• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sonali Ojha

Sonali Ojha

Editor

ସାମ୍ୱାଦିକତା ନିଶା ଆଉ ପେସା ବି। ଆଇଆଇଏମସିରୁ ସାମ୍ୱାଦିକତା ଶେଷ ପରେ ନନ୍ଦିଘୋଷ ଟିଭ ...more

ସାମ୍ୱାଦିକତା ନିଶା ଆଉ ପେସା ବି। ଆଇଆଇଏମସିରୁ ସାମ୍ୱାଦିକତା ଶେଷ ପରେ ନନ୍ଦିଘୋଷ ଟିଭିରେ ସାମ୍ୱାଦିକତା ଜୀବନ ଆରମ୍ଭ। ନ୍ୟୁଜ ବୁଲେଟିନ, ପ୍ୟାକେଜିଂ, ଆଙ୍କରିଂ ସହ ବ୍ରେକିଂରେ କାମ କରିଛି। ଖବର ସହ ରହିବାକୁ ପସନ୍ଦ। କିଛି ନୂଆ କରିବାର ସୁଯୋଗ ଦେଇଛି ଓଟିଭି।

less

Posts by Sonali Ojha

Suicide
Student Suicide: ହଷ୍ଟେଲ୍ ରୁମ୍‌ରେ ଝୁଲି ପଡ଼ିଲେ +୨ ଛାତ୍ରୀ; ପୋଲିସର ଛାନଭିନ୍

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଛାତ୍ରୀଜଣଙ୍କ କେନ୍ଦ୍ରାପଡ଼ାର ହୋଇଥିବା ବେଳେ ସେ +୨ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ । ମୃତ୍ୟୁର କାରଣ ଏଯାଏ ଅସ୍ପଷ୍ଟ ରହିଛି।

CanadA PM Race
Canada PM Race: କାନାଡ଼ା ପିଏମ୍‌ ରେସ୍‌ରୁ ଓହରିଲେ ଅନୀତା ଆନନ୍ଦ; କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ?

ପ୍ରଧାନମନ୍ତ୍ରୀ ରେସରେ ଆଗୁଆ ରହିଥିଲେ ଭାରତୀୟ ବଂଶୋଦ୍ଭବ ଅନୀତା ଆନନ୍ଦ। ହେଲେ ଏହି ଚର୍ଚ୍ଚାରେ ସେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସେ ଏକ୍ସରେ ଏକ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ ପ୍ରଧାନମନ୍ତ୍ରୀ ପଦରୁ ଓହରି ଯାଇଥିବା କହିଛନ୍ତି।

HMPV vs Covid-19:
HMPV vs Covid-19: ଚିନ୍ତା ବଢାଉଛି HMPV; କରୋନା ପରି ସାଂଘାତିକ ହେବନି ତ ?

କୋଭିଡ ପରି HMPV ଏତେ ମାରାତ୍ମକ ନୁହେଁ । କେବଳ ପରିସ୍କାର ପରିଚ୍ଛନ୍ନତା ଦ୍ୱାରା ଆପଣ ଏହା ଠାରୁ ଦୂରେଇ ରହିପାରିବେ । HPMV ପାଇଁ କୌଣସି ନିର୍ଦ୍ଦିଷ୍ଟ ଆଣ୍ଟିଭାଇରାଲ୍ ନଥିବା ବେଳେ, ଏହାକୁ ପାରାସିଟାମଲ୍ କିମ୍ବା ଜ୍ୱର ଏବଂ ଥଣ୍ଡା ହ୍ରାସ କରୁଥିବା ଅନ୍ୟ କୌଣସି ଔଷଧ...

Sahadev Murder Case
Sahadev Murder Case: ସହଦେବ ହତ୍ୟା ଘଟଣା; ଷଷ୍ଠ ଅଭିଯୁକ୍ତର ଟେର୍ ପାଉନି ପୋଲିସ

କେଉଁଠି ଲୁଚିଛି ଷଷ୍ଠ ଅଭିଯୁକ୍ତ ? ଏହି ଘଟଣାରେ ଆଉ ଜଣେ, ନା ୟା ପଛରେ ଅଛନ୍ତି ଆହୁରି ଅନେକ ଷଡ଼ଯନ୍ତ୍ରକାରୀ ? ସହଦେବଙ୍କ ହତ୍ୟାକୁ ୪ ଦିନ ବିତିଯାଇଥିଲେ ବି ତଥାପି ପୋଲିସ ଆଖିରେ ଧୂଳି ଦେଇ ଫେରାର ଅଛି ୬ଷ୍ଠ ଅଭିଯୁକ୍ତ ସୁଶାନ୍ତ ।

