ଣ୍ଣ ପରିଚୟ କରାଉନୁ । ଆପଣଙ୍କୁ ପରିଚିତ କରାଉଛୁ ସରକାରୀ ବାବୁଙ୍କ ଉପୁରି ମୋହ ସହ ।
ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ବିଜେପିର ରାଜ୍ୟସଭା ସଂସଦୀୟ ଦଳ ନେତା ଘୋଷଣା କରାଯାଇଛି । ଥାୱରଚନ୍ଦ ଗେହଲଟଙ୍କ ସ୍ଥାନରେ ତାଙ୍କୁ ଦାୟିତ୍ୱ ଦିଆଯାଇଛି ।
କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା । କେନ୍ଦ୍ର ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା । DA-କୁ ୧୭%ରୁ ବଢ଼ାଇ ୨୮%କୁ କରିଛନ୍ତି କେନ୍ଦ୍ର ସରକାର । ଆଜି କେନ୍ଦ୍ର କ୍ୟାବିନେଟରେ ଏହି ୧୧% DA ବଢ଼ାଇବା ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।
ବିଜୁଳି ଦର ବୃଦ୍ଧି ପ୍ରତିବାଦରେ ବିଜେପିର ଆନ୍ଦୋଳନ । ବିଦ୍ୟୁତ ଦରବୃଦ୍ଧି ଓ ଅଘୋଷିତ ବିଦ୍ୟୁତ କାଟ୍ ନେଇ ଆନ୍ଦୋଳନ ଆରମ୍ଭ କରିଛି ବିଜେପି । ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ସପ୍ତାହେ ବ୍ୟାପୀ ସବୁ ବିଦ୍ୟୁତ ଅଫିସ ଆଗରେ ଦଳ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି...
କୋଭିଡ୍ ଗାଇଡଲାଇନ କଡାକଡି ପାଳନ କରିବାକୁ ସବୁ ରାଜ୍ୟର ମୁଖ୍ୟ ସଚିବଙ୍କୁ ଚିଠି ଲେଖିଲେ କେନ୍ଦ୍ର ଗୃହ ସଚିବ ଅଜୟ ଭାଲ୍ଲା । ଭିଡ଼ ନିୟନ୍ତ୍ରଣରେ ବିଫଳ ହେଲେ ସଂପୃକ୍ତ ଜିଲ୍ଲାର ଅଧିକାରୀ ଦାୟୀ ରହିବେ ବୋଲି ଚିଠିରେ କଡ଼ା ତାଗିଦ୍ କରାଯାଇଛି ।
ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟ ରଂଜନ ମହାପାତ୍ରଙ୍କ କେମିତି ହେଲା ମୃତ୍ୟୁ ? ଅଘଟଣ ନା ଆତ୍ମହତ୍ୟା ନା ହତ୍ୟା ? ଗତ ଦୁଇ ଦିନ ଧରି ଏନେଇ ସନ୍ଦେହ ଘନିଭୂତ ହେଉଥିବା ବେଳେ ଏବେ ମୁହଁ ଖୋଲିଛନ୍ତି ସୌମ୍ୟଙ୍କ ପତ୍ନୀ
ସିଓଲ୍: ସାରା ବିଶ୍ୱରେ କରାେନା ମହାମାରୀ କାୟା ବିସ୍ତାର କରି ରଖିଥିବା ବେଳେ ସମସ୍ତଙ୍କୁ ମାସ୍କ ଓ ସାମାଜିକ ଦୂରତା ରକ୍ଷା କରିବାକୁ ପରାମର୍ଶ ଦିଆଯାଉଛି । କିନ୍ତୁ ଏଭଳି ପରିସ୍ଥିତିରେ ମଧ୍ୟ ଦକ୍ଷିଣ କୋରିଆବାସୀଙ୍କୁ ମାସ୍କ ପ୍ରତି ଗରୁତ୍ୱ ନଦେବାକୁ କୁହାଯାଉଛି । ଦକ୍ଷିଣ କୋରିଆବାସୀଙ୍କ ପାଇଁ...
