• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

farmer suicide
ଚାଷ କ୍ଷତି ପାଇଁ ଚାଷୀଙ୍କ ଆତ୍ମହତ୍ୟା !

ବର୍ଷା ଅଭାବରୁ ମରୁଡ଼ି ହେତୁ ଚାଷୀଙ୍କ ଆତ୍ମହତ୍ୟା ଅଭିଯୋଗ। ବଲାଙ୍ଗିର ତୁରେଇକେଲା ବ୍ଲକ କାଦୋବେରା ଗାଁର ଚାଷୀଙ୍କ ଆତ୍ମହତ୍ୟା।

clash
ମାଛଧରାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ମାଛଧରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ। କୃଷ୍ଣପ୍ରସାଦ ଝାରକଟା ଗାଁରେ ହୋଇଛି ସଂଘର୍ଷ। ପରସ୍ପର ମଧ୍ୟରେ ଲାଠି ମାଡ଼ରେ ୧୦ରୁ ଅଧିକ ଆହତ।

ouat
ଓୟୁଏଟି ଭିସି ଅଫିସରେ ତାଲା

ଓୟୁଏଟି ଭିସି ଅଫିସରେ ତାଲା। ପରୀକ୍ଷା ବିଳମ୍ବକୁ ବିରୋଧ,ଏବେ ବି କିଛି ପିଲା କରୋନା ସଂକ୍ରମିତ ତେବେ ଅଫଲାଇନ ନୁହେଁ ବରଂ ଅନଲାଇନ ପରୀକ୍ଷା ଦାବି କଲେ ଛାତ୍ରଛାତ୍ରୀ।

spinning mall
ଦେଖୁ ଦେଖୁ ଜଳି ଗଲା ସ୍ପିନିଂ ମିଲ

ଆନ୍ଧ୍ରପ୍ରଦେଶର କ୍ରିଷ୍ଣା ଜିଲ୍ଲା ବିଜୟଓ୍ୱାଡ଼ା ନିକଟ ଗ୍ୟାନଭରମ ସ୍ପେଶାଲ ଇକୋନୋମିକ ଜୋନରେ ଥିବା ଏକ ସ୍ପିନିଂ ମିଲରେ ଭୟାବହ ଅଗ୍ନିକାଣ୍ଡ୍। ବିଦ୍ୟୁତ୍ ସଟ୍ ସର୍କିଟ କାରଣରୁ ନିଆଁ ଲାଗିଥିବାର ସୂଚନା।

Sura Routray
ସୁରଙ୍କ ତେରେଛା ବାଣ

ସୁରଙ୍କ ତେରେଛା ବାଣ। ୫% ଭୋଟ ପାଇଁ ମାନସ ଦାସକୁ ପୁରେଇ ଦେଲେ ନବୀନ। ନିର୍ବାଚନ ଆସିବା କାରଣରୁ ମାନସ ଦାସଙ୍କୁ ଗିରଫ କରାଗଲା ବୋଲି କହିଲେ ସୁର।

Rakul Preet Singh
ଡ୍ରଗ୍ସ ମାମଲାରେ ଜେରା ହେଲେ ଅଭିନେତ୍ରୀ ରକୁଲପ୍ରୀତ

ଡ୍ରଗ୍ସ ମାମଲାରେ ଜେରା ହେଲେ ଅଭିନେତ୍ରୀ ରକୁଲପ୍ରୀତ। ୨୦୧୭ ହାଇପ୍ରୋଫାଇଲ୍ ଡ୍ରଗ୍ସ ଓ ମନି ଲଣ୍ଡରିଂ ମାମଲା। ହାଇଦ୍ରାବାଦ୍ ଇଡି ଅଫିସରେ ହେଲେ ହାଜର। ନାରକୋଟିକ୍ସ ତଦନ୍ତ ବ୍ୟୁରୋ ଦ୍ୱାରା ପଚରାଉଚରା।

siddharth sukla
ଆଜି ସିଦ୍ଧାର୍ଥ ଶୁକ୍ଳାଙ୍କର ଅନ୍ତିମ ସଂସ୍କାର

ଲୋକପ୍ରିୟ ଅଭିନେତା ତଥା ବିଗ୍‌ବସ -୧୩ର ବିଜେତା ସିଦ୍ଧାର୍ଥ ଶୁକ୍ଳାଙ୍କର ଗତକାଲି ଦେହାନ୍ତ ହୋଇଯାଇଛି । ଆଜି ତାଙ୍କ ମର ଶରୀରର ଅନ୍ତିମ ସଂସ୍କାର କରାଯିବ।

