• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sonali Ojha

Sonali Ojha

Editor

ସାମ୍ୱାଦିକତା ନିଶା ଆଉ ପେସା ବି। ଆଇଆଇଏମସିରୁ ସାମ୍ୱାଦିକତା ଶେଷ ପରେ ନନ୍ଦିଘୋଷ ଟିଭ ...more

ସାମ୍ୱାଦିକତା ନିଶା ଆଉ ପେସା ବି। ଆଇଆଇଏମସିରୁ ସାମ୍ୱାଦିକତା ଶେଷ ପରେ ନନ୍ଦିଘୋଷ ଟିଭିରେ ସାମ୍ୱାଦିକତା ଜୀବନ ଆରମ୍ଭ। ନ୍ୟୁଜ ବୁଲେଟିନ, ପ୍ୟାକେଜିଂ, ଆଙ୍କରିଂ ସହ ବ୍ରେକିଂରେ କାମ କରିଛି। ଖବର ସହ ରହିବାକୁ ପସନ୍ଦ। କିଛି ନୂଆ କରିବାର ସୁଯୋଗ ଦେଇଛି ଓଟିଭି।

less

Posts by Sonali Ojha

MAKARA
Makar Sankranti: ମକର ପାଇଁ ଉତ୍ସବମୁଖର ଉତ୍ତର ଓଡ଼ିଶା; ମେଲିଛି ମିଠା ପସରା, ଘର ମୁହାଁ ପ୍ରବାସୀ

ବସଷ୍ଟାଣ୍ଡ ହେଉ କି ରେଳ ଷ୍ଟେସନ୍ ସବୁଠି ହାଉଯାଉ ଭିଡ଼। ଯାତ୍ରୀଙ୍କ ମୁହଁରେ ହସ ମନରେ ଉତ୍ସାହ। ହେବନି ବା କେମିତି ଏବେ ପରା ଘର ବାହୁଡା ବେଳ। ରାତି ପାହିଲେ ମକର ସଂକ୍ରାନ୍ତି ଖାସ ଏଇଥିପାଇଁ ତ ଭିଟାମାଟି ମୁହାଁ ପ୍ରବାସୀ।

MoU On Ayushman Bharat Scheme
Ayushman Bharat: ଖୁବଶୀଘ୍ର ଓଡ଼ିଶାରେ ଆୟୁଷ୍ମାନ ଭାରତ; MoU ସ୍ୱାକ୍ଷର ପାଇଁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ

ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ୨୯ ହଜାର ୬୪୮ ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାତ୍ର ୯୫୭ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ମିଳୁଥିଲା। ଆୟୁଷ୍ମାନ ଭାରତରେ ୧୯ଶହ ୪୯ ପ୍ରକାର ମେଡିକାଲ ସେବା ସହ ମେଡିକାଲରୁ ଡିସାର୍ଜ ହେବା...

mahakumbh
Kumbh Mela Special Train: କୁମ୍ଭମେଳା ବୁଲିବା ହେବ ସହଜ; ଓଡ଼ିଶାରୁ ସ୍ୱତନ୍ତ୍ର ବସ୍‌-ଟ୍ରେନ୍ ସୁବିଧା

କୁମ୍ଭମେଳା ପାଇଁ ଓଡ଼ିଶା ଦେଇ ପ୍ରୟାଗରାଜ ଗଡିବ ସ୍ବତନ୍ତ୍ର ଟ୍ରେନ୍। ପୂର୍ବତଟ ରେଲୱେ ପକ୍ଷରୁ ୭ଟି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା ହୋଇଛି। ସେହିପରି ରାଜ୍ୟର ୪ ସହରରୁ ଅଯୋଧ୍ୟାକୁ ଗଡ଼ିଛି ସ୍ପେଶାଲ୍ ବସ୍। କୁମ୍ଭମେଳା ଦେଖିଯିବାକୁ ଓଡ଼ିଶାରୁ ଅଯୋଧ୍ୟା ଆରମ୍ଭ ହୋଇଛି ସ୍ବତନ୍ତ୍ର ବସ୍ ସେବା।

Mahakumbh 2025:
Mahakumbh 2025: ଆରମ୍ଭ ହେଲା ମହାକୁମ୍ଭ ମେଳା, ସଂଗମ ତଟରେ ବୁଡ଼ ପକାଇଲେ ସାଧୁ ସନ୍ଥ ଓ କୋଟି କୋଟି ଶ୍ରଦ୍ଧାଳୁ

