କଟକ ବାରବାଟୀ ଷ୍ଟାଡିୟମ୍ରେ ହେବ ଆର୍ନ୍ତଜାତୀୟ ଟି-ଟ୍ୱେଣ୍ଟି କ୍ରିକେଟ୍ ମ୍ୟାଚ୍ । ଓଡ଼ିଶା କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର । କାରଣ ଦୀର୍ଘ ଦୁଇ ବର୍ଷ ପରେ ପୁଣିଥରେ କଟକ ବାରବାଟୀ ଷ୍ଟାଡିୟମରେ ଆୟୋଜିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ମ୍ୟାଚ୍ । ଆସନ୍ତା ଫେବୃୟାରୀ ୧୫ରେ ଭାରତ ଓ...
ମୃତ୍ୟୁ ପରେ ନୂଆ ଜୀବନ ପାଇଲେ କ୍ୟାଥି । କଥାରେ ଅଛି ଯାହାକୁ ରଖିବେ ଅନନ୍ତ କି କରିପାରେ ବଳବନ୍ତ । ଭଗବାନଙ୍କ ଛତ୍ରଛାୟା ଯଦି ମଣିଷ ଉପରେ ରହେ ତେବେ ମଣିଷ ଯମଦ୍ୱାରରୁ ମଧ୍ୟ ଫେରି ଆସିଥାଏ ।
ବ୍ରିଟେନ୍ରେ ପୁଣି କାୟା ବିସ୍ତାର କଲାଣି କରୋନା । ଆମେରିକା ପରେ ବ୍ରିଟେନରେ ମଧ୍ୟ ସ୍କୁଲ୍ଗୁଡ଼ିକୁ ଖୋଲିବାକୁ ଅନୁମତି ଦିଆଯାଇଥିଲା । ଏହାପରେ ସଂକ୍ରମଣ ବଢ଼ିଥିବା କୁହାଯାଉଛି ।
ରାଜଧାନୀରେ ମୁକୁଳା ଡ୍ରେନକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି ବିଜେପି । ଆଜି ବିଏମସି କାର୍ଯ୍ୟାଳୟରେ ଧସେଇ ପଶିବାକୁ ଚେଷ୍ଟା କରିଥିଲେ ବିଜେପି କର୍ମୀ । ବହୁ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ବିକ୍ଷୋଭ ଶୋଭାଯାତ୍ରାରେ ଆସିବା ପରେ ବିଏମସି କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ ।
କଟକ ବାରବାଟୀ ଷ୍ଟାଡିୟମ୍ରେ ହେବ ଆର୍ନ୍ତଜାତୀୟ ଟି-ଟ୍ୱେଣ୍ଟି କ୍ରିକେଟ୍ ମ୍ୟାଚ୍ । ଓଡ଼ିଶା କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର । କାରଣ ଦୀର୍ଘ ଦୁଇ ବର୍ଷ ପରେ ପୁଣିଥରେ କଟକ ବାରବାଟୀ ଷ୍ଟାଡିୟମରେ ଆୟୋଜିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ମ୍ୟାଚ୍ ।
ଉଚିତ୍ ମୂଲ୍ୟାୟନ ଦାବିରେ ହାତ କାଟିଲେ ଛାତ୍ରୀ। ଭୁବନେଶ୍ୱର CHSE ଅଫିସ୍ ସାମ୍ନାରେ ଆଜି କିଛି ଏଭଳି ଘଟଣା ଘଟିଛି। ଛାତ୍ରୀ ଜଣଙ୍କ ଗଞ୍ଜାମ ଜିଲ୍ଲାର। ତାଙ୍କ ନାଁ ନନ୍ଦୀନି ବେହେରା। ମୂଲ୍ୟାୟନକୁ ନେଇ ଅସନ୍ତୋଷ ଥିବା ଛାତ୍ରୀ ଆଜି ଅଫିସ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ।
ଟୋକିଓ ପରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତଙ୍କୁ ମାଷ୍ଟର ବ୍ଲାଷ୍ଟର ସଚିନ୍ ତେନ୍ଦୁଲକର ପଠାଇଛନ୍ତି ଦୁଇଶହତମ ଟେଷ୍ଟ କ୍ରିକେଟର ଜର୍ସି। ଏଥିରେ ଲେଖା ଅଛି ଡିୟର ପ୍ରମୋଦ ଏଣ୍ଟାୟର ନେସନ ଇଜ ପ୍ରାଉଡ଼ ଅଫ ୟୁ। କିପ ସାଇନି॥
ଋଷିଆର ପର୍ମ ଷ୍ଟେଟ୍ ୟୁନିଭର୍ସିଟି(Perm State University)ରେ ଜଣେ ବନ୍ଧୁକଧାରୀର ଆଖୁବୁଜା ଗୁଳିମାଡ଼ରେ ୮ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଏଥିରେ ୧୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣକାରୀର ନାଁ ତିମୁର ବେକ୍ମାଂସୁରୋଭ ବୋଲି ଜଣାପଡ଼ିଛି। ଆକ୍ରମଣ ପଛରେ ତାଙ୍କର...
