ଆଜି ଭୋର୍ ପ୍ରାୟ ୩ଟା ୫୫ରେ ପିସିଆର୍କୁ ଏକ ଫୋନ୍ କଲ୍ ଆସିଥିଲା। ଶ୍ୟାମ କୃପା ଫୁଡ୍ସ ପ୍ରାଇଭେଟ୍ ଲିମିଟିଡ୍ରେ ନିଆଁ ଲାଗିଥିବା କେହି ଫୋନ୍ କରି ଜଣାଇଥିଲେ। ତୁରନ୍ତ ପୋଲିସ୍ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ ।
ଟାକୋମାରେ ଟେଲିଭିଜନ୍ ଷ୍ଟେସନ୍ KCPQ-TV ରିପୋର୍ଟ ଅନୁଯାୟୀ, ମହାକାଶଚାରୀ ୱିଲିୟମ ଆଣ୍ଡର୍ସ ନିଜର ୱିଣ୍ଟେଜ୍ ଏୟାର ଫୋର୍ସ ସିଙ୍ଗିଲ୍ ଇଞ୍ଜିନ ଟି-୩୪ରେ ଉଡାଣ ଭରିଥିଲେ। ହଠାତ୍ ଏହା ଭାରସାମ୍ୟ ହରାଇ ତଳକୁ ଖସିପଡିଥିଲା। ଏହା ଯାଇ ସମୁଦ୍ର ଭିତରେ ପଡିଗଲା।
ନରେନ୍ଦ୍ର ମୋଦିଙ୍କୁ ଏନଡିଏ ମେଣ୍ଟର ନେତା ନିର୍ବାଚିତ କରାଯାଇଛି । ତେବେ ରାଜନାଥ ସିଂହ ଦଳର ବୈଠକରେ ଏହି ପ୍ରସ୍ତାବ ରଖିଥିଲେ । ଯାହାକି ସର୍ବସମ୍ମତି କ୍ରମେ ପାସ୍ ହେଇଥିଲା ।
ସର୍ବୋଚ୍ଚ ଆଇନ ପ୍ରଣୟନ କର୍ତ୍ତା ତଥା ସାଂସଦମାନେ କେତେ ଦରମା ପାଆନ୍ତି, ସେମାନଙ୍କୁ କି କି ସୁବିଧା ମିଳେ । ଏମିତି ପ୍ରଶ୍ନ ଆପଣଙ୍କ ମନରେ ନିଶ୍ଚୟ ଆସୁଥିବ। ତେବେ ଆସନ୍ତୁ ଜାଣିବା ସାଂସଦଙ୍କ ରୋଜାଗାର ସମ୍ବନ୍ଧୀୟ କିଛି ରୋଚକ ତଥ୍ୟ...
ରବିବାର ହେବାକୁ ଥିବା ବହୁ ପ୍ରତୀକ୍ଷିତ ଶପଥ ଗ୍ରହଣ ଉତ୍ସବରେ ବହୁ ଦେଶର ସ୍ବତନ୍ତ୍ର ନିମନ୍ତ୍ରିତ ଅତିଥିଙ୍କ ସମେତ ୮ହଜାରରୁ ଅଧିକ ଲୋକ ଉପସ୍ଥିତ ରହିବେ। ଶପଥ ଗ୍ରହଣ ଉତ୍ସବରେ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟରେ ସାମିଲ ଥିବା ଅନେକ ସଫେଇ କର୍ମଚାରୀ, କିନ୍ନର ଓ ଶ୍ରମିକ ସ୍ବତନ୍ତ୍ର ଅତିଥି...
