• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sonali Ojha

Sonali Ojha

Editor

ସାମ୍ୱାଦିକତା ନିଶା ଆଉ ପେସା ବି। ଆଇଆଇଏମସିରୁ ସାମ୍ୱାଦିକତା ଶେଷ ପରେ ନନ୍ଦିଘୋଷ ଟିଭ ...more

ସାମ୍ୱାଦିକତା ନିଶା ଆଉ ପେସା ବି। ଆଇଆଇଏମସିରୁ ସାମ୍ୱାଦିକତା ଶେଷ ପରେ ନନ୍ଦିଘୋଷ ଟିଭିରେ ସାମ୍ୱାଦିକତା ଜୀବନ ଆରମ୍ଭ। ନ୍ୟୁଜ ବୁଲେଟିନ, ପ୍ୟାକେଜିଂ, ଆଙ୍କରିଂ ସହ ବ୍ରେକିଂରେ କାମ କରିଛି। ଖବର ସହ ରହିବାକୁ ପସନ୍ଦ। କିଛି ନୂଆ କରିବାର ସୁଯୋଗ ଦେଇଛି ଓଟିଭି।

less

Posts by Sonali Ojha

Apana Eka Nuhanti
ମା'ର ସାହା କୁନି ପୁଅ

ମାଆର ସାହା ପାଲଟଛି କୁନିପୁଅ। ଭୁଲି ଯାଇଛି ପାଠ, ଏବେ ତା ଭବିଷ୍ୟତ କ’ଣ ହେବ ?

Cobra
ସୋଫା ଭିତରେ ନାଗ

ବରଗଡ଼ ମ୍ୟୁନିସପାଲିଟିର ୧୭ ନମ୍ବର ୱାର୍ଡ ଅମ୍ବାପାଲି ଅଞ୍ଚଳର ସଞ୍ଜୀବ ସାହୁଙ୍କ ଘରୁ ନାଗ ସାପ ଉଦ୍ଧାର । ସୋଫା ଉପରେ ବସିଥିବା ବେଳେ ସାପର ଶବ୍ଦ ସେ ଶୁଣିବାକୁ ପାଇଥିଲେ । ମୂଷା ଖାଇବାକୁ ଆସି ଘରେ ପଶିଥିବା ସନ୍ଦେହ। ସାପକୁ ଉଦ୍ଧାର କଲେ ସାପ...

plantation
ସାନ ସିନା ଉଦ୍ଦେଶ୍ୟ ମହାନ୍

ବୟସ ମାତ୍ର ୫ ବର୍ଷ ହେଲେ ଉଦ୍ଦେଶ୍ୟ ମହାନ୍ । ଯେଁଉ ବୟସରେ ପିଲା ଖେଳକୁଦ ଆଉ ମୋବାଇଲରେ ମାତିଥାନ୍ତି ସେଇ ବୟସରେ ଏହି କୁନି ବାଳକ ୬ ହଜାର ଗଛ ଲଗାଇବାର ଲକ୍ଷ୍ୟ ରଖିଛନ୍ତି ।

Doctor
ବରା ପକୁଡ଼ି ବିକୁଥିଲେ, ଏବେ ଡାକ୍ତର ହେବେ

ବରା ପକୁଡ଼ି ବିକି ମାଟ୍ରିକ ପରୀକ୍ଷା ଦେଇ ରଖିଥିଲେ ୮୯ ପ୍ରତିଶତ ମାର୍କ। ଆଉ ଏବେ ଜେଇଇ ମେନ୍ ରେ ଭଲ ରାଙ୍କ ରଖି ମେଡ଼ିକାଲ ନିଟ୍ ରେ ସିଟ ପାଇଛନ୍ତି ।

Panchang
Panchang Today 28th August 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୦ମୀ ରାତ୍ରି ୦୧.୧୯ ଗତେ ୧୧ଶୀ ।

