• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

notes
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୧୧% ବଢ଼ିଲା ମହଙ୍ଗା ଭତ୍ତା

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା । କେନ୍ଦ୍ର ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା । DA-କୁ ୧୭%ରୁ ବଢ଼ାଇ ୨୮%କୁ କରିଛନ୍ତି କେନ୍ଦ୍ର ସରକାର । ଆଜି କେନ୍ଦ୍ର କ୍ୟାବିନେଟରେ ଏହି ୧୧% DA ବଢ଼ାଇବା ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।

BJP protest On Electric BILL
ବିଜୁଳି ଦର ବୃଦ୍ଧି ପ୍ରତିବାଦରେ ବିଜେପିର ଆନ୍ଦୋଳନ, ୭ ଦିନ ଯାଏଁ ଚାଲିବ

ବିଜୁଳି ଦର ବୃଦ୍ଧି ପ୍ରତିବାଦରେ ବିଜେପିର ଆନ୍ଦୋଳନ । ବିଦ୍ୟୁତ ଦରବୃଦ୍ଧି ଓ ଅଘୋଷିତ ବିଦ୍ୟୁତ କାଟ୍ ନେଇ ଆନ୍ଦୋଳନ ଆରମ୍ଭ କରିଛି ବିଜେପି । ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ସପ୍ତାହେ ବ୍ୟାପୀ ସବୁ ବିଦ୍ୟୁତ ଅଫିସ ଆଗରେ ଦଳ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି...

Ajay Bhalla
କୋଭିଡ୍ ଗାଇଡଲାଇନ କଡାକଡି ପାଳନ କରିବାକୁ କେନ୍ଦ୍ରରୁ ଆସିଲା କଡ଼ା ନିର୍ଦେଶ

କୋଭିଡ୍ ଗାଇଡଲାଇନ କଡାକଡି ପାଳନ କରିବାକୁ ସବୁ ରାଜ୍ୟର ମୁଖ୍ୟ ସଚିବଙ୍କୁ ଚିଠି ଲେଖିଲେ କେନ୍ଦ୍ର ଗୃହ ସଚିବ ଅଜୟ ଭାଲ୍ଲା । ଭିଡ଼ ନିୟନ୍ତ୍ରଣରେ ବିଫଳ ହେଲେ ସଂପୃକ୍ତ ଜିଲ୍ଲାର ଅଧିକାରୀ ଦାୟୀ ରହିବେ ବୋଲି ଚିଠିରେ କଡ଼ା ତାଗିଦ୍‌ କରାଯାଇଛି ।

Bidyabharati Panda
ପୋଡ଼ି ହୋଇ ବନ ସଂରକ୍ଷକଙ୍କ ମୃତ୍ୟୁ ଘଟଣା, ଦୁଇ ଦିନ ପରେ ମୁହଁ ଖୋଲିଲେ ପତ୍ନୀ

ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟ ରଂଜନ ମହାପାତ୍ରଙ୍କ କେମିତି ହେଲା ମୃତ୍ୟୁ ? ଅଘଟଣ ନା ଆତ୍ମହତ୍ୟା ନା ହତ୍ୟା ? ଗତ ଦୁଇ ଦିନ ଧରି ଏନେଇ ସନ୍ଦେହ ଘନିଭୂତ ହେଉଥିବା ବେଳେ ଏବେ ମୁହଁ ଖୋଲିଛନ୍ତି ସୌମ୍ୟଙ୍କ ପତ୍ନୀ

mask
ଏଣିକି ଦକ୍ଷିଣ କୋରିଆରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନୁହେଁ, ନିର୍ଭୟରେ ବୁଲିପାରିବେ ଲୋକ

