ସଚେତନ ଗ୍ରାହକଙ୍କ ଅଭିଯୋଗ, ମଝିରେ ମିଡିଲମ୍ୟାନ୍ କମାଉଛନ୍ତି ମୁନାଫା । କେବେ ହେବ ପରିବା ମଣ୍ଡି, କେବେ ଲାଗିବ ରେଟ୍ ଚାର୍ଟ ?
ଆସନ୍ତାକାଲି ରତ୍ନଭଣ୍ଡାର ଖୋଲିବାକୁ ଥିବାରୁ ଆଜି ସୁନାବେଶ ଦର୍ଶନ ସମୟ ରାତି ୧୧ଟା ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଛି।
ସାଂଘାତିକ ଅଭିଯୋଗ ଆଣିଲେ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ । ‘ଭଗବାନ ଭରସାରେ ଚାଲିଥିଲା ସ୍କିମ୍, ମନିଟରିଂ କରୁଥିଲା ଥାର୍ଡଫ୍ଲୋର୍’ ।
ହାଉସ୍ ସର୍ଜନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ ରୋଗୀ ସେବା ପ୍ରଭାବିତ । କାଲିଠୁ ରାଜ୍ୟବ୍ୟାପି କଳାବ୍ୟାଜ୍ ପିନ୍ଧି ପ୍ରତିବାଦ କରିବେ ନର୍ସିଂ ଅଫିସର ।
ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ ଲାଗି ପ୍ରାୟ ୧୫ ଲକ୍ଷ ଭକ୍ତଙ୍କ ସମାଗମ ହେବା ଆଶା କରା ଯାଉଥିବାରୁ ସୁରକ୍ଷା ଓ ଟ୍ରାଫିକ୍ ବ୍ୟବସ୍ଥା ଉପରେ ଫୋକସ୍ କରିଛି ପୋଲିସ୍ ପ୍ରଶାସନ ।
ବିଜେଡି ସରକାରରେ ପାଣ୍ଡିଆନଙ୍କ ଖାସ୍ ହୋଇ ଧରାକୁ ସରା ମଣିଥିବା ଏହି ଅଧିକାରୀମାନଙ୍କୁ ନେଇ ଏବେ ପାୱାର କରିଡରରେ ଚର୍ଚ୍ଚା।
ମନ୍ତ୍ରୀଙ୍କୁ ଫେରାଦ୍ ହେଲେ, ମେୟରଙ୍କ ଉପରେ ଅସନ୍ତୋଷ ଝାଡ଼ିଲେ । ଲୋକଙ୍କ ରୋଷର ଶିକାର ହୋଇ ହଟହଟା ହେଲେ ଭୁବନେଶ୍ୱର ମେୟର ସୁଲୋଚନା ଦାସ ।
ନିର୍ବାଚନ ପୂର୍ବରୁ ପୀତାମ୍ବର ଦଳ ପାଇଁ ଅନେକ ପ୍ରସଙ୍ଗରେ ଆଇନଗତ ଲଢେଇ ଲଢି ବଳ ଯୋଗାଇଛନ୍ତି।
ଆଜି ରତ୍ନଭଣ୍ଡାର ସଂପର୍କିତ ଜରୁରୀ ବୈଠକ ପରେ ସୂଚନା ଦେଇଛନ୍ତି ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ।
ମାମଲାରେ ଗିରଫଦାରୀ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। କିଛି ଦିନ ତଳେ ମାମଲାର ମାଷ୍ଟରମାଇଣ୍ଡ ରାକେଶ ରଞ୍ଜନ ଓରଫ୍ ରକିକୁ ପାଟନାରୁ ଗିରଫ କରି, ୧୦ ଦିନିଆ ରିମାଣ୍ଡରେ ନେଇଛି ସିବିଆଇ ।