Murder
ମଦ୍ରାସା ଛୁଟି କରିବାକୁ ସୁପରପ୍ଲାନ୍; ୩ ନାବାଳକ କ୍ରାଇମ୍‌ ସୋ’ ଦେଖି ଶିଶୁକୁ କଲେ ହତ୍ୟା

ଛୁଟି ପାଇଁ ୫ ବର୍ଷର ଶିଶୁକୁ ମାରିଦେଲେ ୩ ନାବାଳକ ଛାତ୍ର। ଉତ୍ତର-ପୂର୍ବ ଦିଲ୍ଲୀର ଏକ ମଦ୍ରାସାରେ ଏହି ହତ୍ୟାକାଣ୍ଡ ଘଟିଛି।

Ratna Bhandar
ଖୋଲିବ ଗୁପ୍ତ ସୁଡ଼ଙ୍ଗ ରହସ୍ୟ; ରତ୍ନଭଣ୍ଡାର ଯାଞ୍ଚ ପାଇଁ ASIକୁ ଅନୁମତି

ରତ୍ନଭଣ୍ଡାର ତଦାରଖ କରିବ ASIର ଉଚ୍ଚସ୍ତରୀୟ ଟିମ୍। ରତ୍ନଭଣ୍ଡାର ଯାଞ୍ଚ ପାଇଁ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥାକୁ ଅନୁମତି ମିଳିଛି। ଖୁବଶୀଘ୍ର ପ୍ରତ୍ନତତ୍ତ୍ବ ବିଭାଗର ଉଚ୍ଚସ୍ତରୀୟ ଟିମ୍ ଆସିବ।

Susanta Dhalasamanta
ଜେଲ୍‌ରେ ରେଡ୍‌; ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳ ସାମନ୍ତ ସେଲରୁ ମିଳିଲା ମୋବାଇଲ

ଜେଲରେ ଜୋରଦାର ହେଉଛି ଚଢାଉ। ବଲାଙ୍ଗୀର ଗ୍ୟାଙ୍ଗୱାର ଖବର ସାମନାକୁ ଆସିବା ପରେ ଏବେ କଡ଼ାକଡ଼ି ଚେକିଂ ଚାଲିଛି। ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳ ସାମନ୍ତ ସେଲରୁ ବାହାରିଲା ମୋବାଇଲ।

Sandip Ghosh
କୋଲକାତା ଲଜ୍ଜା: ବନ୍ଧା ହେବେ ସନ୍ଦୀପ ଘୋଷ ! ଘରେ ପଶିଲା CBI

କୋଲକାତା RG କର ମେଡିକାଲ୍ କଲେଜ ଜୁନିୟର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଘାଣ୍ଟୁଛି ସିବିଆଇ। ସ୍କାନରରେ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ।ତାଙ୍କ ଘରେ ଆଜି ରେଡ୍ କରିଛି ସିବିଆଇ।

alligator
ପୋଖରୀରେ ଥିଲା କୁମ୍ଭୀର, ହଠାତ୍ ବାଡି ଧରି ପଶିଗଲେ ମହିଳା; ଆଶ୍ଚର୍ଯ୍ୟ କରିବ ଭିଡିଓ

କୁମ୍ଭୀର ସହ ବନ୍ଧୁତା ଆପଣ ଶୁଣିଛନ୍ତି କି? ଏପରି ଜଣେ ସାହାସୀ ମହିଳା ଯିଏ କି କୁମ୍ଭୀର ସହ ମିତ ବସିଛନ୍ତି। ଏହି ଭିଡିଓ ଏବେ ଭାଇରାଲ୍ ହେବାରେ ଲାଗିଛି।

Dr Sandeep Mishra
ILS ବୈଜ୍ଞାନିକ ଡାକ୍ତର ସନ୍ଦୀପ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ଆଇଏଲ୍‌ଏସ୍‌ ବୈଜ୍ଞାନିକ ଡାକ୍ତର ସନ୍ଦୀପ ମିଶ୍ରଙ୍କ ସନ୍ଦେହଜନନ ମୃତ୍ୟୁ। ଭୁବନେଶ୍ୱର ସତ୍ୟନଗର ସ୍ଥିତ ଘରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। 

Sunita Williams
ସପ୍ତାହେ ପାଇଁ ଯାଇଥିଲେ; ମହାକାଶରେ ୮ମାସ କିପରି ବଞ୍ଚିବେ ସୁନୀତା ?

