ଖଡଗେଙ୍କ ସହ ତେଲେଙ୍ଗାନା ଉପ ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ ।
ଷ୍ଟ୍ରୋକ୍ ପୀଡିତ ଏବଂ ଅନ୍ୟମାନେ ଯେଉଁମାନେ କଥା କହିବାର କ୍ଷମତା ହରାଇଛନ୍ତି, ଏହି ଟେକ୍ନୋଲୋଜିରୁ ସେମାନେ ଉପକୃତ ହୋଇପାରିବେ, ସେମାନଙ୍କୁ ସେମାନଙ୍କ ଭାବନା ପ୍ରକାଶ କରିବା ସହ ଅନ୍ୟମାନଙ୍କ ସହିତ ଯୋଗାଯୋଗ କରିବାର ମାଧ୍ୟମ ହୋଇପାରିବ।
ଏହି ପ୍ରକାରର ଠକେଇ ବିଷୟରେ ସଚେତନ ହେବା ଏବଂ ସଚେତନତା ପାଇଁ ପରାମର୍ଶ ଦିଆଯାଇଛି । ଯଦି କେହି ଏପରି କଲ୍ ପାଆନ୍ତି ତେବେ ତୁରନ୍ତ ଏନେଇ ସାଇବର କ୍ରାଇମ୍ ହେଲ୍ପଲାଇନ ନମ୍ବର 1930 କିମ୍ବା www.cybercrime.gov.inରେ ଅଭିଯୋଗ କରିବାକୁ ପରାମର୍ଶ ଦିଆଯାଇଛି।
ନଡ୍ଡା ମାଉସୀ ମା' ମନ୍ଦିର ଠାରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ରୋଡ୍ ସୋ’ କରିବେ। ପରେ ଅପରାହ୍ନରେ ବରଗଡ଼ ଜିଲ୍ଲାର ପଦ୍ମପୁର ଓ ସୁନ୍ଦରଗଡ଼ରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ।
ବିଜେପି ଛାଡ଼ିଲେ ରମାରଞ୍ଜନ ବଳିୟାରସିଂହ। ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂହ ଆଜି ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।
ଖଲ୍ଲିକୋଟ୍ ଶ୍ରୀକୃଷ୍ଣଶରଣପୁର ଗାଁରେ ବିଜେଡି କର୍ମୀଙ୍କ ଗୁଣ୍ଡାଗର୍ଦ୍ଦି ନେଇ ଅଭିଯୋଗ ହୋଇଥିଲା । ଗାଁରେ ବିଜେପି କର୍ମୀ ବ୍ୟାନର ମାରୁଥିବା ଏହାକୁ ବିରୋଧ କରି ସେମାନଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ଆସିଥିଲା ।
ଖବର ପାଇ ପୋଲିସ ଏବଂ ଅଗ୍ନିଶମ ବାହିନୀ ଦୁଇଟି ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ବେଶ୍ ପରିଶ୍ରମ କରିଥିଲେ | ଦୀର୍ଘ ସମୟର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା |
ଓଡ଼ିଶାରେ ପ୍ରଚାର କରିବେ ବିଜେପି ସାଂସଦ ତଥା ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ । ଆସନ୍ତା ୧୭ ତାରିଖରେ ସେ ଆସିବେ। ରାଜ୍ୟର ୩ଟି ସ୍ଥାନରେ ପ୍ରଚାର କରିବେ ।
ଏକ କୋଟି ମହିଳାଙ୍କୁ ଏକ ବର୍ଷରେ ଲକ୍ଷପତି କରିଦେବୁ କହିଲେ ରାହୁଲ ଗାନ୍ଧି। କୋଟିଏ ଟଙ୍କା ଗରିବଙ୍କ ପକେଟ୍କୁ ଯିବ। ସବୁ ବନ୍ଦ ଥିବା ଫ୍ୟାକ୍ଟ୍ରି ଚାଲୁ କରାଯିବ।
ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ୭୫.୬୮% ମତଦାନ ହୋଇଛି। ନବରଙ୍ଗପୁରରେ ସର୍ବାଧିକ ଲୋକ ଭୋଟ୍ ଦେଇଥିବା ବେଳେ ବ୍ରହ୍ମପୁରରେରେ ସର୍ବନିମ୍ନ ମତଦାନ ହୋଇଛି।
ତେବେ କୁମ୍ଭୀରଟି ଖୁବ୍ ଜୋର୍ରେ ହାତୀ ଶୁଣ୍ଢକୁ କାମୁଡି ଧରିଥିଲା। ଏହାଦେଖି ହାତୀପଲ ଛିନ୍ନଛତ୍ର ହୋଇଯାଇଥିଲେ ଏବଂ ହାତୀଟି ମୁଣ୍ଡ ହଲାଇ ଏକ କୁମ୍ଭୀରକୁ ପାଣିରୁ ବାହାରକୁ ଆଣି ଫିଙ୍ଗିଦେଇଥିଲା। ଶେଷରେ କୁମ୍ଭୀରଟି ଶୁଣ୍ଢକୁ ଛାଡି ପାଣି ଭିତରକୁ ଯିବାକୁ ବାଧ୍ୟ ହୋଇଥିଲା।