ପୌଷ ପୂର୍ଣ୍ଣମୀ, ଏ ଦିବ୍ୟ ଦିବସର ବ୍ରାହ୍ମ ମୁହୂର୍ତ୍ତରେ ଧର୍ମ, ଆସ୍ଥା ଓ ସଂସ୍କୃତିର ମହାମିଳନ ପର୍ବ ମହାକୁମ୍ଭ ମେଳାର ଶୁଭାରମ୍ଭ ହୋଇଛି। ଭୋର୍ ୫ଟା ୦୩ ମିନିଟରେ ପ୍ରଥମ ସ୍ନାନ ଯୋଗ ରହିଥିଲା । ପ୍ରଥମେ ସାଧୁ ସନ୍ଥ ଓ ତାପରେ କୋଟି କୋଟି ସଂଖ୍ୟାରେ ଶ୍ରଦ୍ଧାଳୁ...

anil hansita
Hansita-Anil Case: ଅନୀଲ-ହଂସିତାଙ୍କ ବିଜେଡି ଲିଙ୍କ୍ ! କାମ ଦେଉଥିଲେ ମନ୍ତ୍ରୀ, ଡିଲ୍ କରୁଥିଲେ ବିଧାୟକ...

ଭଦ୍ରକର ଜଣେ ବିଜେଡି ବିଧାୟକଙ୍କ ଲିଙ୍କ୍ ନେଇ ଚର୍ଚ୍ଚା ଜୋର ଧରିଛି। ଜିଲ୍ଲାର କଂଗ୍ରେସ ନେତା ଅସିତ ପଟ୍ଟନାୟକ କହିଛନ୍ତି, ଯଥାଶୀଘ୍ର ବିଧାୟକଙ୍କୁ ତଦନ୍ତ ପରିସରକୁ ଅଣାଯାଉ। ଏଣେ ବିଜେଡି କହିଛି, ଅଭିଯୋଗ ଭିତ୍ତିହୀନ। ଯଦି କାହାର ଲିଙ୍କ ଅଛି, କ୍ଷମତାରେ ଅଛନ୍ତି ତଦନ୍ତ କରି ସାମ୍ନାକୁ ଆଣନ୍ତୁ।...

Coastal Highway
Coastal Highway: କୋଷ୍ଟାଲ ହାଇୱେ ପାଇଁ ଫିଟିଲା ବାଟ; ତତ୍ପର NHAI, ଖୁବଶୀଘ୍ର ଟେଣ୍ଡର ପ୍ରକ୍ରିୟା

ଡବଲ ଇଞ୍ଜିନ ସରକାରଙ୍କ ଡ୍ରିମ୍ ପ୍ରୋଜେକ୍ଟ କୋଷ୍ଟାଲ ହାଇୱେ ପାଇଁ ଫିଟିଲା ବାଟ। ବହୁ ବାଦବିବାଦ, ବାରମ୍ବାର ନକ୍ସା ପରିବର୍ତ୍ତନ ପରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଟେଣ୍ଡର ପ୍ରକ୍ରିୟା, ନିର୍ମାଣ ହେବାକୁ ଯାଉଛି ଉପକୂଳ ରାଜପଥ। ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା ଅନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ୧୬୩...

Gahiramatha Firing
Firing At Gahirmatha: ଅଶାନ୍ତ ଗହୀରମଥା; ବନବିଭାଗ ପାଟ୍ରୋଲିଂ ଟିମ୍‌ ଉପରେ ମାଛ ମାଫିଆଙ୍କ ଆଟାକ୍

ସାମୁଦ୍ରିକ ଅଭୟାରଣ୍ୟରେ ବେଆଇନ୍ ଭାବରେ କିଛି ମାଫିଆ ମାଛ ମାରୁଥିଲେ। ଏନେଇ ଖବର ପାଇବା ପରେ ଟ୍ରଲରରେ ରେଡ୍ କରିଥିଲା ବନ ବିଭାଗ। ବନବିଭାଗ ପାଟ୍ରୋଲିଂ ଟିମ୍‌ ଉପରକୁ ମାଛ ମାଫିଆଙ୍କ ଆକ୍ରମଣ ।

Anganwadi Center
Anganwadi centers: ନାହିଁ ନାହିଁରେ ଚାଲିଛି ଅଙ୍ଗନବାଡ଼ି କେନ୍ଦ୍ର; ଯେନତେନ ପ୍ରକାରେ ହେଉଛି ପାଠପଢା