୫୯ ବର୍ଷୀୟ ୱିଲିୟମ୍ସ ପୂର୍ବରୁ ଦୁଇ ଥର ମହାକାଶ ଯାତ୍ରା କରିଥିବା ବେଳେ ଏହା ତାଙ୍କର ତୃତୀୟ ଯାତ୍ରା। ସ୍ପେଶ୍ ଷ୍ଟେସନରେ ପହଞ୍ଚିବା ପରେ ସୁନୀତା ବେଶ୍ ଖୁସିବ୍ୟକ୍ତ କରିବା ସହ କ୍ୟୁ ସଦସ୍ୟମାନଙ୍କୁ ନିଜର ଅନ୍ୟ ଏକ ପରିବାର ବୋଲି କହିଛନ୍ତି।
ପୁରୀରେ ଶୁଣାଣୀ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର। ସେଦିନ ଡ୍ୟୁଟିରେ ଥିବା ପୁରୀ ପୋଲିସ, କୁମ୍ଭାରପଡା ଥାନା ପୋଲିସ, ପୁରୀ ଏସପି, ଅଗ୍ନିଶମ ବିଭାଗର ଅଧିକାରୀ, ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀମାନେ ଆଜି ତଥ୍ୟ ଉପସ୍ଥାପନ କରିବେ।
ଆପଣ ଡ୍ରାଏଫ୍ରୁଟ୍ସ ଖାଉଛନ୍ତି କି ? ଜଣେ ବ୍ୟକ୍ତି କେତେ ପରିମାଣର ଡ୍ରାଏଫ୍ରୁଟ୍ସ ଖାଇବା ଆବଶ୍ୟକ ? ଜାଣନ୍ତୁ
ଲକ୍ଷ୍ମଣ ବାଗ୍ VS ନବୀନ ପଟ୍ଟନାୟକ । ଜଣେ ଚାଷୀ ନେତା ଆଉ ଜଣେ ରାଜ୍ୟର ପାଞ୍ଚ ପାଞ୍ଚ ଥର ମୁଖ୍ୟମନ୍ତ୍ରୀ । ଯିଏ କି ରାଜନୀତି କ୍ୟାରିୟରରେ ପରାଜୟ ଜାଣିନାହାନ୍ତି । ଦେଖିନାହାନ୍ତି ପରାସ୍ତର ସୂର୍ଯ୍ୟ । ହେଲେ ସେହି ନବୀନଙ୍କୁ ଏଥର ନିର୍ବାଚନରେ ଚେକ୍ ଦେଇଛନ୍ତି...
କେଉଁଠି ଅଛନ୍ତି ପାଣ୍ଡିଆନ୍ ? ଭୁବନେଶ୍ୱରରେ ନା ଆଉ କେଉଁଠି ? ନିର୍ବାଚନ ଫଳାଫଳ ପରେ କୁହାଯାଉଥିବା ବିଜେଡିର ଦ୍ୱିତୀୟ କ୍ଷମତା କେନ୍ଦ୍ରଙ୍କ ମିଳୁନି ଦେଖା । ନା ଗଣମାଧ୍ୟମ ସାମ୍ନାକୁ ଆସୁଛନ୍ତି, ନା ପରାଜୟ ପରେ ପ୍ରେସମିଟ୍ କରି ନିଜ ବିବୃତି ରଖୁଛନ୍ତି ।
ଥଣ୍ଡା ହେତୁ ଚାରିଜଣ ଟ୍ରେକରଙ୍କ ମୃତ୍ୟୁ ହୋଇଯାଇଛି। ଉତ୍ତରକାଶୀ ଜିଲ୍ଲାପାଳ ମେହେରବାନ ସିଂ ବିଶଟ୍ଙ୍କ ସୂଚନା ଅନୁସାରେ, ଫସିଥିବା ଅନ୍ୟମାନଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରହିଛି।
ବିଜେପି ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ୍ ଆଲାଏନ୍ସ ବା ଏନଡିଏ ଏବଂ ବିରୋଧୀ ଇଣ୍ଡିଆ ବ୍ଲକ୍ ସେମାନଙ୍କର ପରବର୍ତ୍ତୀ ପଦକ୍ଷେପ ଯୋଜନା କରୁଛନ୍ତି। ୨୦୨୪ ଲୋକସଭା ନିର୍ବାଚନ ସମାପ୍ତ ହେବା ପରେ ପରବର୍ତ୍ତୀ ଯୋଜନା ପାଇଁ ଦିଲ୍ଲୀ ଯାଉଛନ୍ତି ନୀତୀଶ ଓ ତେଜସ୍ବୀ।
