• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Fraud
ସୁନା ଶଙ୍ଖ କହି ବିକିଦେଲେ ପିତ୍ତଳ, ଲୁଟି ନେଲେ ୩ ଲକ୍ଷ...

ରାଜେଶ ୩ ଲକ୍ଷ ଟଙ୍କା ଧରି ଉମରକୋଟ ଆସିବାକୁ କହିବାରୁ ପୁଅର କଥା ମାନି ରାଜେଶର ବାପା ଟଙ୍କା ଧରି ଉମରକୋଟ ଆସିଥିଲେ।

Tiger In Nuapada
ଗଜପତି ପରେ ଏବେ ନୂଆପଡ଼ାରେ ବି ବୁଲୁଛି ବାଘ, ଲୋକେ ଆତଙ୍କିତ

ବାଘଟି ଗାଡି ସାମ୍ନାକୁ ଆସିବା ସହ କିଛି ସମୟ ପରେ ଜଙ୍ଗଲକୁ ଚାଲିଯାଇଥିଲା। ଏହା ଏକ କଲରାପତରିଆ ବାଘ ବୋଲି ସୁନାବେଡା ଅଭୟାରଣ୍ୟ ପକ୍ଷରୁ ସୂଚନା ଦିଆଯାଇଛି ।

Cold Wave
ପ୍ରବଳ ଶୀତ ! କୋରାପୁଟ-ସୁନ୍ଦରଗଡ଼ରେ ଘରୁ ବାହାରିଲେ ଦେହ ଥରୁଛି...

ସପ୍ତାହ ହେଲାଣି ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ଜାଡ ଅନୁଭୁତ ହେଉଛି । ସକାଳେ କୁହୁଡିର ଧଳା ଚାଦରରେ ଢାକିଂ ହୋଇଯାଉଛି ରାସ୍ତାଘାଟ । ବର୍ଷା ଛାଡିଲା ପରେ ଜାଡ ଶୀତ ଯୋଗୁଁ ସାଧାରଣଲୋକଙ୍କ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।

Mobile Phones
ଏହି ମୋବାଇଲ୍ ୟୁଜର୍ସଙ୍କ ପାଇଁ ସତର୍କ ଘଣ୍ଟି, ହ୍ୟାକର୍ସଙ୍କ ପାଇଁ ସହଜ କରୁଛି ହ୍ୟାକିଂ

ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ସାମସଙ୍ଗ ମୋବାଇଲ୍ ଫୋନ୍‌ର ଆଣ୍ଡ୍ରଏଡ୍ ସଂସ୍କରଣ ୧୧, ୧୨, ୧୩ ଏବଂ ୧୪ ରେ ଏମିତି ଅନେକ କିଛି ଟେକ୍ନୋଲୋଜି ରହିଛି ବା ଦୁର୍ବଳତା ରହିଛି, ଯାହା ହ୍ୟାକର୍ସମାନଙ୍କୁ ସୁହାଉଛି ।

Bhajanlal Sharma
ବଡ଼ ଉପହାର... ଜନ୍ମ ଦିନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନଲାଲ

ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଭଜନଲାଲ ଶର୍ମା । ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଦୀୟା କୁମାରୀ ଓ ପ୍ରେମଚନ୍ଦ୍ର ବୈରୱା । ଭଜନଲାଲ ସାଙ୍ଗନୌର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ।

VK Pandian
ଭି. କାର୍ତ୍ତିକେୟନ ପାଣ୍ଡିଆନ ଲଢ଼ିବେନି ନିର୍ବାଚନ, ସ୍ପଷ୍ଟ କଲେ ଦେବୀ

ପାଣ୍ଡିଆନ୍‌ ନିର୍ବାଚନ ଲଢ଼ିଲେ କିଛି ଅସୁବିଧା ନାହିଁ ବୋଲି ମଧ୍ୟ କହିଛନ୍ତି ଦେବୀ ।

Archana Nag
ମିଛ କେସ୍‌ରେ ଫସାଇ ପୁଣି ଜେଲ୍‌ ପଠାଇବାକୁ ଅର୍ଚ୍ଚନାଙ୍କୁ ଧମକ..!