ଲଣ୍ଡନ: ସାରା ବିଶ୍ୱରେ କରୋନା ମହାମାରୀ ହାହାକାର ପରିସ୍ଥିତି ସୃଷ୍ଟି କରିଥିବା ବେଳେ, ଲୋକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଥିଲା ଯେତେବେଳେ ଟିକା ଆସିଥିଲା । ତେବେ ଟିକା ନେବା ପାଇଁ ଲୋକଙ୍କ ମନରେ ଯେତିକି ଉତ୍ସାହ ରହିଥିଲା ସେତିକି ଭୟ ମଧ୍ୟ ରହିଥିଲା । ଏହି ସମୟରେ ପ୍ରଥମ...
ଏପିଆ: ପ୍ରଶାନ୍ତ ସାଗର ଅଞ୍ଚଳରେ ଅବସ୍ଥିତ ଦେଶ, ସମୋଆରେ ରାଜନୈତିକ ଅସ୍ଥିରତା ଲାଗି ରହିଛି । ନିକଟରେ ହୋଇଥିବା ନିର୍ବାଚନ ପରେ ଦେଶରେ ପ୍ରଥମ ଥର ପାଇଁ ଜଣେ ମହିଳା ପ୍ରଧାନମନ୍ତ୍ରୀ ହୋଇଛନ୍ତି । କିନ୍ତୁ ସତ୍ତା ହରାଇଥିବା ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଟ୍ୱିଲାଏପା ସେଲେଲେ ମୈଲିଲେଗାଓଇ ପଦ ଛାଡ଼ିବା...
ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ ଫ୍ୟାନ୍ମାନଙ୍କ ପାଇଁ ଆସିଲା ଖୁସି ଖବର । ଆଇପିଏଲ୍ ୨୦୨୧ର ଅବଶିଷ୍ଟ ମ୍ୟାଚ୍ ୟୁଏଇରେ ଆୟୋଜନ କରାଯିବ । ଏହା ପୂର୍ବରୁ ଇଂଲଣ୍ଡରେ ଏହାର ଆୟୋଜନ କରାଯିବା ନେଇ ଚର୍ଚ୍ଚା ହେଉଥିଲା । କିନ୍ତୁ ଏବେ ୟୁଏଇରେ ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ୍...
ନୂଆଦିଲ୍ଲୀ: ସୋରିଷ ତେଲ ଏବଂ ରିଫାଇନ୍ ତେଲର ଦର ନିୟନ୍ତ୍ରଣ ବାହାରେ । ତେଣୁ ସର୍ବଭାରତୀୟ ଖାଇବା ତେଲ ବ୍ୟବସାୟୀ ସଂଘ ଏହାକୁ ନେଇ ଚିନ୍ତା ପ୍ରକଟ କରିଥିବା ବେଳେ କେନ୍ଦ୍ର ସରକାରଙ୍କୁ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖିଥିଲା । ଫଳରେ ୨୪ ମେ’ରେ...
ନୂଆଦିଲ୍ଲୀ: ଟୁଲ୍କିଟ୍ ମାମଲାକୁ ନେଇ ଦିଲ୍ଲୀ ପୋଲିସ ନିଜର ତଦନ୍ତ ଜାରି ରଖିଛି । ଏହି କ୍ରମରେ ସୋମବାର ଟ୍ୱିଟର କାର୍ଯ୍ୟାଳୟକୁ ଯିବା ପରେ ଦିଲ୍ଲୀ ପୋଲିସ ଦୁଇ ଜଣ କଂଗ୍ରେସ ନେତାଙ୍କୁ ନୋଟିସ ପଠାଇଛି । ଯେଉଁମାନେ ଏହି ଘଟଣାରେ ବିଜେପି ନେତା ସମ୍ବିତ ପାତ୍ରଙ୍କ ସମ୍ପୃକ୍ତି...
ବମାକୋ: ଦେଶରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସବୁଠାରୁ ଅଧିକ କ୍ଷମତାଶାଳି କୁହାଯାଏ । ହେଲେ ଏଠାରେ ତାଙ୍କୁ ଗିରଫ କରାଯାଉଛି । ଏମିତି ଘଟଣା ଘଟିଛି ମାଲିରେ । ଆଫ୍ରିକୀୟ ଦେଶ ମାଲିରେ ସୈନିକମାନେ ବିଦ୍ରୋହ ଆରମ୍ଭ କରିଦେଇଛନ୍ତି । ସେମାନେ ଦେଶର ବିଦାୟୀ ରାଷ୍ଟ୍ରପତି ବାହା ଏନ୍...
