ଭୁବନେଶ୍ୱର: କୋଭିଡ୍ ଟିକାକରଣରେ ପୁଣି ହୋଇପାରେ ସମସ୍ୟା । ୧୮ରୁ ୪୪ ବର୍ଷ ଭିତରେ ୨ କୋଟି ନାଗରିକଙ୍କୁ ମାଗଣା ଟିକାକରଣରେ ହୋଇପାରେ ବିଳମ୍ବ । କାରଣ ରାଜ୍ୟ ସରକାରଙ୍କ ଗ୍ଲୋବାଲ ଟେଣ୍ଡରକୁ ଲାଗିଛି ଶକ୍ତ ଝଟକା । ଟେଣ୍ଡର ପ୍ରକ୍ରିୟାରେ…
ଭୁବନେଶ୍ୱର: ରାଜ୍ୟରେ ମାତିଛନ୍ତି ସାଇବର ଲୁଟେରା । ଲକଡାଉନ ସଟଡାଉନ ଭିତରେ ଆକ୍ସିଭ୍ ଅଛନ୍ତି ସାଇବର ଲୁଟେରା । କରୋନା ମହାମାରୀ ସାରା ଦେଶର ମେରୁଦଣ୍ଡ ଭାଙ୍ଗି ଦେଇଥିବା ବେଳେ ଲୋକେ ଏବେ ଘରେ ହାତ ବାନ୍ଧି ବସିଛନ୍ତି । ସେପଟେ…
ନୂଆଦିଲ୍ଲୀ: କରୋନା ମହାମାରୀ ପାଇଁ ସାରା ଦେଶ ଚିନ୍ତାରେ ପଡ଼ିଥିବା ବେଳେ ଏବେ ଟିକା ହିଁ ଶେଷ ଭରସା । ହେଲେ ଦେଶରେ ଏବେ ଟିକା ପାଇଁ ମଧ୍ୟ ହାହାକାର ଦେଖିବାକୁ ମିଳୁଛି । ସମସ୍ତେ ଟିକା ନେବା ପାଇଁ ପ୍ରସ୍ତୁତ ।…
ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ ୨୦୨୧ର ଅବଶିଷ୍ଟ ମ୍ୟାଚ୍ ଗୁଡ଼ିକ ଏବେ ସେପ୍ଟେମ୍ବରରେ ୟୁଏଇରେ ଅନୁଷ୍ଠିତ ହେବ । ବିସିସିଆଇର ଏକ ସ୍ୱତନ୍ତ୍ର ବୈଠକରେ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । କିନ୍ତୁ ଏବେ ଆଇପିଏଲ୍ ସହିତ ଜଡିତ ଆଉ ଏକ…
ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ ୨୦୨୧ର ଅବଶିଷ୍ଟ ମ୍ୟାଚ୍ ଆୟୋଜନରେ ବିସିସିଆଇ ପୁରା ଦମ୍ ଲଗାଇଦେଇଛି। କରୋନା ଭାଇରସ୍ କାରଣରୁ ଏହି ଟୁର୍ଣ୍ଣାମେଣ୍ଟକୁ ଭାରତରେ ୨୯ଟି ମ୍ୟାଚ୍ ପରେ ସ୍ଥଗିତ ରଖିବାକୁ ପଡ଼ିଥିଲା। କିନ୍ତୁ ଏବେ ଆସନ୍ତା ସେପ୍ଟେମ୍ବରରୁ ଅବଶିଷ୍ଟ ୩୧ଟି…
ୱାଶିଂଟନ୍: କରୋନା ଭାଇରସର ଉତ୍ପତ୍ତି କେଉଁଠୁ ହୋଇଛି ? ଏହା ଜାଣିବା ପାଇଁ ଚୀନ୍ ଉପରେ କ୍ରମାଗତ ଭାବେ ଚାପ ବଢ଼ିବାରେ ଲାଗିଛି । ଏବେ ଆମେରିକାର କେତେ ଜଣ ରୋଗ ବିଶେଷଜ୍ଞ କହିଛନ୍ତି ଯେ, ଭବିଷ୍ୟତରେ କରୋନା ମହାମାରୀକୁ ଏଡାଇବାକୁ…
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଘମାସାନରେ ନୂଆ ଟ୍ୱିଷ୍ଟ । ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଆଲାପନ୍ ବନ୍ଦୋପଧ୍ୟାୟଙ୍କ କେନ୍ଦ୍ରୀୟ ଡେପୁଟେସନ ପ୍ରସଙ୍ଗକୁ ନେଇ ଉଗ୍ର ହୋଇଛି ବିବାଦ । ତାଙ୍କୁ ଏବେ ରାଜ୍ୟ ସରକାର ଛାଡି ପାରିବେ ନାହିଁ ବୋଲି ପ୍ରଧାନମନ୍ତ୍ରୀଙ୍କୁ ଚିଠି…
