ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣରେ ଅଛି କୋଭିଡ୍ ସଂକ୍ରମଣ ସ୍ଥିତି । ଓଡ଼ିଶାରେ ସଂକ୍ରମଣ ମେ’ ୧୩ ତାରିଖରେ ସର୍ବାଧିକ ଥିଲା । ତାପରଠାରୁ ଏହା କମିବାରେ ଲାଗିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ପଜିଟିଭିଟି ରେଟ୍ ଗତ ସପ୍ତାହରେ ୨୧…
ନୂଆଦିଲ୍ଲୀ: ଛୋଟ ପିଲାଙ୍କ ପାଇଁ କରୋନା ଟିକା ପ୍ରସ୍ତୁତି ଦିଗରେ ତତ୍ପରତା । ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ କରୋନା ଟିକା କୋଭାକ୍ସିନକୁ ପିଲାମାନଙ୍କ ଉପରେ ଟ୍ରାଏଲ କରାଯିବ । ଆସନ୍ତା ୧୦ରୁ ୧୨ ଦିନ ଭିତରେ ୨ରୁ ୧୮ ବର୍ଷର…
ନୂଆଦିଲ୍ଲୀ: କରୋନା କବଳରେ ଡାକ୍ତର । ଦ୍ୱିତୀୟ ଲହର ସଂକ୍ରମଣ ଆରମ୍ଭରୁ ଏଯାଏଁ ଆଖି ବୁଜିଲେଣି ୨୬୯ ଡାକ୍ତର । ଦ୍ୱିତୀୟ ଲହରରେ ମହାମାରୀ କ୍ଷୀପ୍ର ଗତିରେ ବ୍ୟାପୁଥିବା ଏବଂ ଏହା ଅଧିକ ଘାତକ ହେଉଥିବାରୁ ଏତେ ସଂଖ୍ୟକ ଡାକ୍ତରଙ୍କୁ ହରାଇବାକୁ…
ନୂଆଦିଲ୍ଲୀ: ଭାରତ ପରେ ସିଙ୍ଗାପୁରକୁ ଡରାଇଲା କରୋନାର ନୂଆ ଷ୍ଟ୍ରେନ୍ B.1.617 । ଭାରତରେ ଦ୍ୱିତୀୟ ଲହର ପଛରେ ଏହି ଭାରିଆଣ୍ଟର ପ୍ରମୁଖ ଭୂମିକା ଥିବା ଆଶଙ୍କା କରାଯାଉଥିବା ବେଳେ, ସିଙ୍ଗାପୁରରେ ବି ହଠାତ୍ ସଂକ୍ରମଣ ହାରକୁ ବଢ଼ାଇଛି ଏହି ନିର୍ଦ୍ଦିଷ୍ଟ…
ସହର ଅପେକ୍ଷା ଏବେ ଗାଁରେ ଅଧିକ ବ୍ୟାପୁଛି କରୋନା । ଗ୍ରାମାଞ୍ଚଳରେ ସଂକ୍ରମଣ ହାର ବଢିବା ପରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଫୋକସରେ ରହିଛି ଗାଁ । ବିଶେଷକରି ଓଡ଼ିଶାର ଗ୍ରାମାଞ୍ଚଳରୁ ଏପ୍ରିଲରେ ୫୧ ପ୍ରତିଶତ ଓ ମେ’ରେ…
ଭୁବନେଶ୍ୱର: ରାଜଧାନୀରେ ପୁଣି ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୧୧୫୧ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୮୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ…
ଭୁବନେଶ୍ୱର: ଆସୁଛି ଲଘୁଚାପ । ପ୍ରବଳ ବର୍ଷିବ ! ଆସନ୍ତା ୨୩ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏହି ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ…