ନୂଆଦିଲ୍ଲୀ: ଗୋଟିଏ ପଟେ କରୋନା ମହାମାରୀ ସହ ଦେଶ ଲଢ଼ୁଥିବା ବେଳେ ବ୍ଲାକ୍ ଫଙ୍ଗସ୍ ଏବେ ଆଉ ଏକ ଚିନ୍ତାର କାରଣ ପାଳଟିଛି । ଏହି ବ୍ଲାକ୍ ଫଙ୍ଗସ୍ ଭିନ୍ନ ଭିନ୍ନ ରଙ୍ଗରେ ଦେଖିବାକୁ ମିଳୁଛି । କିଛି ରୋଗୀଙ୍କ କ୍ଷେତ୍ରରେ ଧଳା ତ କିଛି ରୋଗୀଙ୍କ କ୍ଷେତ୍ରରେ...
ଦେଶର ଅଗ୍ରଣୀ ଫାର୍ମାସ୍ୟୁଟିକାଲ୍ କମ୍ପାନୀ ରୋଚେ ଇଣ୍ଡିଆ ଏବଂ ସିପ୍ଲା ସୋମବାର ଭାରତରେ ରୋଚେର ଆଣ୍ଟିବଡି କକଟେଲ୍ ଆଣିବେ ବୋଲି ମିଳିତ ଭାବେ ଘୋଷଣା କରିଛନ୍ତି । ଏହାର ଡୋଜ ପିଛା ୫୯,୭୫୦ ଟଙ୍କା ରହିବ । ଏହା କୋଭିଡ-୧୯ରେ ଆକ୍ରାନ୍ତ ହୋଇଥିବା ଗୁରୁତର ରୋଗୀଙ୍କ ଚିକିତ୍ସା ପାଇଁ...
ନୂଆଦିଲ୍ଲୀ: ସାରା ବିଶ୍ୱ କରୋନା ଦାଉରେ ଛଟପଟ ହେଉଥିବା ବେଳେ ଭାରତ ମଧ୍ୟ ଏଥିରୁ ବାଦ୍ ପଡ଼ିନି । ଭାରତରେ ଗତ କିଛି ଦିନ ହେବ ହାତ ଗଣତି କିଛି ରାଜ୍ୟରେ ସଂକ୍ରମଣ ହାର କମିଥିବା ବେଳେ ଅଧିକାଂଶ ରାଜ୍ୟରେ ଏବେ ବି ସଂକ୍ରମଣ ଶିଖର ଛୁଉଁଛି ।...
ନୂଆଦିଲ୍ଲୀ: କରୋନା ଟିକା ସମ୍ବନ୍ଧରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି । ଏଣିକି ୧୮ ରୁ ୪୪ ବର୍ଷ ବ୍ୟକ୍ତି ବିନା ଅନଲାଇନ ରେଜିଷ୍ଟ୍ରେସନରେ ମଧ୍ୟ ନେଇପାରିବେ ଟିକା । ଲୋକମାନେ ଏବେ ଟୀକାକରଣ କେନ୍ଦ୍ରରେ ପଞ୍ଜୀକରଣ କରିପାରିବେ। ତେବେ ଏହି ସୁବିଧା ବର୍ତ୍ତମାନ...
ବ୍ରାଜିଲ୍: କରୋନାକୁ ନେଇ ସବୁଠି ହାହାକାର । ଲୋକେ ଘରୁ ବାହାରିବାକୁ ବି ଡରୁଛନ୍ତି । ସରକାର ତଥା ବିଶେଷଜ୍ଞଙ୍କ ପକ୍ଷରୁ ଗୋଟିଏ ନୁହେଁ ଦୁଇ ଦୁଇଟି ମାସ୍କ ଏକା ସାଙ୍ଗରେ ପିନ୍ଧିବାକୁ କୁହାଯାଉଛି । ଏହାକୁ ଅନେକ ଲୋକ ଅକ୍ଷରେ ଅକ୍ଷରେ ପାଳନ କରୁଛନ୍ତି ମଧ୍ୟ ।...