ଆସନ୍ତା ବର୍ଷ ମହାକାଶରୁ ଫେରିବେ ସୁନୀତା ୱିଲିୟମସ। ୨ ମହାକାଶଚାରୀଙ୍କ ଫେରିବା ନେଇ ସୂଚନା ଦେଇଛି ଆମେରେକୀୟ ମହାକାଶ ଗବେଷଣା ସଂସ୍ଥା ନାସା।

156-medicines-ban
ଏହି ୧୫୬ଟି ଔଷଧକୁ ବ୍ୟାନ୍‌ କଲେ କେନ୍ଦ୍ର ସରକାର; ଜାଣନ୍ତୁ କାହିଁକି...

ଜ୍ୱର, ଥଣ୍ଡା, ଯନ୍ତ୍ରଣା ଓ ଆଲର୍ଜି ପାଇଁ ବହୁଳ ମାତ୍ରାରେ ବ୍ୟବହୃତ ହେଉଥିବା ୧୫୬ଟି ଫିକ୍ସଡ୍ ଡୋଜ୍ କମ୍ୱିନେସନ ଔଷଧକୁ ବ୍ୟାନ କରିଛନ୍ତି କେନ୍ଦ୍ର ସରକାର।

Death
ସେଣ୍ଟ୍ରିଂ ଖୋଲୁଥିଲେ; ଅଣନିଃଶ୍ୱାସୀ ହୋଇ ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୩ ଶ୍ରମିକଙ୍କ ଜୀବନ। ସମ୍ୱଲପୁର ଯମନକିରା ଥାନା ପୁକୁଡ଼ା ଗାଁରେ ଘଟିଛି ଏଭଳି ଅଘଟଣ।

Assam gang-rape accused drowns in pond
ଆସାମ ଲଜ୍ଜା: ଖସିବାକୁ ଚେଷ୍ଟା କରୁଥିଲା ଦୁଷ୍କର୍ମ ଅଭିଯୁକ୍ତ; ପୋଖରୀରେ ବୁଡ଼ି ଜୀବନ ଗଲା

ଆସାମ ଢିଙ୍ଗ ଅଞ୍ଚଳରେ ନାବାଳିକା ଗଣଦୁଷ୍କର୍ମ ମାମଲାରେ ରାଜନୀତି ଜୋର୍ ଧରିଛି। ଏହାରି ଭିତରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ତାପଜୁଲ ଇସ୍‌ଲାମର ମୃତ୍ୟୁ ହୋଇଥିବା ଜଣାପଡିଛି।

Shikhar Dhawan
କ୍ରିକେଟ୍‌କୁ ‘ଗବ୍ବର’ଙ୍କ ବାଏ ବାଏ; ସବୁ ଫର୍ମାଟରୁ ଅବସର ଘୋଷଣା କଲେ ଧୱନ

କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ନ୍ୟାସ ନେଲେ ଭାରତର ଷ୍ଟାର ଓପନର ଶିଖର ଧାୱନ। ଉଭୟ ଅନ୍ତର୍ଜାତୀୟ ଓ ଘରୋଇ କ୍ରିକେଟରୁ ସେ ସନ୍ନ୍ୟାସ ଘୋଷଣା କରିଛନ୍ତି।