ନୂଆଦିଲ୍ଲୀ: ଦିଲ୍ଲୀରେ କୋଭିଡ୍ ମୃତକଙ୍କ ପରିବାର ଲାଗି ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ମୃତକଙ୍କ ପରିବାର ସଦସ୍ୟଙ୍କୁ ସରକାରଙ୍କ ପକ୍ଷରୁ ମିଳିବ ୫୦ ହଜାର ଟଙ୍କାର ସହାୟତା ରାଶି । ଖାଲି ସେତିକି ନୁହେଁ ଏହି ସହାୟତା…
ମୁମ୍ବାଇ: ସମୁଦ୍ର ଭିତରେ ତାଉତେର ତାଣ୍ଡବ ଚାଲିଥିବା ବେଳେ ଉଦ୍ଧାର ହେଲେ ୧୪୬ ଜଣ ବ୍ୟକ୍ତି । ତାଉତେର କରାଳ ରୂପ ଭିତରେ ଗଭୀର ସମୁଦ୍ରରେ ଏହି ବ୍ୟକ୍ତିମାନେ ଫସି ରହିଥିବା ବେଳେ ତାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି ।…
ନୂଆଦିଲ୍ଳୀ: କରୋନା ମୁକାବିଲାରେ ନିୟୋଜିତ ଦେଶର ବିଭିନ୍ନ ଜିଲ୍ଲାପାଳ ଓ କ୍ଷେତ୍ରୀୟ ଅଧିକାରୀଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ଭିଡିଓ କନଫରେନ୍ସିଂରେ ବିଭିନ୍ନ ରାଜ୍ୟର ଜିଲ୍ଲା ଅଧିକାରୀ ଓ କ୍ଷେତ୍ର ଅଧିକାରୀଙ୍କ ସହ ଆଲୋଚନା ବେଳେ…
ଭୁବନେଶ୍ୱର: ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଆରମ୍ଭ ହେବ ଭିଡିଓ କ୍ଲାସ । ମହାମାରୀ କରୋନା ଯୋଗୁଁ ପୂର୍ବବର୍ଷ ଭଳି ଏଥର ବି ଭିଡିଓ କ୍ଲାସ ଅନୁଷ୍ଠିତ ହେବ । ଏନେଇ ସବୁ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ…
ଭୁବନେଶ୍ୱର: ବିଏମସିର ଆଉ ଏକ ନୂଆ ପଦକ୍ଷେପ । ଏଣିକି ଗର୍ଭବତୀ ମହିଳାଙ୍କ ଘରକୁ ଯାଇ କରିବ କରୋନା ଟେଷ୍ଟିଂ । ପୂର୍ବରୁ ବରିଷ୍ଠ ନାଗରିକଙ୍କ ଟିକାକରଣ ଏବଂ କରୋନା ଟେଷ୍ଟିଂ ପାଇଁ ଡୋର୍ ଷ୍ଟେପ୍ ବ୍ୟବସ୍ଥା ନେଇ ବିଏମସି ଘୋଷଣା…
ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ସ୍ପେଶିଆଲ୍ ପାରୋଲରେ ଜେଲରୁ ବାହାରିଲେ ଓଡ଼ିଶାର ୧୨୬ କଏଦୀ । ଏମାନଙ୍କୁ ୯୦ ଦିନିଆ ପାରୋଲରେ ଛଡାଯାଇଛି ବୋଲି ଜେଲ୍ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଦେଶରେ କରୋନାର ଦ୍ୱିତୀୟ ଲହରର ପ୍ରକୋପ ପରେ…