ନୂଆଦିଲ୍ଲୀ: ଭାରତରୁ ପ୍ରାୟ ୧୫ ହଜାର କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ବ୍ୟାଙ୍କ ଋଣ ନେଇ ଫେରାର ଥିବା ହୀରା ବେପାରୀ ମେହୁଲ ଚୋକସି ଏବେ ଡୋମିନିକା ପୋଲିସ ହେଫାଜତରେ ରହିଛନ୍ତି । ଦୀର୍ଘ ଦିନ ଧରି ସେ ଆଣ୍ଟିଗୁଆ ଦ୍ୱୀପରେ ନାଗରିକତା…
ନୂଆଦିଲ୍ଲୀ: ସାରା ଦେଶରେ ଏବେ କରୋନା ଟିକା ପାଇଁ ହାହାକାର ପଡ଼ିଛି । ସମସ୍ତେ ଟିକା ନେବା ପାଇଁ ବ୍ୟଗ୍ରତାର ସହ ଅପେକ୍ଷାରେ ଅଛନ୍ତି । ହେଲେ ଟିକା ଅଭାବ ରହିଛି । ଅନେକ ରାଜ୍ୟରେ ଟିକା ଅଭାବକୁ ଦୃଷ୍ଟିରେ ରଖି…
ନୂଆଦିଲ୍ଲୀ: କରୋନା ମାମଲା ଆସିବା ପରେ IPL ୨୦୨୧କୁ ୪ ମେ’ଠାରୁ ସ୍ଥଗିତ କରାଯାଇଥିଲା । କିନ୍ତୁ ସେପ୍ଟେମ୍ବର-ଅକ୍ଟୋବରରେ ଅବଶିଷ୍ଟ ୩୧ଟି ମ୍ୟାଚ୍ ଆୟୋଜନ କରିବାକୁ ବିସିସିଆଇ ଘୋଷଣା କରିସାରିଛି । ଅବଶିଷ୍ଟ ମ୍ୟାଚ୍ ଭାରତ ପରିବର୍ତ୍ତେ ୟୁଏଇରେ ଖେଳାଯିବ ।…
ରାୟଗଡ଼ା: ମହାମାରୀ କରୋନା ସମୟରେ ସାମ୍ନାକୁ ଆସୁଛନ୍ତି ଅନେକ ଯୋଦ୍ଧା । ସମ୍ମୁଖ ଯୁଦ୍ଧରେ ସାମିଲ ଥିବା ସେହି ଯୋଦ୍ଧାଙ୍କ ଭିତରେ ଅଛନ୍ତି ଆଶା ଓ ଅଙ୍ଗନଓ୍ୱାଡ଼ି କର୍ମୀ । ଏହି ଅସମୟରେ ନିଜ ଜୀବନକୁ ବାଜି ଲଗାଇ ମହାମାରୀ ବିରୋଧରେ…
ବାଲେଶ୍ୱର: ୪ ଦିନ ତଳେ ଓଡ଼ିଶା ଦେଇ ଯାଇଥିବା ବାତ୍ୟା ୟାସ୍, ବିପନ୍ନଙ୍କୁ ଦେଲାଣି ୪ ଯୁଗର ଯନ୍ତ୍ରଣା । କିଏ ଘର ମରାମତି କାନ୍ଥ ଆଡ଼ୁ ଆରମ୍ଭ କରିବ, ନା ଛପର ଆଡ଼ୁ ଜାଣି ପାରୁନି । କିଏ ଜଳବନ୍ଦୀ…
ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଫିଟନେସକୁ ସବୁବେଳେ ଅଧିକ ଗୁରୁତ୍ୱ ଦେଇଥାନ୍ତି । ସେ ସାଥୀ ଖେଳାଳିଙ୍କୁ ମଧ୍ୟ ଫିଟ୍ ରହିବା ପାଇଁ ସବୁବେଳେ ପ୍ରୋତ୍ସାହିତ କରନ୍ତି । ଟିମ୍ ଇଣ୍ଡିଆ ଏବେ ମୁମ୍ବାଇରେ କ୍ୱାରେଣ୍ଟାଇନ୍ ରହିଛି ।…
