ଜୁନ୍ ୧ ତାରିଖରେ ଶେଷ ପର୍ଯ୍ୟାୟରେ ବାରାଣସୀରେ ଭୋଟ୍ ପଡିବ । ମୋଦି କ୍ରମାଗତ ତୃତୀୟ ଥର ପାଇଁ ଏଠାରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ଏଥିପାଇଁ ପ୍ରାର୍ଥୀ ପତ୍ର ଦାଖଲ ପ୍ରକ୍ରିୟା ୭ ତାରିଖରୁ ଆରମ୍ଭ ହୋଇଥିବାବେଳେ ଆଜି ଶେଷ ତାରିଖ ।
ତଦନ୍ତ ବେଳେ ଦିଲ୍ଲୀ ଏବଂ ଅମୃତସର ବିମାନ ବନ୍ଦରର ସିସିଟିଭି ଫୁଟେଜ ଏବଂ ଫ୍ଲାଇଟ୍ ମାନିଫେଷ୍ଟ ଟିକିନିକି ଯାଞ୍ଚ୍ କରାଯାଇଥିଲା। ଜଣେ ସନ୍ଦିଗ୍ଧଙ୍କୁ ସର୍ଟଲିଷ୍ଟ କରାଯାଇଥିଲା କାରଣ ତାଙ୍କୁ ଉଭୟ ବିମାନରେ ଦେଖିବାକୁ ମିଳିଥିଲା । ଅଧିକାରୀ କହିଛନ୍ତି ଯେ ସନ୍ଦିଗ୍ଧ ଯାତ୍ରୀଙ୍କ ଫୋନ୍ ନମ୍ବର ସଂପୃକ୍ତ ଏୟାରଲାଇନ୍ସରୁ...
ଅପରାହ୍ନ ୨ଟା ୩୦ ମିନିଟରେ ଭୁବନେଶ୍ବର ସ୍ବସ୍ତି ପ୍ରିମିୟମ ହୋଟେଲରେ 'ବିଶେଷ ସମ୍ପର୍କ ଅଭିଯାନ'ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିଯିବେ ।
ଦୁର୍ଘଟଣା ପରେ ସେଠାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ପହଞ୍ଚି ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। ବିଲବୋର୍ଡଟି ସେଠାରେ ଲାଗିବା ପାଇଁ ଅନୁମତି ଥିଲା କି ନାହିଁ ସେ ସମ୍ପର୍କରେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ କହିଛନ୍ତି।
ଓଡିଶାରେ ପ୍ରଥମ ପ୍ରର୍ଯ୍ୟାୟରେ ୭୩.୯୭% ମତଦାନ ହୋଇଛି। ସେହିପରି ଚତୁର୍ଥ ପର୍ଯ୍ୟାୟରେ ୧୦ ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳର ୯୬ଟି ଲୋକସଭା ଆସନ ପାଇଁ ହୋଇଛି ମତଦାନ। ପଶ୍ଚିମବଙ୍ଗରେ ସର୍ବାଧିକ ୭୮.୩୭% ଭୋଟ୍ ରହିଛି।
CBSE ଦଶମ ଫଳାଫଳରେ ଏକ ନମ୍ୱର ତାଲିକାରେ ରହିଛି କେରଳ। କେରଳର ତ୍ରିଭେନ୍ଦ୍ରମରେ ୯୯.୭୫% ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସେହିପରି ପାସ୍ ତାଲିକାରେ ଦ୍ୱିତୀୟ ସ୍ଥାନରେ ରହିଛି ବିଜୟୱାଡା । ଏଠାରେ ପାସ୍ ହାର ୯୯.୬୦%ଅଛି।
ବିଜ୍ଞାପନରେ ଏହା ମଧ୍ୟ ଲେଖାଯାଇଥିଲା, 'ପ୍ରାୟ ୩୦ ବର୍ଷ ପୂର୍ବେ ଝିଅଟିର ମୃତ୍ୟୁ ହୋଇସାରିଛି। ଯଦି ସମାନ ଜାତି ଓ ଭିନ୍ନ ଗୋତ୍ରର କୌଣସି ପୁଅ ଅଛନ୍ତି, ଯିଏକି ୩୦ବର୍ଷ ପୂର୍ବେ ମୃତ୍ୟୁବରଣ କରିଛନ୍ତି ଏବଂ ତାଙ୍କ ପରିବାର ‘ପ୍ରିଥା ମଦୁଭେ' କରିବାକୁ ଇଚ୍ଛୁକ, ସେମାନେ ଦିଆଯାଇଥିବା ଫୋନ୍...