California Los Angeles Wildfires
California wildfires: ଜଙ୍ଗଲ ନିଆଁରେ ଛାରଖାର ଆମେରିକା; ଗଲାଣି ୨୪ ଜୀବନ

ଲସ୍ ଏଞ୍ଜେଲସ ଓ ଭେଣ୍ଟୁରା-କାଉଣ୍ଟି ଅଞ୍ଚଳର ହଜାରେ ଏକରରୁ ଅଧିକ ଜଙ୍ଗଲରେ ନିଆଁ ଲାଗିଛି। ପ୍ରସିଦ୍ଧ ହଲିଉଡ୍ ହିଲ୍ସ ବି ଜଳୁଛି। ତେବେ ସବୁଠୁ ଅଧିକ ଚିନ୍ତା ବଢ଼ାଇଛି ସମୁଦ୍ରକୂଳରୁ ବହୁଥିବା ପ୍ରାୟ ୧୦୦ କିଲୋମିଟର ବେଗରେ ପବନ। ଫଳରେ ନିଆଁ ଥମିବା ପରିବର୍ତ୍ତେ ଅଧିକ ବଢ଼ିବାରେ ଲାଗିଛି।...

MAKARA
Makar Sankranti: ମକର ପାଇଁ ଉତ୍ସବମୁଖର ଉତ୍ତର ଓଡ଼ିଶା; ମେଲିଛି ମିଠା ପସରା, ଘର ମୁହାଁ ପ୍ରବାସୀ

ବସଷ୍ଟାଣ୍ଡ ହେଉ କି ରେଳ ଷ୍ଟେସନ୍ ସବୁଠି ହାଉଯାଉ ଭିଡ଼। ଯାତ୍ରୀଙ୍କ ମୁହଁରେ ହସ ମନରେ ଉତ୍ସାହ। ହେବନି ବା କେମିତି ଏବେ ପରା ଘର ବାହୁଡା ବେଳ। ରାତି ପାହିଲେ ମକର ସଂକ୍ରାନ୍ତି ଖାସ ଏଇଥିପାଇଁ ତ ଭିଟାମାଟି ମୁହାଁ ପ୍ରବାସୀ।

MoU On Ayushman Bharat Scheme
Ayushman Bharat: ଖୁବଶୀଘ୍ର ଓଡ଼ିଶାରେ ଆୟୁଷ୍ମାନ ଭାରତ; MoU ସ୍ୱାକ୍ଷର ପାଇଁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ

ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ୨୯ ହଜାର ୬୪୮ ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାତ୍ର ୯୫୭ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ମିଳୁଥିଲା। ଆୟୁଷ୍ମାନ ଭାରତରେ ୧୯ଶହ ୪୯ ପ୍ରକାର ମେଡିକାଲ ସେବା ସହ ମେଡିକାଲରୁ ଡିସାର୍ଜ ହେବା...

mahakumbh
Kumbh Mela Special Train: କୁମ୍ଭମେଳା ବୁଲିବା ହେବ ସହଜ; ଓଡ଼ିଶାରୁ ସ୍ୱତନ୍ତ୍ର ବସ୍‌-ଟ୍ରେନ୍ ସୁବିଧା

କୁମ୍ଭମେଳା ପାଇଁ ଓଡ଼ିଶା ଦେଇ ପ୍ରୟାଗରାଜ ଗଡିବ ସ୍ବତନ୍ତ୍ର ଟ୍ରେନ୍। ପୂର୍ବତଟ ରେଲୱେ ପକ୍ଷରୁ ୭ଟି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା ହୋଇଛି। ସେହିପରି ରାଜ୍ୟର ୪ ସହରରୁ ଅଯୋଧ୍ୟାକୁ ଗଡ଼ିଛି ସ୍ପେଶାଲ୍ ବସ୍। କୁମ୍ଭମେଳା ଦେଖିଯିବାକୁ ଓଡ଼ିଶାରୁ ଅଯୋଧ୍ୟା ଆରମ୍ଭ ହୋଇଛି ସ୍ବତନ୍ତ୍ର ବସ୍ ସେବା।

Mahakumbh 2025:
Mahakumbh 2025: ଆରମ୍ଭ ହେଲା ମହାକୁମ୍ଭ ମେଳା, ସଂଗମ ତଟରେ ବୁଡ଼ ପକାଇଲେ ସାଧୁ ସନ୍ଥ ଓ କୋଟି କୋଟି ଶ୍ରଦ୍ଧାଳୁ

ପୌଷ ପୂର୍ଣ୍ଣମୀ, ଏ ଦିବ୍ୟ ଦିବସର ବ୍ରାହ୍ମ ମୁହୂର୍ତ୍ତରେ ଧର୍ମ, ଆସ୍ଥା ଓ ସଂସ୍କୃତିର ମହାମିଳନ ପର୍ବ ମହାକୁମ୍ଭ ମେଳାର ଶୁଭାରମ୍ଭ ହୋଇଛି। ଭୋର୍ ୫ଟା ୦୩ ମିନିଟରେ ପ୍ରଥମ ସ୍ନାନ ଯୋଗ ରହିଥିଲା । ପ୍ରଥମେ ସାଧୁ ସନ୍ଥ ଓ ତାପରେ କୋଟି କୋଟି ସଂଖ୍ୟାରେ ଶ୍ରଦ୍ଧାଳୁ...

anil hansita
Hansita-Anil Case: ଅନୀଲ-ହଂସିତାଙ୍କ ବିଜେଡି ଲିଙ୍କ୍ ! କାମ ଦେଉଥିଲେ ମନ୍ତ୍ରୀ, ଡିଲ୍ କରୁଥିଲେ ବିଧାୟକ...

ଭଦ୍ରକର ଜଣେ ବିଜେଡି ବିଧାୟକଙ୍କ ଲିଙ୍କ୍ ନେଇ ଚର୍ଚ୍ଚା ଜୋର ଧରିଛି। ଜିଲ୍ଲାର କଂଗ୍ରେସ ନେତା ଅସିତ ପଟ୍ଟନାୟକ କହିଛନ୍ତି, ଯଥାଶୀଘ୍ର ବିଧାୟକଙ୍କୁ ତଦନ୍ତ ପରିସରକୁ ଅଣାଯାଉ। ଏଣେ ବିଜେଡି କହିଛି, ଅଭିଯୋଗ ଭିତ୍ତିହୀନ। ଯଦି କାହାର ଲିଙ୍କ ଅଛି, କ୍ଷମତାରେ ଅଛନ୍ତି ତଦନ୍ତ କରି ସାମ୍ନାକୁ ଆଣନ୍ତୁ।...

Coastal Highway
Coastal Highway: କୋଷ୍ଟାଲ ହାଇୱେ ପାଇଁ ଫିଟିଲା ବାଟ; ତତ୍ପର NHAI, ଖୁବଶୀଘ୍ର ଟେଣ୍ଡର ପ୍ରକ୍ରିୟା

ଡବଲ ଇଞ୍ଜିନ ସରକାରଙ୍କ ଡ୍ରିମ୍ ପ୍ରୋଜେକ୍ଟ କୋଷ୍ଟାଲ ହାଇୱେ ପାଇଁ ଫିଟିଲା ବାଟ। ବହୁ ବାଦବିବାଦ, ବାରମ୍ବାର ନକ୍ସା ପରିବର୍ତ୍ତନ ପରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଟେଣ୍ଡର ପ୍ରକ୍ରିୟା, ନିର୍ମାଣ ହେବାକୁ ଯାଉଛି ଉପକୂଳ ରାଜପଥ। ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା ଅନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ୧୬୩...

Gahiramatha Firing
Firing At Gahirmatha: ଅଶାନ୍ତ ଗହୀରମଥା; ବନବିଭାଗ ପାଟ୍ରୋଲିଂ ଟିମ୍‌ ଉପରେ ମାଛ ମାଫିଆଙ୍କ ଆଟାକ୍

ସାମୁଦ୍ରିକ ଅଭୟାରଣ୍ୟରେ ବେଆଇନ୍ ଭାବରେ କିଛି ମାଫିଆ ମାଛ ମାରୁଥିଲେ। ଏନେଇ ଖବର ପାଇବା ପରେ ଟ୍ରଲରରେ ରେଡ୍ କରିଥିଲା ବନ ବିଭାଗ। ବନବିଭାଗ ପାଟ୍ରୋଲିଂ ଟିମ୍‌ ଉପରକୁ ମାଛ ମାଫିଆଙ୍କ ଆକ୍ରମଣ ।

Anganwadi Center
Anganwadi centers: ନାହିଁ ନାହିଁରେ ଚାଲିଛି ଅଙ୍ଗନବାଡ଼ି କେନ୍ଦ୍ର; ଯେନତେନ ପ୍ରକାରେ ହେଉଛି ପାଠପଢା

ରାୟଗଡା ଜିଲ୍ଲାର ୧୧ଟି ବ୍ଲକରେ ରହିଛି ୨୦୮୩ଟି ଅଙ୍ଗନବାଡି କେନ୍ଦ୍ର। ବିଭାଗୀୟ ତଥ୍ୟ ଅନୁସାରେ, ୫୯୭ଟି ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ। ୩୦୮ଟି କେନ୍ଦ୍ର ଭଡ଼ାଘରେ, ୫୨ଟି ସ୍କୁଲ ଗୃହ ଏବଂ ୨୩୭ଟି ଅଙ୍ଗନବାଡି କେନ୍ଦ୍ର ଗୋଷ୍ଠୀ ଗୃହରେ ପରିଚାଳିତ ହେଉଛି। ଆଉ ଏହାରି ମଧ୍ୟରେ ୧୧୧ଟି...

Medical
Medical infrastructure: ଉପାନ୍ତ ଅଂଚଳରେ ଉନ୍ନତ ସ୍ୱାସ୍ଥ୍ୟସେବା ସାତସପନ; ଲୋକେ ହନ୍ତସନ୍ତ

ଉପାନ୍ତରେ ଥମୁନି ମେଡିକାଲ ଅବ୍ୟବସ୍ଥା। କେଉଁଠି ଅସ୍ବାସ୍ଥ୍ୟକର ପରିବେଶ, ଡାକ୍ତର ଅଭାବ ତ ଆଉ କେଉଁଠି ଆବଶ୍ୟକ ଭିତ୍ତିଭୂମିର ଅଭାବ ଯୋଗୁ ବିଗୁଡ଼ୁଛି ସ୍ଥିତି। ଆଉ ଏସବୁରେ ହଇରାଣ ହେଉଛି ସାଧାରଣ ଲୋକଟିଏ।

Tri City
Tri-City: ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ହେବ ଟ୍ରାଇ ସିଟି; ବଢ଼ିବ ସହରର କଳେବର

ଟାଉନ ପ୍ଲାନିଂ ସ୍କିମ ଜରିଆରେ ସହରକୁ ବଢାଇବା ପାଇଁ ନିଷ୍ପତ୍ତି ହୋଇଛି। ଟିପି ସ୍କିମ ପାଇଁ ସ୍ୱତନ୍ତ୍ର ବିଭାଗ କରି ଦାୟିତ୍ୱ ଦିଆଯିବ। ଟାଇମ ପିରିୟଡ୍ ବି ଫିକ୍ସ ହେବ। ସେହିପରି ପ୍ଲାନିଂ ପାଇଁ ସ୍ୱତନ୍ତ୍ର ଅଫିସ ମଧ୍ୟ ଖୋଲାଯିବ।

Hansita
Hansita-Anil Case: ପ୍ରଦୀପ ପୁରୋହିତଙ୍କ ଚାଞ୍ଚଲ୍ୟକର ବୟାନ; ବିଜେଡି ସରକାରର ଅନେକ ନେତା ହଂସିତାଙ୍କୁ କରୁଥିଲେ ସହାୟତା !

ବିଜେଡି ସରକାରରେ ଥିବା କଳାହାଣ୍ଡି ଜିଲ୍ଲାର ଜଣେ ପୂର୍ବତନ ଶିଳ୍ପମନ୍ତ୍ରୀଙ୍କ ସହ ହଂସିତା ଅଭିଲିପ୍ସାଙ୍କ ଲିଂକ୍ ଥିଲା ବୋଲି ଅଭିଯୋଗ ଆଣିଛନ୍ତି ସାଂସଦ ପ୍ରଦୀପ ପୁରୋହିତ। ସବୁ ନିୟମ କାନୁନକୁ ଭାଙ୍ଗି ତାଙ୍କୁ ପର୍ଯ୍ୟାପ୍ତ କାମ ଦିଆଯାଉଥିବା ଏବଂ ଏଥିରେ ଶହ ଶହ କୋଟି ଲୁଟ୍ ହୋଇଥିବା ସେ...

Hansita-Anil Case
Hansita-Anil Case: ଟେରା କରୁଛି ଠକ ଯୋଡ଼ିଙ୍କ ଅଚଳାଚଳ ସଂପତ୍ତି; ଖୋଲିବ ପ୍ରଭାବଶାଳୀ ପଲଟିକାଲ ଲିଙ୍କ୍

ଆର୍ଥିକ ଦିଗକୁ ଧରି ଖୋଳତାଡ଼ ଚଳାଇଥିବା ଆୟକର ବିଭାଗ କିଛି ରାଜନେତା ଏବଂ ବିଲଡରଙ୍କ ତାଲିକା ପ୍ରସ୍ତୁତ କରିଛି। ଏହି ବ୍ୟକ୍ତିଙ୍କ ପାଖକୁ ଆସନ୍ତା ସୋମବାରରୁ ଆୟକର ବିଭାଗ ନୋଟିସ୍ ପଠାଇବ। ମାମଲାରେ ଖୁବଶୀଘ୍ର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମଧ୍ୟ ଏଣ୍ଟ୍ରି ମାରିବ ବୋଲି ସୂଚନା ମିଳିଛି।

Comet G3 ATLAS
Comet G3 ATLAS: ୧,୬୦,୦୦୦ ବର୍ଷ ପରେ ଏହି ଦିନ ଦେଖାଯିବ ବିରଳ ଧୂମକେତୁ; ଜାଣନ୍ତୁ କିପରି ଦେଖିବେ

ଜାନୁୟାରୀ ୧୩ ତାରିଖ ଦିନ ଏହି ଧୂମକେତୁ ସୂର୍ଯ୍ୟଙ୍କ ଖୁବ୍ ନିକଟରେ ଥିବ। ସେତେବେଳେ ସୂର୍ଯ୍ୟଙ୍କ ଠାରୁ ଏହାର ଦୂରତା ୮.୭ ମିଲିୟନ ମାଇଲ ଦୂରରେ ରହିବ। ତେବେ ଏହି ଧୂମକେତୁ ଦେଖିବା ପାଇଁ ଲୋକଙ୍କୁ ଦୂରବୀକ୍ଷଣର ବ୍ୟବହାର କରିବାକୁ କୁହାଯାଇଛି। ସୂର୍ଯ୍ୟ ଏହାର ଖୁବ ନିକଟରେ ଥିବାରୁ...

Pravasi Bharatiya Divas
Pravasi Bharatiya Divas 2025: ବିଶ୍ୱ ଦରବାରରେ ଓଡ଼ିଶାକୁ ମିଳିଲା ପରିଚିତି; ଆଗକୁ ହେବ ପ୍ରବାସୀ ଓଡ଼ିଆ ସମ୍ମିଳନୀ !

ଗତ ୩ ଦିନରେ ରାଜ୍ୟର ଅନେକ ପର୍ଯ୍ୟଟନ ସ୍ଥଳୀ ବୁଲିଛନ୍ତି ପ୍ରବାସୀ। ନିଜ ସୋସିଆଲ ମିଡିଆରେ ପ୍ରଚାର ପ୍ରସାର ବି କରିଛନ୍ତି। ଏମିତି କି ଆଗକୁ ପୁଣି ଥରେ ଓଡ଼ିଶା ଆସିବାକୁ ଆଶା ରଖିଛନ୍ତି। ତେଣୁ ଏହା ସ୍ପଷ୍ଟ, ଆଗାମୀ ଦିନରେ ବିଦେଶୀ ପର୍ଯ୍ୟଟଙ୍କ ଭିଡ଼ ଓଡ଼ିଶାରେ ବଢିବ।...

expired saline
Pregnant Woman Dies: ସରକାରୀ ଡାକ୍ତରଖାନାରେ ଚରମ ଅବହେଳା; ଗର୍ଭବତୀଙ୍କୁ ଦେଲେ ଏକ୍ସପାୟରି ସାଲାଇନ୍, ଚାଲିଗଲା ଜୀବନ

ମୃତ ମହିଳା ମେଦିନାପୁର ଜିଲ୍ଲାର ଗଡବେଟା ଅଞ୍ଚଳର ମାମୋନି ରୁଇ ଦାସ । ସେ ଗର୍ଭବତୀ ଥିଲେ। ଡେଲିଭରି ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ବୁଧବାର ରାତିରେ ମାମୋନି ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଥିଲେ।

ସାମ୍ୱାଦିକତା ନିଶା ଆଉ ପେସା ବି। ଆଇଆଇଏମସିରୁ ସାମ୍ୱାଦିକତା ଶେଷ ପରେ ନନ୍ଦିଘୋଷ ଟିଭିରେ ସାମ୍ୱାଦିକତା ଜୀବନ ଆରମ୍ଭ। ନ୍ୟୁଜ ବୁଲେଟିନ, ପ୍ୟାକେଜିଂ, ଆଙ୍କରିଂ ସହ ବ୍ରେକିଂରେ କାମ କରିଛି। ଖବର ସହ ରହିବାକୁ ପସନ୍ଦ। କିଛି ନୂଆ କରିବାର ସୁଯୋଗ ଦେଇଛି ଓଟିଭି।