କର୍ଣ୍ଣାଟକ: ନିଶ୍ଚିତ ମୃତ୍ୟୁ ମୁଖରୁ ବର୍ତ୍ତିଗଲେ ୯ ଜଣ ମତ୍ସ୍ୟଜୀବୀ । ଗଭୀର ସମୁଦ୍ର ମଧ୍ୟରେ ଫସି ରହିଥିବା ଏହି ମତ୍ସ୍ୟଜୀବୀଙ୍କୁ ତଟରକ୍ଷୀ ବାହିନୀ ଏବଂ ନୌସେନା ଟିମ୍ ଉଦ୍ଧାର କରି ସୁରକ୍ଷିତ ଭାବେ କୁଳକୁ ଆଣିଛନ୍ତି । ତାଉତେ ପ୍ରଭାବରେ…
ଭୁବନେଶ୍ୱର: ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ମେ ୨୪ରୁ ଘର ଘର ବୁଲି କରୋନା ଲକ୍ଷଣ ଓ ଜଟିଳ ରୋଗର ସର୍ଭେ କରିବେ ଏଏନଏମ୍ କର୍ମୀ ଓ ଆଶାକର୍ମୀ । ଆସନ୍ତା ୩ ମାସ ପର୍ଯ୍ୟନ୍ତ ଏହି ସର୍ଭେ…
ନୂଆଦିଲ୍ଲୀ: ଦେଶ ପାଇଁ ଆଉ ଏକ ଖୁସି ଖବର । ଏଣିକି ସ୍ପୁଟନିକ୍-ଭି ମଧ୍ୟ ଭାରତରେ ହେବ ଉତ୍ପାଦନ । ଏନେଇ ଡ. ରେଡ୍ଡୀ ଲ୍ୟାବ୍ ପକ୍ଷରୁ ସୂଚନା ଦିଆଯାଇଛି । ଦେଶରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର…
କୋଲକତା: ଟିଏମସି କର୍ମୀଙ୍କ ଉତ୍ପାତ । ସିବିଆଇ ଅଫିସ ଆଗରେ ଟେକା ପଥର ମାଡ଼ କଲେ, ଧାରଣାରେ ବସିଲେ । ସୋମବାର ସକାଳୁ ଟିଏମସିର ଚାରି ଜଣ ନେତାଙ୍କୁ ସିବିଆଇ ଉଠାଇ ନେବା ପରେ ଏବେ ଟିଏମସି କର୍ମୀଙ୍କ ଉତ୍ପାତ ଆରମ୍ଭ…
ନୂଆଦିଲ୍ଲୀ: ଖୁବଶୀଘ୍ର ଲ୍ୟାଣ୍ଡଫଲ୍ କରିବ ତାଉତେ । ଆଉ ଲ୍ୟାଣ୍ଡଫଲ୍ ପୂର୍ବରୁ ଉପକୂଳରେ ତାଣ୍ଡବ ରଚିଲାଣି ବାତ୍ୟା ତାଉତେ । ସୋମବାର ରାତିରେ ଗୁଜରାଟ ଉପକୂଳ ଛୁଇଁବ ଏହି ବାତ୍ୟା । ଏଥିପାଇଁ ଏବେଠୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମନରେ ପଶିଲାଣି ଛନକା…
ଭୁବନେଶ୍ୱର: ଏଣିକି ମନ ଇଚ୍ଛା ଭଡ଼ା ନେଇପାରିବେନି ଘରୋଇ ଆମ୍ବୁଲାନ୍ସ ମାଲିକ । ସରକାରଙ୍କ ପକ୍ଷରୁ ନିର୍ଦ୍ଧାରଣ ହେଲା ଦର । ପ୍ରତ୍ୟେକ ବର୍ଗର ଅମ୍ବୁଲାନ୍ସ ପାଇଁ ସରକାର ଭିନ୍ନ ଭିନ୍ନ ଦର ନିର୍ଦ୍ଧାରଣ କରିଛନ୍ତି । ଏନେଇ ରାଜ୍ୟ ପରିବହନ…
ନୂଆଦିଲ୍ଲୀ: କରୋନା ମହାମାରୀର ୟୁକେ ଷ୍ଟ୍ରେନ୍ ଏବଂ ଭାରତରେ ଦେଖାଦେଇଥିବା ଭ୍ୟାରିଆଣ୍ଟ ବିରୋଧରେ ପ୍ରଭାବୀ ହେଉଛି କୋଭାକ୍ସିନ । ଏହି କରୋନା କବଚର ନିର୍ମାଣକାରୀ ସଂସ୍ଥା ଭାରତ ବାୟୋଟେକ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଦେଶରେ ଦେଖାଦେଇଥିବା B.1.617 ଷ୍ଟ୍ରେନ…