• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Ration Card
ରାଜ୍ୟରେ ମାଳ ମାଳ ଭୂତ ରାସନ କାର୍ଡ ହିତାଧିକାରୀ

ଅଯୋଗ୍ୟ ହିତାଧିକାରୀଙ୍କ ନାଁ ତାଲିକାରୁ ଆପେ ଆପେ କଟିଯିବ। ମୃତକଙ୍କ ନାଁ କୁ ମଧ୍ୟ ତାଲିକାରୁ ବାଦ ଦିଆଯାଉଛି।

Kerala Tragedy
ଭ୍ରମଣ ସୁଖ ଭିତରେ ଲୁଚି ରହିଥିଲା ମରଣ ଯୋଗ

ୱାୟନାଡ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ହସ୍ପିଟାଲରେ ଆଇସିୟୁରେ ଚିକିତ୍ସାଧୀନ ।

Vigilance Raid
ଫାଇଲରେ ଦସ୍ତଖତ ହେଉ ଅବା ବିଲ୍ ପାସ୍, ସହକାରୀ ଯନ୍ତ୍ରୀ ମାଡାମଙ୍କର ଥିଲା ପୁଳା ପୁଳା ଡିମାଣ୍ଡ

ମହାନ୍ତିଙ୍କ ବିରୋଧରେ ଖୋଲିବାରେ ଲାଗିଛି ଅଭିଯୋଗର ଲମ୍ବା ଫର୍ଦ୍ଦ ।

Mamata Mahant
ନିର୍ବାଚନ ପରେ ବିଜୁ ଜନତା ଦଳକୁ ବଡ଼ ଧକ୍କା

ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ନିଜେ ସୂଚନା ଦେଇଛନ୍ତି ମମତା ମହାନ୍ତ ।

Polution
ପାଉଁଶ ପ୍ରଦୂଷଣରେ ଘାଣ୍ଟି ହେଉଛି ସମ୍ବଲପୁର-ଝାରସୁଗୁଡ଼ା !

ରାସ୍ତା କଡ଼, ବିଲବାଡ଼ିରେ ଗଦା ହୋଇଛି ପାଉଁଶ । ନିର୍ଦ୍ଧାରିତ ଡମ୍ପିଂ ସ୍ଥାନରେ ପାଉଁଶ ପଡୁନଥିବା ଅଭିଯୋଗ ।

Ayushman
ହଜିଯିବ BSKY ! ଆସିବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍କିମ୍

ନବୀନ ସରକାରରେ ୨୦୧୮ ଅଗଷ୍ଟ ୧୫ରେ ଆରମ୍ଭ ହୋଇଥିବା BSKY ବଦଳରେ କିଭଳି ଲାଗୁହେବ ଦୁଇ ଦୁଇଟି ଯୋଜନା ? କେଉଁ ହିତାଧିକାରୀ କେଉଁ ଯୋଜନାରେ ଅନ୍ତର୍ଭୁକ୍ତ ହେବେ? ଉଭୟ ଯୋଜନାର ହିତାଧିକାରୀଙ୍କୁ ମିଳିବ ତ’ ସମାନ ଫାଇଦା ? ଏବେ ଲୋକଙ୍କ ମନରେ ଏହି ପ୍ରଶ୍ନ।

Ration Card
ସରକାରଙ୍କ ସ୍କାନରରେ ଭୂତ ରାସନକାର୍ଡଧାରୀ, ବାଦ୍ ପଡ଼ିବେ ୧୬ ଲକ୍ଷ..!

ଯଦି ଏବେ ସେମିତି କେହି ଦୁର୍ନୀତି କରନ୍ତି ସେମାନଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ।  ଯାହାକୁ ନେଇ ରାଜନୈତିକ ବୟାନ ବାଜି ଜୋର୍ ଧରିଛି। 

MOhan Majhi
ରାଜ୍ୟ ବଜେଟ୍ ‘ନେମ୍ ଚେଞ୍ଜର୍ ନୁହଁ, ଗେମ୍ ଚେଞ୍ଜର୍’ କହିଲେ ମୁଖ୍ୟମନ୍ତ୍ରୀ

ବରପୁତ୍ର ମାନଙ୍କୁ ଆମେ ସମ୍ମାନ ଦେଉ। କେବଳ ଜଣଙ୍କ ନାଁରେ ବହୁ ଯୋଜନା କରିଦେଲେ ଓଡ଼ିଆ ଅସ୍ମିତା ପଛରେ ପଡ଼ିଯିବ।

Train Accident
ହାୱଡା-ମୁମ୍ବାଇ ମେଲ୍ ଦୁର୍ଘଟଣା ନେଇଛି ୨ ଓଡ଼ିଆଙ୍କ ଜୀବନ

ଓଡ଼ିଶା ସୀମାନ୍ତ ଝାଡଖଣ୍ଡର ରାଜଖରସୁଆଁରେ ଭୋର ୩ଟା ୪୫ମିନିଟରେ ଲାଇନଚ୍ୟୁତ ହୋଇଥିଲା ହାୱଡା-ମୁମ୍ବାଇ ମେଲ୍ ।