ସିଓଲ୍: ସାରା ବିଶ୍ୱରେ କରାେନା ମହାମାରୀ  କାୟା ବିସ୍ତାର କରି ରଖିଥିବା ବେଳେ ସମସ୍ତଙ୍କୁ ମାସ୍କ ଓ ସାମାଜିକ ଦୂରତା ରକ୍ଷା କରିବାକୁ ପରାମର୍ଶ ଦିଆଯାଉଛି । କିନ୍ତୁ ଏଭଳି ପରିସ୍ଥିତିରେ ମଧ୍ୟ ଦକ୍ଷିଣ କୋରିଆବାସୀଙ୍କୁ ମାସ୍କ ପ୍ରତି ଗରୁତ୍ୱ ନଦେବାକୁ କୁହାଯାଉଛି । ଦକ୍ଷିଣ କୋରିଆବାସୀଙ୍କ ପାଇଁ...

corona-vaccine
ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ କରୋନା ଟିକା ନେଇଥିବା ବ୍ୟକ୍ତିଙ୍କ ଦେହାନ୍ତ

ଲଣ୍ଡନ: ସାରା ବିଶ୍ୱରେ କରୋନା ମହାମାରୀ ହାହାକାର ପରିସ୍ଥିତି ସୃଷ୍ଟି କରିଥିବା ବେଳେ, ଲୋକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଥିଲା ଯେତେବେଳେ ଟିକା ଆସିଥିଲା । ତେବେ ଟିକା ନେବା ପାଇଁ ଲୋକଙ୍କ ମନରେ ଯେତିକି ଉତ୍ସାହ ରହିଥିଲା ସେତିକି ଭୟ ମଧ୍ୟ ରହିଥିଲା । ଏହି ସମୟରେ ପ୍ରଥମ...

Matafa
ତମ୍ବୁ ତଳେ ଶପଥ ନେଲେ ଦେଶର ମନ୍ତ୍ରୀ-ପ୍ରଧାନମନ୍ତ୍ରୀ, ସଂସଦରେ ପଡ଼ିଲା ତାଲା..

ଏପିଆ: ପ୍ରଶାନ୍ତ ସାଗର ଅଞ୍ଚଳରେ ଅବସ୍ଥିତ ଦେଶ, ସମୋଆରେ ରାଜନୈତିକ ଅସ୍ଥିରତା ଲାଗି ରହିଛି । ନିକଟରେ ହୋଇଥିବା ନିର୍ବାଚନ ପରେ ଦେଶରେ ପ୍ରଥମ ଥର ପାଇଁ ଜଣେ ମହିଳା ପ୍ରଧାନମନ୍ତ୍ରୀ ହୋଇଛନ୍ତି । କିନ୍ତୁ  ସତ୍ତା ହରାଇଥିବା ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଟ୍ୱିଲାଏପା ସେଲେଲେ ମୈଲିଲେଗାଓଇ ପଦ ଛାଡ଼ିବା...

IPL
UAEରେ ଖେଳାଯିବ IPL ୨୦୨୧; ଅକ୍ଟୋବର ୧୦ରେ ଫାଇନାଲ ମ୍ୟାଚ୍‌, ଜାଣନ୍ତୁ କେବେ ହେବ ଆରମ୍ଭ..

ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ ଫ୍ୟାନ୍‌ମାନଙ୍କ ପାଇଁ ଆସିଲା ଖୁସି ଖବର । ଆଇପିଏଲ୍ ୨୦୨୧ର ଅବଶିଷ୍ଟ ମ୍ୟାଚ୍ ୟୁଏଇରେ ଆୟୋଜନ କରାଯିବ । ଏହା ପୂର୍ବରୁ ଇଂଲଣ୍ଡରେ ଏହାର ଆୟୋଜନ କରାଯିବା ନେଇ ଚର୍ଚ୍ଚା ହେଉଥିଲା । କିନ୍ତୁ ଏବେ ୟୁଏଇରେ ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ୍‌...

Pamolin Oil
ଖୁସିଖବର ! ଏହି ତିନୋଟି ଉପାୟରେ କମିବ ଖାଇବା ତେଲ ଦର..