ରାୟଗଡା ଜିଲ୍ଲାର ୧୧ଟି ବ୍ଲକରେ ରହିଛି ୨୦୮୩ଟି ଅଙ୍ଗନବାଡି କେନ୍ଦ୍ର। ବିଭାଗୀୟ ତଥ୍ୟ ଅନୁସାରେ, ୫୯୭ଟି ଅଙ୍ଗନବାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ। ୩୦୮ଟି କେନ୍ଦ୍ର ଭଡ଼ାଘରେ, ୫୨ଟି ସ୍କୁଲ ଗୃହ ଏବଂ ୨୩୭ଟି ଅଙ୍ଗନବାଡି କେନ୍ଦ୍ର ଗୋଷ୍ଠୀ ଗୃହରେ ପରିଚାଳିତ ହେଉଛି। ଆଉ ଏହାରି ମଧ୍ୟରେ ୧୧୧ଟି...

Medical
Medical infrastructure: ଉପାନ୍ତ ଅଂଚଳରେ ଉନ୍ନତ ସ୍ୱାସ୍ଥ୍ୟସେବା ସାତସପନ; ଲୋକେ ହନ୍ତସନ୍ତ

ଉପାନ୍ତରେ ଥମୁନି ମେଡିକାଲ ଅବ୍ୟବସ୍ଥା। କେଉଁଠି ଅସ୍ବାସ୍ଥ୍ୟକର ପରିବେଶ, ଡାକ୍ତର ଅଭାବ ତ ଆଉ କେଉଁଠି ଆବଶ୍ୟକ ଭିତ୍ତିଭୂମିର ଅଭାବ ଯୋଗୁ ବିଗୁଡ଼ୁଛି ସ୍ଥିତି। ଆଉ ଏସବୁରେ ହଇରାଣ ହେଉଛି ସାଧାରଣ ଲୋକଟିଏ।

Tri City
Tri-City: ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ହେବ ଟ୍ରାଇ ସିଟି; ବଢ଼ିବ ସହରର କଳେବର

ଟାଉନ ପ୍ଲାନିଂ ସ୍କିମ ଜରିଆରେ ସହରକୁ ବଢାଇବା ପାଇଁ ନିଷ୍ପତ୍ତି ହୋଇଛି। ଟିପି ସ୍କିମ ପାଇଁ ସ୍ୱତନ୍ତ୍ର ବିଭାଗ କରି ଦାୟିତ୍ୱ ଦିଆଯିବ। ଟାଇମ ପିରିୟଡ୍ ବି ଫିକ୍ସ ହେବ। ସେହିପରି ପ୍ଲାନିଂ ପାଇଁ ସ୍ୱତନ୍ତ୍ର ଅଫିସ ମଧ୍ୟ ଖୋଲାଯିବ।

Hansita
Hansita-Anil Case: ପ୍ରଦୀପ ପୁରୋହିତଙ୍କ ଚାଞ୍ଚଲ୍ୟକର ବୟାନ; ବିଜେଡି ସରକାରର ଅନେକ ନେତା ହଂସିତାଙ୍କୁ କରୁଥିଲେ ସହାୟତା !

ବିଜେଡି ସରକାରରେ ଥିବା କଳାହାଣ୍ଡି ଜିଲ୍ଲାର ଜଣେ ପୂର୍ବତନ ଶିଳ୍ପମନ୍ତ୍ରୀଙ୍କ ସହ ହଂସିତା ଅଭିଲିପ୍ସାଙ୍କ ଲିଂକ୍ ଥିଲା ବୋଲି ଅଭିଯୋଗ ଆଣିଛନ୍ତି ସାଂସଦ ପ୍ରଦୀପ ପୁରୋହିତ। ସବୁ ନିୟମ କାନୁନକୁ ଭାଙ୍ଗି ତାଙ୍କୁ ପର୍ଯ୍ୟାପ୍ତ କାମ ଦିଆଯାଉଥିବା ଏବଂ ଏଥିରେ ଶହ ଶହ କୋଟି ଲୁଟ୍ ହୋଇଥିବା ସେ...