ୟୁଏଇରେ ୧୯ ସେପ୍ଟେମ୍ବରରୁ ଇଣ୍ଡିଆନ୍ ପ୍ରିମିୟର ଲିଗ୍ ୨୦୨୧ର ୧୪ ତମ ସଂସ୍କରଣର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇସାରିଛି । ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ମ୍ୟାଚ୍ ଚେନ୍ନାଇ ସୁପର କିଙ୍ଗସ୍ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା ।
ଆଇପିଏଲ୍ ୨୦୨୧ର ଦ୍ୱିତୀୟ ସଂସ୍କରଣର ପ୍ରଥମ ମ୍ୟାଚ୍ରେ ଆରମ୍ଭରୁ ଜବରଦସ୍ତ ପ୍ରଦର୍ଶନ କରିଥିଲା ମୁମ୍ବାଇ । ହେଲେ କିଛି ସମୟ ପରେ ଦଳର ସ୍ଥିତି ବିଗିଡ଼ିଗଲା । ସ୍କୋର ଆଖିଦୃଶିଆ ନଥିଲା କି ଅଧିକ ବଲ୍ ନଥିଲା ।
ମାଆ ରୋଗିଣା ହୋଇଗଲା ବୋଲି ଜଙ୍ଗଲରେ ଛାଡ଼ିଦେଲା ସନ୍ତାନ । ଭୁଲିଗଲା ନିଜ ମାଆର ମମତା । କେତେ ଅଝଟ ସହିଥିଲା ସେହି ମାଆ । ହେଲେ ଆଜି ସାମାନ୍ୟ ରୋଗ ପାଇଁ ମାଆର ମମତାକୁ ଭୁଲି, ଜଙ୍ଗଲରେ ଛାଡ଼ିଦେଲା ନିଷ୍ଠୁର ସନ୍ତାନ ।
ଆମେରିକାର ଇଣ୍ଡିଆନାରେ ଥିବା ପର୍ଜ୍ୟୁ ୟୁନିଭରସିଟି ଲ୍ୟାବରେ ପ୍ରସ୍ତୁତ ହୋଇଛି ଏକ ନିଆରା ଧଳା ରଙ୍ଗ । ଏହା ଏମିତି ଏକ ଧଳା ରଙ୍ଗ ଯାହାର ଅନେକ ଗୁଣବତ୍ତା ରହିଛି ।
କୋଟିଆରେ ଆନ୍ଧ୍ରପ୍ରଦେଶ କରାଇଥିବା ନିର୍ବାଚନର ଫଳାଫଳ ଘୋଷଣା ହୋଇଛି । ଗଞ୍ଜେଇପଦର ପଞ୍ଚାୟତ ପାଇଁ ହୋଇଥିବା ନିର୍ବାଚନରେ YSR କଂଗ୍ରେସର ପ୍ରାର୍ଥୀ ମାଜି ଆପ୍ପାଲମ୍ମା ବିଜୟୀ ହୋଇଛନ୍ତି ।
ଆସନ୍ତା ଶିକ୍ଷା ବର୍ଷରୁ ଓଡ଼ିଆରେ ପଢାଯିବ ଇଞ୍ଜିନିୟରିଂ ଶିକ୍ଷା । ଏନେଇ AICTE ପକ୍ଷରୁ ମିଳିଛି ଗ୍ରୀନ୍ ସିଗନାଲ୍ । ନିକଟରେ ଅଲ୍ ଇଣ୍ଡିଆ କାଉନ୍ସିଲ୍ ଫର୍ ଟେକ୍ନିକାଲ ଏଜୁକେସନ, AICTE ଏବଂ ରାଜ୍ୟ ଭିତରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।
ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କ ଉତ୍ତରାଖଣ୍ଡ ଗସ୍ତ ରାଜନୀତିକୁ ଆହୁରି ଉଷ୍ମତା ଦେଇଛି । କାରଣ, ଆଜି କେଜ୍ରିୱାଲ ଏକ ସାମ୍ବାଦିକ ସମ୍ମିଳରେ ବଡ଼ ଘୋଷଣା କରିଛନ୍ତି ।
ରାଜଧାନୀରେ ଡ୍ରେନ୍ ପାଣିରେ ଭାସିଗଲେ ଛାତ୍ର। ଭୁବନେଶ୍ୱର ଶିରିପୁର ଶତାଦ୍ଦୀନଗର ବ୍ୟାଙ୍କ କଲୋନୀରେ ଜଣେ ୧୫ ବର୍ଷୀୟ ଛାତ୍ର ଡ୍ରେନ ପାଣିରେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି। ପ୍ରବଳ ବର୍ଷାରେ ଖୋଲା ଡ୍ରେନ୍ ପାଣିରେ ଛାତ୍ର ଜଣକ ଭାସି ଯାଇଛନ୍ତି।
ବାଜି ମାରିଲେ ସୁଖଜିନ୍ଦର ରନ୍ଧାଓ୍ୱା । ସେ ହୋଇପାରନ୍ତି ପଂଜାବର ନୂଆ ମୁଖ୍ୟମନ୍ତ୍ରୀ । ବିଧାୟକ ଦଳ ବୈଠକରେ ରନ୍ଧାଓ୍ୱାଙ୍କ ନାଁରେ ମୋହର ବାଜିଥିବା ଜଣାପଡ଼ିଛି । ଏହା ପରେ ଅନୁମୋଦନ ପାଇଁ ହାଇକମାଣ୍ଡଙ୍କ ପାଖକୁ ପଠାଯାଇଛି ରନ୍ଧାଓ୍ୱାଙ୍କ ନାଁ ।
ଚାନ୍ଦିପୁର ଗୁପ୍ତଚରଙ୍କୁ ଘାଣ୍ଟିବ କ୍ରାଇମବ୍ରାଞ୍ଚ । କଟକରେ କରିବ ମାରାଥନ୍ ଜେରା । ୭ଦିନ ଧରି ୫ ଜଣଙ୍କଠୁ ପ୍ରତିରକ୍ଷା ସମ୍ପର୍କିତ ତଥ୍ୟ ସଉଦାର ସତ୍ୟ ଉଗାଳିବ । ଏଥିପାଇଁ ବାଲେଶ୍ୱରରୁ କଡ଼ା ସୁରକ୍ଷା ଭିତରେ ସିଧାସଳଖ କଟକ ଧରି ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍ ।
ଗତ ଦୁଇ ଦିନ ଧରି ଲଗାଣ ବର୍ଷା ଫଳରେ ପଶ୍ଚିମବଙ୍ଗର ଅନେକ ଅଞ୍ଚଲରେ ପ୍ରବଳ ବନ୍ୟା । ବିଶେଷ କରି ପୂର୍ବ ଓ ପଶ୍ଚିମ ମେଦିନାପୁର ଜିଲ୍ଲାରେ ବନ୍ୟାର ସ୍ଥିତି ଗମ୍ଭୀର ରହିଛି । ଦୁଇ ଜିଲ୍ଲାର ବିସ୍ତୃତ ଅଞ୍ଚଳ ଜଳବନ୍ଦୀ ହୋଇଥିବାରୁ ସେଠରେ ତିନି ଲକ୍ଷରୁ ଅଧିକ...
ସାବଧାନ ! ଆପଣଙ୍କ ଅଜାଣତରେ ଆପଣଙ୍କ ମୋବାଇଲ୍ ନମ୍ବର ଚୋରି ହୋଇଯାଇ ନାହିଁ ତ ? ଆପଣଙ୍କ ମୋବାଇଲ୍ ନମ୍ବର ଗୋଟିଏ ଟେଲିକମ୍ କଂପାନୀରୁ ଅନ୍ୟ ଟେଲିକମ୍ କମ୍ପାନୀରେ ପଞ୍ଜୀକୃତ ହୋଇନି ତ ?