Crime
ପୁଅ ଡ୍ରଗ୍ସ ମାମଲାରେ ଫସିଛି, ତାକୁ ଛାଡିବା ପାଇଁ ୫୦ ହଜାର ଟଙ୍କା ଦିଅନ୍ତୁ

୨୭ତାରିଖ ଦିନ ୧୦ଟା ୪୫ମିନିଟ ସମୟରେ ଏକ ଅଜଣା ନମ୍ବରରୁ ତାଙ୍କ ମୋବାଇକୁ ଫୋନ କଲ ଆସିଥିଲା।

School Bus
ଗାଡ଼ିର ପରମିଟ୍, ଇନସୁରାନ୍ସ, ଟ୍ୟାକ୍ସ ଆଦି ସବୁ ଦସ୍ତାବିଜ୍‌ର କରାଯାଉଛି ଯାଞ୍ଚ

ସୁନ୍ଦରଗଡ଼ ସହରରେ ଏକ ଯାତ୍ରୀବାହୀ ବସ ବେଅ।ଇନ ଭାବେ ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ବେଳେ ପରିବହନ ବିଭାଗର ଅଧିକାରୀ ହାତରେ ଧରାପଡିଛି ।

Special Drive
ଜୁଭେନାଇଲ୍ ଡ୍ରାଇଭିଂ ସହ ନିୟମ ଖିଲାପକାରୀ ଗାଡ଼ିଙ୍କୁ ଧରିବାକୁ ରାଜ୍ୟ ପରିବହନ ବିଭାଗ

ସୁନ୍ଦରଗଡ଼ରେ ଏକ ବସ୍‌କୁ ହୋଇଛି ୧ ଲକ୍ଷ ୨୨ ହଜାର ଟଙ୍କାର ଫାଇନ୍ ।

Wayanad Landslides
କେରଳରେ ପୁଣି ବିପର୍ଯ୍ୟୟର କରାଳ ତାଣ୍ଡବ

ବିପର୍ଯ୍ୟୟ ପ୍ରସଙ୍ଗରେ କେରଳ ମୁଖ୍ୟମନ୍ତ୍ରୀଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

IPS Rajesh Pandit Suspend
ସିନିୟର IPS ଅଫିସର ପଣ୍ଡିତ ରାଜେଶ ଉତ୍ତମରାଓ ଓରଫ୍ ରାଜେଶ ପଣ୍ଡିତ ଚାକିରିରୁ ସସପେଣ୍ଡ

ଗତ ଶନିବାର ଅର୍ଥାତ ଜୁଲାଇ ୨୭ ତାରିଖ ରାତିରେ କ୍ୟାପିଟାଲ୍ ଥାନା ଅଞ୍ଚଳରେ ଘଟିଥିବା ଏକ ଘଟଣା ପାଇଁ ନିଆଯାଇଛି ଆକ୍ସନ।

Illegal Apartments
ରାଜ୍ୟର ବିଭିନ୍ନ ସହରରେ ବେଆଇନ୍ ଭାବେ ଗଢି ଉଠିଛି ଶତାଧିକ ଆପାର୍ଟମେଣ୍ଟ

ବିଧାନସଭାରେ ଆଖି ଖୋସିଦେଲା ଭଳି ତଥ୍ୟ ରଖିଛନ୍ତି ଖୋଦ୍ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ।

Odisha Politics
ପିଇବା ପାଣି ସମସ୍ୟା ନେଇ ବିଧାନସଭାରେ ଶାସକ, ବିରୋଧୀ ସ୍ୱର ଏକ୍

ଆଜି ଗୃହ ଆରମ୍ଭରୁ ପାନୀୟ ଜଳ ସମସ୍ୟା ସଂପର୍କିତ ଏକ ପ୍ରଶ୍ନକୁ ନେଇ ଗଭୀର ଉଦବେଗ ପ୍ରକାଶ କରିଥିଲେ ବିଧାୟକମାନେ। 

Crime
‘ପୁଅ ଡ୍ରଗ୍ସ ମାମଲାରେ ଫସିଛି.. ତାକୁ ଛାଡିବା ପାଇଁ ୫୦ ହଜାର ଟଙ୍କା ଦିଅନ୍ତୁ !’

ଜଣେ ଶିକ୍ଷକଙ୍କୁ ଠକିଦେଲା ଠକ ନକଲି ସିବିଆଇ ଅଧିକାରୀ ।

Odisha Politics
ପିଇବା ପାଣିକୁ ନେଇ ବିଧାନସଭାରେ ତାତି, ଗୋଟିଏ ଘାଟରେ ଶାସକ-ବିରୋଧୀ..!

୨୪ ବର୍ଷ ବିଜେଡି ସରକାରର ଗୁମର ଫିଟାଇ ନିଶାନା । ଡିସେମ୍ବର ୨୦୨୫ ସୁଦ୍ଧା ସବୁ ଘରକୁ ପାଣି-ପଞ୍ଚାୟତିରାଜ ମନ୍ତ୍ରୀ ।

IPS Rajesh Pandit Suspend
‘ପୋଲିସ ସେବା ଆଇନ ଉଲ୍ଲଙ୍ଘନ, କ୍ଷମତାର ଅପବ୍ୟବହାର’, IPS ରାଜେଶ ପଣ୍ଡିତ ସସପେଣ୍ଡ

ଶନିବାର ରାତିରେ କ’ଣ ଥିଲା ଅସଲ ଘଟଣା, ବଢ଼ିଲା ଚର୍ଚ୍ଚା । RTI କର୍ମୀଙ୍କ ପିଟିସନ ପରେ ଶନିବାର ଘଟଣାକୁ ନେଇ ବଢ଼ିଲା ଚର୍ଚ୍ଚା ।

Keral Land Slide
ୱାଏନାଡ ଭୂସ୍ଖଳନରେ ୧୦୦ ଟପିଲାଣି ମୃତ୍ୟୁସଂଖ୍ୟା

ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।