ବସ୍ରେ ମୋଟ୍ ୪୨ଜଣ ଯାତ୍ରୀ ଥିଲେ। ଗତକାଲି ସେମାନେ ଭୋଟ୍ ଦେବାପାଇଁ ବସ୍ରେ ଯାଇଥିଲେ। ଆଜି ସକାଳୁ ବାପାଟଲା ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି।
କିଛି ଭିଜିଲାନ୍ସ ଅଧିକାରୀ ଏବଂ ଅନ୍ୟ ବିଭାଗ ଯାଞ୍ଚ ପାଇଁ ଆସିଥିଲେ। କାମ ଦେଖିବା ପାଇଁ ଖଣି ଭିତରକୁ ପ୍ରବେଶ କରିବା ମାତ୍ରେ ଲିଫ୍ଟ ଭାଙ୍ଗି ଯାଇଥିଲା।
ଆଜିଠୁ ଦୁଇ ଦିନିଆ ଓଡ଼ିଶାଗସ୍ତରେ ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ବରରେ ଆୟୋଜିତ ଏକ ମହିଳା ସମାବେଶରେ ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଆଜି ବଲାଙ୍ଗିର ଗସ୍ତରେ ଆସୁଛନ୍ତି କଂଗ୍ରେସର ଷ୍ଟାର କ୍ୟାମ୍ପେନର ରାହୁଲ ଗାନ୍ଧି।
ଆକ୍ରମଣ ଘଟଣା ପରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ ପାଣିଗ୍ରାହୀଙ୍କ ପତ୍ନୀ। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ କେବେଳ ଅହିଂସା କଥା କହୁଛନ୍ତି, ମାତ୍ର ହିଂସା ଏବେ ଚରମ ସୀମାରେ ପହଞ୍ଚିଛି।
ତେବେ ଲୋକମାନେ ପ୍ରଥମେ ଏହାକୁ ସତ ଅପହରଣ ବୋଲି ଭାବିନେଇଥିଲେ। ପୋଲିସ ବି ସତ ଅପରହଣ ଭାବିବା ସହ ୩ଯୁବକଙ୍କୁ ଗିରଫ କରିଥିଲା। ମାତ୍ର ତଦନ୍ତ ପରେ ଏହା ଜଣାପଡିଲା ଯେ ସେମାନେ ରିଲ୍ସ ପାଇଁ ସୁଟିଂ କରୁଥିଲେ।
ପାକିସ୍ତାନୀ ରେଞ୍ଜର୍ସ ୧୯ଟି ଗାଡିରେ ମୁଜାଫରାବାଦରେ ପହଞ୍ଚିବା ମାତ୍ରେ ସେମାନଙ୍କ ଗାଡି ଉପରକୁ ଢେଲା ଓ ପଥର ମାଡ କରିଥିଲେ ବିକ୍ଷୋଭକାରୀ। ଏହାପରେ ସୁରକ୍ଷାକର୍ମୀ ଲୁହବୁହା ଗ୍ୟାସ ପ୍ରୟୋଗ କରିବା ସହ ଗୁଳିବର୍ଷା କରିଥିଲେ।
ଜୁନ୍ ୧ ତାରିଖରେ ଶେଷ ପର୍ଯ୍ୟାୟରେ ବାରାଣସୀରେ ଭୋଟ୍ ପଡିବ । ମୋଦି କ୍ରମାଗତ ତୃତୀୟ ଥର ପାଇଁ ଏଠାରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ଏଥିପାଇଁ ପ୍ରାର୍ଥୀ ପତ୍ର ଦାଖଲ ପ୍ରକ୍ରିୟା ୭ ତାରିଖରୁ ଆରମ୍ଭ ହୋଇଥିବାବେଳେ ଆଜି ଶେଷ ତାରିଖ ।
ତଦନ୍ତ ବେଳେ ଦିଲ୍ଲୀ ଏବଂ ଅମୃତସର ବିମାନ ବନ୍ଦରର ସିସିଟିଭି ଫୁଟେଜ ଏବଂ ଫ୍ଲାଇଟ୍ ମାନିଫେଷ୍ଟ ଟିକିନିକି ଯାଞ୍ଚ୍ କରାଯାଇଥିଲା। ଜଣେ ସନ୍ଦିଗ୍ଧଙ୍କୁ ସର୍ଟଲିଷ୍ଟ କରାଯାଇଥିଲା କାରଣ ତାଙ୍କୁ ଉଭୟ ବିମାନରେ ଦେଖିବାକୁ ମିଳିଥିଲା । ଅଧିକାରୀ କହିଛନ୍ତି ଯେ ସନ୍ଦିଗ୍ଧ ଯାତ୍ରୀଙ୍କ ଫୋନ୍ ନମ୍ବର ସଂପୃକ୍ତ ଏୟାରଲାଇନ୍ସରୁ...
ଅପରାହ୍ନ ୨ଟା ୩୦ ମିନିଟରେ ଭୁବନେଶ୍ବର ସ୍ବସ୍ତି ପ୍ରିମିୟମ ହୋଟେଲରେ 'ବିଶେଷ ସମ୍ପର୍କ ଅଭିଯାନ'ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିଯିବେ ।