ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। କ୍ଷମତାକୁ ଆସିବା ପରେ ବିଜେପି ସରକାରର ଏହା ପ୍ରଥମ ବଜେଟ ।
୨୦୨୩-୨୪ ତୁଳନାରେ ଏହି ବଜେଟର ପରିମାଣ ୧୫% ଅଧିକ ।
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଛାଡପତ୍ର ପରେ ନତାଶା ଷ୍ଟାନକୋଭିକ୍ ତାଙ୍କ ଇନଷ୍ଟାଗ୍ରାମରେ ପ୍ରଥମ ପୋଷ୍ଟ ସେୟାର କରିଥିଲେ । ଫଟୋରେ ନତାଶା, ଅଗସ୍ତ୍ୟଙ୍କ ସହିତ ସର୍ବିଆର ଥିମ୍ ପାର୍କରେ ବୁଲୁଥିବା ଦେଖିବାକୁ ମିଳିଛି । ସେ ତାଙ୍କ ପୁଅ ସହିତ ବିଭିନ୍ନ ପୋଜରେ ଫଟୋ କ୍ଲିକ୍ କରିଥିବା ଦେଖିବାକୁ...
ଆପଣ ଆର୍ଥିକ ଦୃଷ୍ଟିରୁ ଅସୁବିଧାରେ ଅଛନ୍ତି କିମ୍ବା ନଜର ଖର୍ଚ୍ଚ ହ୍ରାସ କରିବାକୁ ଚାହୁଁଛନ୍ତି, ତେବେ କମ୍ରୁ କମ୍ ଜିନିଷ ସହିତ ବଞ୍ଚିବା ଶିଖନ୍ତୁ । ଏହା ଆପଣଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ ଏହା ଏକ ଭଲ ଉପାୟ ।
ରାଜ୍ୟ ସରକାରଙ୍କ ଜଏଣ୍ଟ ସେକ୍ରେଟାରୀ ଭାବେ ଦାୟିତ୍ୱ ସଂଭାଳିବେ । ଦେବ ପ୍ରସାଦ ଦାଶଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗରେ ନିଯୁକ୍ତି ଦିଆଯାଇଛି ।
କେମିତି ଓ କେଉଁ ପରିସ୍ଥିତିରେ ବିମାନଟି ରନୱେରୁ ଖସିଲା, କାରଣ ଏବେ ବି ଅସ୍ପଷ୍ଟ ରହିଛି ।
ଆଉ କିଛି ଶବ ଟଙ୍କା ଅଭାବରୁ ପହଁଚି ପାରେନି ଭିଟାମାଟିକୁ ।
ଗତକାଲି ରାଜଧାନୀର ଭୀମଟାଙ୍ଗୀ ଅଞ୍ଚଳରୁ ବିପୁଳ ପରିମାଣର ନକଲି ଟମାଟୋ ଓ ଚିଲି ସସ ଜବତ ପରେ ଫାଷ୍ଟଫୁଡରେ ବ୍ୟବହାର ହେଉଥିବା ଡୁପ୍ଲିକେଟ୍ ସସକୁ ନେଇ ଭୟଭୀତ ହୋଇପଡ଼ିଛନ୍ତି ସଚେତନ ଗ୍ରାହକ।
ଏମିତିକି ଏନେଇ ରାଜ୍ୟବ୍ୟାପୀ ଧରପଗଡ଼ ଆରମ୍ଭ କରିବାକୁ ସବୁ ଆରଟିଓ ମାନଙ୍କୁ ବି ନିର୍ଦ୍ଦେଶନାମା ଜାରି ହେଲାଣି।
ଏମିତି କି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ସାମିଲ ହେବନି କହି ଗୃହରୁ ୱାକ ଆଉଟ୍ କରିଥିଲେ ବିଜେଡି ବିଧାୟକ।
କ୍ୟାପିଟାଲ୍ ଥାନା ପୋଲିସ ଘଟଣାସ୍ଥଳରେ ଛାନଭିନ ଚଳାଇଥିବା ବେଳେ ମୃତ୍ୟୁର କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ।
ରାଜ୍ୟପାଳଙ୍କ ପୁଅ ବିବାଦ ପ୍ରସଙ୍ଗରେ ସ୍ପଷ୍ଟୀକରଣ ସତ୍ତ୍ୱେ ନଛୋଡ଼ବନ୍ଧା ବିଜେଡି । ସର୍ବଦଳୀୟ ବୈଠକ ଫେଲ୍ ।
ତୁରନ୍ତ ଆକ୍ସନ ପାଇଁ ପରିବହନ ବିଭାଗର ନିର୍ଦ୍ଦେଶନାମା । ରାଜ୍ୟବାପୀ ଘୂରି ବୁଲିବ ଏନଫୋର୍ସମେଣ୍ଟ ଟିମ୍ ।
ରାଜଧାନୀରୁ ବିପୁଳ ନକଲି ସସ୍ ସିଜ୍ ପରେ ମିଳିଲା ସାଙ୍ଘାତିକ ତଥ୍ୟ । ପୋଲିସର ଖୋଳତାଡ଼, କୁଆଡ଼େ ହେଉଥିଲା ନକଲି ସସ୍ ସପ୍ଲାଏ ।
ଯାଜପୁର ଜିଲ୍ଲା ପ୍ରଶାସନ-ବିଜେଡି ନେତାଙ୍କ ବୈଠକକୁ ନେଇ ଚର୍ଚ୍ଚା । ବୈଠକକୁ ନେଇ ପ୍ରଶ୍ନ ଉଠାଇଲେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁ ।
ଶୁଣାଣି କରି ପୁନଃପରୀକ୍ଷାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି ସୁପ୍ରିମକୋର୍ଟ। ଏହି ରାୟ ପରେ ଆସନ୍ତାକାଲିଠୁ କାଉନସେଲିଂ ଆରମ୍ଭ ହୋଇପାରେ ବୋଲି କୁହାଯାଉଛି।
ସୀମା ଶୁଳ୍କ ହ୍ରାସ ପରେ ଶସ୍ତା ସୁନା, ରୁପା, ପ୍ଲାଟିନମ୍, ମୋବାଇଲ ଫୋନ୍ ।
ଜିଏସଟି ଲାଗୁ ହେବା ପରେ ସୀମା ଶୁଳ୍କରେ ପ୍ରଥମଥର ପାଇଁ ବଡ ଧରଣର ପରିବର୍ତ୍ତନ ଆଣିଛନ୍ତି ସରକାର।
ନିଯୁକ୍ତି ଓ ଦକ୍ଷତା ବିକାଶ ପାଇଁ ପିଏମଙ୍କ ୨ ଲକ୍ଷ କୋଟିର ପ୍ୟାକେଜ୍ । ବିହାର-ଆନ୍ଧ୍ର ଉପରେ ଯୋଜନା ବର୍ଷାକୁ ନେଇ ତେଜିଲା ରାଜନୀତି ।
କିଛି ଦାୟିତ୍ୱ ନପାଇ ଅଭିମାନ କରିଛନ୍ତି ତାରା ବାହିନୀପତି । ନୂଆ ପିସିସି ସଭାପତିଙ୍କ ଆଗରେ ଅନେକ ଚ୍ୟାଲେଞ୍ଜ- ରାଜନୀତି ସମୀକ୍ଷକ ।