ଭୁବନେଶ୍ୱର: ବିଜେପି ପାଳିଲା ସେବା ଦିବସ । କେନ୍ଦ୍ରରେ ବିଜେପି ସରକାରର ସପ୍ତମ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ବିଜେପି ପକ୍ଷରୁ ସେବା ଦିବସ ପାଳନ କରାଯାଇଛି । ସାରା ଦେଶରେ ବିଜେପି କର୍ମୀମାନେ ସେବା ଦିବସ ପାଳନ କରିଛନ୍ତି ।…
ଭୁବନେଶ୍ୱର: ଝାରପଡ଼ା ଜେଲରୁ ଗଞ୍ଜେଇ ଜବତ ଘଟଣାରେ ନିଆଗଲା କାର୍ଯ୍ୟାନୁଷ୍ଠାନ । ପ୍ରାଥମିକ ତଦନ୍ତ ପରେ ଜେଲ ଚିଫ୍ ୱାଡେନ୍ ସୁଦର୍ଶନ ବାରିକଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ତେବେ ଏନେଇ ଅଧିକ ତଦନ୍ତ ଜାରି ରହିଛି । ଜେଲ ବିଭାଗ…
ନୂଆଦିଲ୍ଲୀ: ୨୦୨୧ର ପ୍ରଥମ ସୂର୍ଯ୍ୟ ପରାଗ ୧୦ ଜୁନରେ ହେବାକୁ ଯାଉଛି । ଏହା ପୂର୍ଣ୍ଣ ସୂର୍ଯ୍ୟପରାଗ ହେବ ବୋଲି ଆକଳନ କରାଯାଇଛି । ଯେଉଁଥିରେ ପୃଥିବୀକୁ ସମ୍ପୂର୍ଣ୍ଣ ଭାବେ ଚନ୍ଦ୍ର ଢ଼ାଙ୍କିଦେବ । ଏହାଦ୍ୱାରା କେବଳ ସୂର୍ଯ୍ୟଙ୍କ ଚାରିପାଖର ହିଁ…
ଭୁବନେଶ୍ୱର: କରୋନା ସହ ଲଢ଼େଇ ପାଇଁ ସବୁବେଳେ ପ୍ରସ୍ତୁତ ରାଜ୍ୟ ସରକାର । ଏନେଇ ପୁଣି ଥରେ ସୂଚାଇ ଦେଇଛନ୍ତି ଏସିଏସ୍ ପ୍ରଦିପ୍ତ ମହାପାତ୍ର । କରୋନା ବିପକ୍ଷ ଲଢ଼େଇରେ ପ୍ରଶାସନ ପକ୍ଷରୁ ଆଉ ଦୁଇ ପାଦ ବଢ଼ାଯାଇଛି । ଦିନକୁ…
ନୂଆଦିଲ୍ଲୀ: ମମତାଙ୍କ ପିଛା ଛାଡ଼ୁନି ବିବାଦ । ଶୁକ୍ରବାର ପ୍ରଧାନମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୩୦ ମିନିଟ ବିଳମ୍ବରେ ଯୋଗଦେଇଥିଲେ । ଏହାସହ ବାତ୍ୟା ୟାସ୍ ସମ୍ବନ୍ଧୀୟ ଏକ ରିପୋର୍ଟ ପ୍ରଦାନ କରି ତୁରନ୍ତ ସେଠାରୁ…
ନୂଆଦିଲ୍ଲୀ: ଆଇପିଏଲର ୧୪ତମ ସିଜନର ଅବଶିଷ୍ଟ ୩୧ଟି ମ୍ୟାଚ୍ ୟୁଏଇରେ ଖେଳାଯିବା ନେଇ ସ୍ଥିର ହୋଇସାରିଛି। କରୋନା କାରଣରୁ ଭାରତରେ ଚାଲଇଥିବା ଏହି ଟୁର୍ଣ୍ଣାମେଣ୍ଟକୁ ମାତ୍ର ୨୯ଟି ମ୍ୟାଚ ପରେ ସ୍ଥଗିତ ରଖାଯାଇଥିଲା । ଶନିବାର ଅନୁଷ୍ଠିତ ବିସିସିଆଇର ସ୍ପେସାଲ ଜେନେରାଲ…
ନୂଆଦିଲ୍ଲୀ: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲ୍ ମ୍ୟାଚରେ ଟିମ୍ ଇଣ୍ଡିଆ ପିନ୍ଧିବ ନୂଆ ଜର୍ସି। ଯାହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହାକୁ ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ସେୟାର କରିଛନ୍ତି ।…