ନୂଆଦିଲ୍ଲୀ: ସୋରିଷ ତେଲ ଏବଂ ରିଫାଇନ୍‌ ତେଲର ଦର ନିୟନ୍ତ୍ରଣ ବାହାରେ । ତେଣୁ ସର୍ବଭାରତୀୟ ଖାଇବା ତେଲ ବ୍ୟବସାୟୀ ସଂଘ ଏହାକୁ ନେଇ ଚିନ୍ତା ପ୍ରକଟ କରିଥିବା ବେଳେ କେନ୍ଦ୍ର ସରକାରଙ୍କୁ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖିଥିଲା । ଫଳରେ ୨୪ ମେ’ରେ...

Toolkit
ଟୁଲ୍‌କିଟ୍ ମାମଲା: ଅଭିଯୋଗ କରିଥିବା ଦୁଇ କଂଗ୍ରେସ ନେତାଙ୍କୁ ନୋଟିସ ଜାରି କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ: ଟୁଲ୍‌କିଟ୍ ମାମଲାକୁ ନେଇ ଦିଲ୍ଲୀ ପୋଲିସ ନିଜର ତଦନ୍ତ ଜାରି ରଖିଛି । ଏହି କ୍ରମରେ ସୋମବାର ଟ୍ୱିଟର କାର୍ଯ୍ୟାଳୟକୁ ଯିବା ପରେ ଦିଲ୍ଲୀ ପୋଲିସ ଦୁଇ ଜଣ କଂଗ୍ରେସ ନେତାଙ୍କୁ ନୋଟିସ ପଠାଇଛି । ଯେଉଁମାନେ ଏହି ଘଟଣାରେ ବିଜେପି ନେତା ସମ୍ବିତ ପାତ୍ରଙ୍କ ସମ୍ପୃକ୍ତି...

Capture
ଦେଶର ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ଗିରଫ କଲା ସେନା..

ବମାକୋ: ଦେଶରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସବୁଠାରୁ ଅଧିକ କ୍ଷମତାଶାଳି କୁହାଯାଏ । ହେଲେ ଏଠାରେ ତାଙ୍କୁ ଗିରଫ କରାଯାଉଛି । ଏମିତି ଘଟଣା ଘଟିଛି ମାଲିରେ । ଆଫ୍ରିକୀୟ ଦେଶ ମାଲିରେ ସୈନିକମାନେ ବିଦ୍ରୋହ ଆରମ୍ଭ କରିଦେଇଛନ୍ତି । ସେମାନେ ଦେଶର ବିଦାୟୀ ରାଷ୍ଟ୍ରପତି ବାହା ଏନ୍...

Randeep Guleria
ବ୍ଲାକ୍‌ ଫଙ୍ଗସ୍‌ ଛୁଆଁ ରୋଗ ନୁହେଁ, ଏହା ଶରୀରର ସ୍ଥାନ ଅନୁସାରେ ରଙ୍ଗ ବଦଳାଇଥାଏ: ଗୁଲେରିଆ

ନୂଆଦିଲ୍ଲୀ: ଗୋଟିଏ ପଟେ କରୋନା ମହାମାରୀ ସହ ଦେଶ ଲଢ଼ୁଥିବା ବେଳେ ବ୍ଲାକ୍‌ ଫଙ୍ଗସ୍‌ ଏବେ ଆଉ ଏକ ଚିନ୍ତାର କାରଣ ପାଳଟିଛି । ଏହି ବ୍ଲାକ୍ ଫଙ୍ଗସ୍‌ ଭିନ୍ନ ଭିନ୍ନ ରଙ୍ଗରେ ଦେଖିବାକୁ ମିଳୁଛି । କିଛି ରୋଗୀଙ୍କ କ୍ଷେତ୍ରରେ ଧଳା ତ କିଛି ରୋଗୀଙ୍କ କ୍ଷେତ୍ରରେ...

Anti body Cocktail
କରୋନା ଚିକିତ୍ସା ପାଇଁ ‘ଆଣ୍ଟିବଡି କକ୍‌ଟେଲ’, ଡୋଜ ପିଛା ୬୦ ହଜାର ଟଙ୍କା

ଦେଶର ଅଗ୍ରଣୀ ଫାର୍ମାସ୍ୟୁଟିକାଲ୍ କମ୍ପାନୀ ରୋଚେ ଇଣ୍ଡିଆ ଏବଂ ସିପ୍ଲା‌ ସୋମବାର ଭାରତରେ ରୋଚେର ଆଣ୍ଟିବଡି କକଟେଲ୍‌ ଆଣିବେ ବୋଲି ମିଳିତ ଭାବେ ଘୋଷଣା କରିଛନ୍ତି । ଏହାର ଡୋଜ ପିଛା ୫୯,୭୫୦ ଟଙ୍କା ରହିବ । ଏହା କୋଭିଡ-୧୯ରେ ଆକ୍ରାନ୍ତ ହୋଇଥିବା ଗୁରୁତର ରୋଗୀଙ୍କ ଚିକିତ୍ସା ପାଇଁ...

Sputnik v
ଦୂର ହେବ ଟିକା ସମସ୍ୟା, ଭାରତରେ ହେଲା ସ୍ପୁଟ୍‌ନିକ୍‌-ଭି ଉତ୍ପାଦନ

ନୂଆଦିଲ୍ଲୀ: ସାରା ବିଶ୍ୱ କରୋନା ଦାଉରେ ଛଟପଟ ହେଉଥିବା ବେଳେ ଭାରତ ମଧ୍ୟ ଏଥିରୁ ବାଦ୍ ପଡ଼ିନି । ଭାରତରେ ଗତ କିଛି ଦିନ ହେବ ହାତ ଗଣତି କିଛି ରାଜ୍ୟରେ ସଂକ୍ରମଣ ହାର କମିଥିବା ବେଳେ ଅଧିକାଂଶ ରାଜ୍ୟରେ ଏବେ ବି ସଂକ୍ରମଣ ଶିଖର ଛୁଉଁଛି ।...

950611-vaccine
ଏଣିକି ଆଉ ଲୋଡ଼ା ନାହିଁ ଅନ୍‌ଲାଇନ୍‌ ରେଜିଷ୍ଟ୍ରେସନ, ସିଧାସଳଖ ଟିକାକରଣ

ନୂଆଦିଲ୍ଲୀ: କରୋନା ଟିକା ସମ୍ବନ୍ଧରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି । ଏଣିକି ୧୮ ରୁ ୪୪ ବର୍ଷ ବ୍ୟକ୍ତି ବିନା ଅନଲାଇନ ରେଜିଷ୍ଟ୍ରେସନରେ ମଧ୍ୟ ନେଇପାରିବେ ଟିକା । ଲୋକମାନେ ଏବେ ଟୀକାକରଣ କେନ୍ଦ୍ରରେ ପଞ୍ଜୀକରଣ କରିପାରିବେ। ତେବେ ଏହି ସୁବିଧା ବର୍ତ୍ତମାନ...

Brazil President Bolsonaro
କରୋନା ଗାଇଡ୍‌ଲାଇନ୍‌ ଉଲଂଘନ କଲେ ରାଷ୍ଟ୍ରପତି, ଦେବାକୁ ପଡ଼ିବ ଜୋରିମାନା

ବ୍ରାଜିଲ୍: କରୋନାକୁ ନେଇ ସବୁଠି ହାହାକାର । ଲୋକେ ଘରୁ ବାହାରିବାକୁ ବି ଡରୁଛନ୍ତି । ସରକାର ତଥା ବିଶେଷଜ୍ଞଙ୍କ ପକ୍ଷରୁ ଗୋଟିଏ ନୁହେଁ ଦୁଇ ଦୁଇଟି ମାସ୍କ ଏକା ସାଙ୍ଗରେ ପିନ୍ଧିବାକୁ କୁହାଯାଉଛି । ଏହାକୁ ଅନେକ ଲୋକ ଅକ୍ଷରେ ଅକ୍ଷରେ ପାଳନ କରୁଛନ୍ତି ମଧ୍ୟ ।...