ସମୟ ଆସିଲେ ସବୁ କହିବି, ମହିଳାଙ୍କୁ ଅସମ୍ମାନ ଠିକ୍ ନୁହେଁ । ଏହା ରାଜ୍ୟକୁ ଶୋଭା ଦେଉନାହିଁ ।

Rajasthan
ରାଜସ୍ଥାନ ଭାର ସମ୍ଭାଳିଲେ ଭଜନଲାଲ, ସହଯୋଗ କରିବେ ଦୀୟା-ପ୍ରେମଚନ୍ଦ୍ର

ଭଜନଲାଲ ଜୟପୁରସ୍ଥିତ ରାଜସ୍ଥାନ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ । ରାଜସ୍ଥାନରେ ୫ ବର୍ଷର ବ୍ୟବଧାନ ପରେ ପୁଣି ସତ୍ତାକୁ ଫେରିଛି ବିଜେପି ।

Cockroach
ସାବଧାନ ! ଅସରପା ମାରିବାକୁ ସ୍ପ୍ରେ’ ମାରୁଥିଲେ, ଅଚାନକ ହେଲା ବିସ୍ଫୋରଣ...

ଅସରପା ତାଙ୍କୁ ଖୁବ୍‌ ହଇରାଣ କରିଥିଲା । ସେ ଅସରପାକୁ ମାରିବାକୁ ଯାଇ ଏକ ସ୍ପ୍ରେ ବ୍ୟବହାର କରିଥିଲେ । କିନ୍ତୁ ପରିଣାମ ହୋଇଥିଲା ଭୟଙ୍କର।

Plus Two Exam
BIG BREAKING: ଫେବ୍ରୁଆରୀ ୧୬ରୁ ଯୁକ୍ତ ୨ ପରୀକ୍ଷା

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ।

Parliament
ସଂସଦରେ କେମିତି କରିଥିଲେ ଏଣ୍ଟ୍ରି, କାହିଁକି କରିଥିଲେ ସ୍ମୋକ୍‌ ଆଟାକ୍, କିଏ କରିଥିଲା ସାହାଯ୍ୟ..?

ସଂସଦର ଅଧିବେଶନ ଚାଲୁଥିବାରୁ ଶନିବାର କିମ୍ବା ରବିବାର ଏହି ସିନ୍ ରିକ୍ରିଏସନ୍ କରାଯାଇପାରେ ବୋଲି ସୂଚନା ମିଳିଛି ।

Judge
ମହିଳା ଜଜ୍‌ଙ୍କୁ ଯୌନ ନିର୍ଯାତନା ! ଶେଷରେ ଇଚ୍ଛାମୃତ୍ୟୁ ପାଇଁ ଆବେଦନ

‘ମୋତେ ପୂରା ଅଦାଲତରେ ଅପମାନିତ କରାଗଲା, ଗାଳି ଦିଆଗଲା । ଚାକିରିରେ ଯୋଗଦେବାର କମ୍‌ ସମୟ ମଧ୍ୟରେ ମୋତେ ଯୌନ ନିର୍ଯାତନାର ଶିକାର ହେବାକୁ ପଡ଼ିଲା । ସର୍ବସମ୍ମୁଖରେ ଗାଳି ଶୁଣିଛି ।’

ଅଜଣା ଜନ୍ତୁ
ପୁଣି ଅଜଣା ଜନ୍ତୁ ଭୟ, ରାତିରେ ମାରି ଖାଉଛି ଛେଳି-ମେଣ୍ଢା

ପୂର୍ବରୁ କଟକ ନିଆଳି ଅଞ୍ଚଳରେ ଅଜଣା ଜନ୍ତୁକୁ ନେଇ ଭୟାବହ ସ୍ଥିତି ଦେଖାଯାଇଥିଲା । ମେଣ୍ଢା ଛେଳି ଆଦି ଜୀବଜନ୍ତୁଙ୍କୁ ମାରୁଥିଲା ଅଜଣା ଜନ୍ତୁ । 

Medical Miracle
ଲିଭିଯାଇଥିଲା ଜୀବନ ଦୀପ ! ସମସ୍ତଙ୍କ ପ୍ରଶ୍ନ, କେମିତି ଥିଲା ମୃତ୍ୟୁର ସେହି ୨୪ ମିନିଟ...

ଗତ କିଛି ସପ୍ତାହ ମଧ୍ୟରେ ଯାହା କିଛି ଘଟିଥିଲା ସେ ସବୁ ଭୁଲିଯାଇଥିଲେ । ଏକଥା ସେହି ମହିଳା ସୁସ୍ଥ ହୋଇ ଘରକୁ ଫେରିବା ପରେ ନିଜେ ବଖାଣିଛନ୍ତି ।

Tiger Terror In Gajapati
ଗାଁରେ ବୁଲୁଛି ବାଘ ! ଭୟରେ ଲୋକେ ତାଟି କବାଟ ବୁଜି ଘରେ ବସିଛନ୍ତି...