କେବଳ ମନମୋହନ ନୁହନ୍ତି, ବିଜେଡି ଓ କଂଗ୍ରେସ ସଭାପତିଙ୍କ ଋଣକୌଶଳ ମଧ୍ୟ ଏହି ନିର୍ବାଚନରେ ଫେଲ୍ ମାରିଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ଟି ଆସନ ହିଞ୍ଜିଳି ଏବଂ କଣ୍ଟାବାଞ୍ଜିରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ତେବେ ତାଙ୍କୁ କଣ୍ଟାବାଞ୍ଜି ଆସନରୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି।
ସବୁଠୁ ବଡ଼ କଥା ହେଲା ନବୀନ ପଟ୍ଟନାୟକଙ୍କ ଭାବମୂର୍ତ୍ତିକୁ ନେଇ ବିଜେଡି ଯେତେ ପ୍ରଚାର କରିବାକୁ ଚେଷ୍ଟା କରିଥିଲେ ବି ତାହା ଆଉ କାମ ଦେଲାନି। ଚଳିତ ନିର୍ବାଚନରେ ସବୁଠାରୁ ବଡ଼ ବିପର୍ଯ୍ୟୟର ସାମ୍ନା କରିଛି ଦଳ। ଭୁଶୁଡିଯାଇଛି ବିଜେଡି ଗଡ଼।
ପଦ୍ମନାଭ ବେହେରା, ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଉମା ସାମନ୍ତରାୟ, ବର୍ଷା ପ୍ରିୟଦର୍ଶିନୀ ପ୍ରମୁଖ ହେଭିୱେଟ ଓ ସେଲିବ୍ରିଟି ବିଜେଡି ପ୍ରାର୍ଥୀଙ୍କୁ ବି ପ୍ରତ୍ୟାଖ୍ୟାନ କରିଛନ୍ତି ଜନତା।
ଓଡ଼ିଶାରେ ନବୀନ ଯୁଗର ଅନ୍ତ। ଐତିହାସିକ ବିଜୟ ସହ ଓଡ଼ିଶାରେ ସରକାର କରିବ ବିଜେପି। ଚାରିଆଡ଼ ଅରେଞ୍ଜ ସୁନାମୀ।
ଉତ୍ତରପ୍ରଦେଶର ବାରାଣସୀ ଲୋକସଭା ଆସନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗୁଆ ଅଛନ୍ତି। ସେହିପରି ଅମିତ ଶାହ ଗାନ୍ଧିନଗର ଲୋକସଭା ଆସନରୁ ୭୩୧୧ ଭୋଟ୍ରେ ଆଗୁଆ ଅଛନ୍ତି। ସେହିପରି ସ୍ମୃତି ଇରାନୀ ଉତ୍ତରପ୍ରଦେଶର ଅମେଠି ଆସନରେ ଆଗୁଆ ଅଛନ୍ତି।
ପୁରୀ ବିଧାନସଭାରେ ବିଜେପି ପ୍ରାର୍ଥୀ ଜୟନ୍ତ ଷଡ଼ଙ୍ଗୀ ଆଗୁଆ ଥିବା ବେଳେ ବରଗଡ଼ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଗୁଆ ଅଛନ୍ତି। ଭୋଗରାଇ ବିଧାନସଭାରେ କଂଗ୍ରେସ ଆଗୁଆ ରହିଛି।
ପ୍ରତି ରାଉଣ୍ଡ ଗଣତି ପରେ ଫଳାଫଳକୁ ଡିସପ୍ଳେ ବୋର୍ଡରେ ପ୍ରଦର୍ଶନ ସହ ମାଇକ୍ ଯୋଗେ ସୂଚନା ଦିଆଯିବ । କାଉଣ୍ଟିଂ ପାଇଁ ରାଜ୍ୟରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
ଆଜି ଫଇସଲା ହେବ ଦେଶରେ କିଏ ଗଢ଼ିବ ସରକାର । ଦିଲ୍ଲୀ ସିଂହାସନରେ କିଏ