Hansita-Anil Case
Hansita-Anil Case: ଟେରା କରୁଛି ଠକ ଯୋଡ଼ିଙ୍କ ଅଚଳାଚଳ ସଂପତ୍ତି; ଖୋଲିବ ପ୍ରଭାବଶାଳୀ ପଲଟିକାଲ ଲିଙ୍କ୍

ଆର୍ଥିକ ଦିଗକୁ ଧରି ଖୋଳତାଡ଼ ଚଳାଇଥିବା ଆୟକର ବିଭାଗ କିଛି ରାଜନେତା ଏବଂ ବିଲଡରଙ୍କ ତାଲିକା ପ୍ରସ୍ତୁତ କରିଛି। ଏହି ବ୍ୟକ୍ତିଙ୍କ ପାଖକୁ ଆସନ୍ତା ସୋମବାରରୁ ଆୟକର ବିଭାଗ ନୋଟିସ୍ ପଠାଇବ। ମାମଲାରେ ଖୁବଶୀଘ୍ର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମଧ୍ୟ ଏଣ୍ଟ୍ରି ମାରିବ ବୋଲି ସୂଚନା ମିଳିଛି।

Comet G3 ATLAS
Comet G3 ATLAS: ୧,୬୦,୦୦୦ ବର୍ଷ ପରେ ଏହି ଦିନ ଦେଖାଯିବ ବିରଳ ଧୂମକେତୁ; ଜାଣନ୍ତୁ କିପରି ଦେଖିବେ

ଜାନୁୟାରୀ ୧୩ ତାରିଖ ଦିନ ଏହି ଧୂମକେତୁ ସୂର୍ଯ୍ୟଙ୍କ ଖୁବ୍ ନିକଟରେ ଥିବ। ସେତେବେଳେ ସୂର୍ଯ୍ୟଙ୍କ ଠାରୁ ଏହାର ଦୂରତା ୮.୭ ମିଲିୟନ ମାଇଲ ଦୂରରେ ରହିବ। ତେବେ ଏହି ଧୂମକେତୁ ଦେଖିବା ପାଇଁ ଲୋକଙ୍କୁ ଦୂରବୀକ୍ଷଣର ବ୍ୟବହାର କରିବାକୁ କୁହାଯାଇଛି। ସୂର୍ଯ୍ୟ ଏହାର ଖୁବ ନିକଟରେ ଥିବାରୁ...

Pravasi Bharatiya Divas
Pravasi Bharatiya Divas 2025: ବିଶ୍ୱ ଦରବାରରେ ଓଡ଼ିଶାକୁ ମିଳିଲା ପରିଚିତି; ଆଗକୁ ହେବ ପ୍ରବାସୀ ଓଡ଼ିଆ ସମ୍ମିଳନୀ !

ଗତ ୩ ଦିନରେ ରାଜ୍ୟର ଅନେକ ପର୍ଯ୍ୟଟନ ସ୍ଥଳୀ ବୁଲିଛନ୍ତି ପ୍ରବାସୀ। ନିଜ ସୋସିଆଲ ମିଡିଆରେ ପ୍ରଚାର ପ୍ରସାର ବି କରିଛନ୍ତି। ଏମିତି କି ଆଗକୁ ପୁଣି ଥରେ ଓଡ଼ିଶା ଆସିବାକୁ ଆଶା ରଖିଛନ୍ତି। ତେଣୁ ଏହା ସ୍ପଷ୍ଟ, ଆଗାମୀ ଦିନରେ ବିଦେଶୀ ପର୍ଯ୍ୟଟଙ୍କ ଭିଡ଼ ଓଡ଼ିଶାରେ ବଢିବ।...

expired saline
Pregnant Woman Dies: ସରକାରୀ ଡାକ୍ତରଖାନାରେ ଚରମ ଅବହେଳା; ଗର୍ଭବତୀଙ୍କୁ ଦେଲେ ଏକ୍ସପାୟରି ସାଲାଇନ୍, ଚାଲିଗଲା ଜୀବନ

ମୃତ ମହିଳା ମେଦିନାପୁର ଜିଲ୍ଲାର ଗଡବେଟା ଅଞ୍ଚଳର ମାମୋନି ରୁଇ ଦାସ । ସେ ଗର୍ଭବତୀ ଥିଲେ। ଡେଲିଭରି ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ବୁଧବାର ରାତିରେ ମାମୋନି ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଥିଲେ।

Subhadra
Subhadra Yojana: ଏଣିକି ସୁଭଦ୍ରା ପୋର୍ଟାଲରେ ଯୋଡ଼ିହେବ ନାଁ; ଭୁଲରେ କଟିଥିଲେ ହୋଇପାରିବେ ସାମିଲ୍