ବନ ବିଭାଗକୁ ଖବର ଦିଆଯିବା ପରେ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଏହା ଏକ କଲରାପତରିଆ ବାଘ ବୋଲି ଅନୁମାନ କରାଯାଉଛି।

Traffic Checking
ଆଉ ରକ୍ଷା ନାହିଁ ! ମଦ ପିଇ ଗାଡ଼ି ଚଲାଇଲେ, ମୋବାଇଲ ଧରିଲେ ହେବେ ଧରା...

ଡିସେମ୍ବର ମାସ ଯାକ ମଦ୍ୟପାନ କରି ଗାଡି ଚାଳନା, ହେଲମେଟ ବିହୀନ ଗାଡ଼ି ଚାଳନା, ଅତ୍ୟଧିକ ବେଗରେ ଗାଡ଼ି ଚାଳନା, ଗାଡ଼ି ଚାଳନା ବେଳେ ମୋବାଇଲ ବ୍ୟବହାର, ରଙ୍ଗସାଇଡ ଗାଡ଼ି ଚାଳନା ଓ ମାଲବାହୀ ଯାନରେ ଓଭରଲୋଡିଂ ଆଦିକୁ କଡ଼ାକଡ଼ି ଭାବେ ଯାଞ୍ଚ କର ।

BJP, Dharmendra Pradhan
ଧର୍ମେନ୍ଦ୍ରଙ୍କ ଦୃଢ଼ୋକ୍ତି, ଓଡ଼ିଶାରେ ମୋଦିଙ୍କୁ ୮୦ ପ୍ରତିଶତ ଲୋକ ଗ୍ରହଣ କରନ୍ତି

ବିଧାନସଭା ନିର୍ବାଚନରେ ମଧ୍ୟ ବିଜେପିର ଭୋଟ୍ ପ୍ରତିଶତ ବୃଦ୍ଧି ପାଉଥିବା ଧର୍ମେନ୍ଦ୍ର କହିଛନ୍ତି।

IOCL JOB
IOCL ପକ୍ଷରୁ ବାହାରିଲା ଚାକିରି, ତୁରନ୍ତ କରନ୍ତୁ ଆବେଦନ..

ଡିସେମ୍ବର ୧୬ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଏହି ଆବେଦନ ପ୍ରକ୍ରିୟା ୫ ଜାନୁଆରୀ ୨୦୨୪ ପର୍ଯ୍ୟନ୍ତ ଚାଲିବ ।

Small Child
କୁନି ବୟସରେ ବଡ଼ ଦାୟିତ୍ୱ ! ଦୁଇ ଭାଇ ଭଉଣୀଙ୍କୁ ଚଳାଉଛି ସହଦେବ...

ନିଜ ପାଇଁ ସଂଘର୍ଷ କରୁଥିବା ସହଦେବଙ୍କ ପରିବାର ଏବେ ମଧ୍ୟ ସରକାରୀ ସହାୟତା ଅପେକ୍ଷାରେ । ଆବାସ ଯୋଜନାରେ ଖଣ୍ଡେ ଘର ଓ ଆଉ ଦୁଇ ଜଣଙ୍କୁ ମାସିକ ରାସନ୍ ଯୋଗାଇ ଦେଲେ ତାଙ୍କର ଦୁଃଖ ଲାଘବ ହୋଇପାରନ୍ତା ।

Cock Price 30000
ଫାଇଟର କୁକୁଡା ! ହାଇଟ୍ ଯେମିତି, ଫାଇଟ୍ ବି ସେମିତି...

ଗଣପତିଙ୍କ ପାଖରେ ବର୍ତ୍ତମାନ ୫୦ଟି କୁକୁଡା ରହିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୫ଟି ଲଢୁଆ କୁକୁଡା ରହିଛନ୍ତି । ଟାଇଗରକୁ କିଣିବା ପାଇଁ ଏବଂ ତାକୁ ଦେଖିବାକୁ ବିଭିନ୍ନ ଜିଲ୍ଲାରୁ ଲୋକମାନେ ଆସୁଥିବା ଦେଖିବାକୁ ମିଳିଛି ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।