ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା । ସୌମ୍ୟଙ୍କ କ୍ୱାର୍ଟର୍ସ ହିଁ କ୍ରାଇମସ୍ପଟ ବୋଲି କହିଲେ ଡିଆଇଜି । ସେ ଆହୁରି କହିଛନ୍ତି ଘଟଣା ସ୍ଥଳ ପରିଦର୍ଶନ କଲି, ଏଠାରେ ଜଳିବାର ଚିହ୍ନ ରହିଛି ।
ରଥ ରଜ୍ଜୁ କାନ୍ଧରେ ଯେତେବେଳେ ଆନନ୍ଦ ଲାଗିବନି । ସେଇଥି ପାଇଁ ତ ଖାତିର ନଥିଲା ଡହ ଡହ ଖରାକୁ କି ଡର ନଥିଲା ମୂଷଳ ଧାରାର ବର୍ଷାକୁ । ରଜ୍ଜୁ ଟାଣୁଥିଲେ, ରଥ ଗଡୁଥିଲା ।
ପେଗାସସ୍ କେଳେଙ୍କାରୀ ଅଭିଯୋଗର ତଦନ୍ତ ପାଇଁ ମନ୍ତ୍ରୀସ୍ତରୀୟ ଟିମ୍ ଗଠନ କରିଛି ଇସ୍ରାଏଲ୍ । ଇସ୍ରାଏଲି କଂପାନୀ NSO ଗ୍ରୁପ୍ ଦ୍ୱାରା ନିର୍ମିତ ପେଗାସସ୍ ସ୍ପାଏଓୟାର ବିଶ୍ୱସ୍ତରରେ ଦୁରୁପଯୋଗ ହୋଇଥିବା ଅଭିଯୋଗ ଉଠିବା ପରେ ଇସ୍ରାଏଲ୍ ସରକାର ଏହି ପଦକ୍ଷେପ ନେଇଛନ୍ତି ।
ରାଜ୍ୟରେ କମୁଛି, ହେଲେ ଭୁବନେଶ୍ୱର ଓ କଟକରେ ଚିନ୍ତାଜନକ ସ୍ଥିତିରେ କରୋନା । ବିଶେଷ କରି ଆଇସିୟୁ ଓ ଭେଣ୍ଟିଲେଟରରେ ଥିବା ଆକ୍ରାନ୍ତଙ୍କ ସଂଖ୍ୟା ଯଥେଷ୍ଟ ଅଧିକ ରହିଛି ।
ଆଇସିଏମ୍ର୍ ଡିଜିଙ୍କ ପରାମର୍ଶ ପରେ, ପ୍ରାଥମିକ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେବେ କି ସରକାର ? ଚତୁର୍ଥ ସେରୋ ସର୍ଭେ ରିପୋର୍ଟ ଅନୁସାରେ, ବୟସ୍କଙ୍କଠାରୁ ପିଲାମାନଙ୍କର ରୋଗ ପ୍ରତିରୋଧକ ଶକ୍ତି ଅଧିକ ।
ସ୍ୱାମୀକୁ ଛାଡ଼ି ମୋତେ ବାହା ହେବାକୁ ପ୍ରସ୍ତାବ ଦେଲି । ମୁଣ୍ଡରେ ସିନ୍ଦୂର ଦେଲି । ରାଜି ନହେବାରୁ ଜୀବନ ନେଲି । ଭୁବନେଶ୍ୱର ଭୀମଟାଙ୍ଗି ପ୍ରିୟଙ୍କା ପ୍ରିୟଦର୍ଶିନୀ ହତ୍ୟା ମାମଲାରେ ପୋଲିସ ଆଗରେ ଏଭଳି ଚାଞ୍ଚଲ୍ୟକର ବୟାନ ରଖିଛି ଅଭିଯୁକ୍ତ ଜଗନ୍ନାଥ ପ୍ରଧାନ ।
ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ମାମଲାରେ ଯେତେ ଖୋଳିଲେ ସେତେ ବାହାରୁଛି । ଯେତିକି ବାହାରିଲେ ସେତିକି ସସ୍ପେନ୍ସ ବଢୁଛି । ଆଜି ପୁଣି ସାମ୍ନାକୁ ଆସିଛି ଆଉ ଏକ ହାତଲେଖା ।
ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ଭାବେ ନବଜୋତ ସିଂ ସିଦ୍ଧୁ ମନୋନୀତ ହେବା ପରେ ସମର୍ଥକଙ୍କୁ ଭେଟି ଶକ୍ତି ପ୍ରଦର୍ଶନ କରିବାରେ ଲାଗିଛନ୍ତି । ଏହି କ୍ରମରେ ଆଜି ସିଦ୍ଧୁ ଅମୃତସର ବାସଭବନରେ ୬୨ ଜଣ ବିଧାୟକଙ୍କ ସହ ସାକ୍ଷାତ କରି ଆଲୋଚନା କରିଛନ୍ତି ।
ଦେଶରେ କୋଭିଡରେ ଅକ୍ସିଜେନ ଅଭାବରୁ କୌଣସି ବ୍ୟକ୍ତିଙ୍କ ଜୀବନ ଯାଇନାହିଁ । ଏନେଇ କେନ୍ଦ୍ର ସରକାର କହିବା ପରେ ଏବେ ସରକାରଙ୍କୁ ଘେରିଛନ୍ତି ବିରୋଧୀ ।
୨୬ରୁ ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ରାଜ୍ୟ ସରକାରଙ୍କ ଘୋଷଣା । ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ହଷ୍ଟେଲ ଖୋଲିବାକୁ ନିଷ୍ପତ୍ତି ।
୮ ଦିନ ହେବ ମୃତ୍ୟୁ ହେଲାଣି । ହେଲେ ଆଜି ଯାଏ ଆମ୍ବୁଲାନ୍ସରେ ପଡ଼ି ରହିଛି ଶବ । ତାମିଲନାଡୁରୁ ଶବ ଆମ୍ବୁଲାନ୍ସ ଯୋଗେ ଗାଁକୁ ଆସିବାର ତିନି ଦିନ ବିତିଲାଣି ହେଲେ ଏଯାଏ ସତ୍କାର ହୋଇପାରିନାହିଁ ।
ଜାତିଭିତ୍ତିକ ଜନଗଣନା ନେଇ କେନ୍ଦ୍ରକୁ ରାଜ୍ୟ ସରକାରଙ୍କ ଚିଠି ପ୍ରସଙ୍ଗରେ ବିଜେଡି ଜାତି ରାଜନୀତି ଚାହୁଁଛି ବୋଲି କହିଲେ ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ ।
ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଗର୍ଭାବତୀଙ୍କ ଟୀକାକରଣ । ବିଏମ୍ସିର ସମସ୍ତ ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ର ଓ ସରକାରୀ ହସ୍ପିଟାଲରେ ଗର୍ଭବତୀଙ୍କ ଟିକାକରଣ କରାଯାଉଛି । ଆଜିଠାରୁ ଏହି ଅଭିଯାନକୁ ବ୍ୟାପକ କରାଯାଇଛି ।
ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ଘରୁ ମିଳିଥିବା କାଗଜ ସମ୍ପର୍କରେ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଭାରତୀ । କାହାକୁ ଆକ୍ଷେପ କରି ଏମିତି ଲେଖିନାହାନ୍ତି ବୋଲି ସେ କହିଛନ୍ତି ।
ଆରମ୍ଭ ହେଲା ମହାପ୍ରଭୁଙ୍କ ସୁନାବେଶ ନୀତିକାନ୍ତି । ଶ୍ରୀକ୍ଷେତ୍ରରେ ରଥ ଉପରେ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜୀଉ । ମହଣ ମହଣ ସୁନାରେ ସଜେଇ ହେବେ ତିନି ଠାକୁର । ଅପରାହ୍ନରେ ସାରା ଜଗତ ଦେଖିବ ଚକାଆଖିର ସୁନାବେଶ । ଶ୍ରୀଜିଉଙ୍କ ଏହି ଅପରୂପ ବେଶ ଦେଖିବାକୁ ଶ୍ରଦ୍ଧାଳୁ...
ପୋଲିସ ଓ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ । ଅଗ୍ନିଶମ ସେବା, ପୁରୀ ମ୍ୟୁନିସିପାଲଟିକୁ ସମନ୍ୱୟ ନେଇ ପ୍ରଶଂସା । ପୁରୀର ଜନସାଧାରଣଙ୍କ ସହଯୋଗ ଓ ସଂଯମତା ଅତୁଳନୀୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଭକ୍ତଶୂନ୍ୟ ଘୋଷଯାତ୍ରା ଭଳି କ୍ରମାଗତ ଦ୍ୱିତୀୟ ଥର ପାଇଁ ସୁରୁଖୁରୁରେ ସରିଲା ବିନା ଭକ୍ତରେ ବାହୁଡ଼ାଯାତ୍ରା । ଜନ୍ମବେଦୀରେ ସବୁ ଲୀଳାଖେଳା ସାରି ଆଜି ନୀଳକନ୍ଦର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିଛନ୍ତି ମହାବାହୁ ।