ଖଟଶେଯ ଘରକୁ ସ୍ଥାନାନ୍ତର ହେବ ସିନ୍ଦୁକ ଓ ଆଲମାରୀରୁ ଅଳଙ୍କାର । ମୁଖ୍ୟ ପ୍ରଶାସକ କହିଲେ ସେଠି ପଡ଼ିଛି ୨ଟି ନୂଆ ତାଲା ।
AG ଭଳି ପଦବି ଖାଲି ପଡ଼ିବା ନେଇ ବିଜେଡିର ସମାଲୋଚନା। ଠିକ୍ ସମୟରେ ଠିକ୍ ବ୍ୟକ୍ତିଙ୍କୁ ଦିଆଯିବ ନିଯୁକ୍ତି କହିଲା ବିଜେପି ।
ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ଭିତରେ ଗୁଳି ବିନିମୟ ହୋଇଥିଲା। ଏଥିରେ ୫ ସୁରକ୍ଷାକର୍ମୀ ଗୁରୁତର ହୋଇଥିଲେ।
ପୂର୍ବତନ ପ୍ରଶାସକ କହିଲେ ନିଯୁକ୍ତି ନୁହେଁ ଆକ୍ସନ । କିଭଳି ତ୍ୱରାନ୍ୱିତ ହେବ ବିଭାଗୀୟ ପ୍ରୋସିଡିଂ ଉଠିଲା ପ୍ରଶ୍ନ ।
ଦାବି ପୂରଣ ନ ହେବା ଯାଏଁ ଆନ୍ଦୋଳନ ଜାରି ରହିବ । ନର୍ସିଂ କର୍ମଚାରୀ ଓ ହାଉସ ସର୍ଜନଙ୍କ ଭିତରେ ଦୋଷ ଲଦାଲଦି ।
ବିରଜା ରାଉତ ବେଙ୍ଗାଲୁରୁର ବାସିନ୍ଦା । ବେଙ୍ଗାଲୁରୁକୁ ଭାରତର ଷ୍ଟାର୍ଟଅପ୍ ହବ୍ ମଧ୍ୟ କୁହାଯାଏ । ରାଉତ ଇନଫୋସିସ୍ ଭଳି ଏକ ବଡ ଆଇଟି କମ୍ପାନୀରେ କାମ କରୁଥିଲେ । ଦିନେ ତାଙ୍କୁ ବହୁତ ସ୍ୱାଦିଷ୍ଟ ବରଗର ଖାଇବାକୁ ମିଳିଥିଲା ।
ଗାଁଗୁଡିକରେ ମୁଦ୍ରାସ୍ଫୀତିର ପ୍ରଭାବ ଅଧିକ ଦେଖାଯାଏ । ଜୁନ୍ ମାସରେ ମୁଦ୍ରାସ୍ଫୀତି ବୃଦ୍ଧି ହେବାର ମୁଖ୍ୟ କାରଣ ହେଉଛି ପନିପରିବା ମୂଲ୍ୟରେ ୨୯.୩୨ ପ୍ରତିଶତ ବୃଦ୍ଧି ।
ଅଫିସରଙ୍କ ରାଜ୍ ପାଇଁ ବନ୍ଦ ହୋଇଛି ନୂଆ ନିଯୁକ୍ତି ବାଟ । ପ୍ରମୋଶନ୍ ପାଇଥିବା ଅନେକଙ୍କୁ ମିଳୁନି ନୂଆ ପୋଷ୍ଟିଂ ।
ବିନା ବଡ଼ ବିଲକ୍ଷଣ ଓ ବିଶୃଙ୍ଖଳାରେ ରଥଟଣା । ରଥରୁ ଅଣସେବାୟତଙ୍କୁ ଓହ୍ଲାଇ ଆଣିଲେ ଶ୍ରୀମନ୍ଦିର ପ୍ରଶାସକ ।
ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଥିବା ବେଳେ ନିଲମ୍ବିତ ହୋଇଥିଲେ । ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ନିଲମ୍ବିତ ହୋଇଥିଲେ ।