ECI ଆପ୍ ମୁତାବକ ନୂଆପଡ଼ାରେ ସର୍ବାଧିକ ୨୭.୮୮% ମତଦାନ ରେକର୍ଡ ହୋଇଥିବା ବେଳେ ରାୟଗଡ଼ାରେ ସର୍ବନିମ୍ନ ୨୧% ମତଦାନ ରେକର୍ଡ କରାଯାଇଛି।
ବୈଷୟିକ ତ୍ରୁଟି ହେତୁ ଏହି ଘଟଣା ଘଟିଛି ଏବଂ ଏହାର ଯାଞ୍ଚ କରାଯାଉଛି ବୋଲି ପୋଲିସ କହିଛି। ସମସ୍ତଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ଯେଉଁମାନେ ଦୋଷୀ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି।
୯ଟା ସୁଦ୍ଧା ୯.୨୫% ମତଦାନ ରେକର୍ଡ କରାଯାଇଛି । କୋରାପୁଟରେ ସର୍ବାଧିକ ୧୩.୧୨ % ଭୋଟିଂ ହୋଇଥିବା ବେଳେ ଗଞ୍ଜାମରେ ସର୍ବନିମ୍ନ ୬.୮୧ % ଭୋଟିଂ ହୋଇଛି।
ଆନ୍ଧ୍ରପ୍ରଦେଶର ୨୫ଟି ଆସନ, ତେଲେଙ୍ଗାନାର ୧୭, ଉତ୍ତରପ୍ରଦେଶର ୧୩, ମହାରାଷ୍ଟ୍ରର ୧୧ ଏବଂ ପଶ୍ଚିମବଙ୍ଗ ଓ ମଧ୍ୟପ୍ରଦେଶର ୮ଟି ଲେଖାଏଁ ସଂସଦୀୟ କ୍ଷେତ୍ରରେ ହେଉଛି ଭୋଟ ଗ୍ରହଣ । ଏଥିସହ ବିହାରର ୫, ଛାଡ଼ଖଣ୍ଡର ୪, ଓଡ଼ିଶାର ୪ ଏବଂ ଜାମ୍ମୁ କାଶ୍ମୀରର ଗୋଟିଏ ଆସନରେ ମତଦାନ କରୁଛନ୍ତି...
ବ୍ରହ୍ମପୁର ନିର୍ବାଚନୀ ରଣାଙ୍ଗନରେ ସବୁଠୁ ଅଧିକ ରଥି-ମହାରଥି। ଗଞ୍ଜାମର ପୁରୁଖା ନେତା ପ୍ରଦୀପ ପାଣିଗ୍ରାହୀ ବିଜେପିରୁ ସାଂସଦ ପ୍ରାର୍ଥୀ ହୋଇଥିବା ବେଳେ ତାଙ୍କ ବିପକ୍ଷରେ ଅଛନ୍ତି ବିଜେପିରୁ ବିଜେଡିକୁ ଆସିଥିବା ଭୃଗୁ ବକ୍ସିପାତ୍ର ।
ପ୍ରଥମ ପର୍ଯ୍ୟାୟରେ ଭୋଟ ପାଇଁ ୭ ହଜାର ୩୦୩ ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି । ୭୧୫ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ବାରା ପରିଚାଳିତ ହେଉଛି।
ସାଢ଼େ ୧୦ଟାରେ ଫୁଲବାଣୀ ଷ୍ଟାଡିୟମରେ ଆୟୋଜିତ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ।ଜନସଭା ସାରି ସେଠାରୁ ହେଲିକପଟରରେ ବାହାରିବେ ବଲାଙ୍ଗିର ଅଭିମୁଖେ। ବଲାଙ୍ଗିର ଉପକଣ୍ଠ ପଥରଚେପା ପଡ଼ିଆରେ ବିଜୟ ସଂକଳ୍ପ ସମାବେଶରେ ୧୨ଟାରେ ଯୋଗଦେବେ ମୋଦି।
ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୧ ତାରିଖ ଶନିବାର। ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି-୪ର୍ଥୀ ରାତ୍ରୀ ୦୨.୦୪ ଗତେ ୫ମୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେଲେ ସୁପ୍ରିମକୋର୍ଟ। ଜୁନ୍ ୧ ପର୍ଯ୍ୟନ୍ତ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଛି।
ପାକିସ୍ତାନ ଏକ ସାର୍ବଭୌମ ଓ ସମ୍ମାନିତ ଦେଶ। ଆମେ ପାକିସ୍ତାନ ସହ କଥା ହୋଇପାରିବା। ମାତ୍ର ଆମେ ତାଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରାଉଛେ, ଯାହାଦ୍ୱାରା କିଛି ହାସଲ ହୋଇପାରିବ ନାହିଁ। ଏହାଦ୍ୱାରା ସଂପର୍କ ବିଗୁଡୁଛି, ଉତ୍ତେଜନା ବଢୁଛି।
ପ୍ଲାନ ଅନୁଯାୟୀ, ପରୀକ୍ଷାର୍ଥୀ ସେହି ପ୍ରଶ୍ନଗୁଡ଼ିକୁ ଖାଲି ଛାଡିଥିଲେ ଯାହାର ଉତ୍ତର ସେମାନେ ଜାଣିନଥିଲେ। ପରୀକ୍ଷା ଖାତା ସଂଗ୍ରହ ହେବା ପରେ ଏହି ପ୍ରଶ୍ନଗୁଡିକର ଉତ୍ତର ସେମାନେ ଲେଖିଦେବେ ବୋଲି କହିଛନ୍ତି।
ଚାରିଧାମ ଖୋଲିବା ଅବସରରେ ରାଜ୍ୟ ସରକାର ହେଲିକପ୍ଟରରେ ଫୁଲ ବର୍ଷା କରିବେ ବୋଲି ପୂର୍ବରୁ ଘୋଷଣା କରି ସାରିଛନ୍ତି। ମଧ୍ୟାହ୍ନ ୧୨ଟା ୨୦ରେ ହେଲିକପ୍ଟରରୁ ପୁଷ୍ପବର୍ଷା କରାଯିବ।
ଆଜିଠୁ ୨୧ ଦିନ ଧରି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ଚନ୍ଦନ ଯାତ୍ରା। ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ହେବ। ସେହିପରି ଉତ୍କଳୀୟ ପରମ୍ପରା ଅନୁଯାୟୀ ଗାଁ ଗହଳିରେ ଆଜି ଅକ୍ଷିମୁଠି ଅନୁକୁଳ କରାଯିବାର ବିଧି ରହିଛି।