BJP Team At Balangir
ମରୁଡ଼ିର ବାସ୍ତବ ସ୍ଥିତି ଅନୁଧ୍ୟାନ ପାଇଁ ଗ୍ରାଉଣ୍ଡ ଜିରୋରେ BJP

ରାଜ୍ୟରେ ବର୍ଷା ଅଭାବ । ଜମି ଫାଟି ଆଁ କଲାଣି । ଚାଷୀ ମୁଣ୍ଡରେ ହାତ ଦେଲେଣି । ମରୁଡ଼ି ଭୟରେ ଚାଷୀଙ୍କ ଆଖିରୁ ଲୁହ ଶୁଖୁନି । ସେପଟେ ଏମିତି ବି ଖବର ରହିଛି ଚାଷୀ ଚାଷରେ କ୍ଷତି ଯୋଗୁଁ ଜୀବନ ହାରିଲେଣି ।

Bus Accident
ବସ୍ ଡ୍ରାଇଭରଙ୍କ ମାନବିକତା, ଦୁର୍ଘଟଣାସ୍ଥଳରୁ ଚମ୍ପଟ ନମାରି ରକ୍ଷା କଲେ ଯାତ୍ରୀଙ୍କ ଜୀବନ

ବସ୍ ଡ୍ରାଇଭରଙ୍କ ମାନବିକତା । ସାଧାରଣତଃ ବସ୍‌ ଦୁର୍ଘଟଣା ହେବା ମାତ୍ରେ, ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥାଏ । କାରଣ ତା ମନରେ ଭୟ ଥାଏ, ଦୁର୍ଘଟଣା ଯୋଗୁଁ ବସ୍ ଯାତ୍ରୀ ହୁଅନ୍ତୁ କିମ୍ବା ସ୍ଥାନୀୟ ଲୋକ, ପ୍ରଥମେ ଚାଳକକୁ ହିଁ ଦୋଷ ଦେଇଥାନ୍ତି ।

Dibya Shankar Mishra
ରାଜ୍ୟରେ ଶ୍ରମିକ ଅଭାବ, ବନ୍ଦ ହୋଇଗଲା ୭ଟି ଶିଳ୍ପ ସଂସ୍ଥା

ଶ୍ରମିକ ଅଭାବ ଯୋଗୁଁ ବନ୍ଦ ହୋଇଛି ରାଜ୍ୟର ୭ଟି ଶିଳ୍ପ ସଂସ୍ଥା । ଏନେଇ ଆଜି ବିଧାନସଭାରେ ପଚରାଯାଇଥିବା ପ୍ରଶ୍ନର ଉତ୍ତର ରଖିଛନ୍ତି ଶିଳ୍ପ ମନ୍ତ୍ରୀ କ୍ୟାପ୍ଟେନ୍‌ ଦିବ୍ୟଶଙ୍କର ମିଶ୍ର । ରାଜ୍ୟର ବୃହତ ଶିଳ୍ପରେ ଶ୍ରମିକ ସମସ୍ୟା ଥିବାରୁ ଉତ୍ପାଦନ ବନ୍ଦ କରାଯାଇଥିବା ସେ କହିଛନ୍ତି ା 

Festival Restriction
ଥମିନି ଦ୍ୱିତୀୟ ଲହର, ଟଳିନି ମହାମାରୀ ଡର ! ପାଖେଇ ଆସୁଛି ପାର୍ବଣ, ଭିଡ଼ କରିବାକୁ ବାରଣ

ଥମିନି ଦ୍ୱିତୀୟ ଲହର, ଟଳିନି ମହାମାରୀ ଡର । ପାଖେଇ ଆସୁଛି ପାର୍ବଣ, ଭିଡ଼ କରିବାକୁ ବାରଣ ।  ଆଗକୁ ଆସୁଛି ଗଣେଶ ପୂଜା, ଦଶହରା ଏବଂ ଦୀପାବଳି ଭଳି ପର୍ବ । ତେଣୁ ପୂଜା ଋତୁରେ କରୋନାର ଦୃତ ସଂକ୍ରମଣ ରୋକିବାକୁ ଦେଶବାସୀଙ୍କୁ ଆଗୁଆ ସତର୍କ କରାଇଛି...

farmer Suicide
ନିଅଣ୍ଟିଆ ବର୍ଷା ଦାଉରେ ମାଟି ଫାଟି ଆଁ, ଚାଷୀର ଭାତହାଣ୍ଡି ଶୁଖିଲା ପଡ଼ିଛି

ନିଅଣ୍ଟିଆ ବର୍ଷା ଦାଉରେ ମାଟି ଫାଟି ଆଁ । ଚାଷୀର ଭାତହାଣ୍ଡି ଆଜି ଶୁଖିଲା ପଡ଼ିଛି । କେଉଁଠି ଧାନଗଛ ହଳଦିଆ ପଡ଼ିଗଲାଣି ତ ଆଉ କେଉଁଠି ଗୋରୁ ଚରିଲେଣି ଧାନ କ୍ଷେତରେ । ଆସନ୍ନ ମରୁଡ଼ିର ଚିତ୍ର ବୟାନ କରୁଛି ବଲାଙ୍ଗିର ଜିଲ୍ଲାର ଅନେକ ଚାଷ ଜମି ।...

City Bus
ରାସ୍ତାରେ ଚଲାଇଲେନି, ପଡ଼ି ପଡ଼ି ଖତ ହେଲା ! ତା’ପରେ ୧୨୧ ବସ୍‌କୁ କବାଡ଼ିଆରେ ବିକି ଦେଲେ

୧୨୧ ସିଟି ବସ୍‌କୁ ବିକି ଦେଲା କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ ବା କ୍ରୁଟ୍ । ଏସବୁ ବସ୍କୁ ଏକ ସ୍କ୍ରାପେଜ୍ ସଂସ୍ଥାକୁ ବିକ୍ରି କରି ଦେଇଥିବା ଜଣାପଡିଛି । ଭୁବନେଶ୍ୱର-ପୁରୀ ସିଟି ବସ୍ ସେବା ପାଇଁ ୨୦୧୦ ମସିହାରେ JNNURM ଅଧୀନରେ ଏହି ବସ କିଣାଯାଇଥିଲା ।

Farmer Suicide
ବର୍ଷା ଅଭାବ, ଚାଷରେ କ୍ଷତି ! ବିଷ ପିଇ ଆତ୍ମହତ୍ୟା କଲେ ଚାଷୀ

ପୁଣି ଜଣେ ଚାଷୀଙ୍କ ଆତ୍ମହତ୍ୟା । ଚାଷରେ କ୍ଷତି ପାଇଁ ଜୀବନ ହାରିଲେ ଚାଷୀ । ବଲାଙ୍ଗିର ତୁରେଇକେଲା ବ୍ଲକ କାଦୋବେରା ଗାଁରୁ ଆସିଛି ଏଭଳି ଖବର । ଏହି ଗାଁର ଚାଷୀ ରେଚକା ବନ୍‌ଛୋର ଗତକାଲି ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।

Manas Das
ମାନସ ଦାସଙ୍କୁ ରିମାଣ୍ଡରେ ନେବାକୁ ଖୋର୍ଦ୍ଧା ପୋଲିସ କରୁଛି ଯୋଜନା

ମାନବବାଦ ସଂଗଠନର ମୁଖ୍ୟ ଓ ତାଙ୍କ ପୁଅ ଏବେ ଖୋର୍ଦ୍ଧା ଜେଲ୍‌ରେ । ସେମାନେ ବିଚାର ବିଭାଗୀୟ ହାଜତରେ ଅଛନ୍ତି । ଉଭୟଙ୍କୁ ରିମାଣ୍ଡରେ ନେଇପାରେ ଖୋର୍ଦ୍ଧା ପୋଲିସ ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Friday, 03 September 2021

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪

Fishing Cat
ଭାରତରେ ଶିକାରୀ ବିଲେଇ, ପାଣି ଭିତରେ ପଶି କରୁଛି ଶିକାର

ଦେଖିବାକୁ ଅବିକଳ ଚିତାବାଘ ଭଳି । ହେଲେ ସେ ବାଘ ନୁହେଁ, ବିଲେଇ । ଖାଲି ବିଲେଇ ନୁହେଁ ତାକୁ ଶିକାରୀ ବିଲେଇ କୁହାଯାଏ । ନଦୀରେ ପାଣି ଭିତରେ ପଶି ଶିକାର କରୁଥିବାବେଳେ କ୍ୟାମେରାରେ କଏଦ ହେଲା ଏହି ଶିକାରୀ ବିଲେଇର ଦୃଶ୍ୟ ।

Panjshir
ପଞ୍ଜଶିର ଦଖଲ ନେଇ ନାକେଦମ୍‌ ହେଲାଣି ତାଲିବାନ, ଗଲାଣି ଶହଶହ ତାଲିବାନୀଙ୍କ ଜୀବନ

ତାଲିବାନ୍ ପାଇଁ ମିଶନ ପଞ୍ଜଶିର । ପ୍ରତିରୋଧ ଓ ପ୍ରତିବନ୍ଧକର ଶେଷଗଡ଼ରେ ଘମାଘୋଟ ଲଢ଼େଇ । ଆଫଗାନିସ୍ତାନ ମାନଚିତ୍ରରେ ଇଏ ସେହି ପଞ୍ଜଶିର ଘାଟି ଯେଉଁଠି ଶତ୍ରୁ ପ୍ରବେଶ କରିବାକୁ ବି ଭୟ କରିଥାଏ ।

Supreme Court
ୱେବ୍‌ ପୋର୍ଟାଲ ଉପରେ ସୁପ୍ରିମ୍‌କୋର୍ଟ ଖପ୍ପା ! ମନଇଚ୍ଛା ଖବର ପ୍ରସାରଣ, ଦେଶକୁ ବଦ୍‌ନାମ କରିଥାନ୍ତା

ନୂଆଦିଲ୍ଲୀରେ ଗତବର୍ଷ ହୋଇଥିବା ତବଲିଗି ଜମାତ ଯୋଗୁଁ କରୋନା ସଂକ୍ରମଣ ବୃଦ୍ଧି ସଂପର୍କିତ ଏକ ମାମଲାର ଶୁଣାଣି ବେଳେ ୱେବ୍ ପୋର୍ଟାଲରେ ସମ୍ବାଦ ପରିବେଷଣ ଶୈଳୀକୁ ତୀବ୍ର ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟ ।

Delhi Rain
ନୟାନ୍ତ କଲାଣି ବର୍ଷା, ଯୁଆଡ଼େ ଦେଖିବ ଖାଲି ପାଣି ଆଉ ପାଣି

ଦିଲ୍ଲୀବାସୀଙ୍କୁ ନୟାନ୍ତ କଲାଣି ବର୍ଷା । ଯୁଆଡ଼େ ଦେଖିବ ଖାଲି ପାଣି ଆଉ ପାଣି । ଦିଲ୍ଲୀର ଅଧିକାଂଶ ସହର ଏବେ ଜଳାର୍ଣ୍ଣବ । ଗତ ଦୁଇଦିନ ଧରି ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ପରେ ଅନେକ ସ୍ଥାନରେ ପାଣି ଜମି ରହି କୃତ୍ରିମ ବନ୍ୟା...

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।