Everest
ଏଭରେଷ୍ଟରେ ପହଞ୍ଚିଲାଣି କରୋନା, ୧୦୦ରୁ ଅଧିକ ପର୍ବତାରୋହୀ ଆକ୍ରାନ୍ତ

କାଠମାଣ୍ଡୁ: କରୋନା ଭାଇରସ୍ ପୃଥିବୀର ସର୍ବୋଚ୍ଚ ଶିଖର ଏଭରେଷ୍ଟରେ ମଧ୍ୟ ନିଜର କାୟା ବିସ୍ତାର କରିନେଇଛି । ଜଣେ ପର୍ବତାରୋହୀ ବିଶେଷଜ୍ଞଙ୍କ କହିବାନୁଯାୟୀ ଅତି କମରେ ୧୦୦ଜଣ ପର୍ବତାରୋହଣକାରୀ ଏବଂ ସହଯୋଗୀ କୋଭିଡ-୧୯ରେ ସଂକ୍ରମିତ ହୋଇସାରିଲେଣି। ଅନ୍ୟପଟେ ନେପାଳର ଅଧିକାରୀ ଏହାକୁ ଖଣ୍ଡନ କରିଛନ୍ତି । ଗତ ସପ୍ତାହରେ...

lava
କାଙ୍ଗୋରେ ଭୟଙ୍କର ଆଗ୍ନେୟଗିରି ବିସ୍ଫୋରଣ, ଲୋକଙ୍କୁ ସୁରକ୍ଷିତ ଉଦ୍ଧାର କଲା ଭାରତୀୟ ସେନା

କିଂଶାସା: ଭୟଙ୍କର ଅଗ୍ନେୟଗିରି ବିସ୍ଫୋରଣ । ଏଣତେଣେ ଦୌଡ଼ିବାକୁ ଲାଗିଲେ ସହରବାସୀ । ଲାଭା ବହି ଆସି ରାସ୍ତା ଉପରେ ପ୍ରବାହିତ ହେଲା । ହଜାର ହଜାର ଲୋକ ସହର ଛାଡ଼ି ପଳାଇଲେ । କାଙ୍ଗୋର ଗୋମା ସହର ନିକଟରେ ଥିବା ଆଗ୍ନେୟଗିରି ମାଉଣ୍ଟ ନିରାଗୋଙ୍ଗୋ ଶନିବାର ବିସ୍ଫୋରଣ...

featured
କ୍ରିତିଙ୍କ ହାତରେ ଆଉ ୭ ନୂଆ ଫିଲ୍ମ !

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କ୍ରିତି ସାନନ ‘ହିରୋପନ୍ତି’ରୁ ନିଜର ବଲିଉଡ କ୍ୟାରିୟର ଆରମ୍ଭ କରିଥିଲେ । ଏହି ଫିଲ୍ମକୁ ଦର୍ଶକ ଢ଼େର ସାରା ଭଲ ପାଇବା ଦେଇଥିଲେ । ଏହି ସିନେମାରେ କ୍ରିତି ସାନନ୍‌ଙ୍କ ସହ ଟାଇଗର ଶ୍ରଫ୍ ମୁଖ୍ୟ ଭୂମିକାରେ ଅଭିନୟ କରୁଥିଲେ । ଏହି ଚଳଚ୍ଚିତ୍ରରେ...

ipl2021
ସେପ୍ଟେମ୍ବର ୧୫ରୁ ଆରମ୍ଭ ହୋଇପାରେ IPL ମ୍ୟାଚ୍

IPL ଫ୍ୟାନ୍‌ଙ୍କ ପାଇଁ ଖୁସି ଖବର ! ସେପ୍ଟେମ୍ବର ୧୫ରୁ ଆରମ୍ଭ ହୋଇପାରେ IPL ମ୍ୟାଚ୍

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।