Drowning
ସ୍କୁଲ ଯାଉଛି କହି ମହାନଦୀକୁ ଡେଇଁଲେ ହାଇସ୍କୁଲ ଛାତ୍ରୀ; ସର୍ଚ୍ଚ ଅପରେସନ୍‌ ଜାରି

ସମ୍ବଲପୁର ଚାଉଁରପୁର ବ୍ରିଜରୁ ମହାନଦୀକୁ ଡେଇଁ ପଡିଥିବା ସୂଚନା। ଛାତ୍ରୀଜଣକ ହାଇସ୍କୁଲରେ ପଢୁଥିବା ସୂଚନା ମିଳିଛି।

OTET
ଗ୍ରେସ୍ ମାର୍କ ଦାବିରେ OTET ପରୀକ୍ଷାର୍ଥୀଙ୍କ ଧାରଣା; ବୋର୍ଡ ଅଫିସ ଆଗରେ ନାରାବାଜି

କଟକ ବୋର୍ଡ ଅଫିସ ଆଗରେ ଧାରଣାରେ ବସିଲେ OTET ପରୀକ୍ଷାର୍ଥୀ। ଚଳିତ ବର୍ଷ OTET ପରୀକ୍ଷାରେ ଉପୁଜିଥିବା ସମସ୍ୟାକୁ ନେଇ ବିକ୍ଷୋଭ ଓ ନାରାବାଜି କରିଛନ୍ତି।

anti-Naxal review meeting
ବ୍ୟାପକ ହେବ ନକ୍ସଲ ନିପାତ ଅଭିଯାନ; ଆଜି ବସୁଛି ନକ୍ସଲ ମୁକାବିଲା ବୈଠକ

ଆଜିଠୁ ଛତିଶଗଡ଼ର ରାୟପୁରରେ ଆୟୋଜିତ ହେଉଛି ନକ୍ସଲ ପ୍ରଭାବିତ ରାଜ୍ୟମାନଙ୍କର ଶାସନ ସଚିବ ଏବଂ ପୋଲିସ ଡିଜିଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ।ଏହି ବୈଠକର ଅଧ୍ୟକ୍ଷତା କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।

CCTV
କୋଲକାତା ଲଜ୍ଜାର ବଡ଼ ପ୍ରମାଣ: ସାମ୍ନାକୁ ଆସିଲା ଅଭିଯୁକ୍ତ ସଞ୍ଜୟର ସିସିଟିଭି ଫୁଟେଜ୍

ଦିନ ଯେତେ ଗଡୁଛି ପ୍ରତିବାଦ ସେତେ ବଢୁଛି । ନ୍ୟାୟ ଦାବିରେ କି ଦିନ କି ରାତି ପ୍ରତିବାଦ ଦିନକୁ ଦିନ ବ୍ୟାପକ ହେଉଛି । କୋଲକାତା ଆରଜି କର ମେଡିକାଲ କାଣ୍ଡର ଅଭିଯୁକ୍ତକୁ କଠୋରରୁ କଠୋର ଶାସ୍ତି ଏବଂ ପୀଡିତାଙ୍କୁ ନ୍ୟାୟ ଦାବିରେ କୋଲକାତା ରାଜରାସ୍ତାରେ ଅଭୟା...

ସାମ୍ୱାଦିକତା ନିଶା ଆଉ ପେସା ବି। ଆଇଆଇଏମସିରୁ ସାମ୍ୱାଦିକତା ଶେଷ ପରେ ନନ୍ଦିଘୋଷ ଟିଭିରେ ସାମ୍ୱାଦିକତା ଜୀବନ ଆରମ୍ଭ। ନ୍ୟୁଜ ବୁଲେଟିନ, ପ୍ୟାକେଜିଂ, ଆଙ୍କରିଂ ସହ ବ୍ରେକିଂରେ କାମ କରିଛି। ଖବର ସହ ରହିବାକୁ ପସନ୍ଦ। କିଛି ନୂଆ କରିବାର ସୁଯୋଗ ଦେଇଛି ଓଟିଭି।