ଖୁବଶୀଘ୍ର ଚତୁର୍ଥ ପର୍ଯ୍ୟାୟ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ କରାଯିବ । ହେଲେ ଏବେ ବି ଦୁଇ ଲକ୍ଷରୁ ଅଧିକ ଆବେଦନକାରୀ ସେମାନଙ୍କର e-KYC କରିନାହାନ୍ତି ଅବା ଓଟିପି ମାଧ୍ୟମରେ ଇ-କେୱାସି କରିଛନ୍ତି । ଯୋଗ୍ୟ ବିବେଚିତ ହେଲେ ମଧ୍ୟ ସେମାନେ ଅର୍ଥରାଶି ପାଇବାରେ ଅସୁବିଧା ହେବ...

Crocodile
Crocodiles Found During IT Raid: ପୂର୍ବତନ ବିଧାୟକଙ୍କ କୁମ୍ଭୀର ପ୍ରେମ ! ଘରେ ପାଳିଥିଲେ ୪କୁମ୍ଭୀର, IT ରେଡ୍ ବେଳେ ଉଦ୍ଧାର

ପୋଖରୀଟି ତାଙ୍କ ଘର ନିକଟରେ ରହିଛି, କିନ୍ତୁ ରାଠୋରଙ୍କ ପରିବାର ଲୋକେ ଏହାକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ସେମାନେ ବହୁ ପୂର୍ବରୁ ଏହାକୁ ମନ୍ଦିରର ପୂଜାରୀମାନଙ୍କୁ ଦାନ କରିଦେଇଥିଲେ ବୋଲି କହିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ ପୋଖରୀରୁ କୁମ୍ଭୀରମାନଙ୍କୁ ବାହାର କରିବା ପାଇଁ ସେ ଅନେକ ଥର ବନ...

Job
Viral Post: ଝିଅ ହେବ ତ ଏମିତି; ବାପାଙ୍କୁ ଚାକିରି ଦେବାକୁ କଲେ ଏମିତି କାମ...

ଏହି ପୋଷ୍ଟ ଦେଖି, ଅନେକ ଲିଙ୍କଡିନ୍ ବ୍ୟବହାରକାରୀ ପ୍ରିୟାଂଶୀଙ୍କୁ ପ୍ରଶଂସା କରିଛନ୍ତି। ଜଣେ ୟୁଜର ଲେଖିଛନ୍ତି, "ମୁଁ ପ୍ରଥମ ଥର ପାଇଁ ଏପରି ପୋଷ୍ଟ ଦେଖୁଛି। ତୁମ ପରି ଝିଅ ପାଇବା ଜଣେ ବାପା ପାଇଁ ସୌଭାଗ୍ୟର କଥା। ଭଗବାନ ତୁମ ଦୁହିଁଙ୍କୁ ଆଶୀର୍ବାଦ କରନ୍ତୁ। ମୁଁ ନିଶ୍ଚିତ...

Police
Gangster: ୩୫ ବର୍ଷ ଧରି ହୋମଗାର୍ଡ ଚାକିରି କରୁଥିଲା ଗ୍ୟାଙ୍ଗଷ୍ଟର; ଏମିତି ଖୋଲିଲା ପୋଲ୍, ପୋଲିସ ଆଶ୍ଚର୍ଯ୍ୟ

ପୋଲିସ ତଦନ୍ତରୁ ଜଣାପଡିଛି ଯେ ନାକଡୁ ଯାଦବ ଗାଁର ପ୍ରାଥମିକ ବିଦ୍ୟାଳୟରେ ଚତୁର୍ଥ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ିଥିଲା। ଏହା ସତ୍ତ୍ୱେ, ସେ ୧୯୮୯ ମସିହାରେ ଅଷ୍ଟମ ଶ୍ରେଣୀ ପାସ୍ କରିବାର ନକଲି ମାର୍କସିଟ୍ ଦେଖାଇ ହୋମଗାର୍ଡ ଚାକିରି ପାଇଥିଲା। ପୂର୍ବରୁ ସେ ଲୋକାଇ ଯାଦବଙ୍କ ପୁଅ ନାକଡୁ ଯାଦବ...

Fraudsters Hansita-Anil
Bunty-Babli Row: ୪୨୦ ବଣ୍ଟି-ବବଲି ଯୋଡ଼ିଙ୍କ ଲମ୍ବୁଛି ଦାମୀ ଗାଡ଼ି ଲିଷ୍ଟ୍; ୩ କୋଟିର ମର୍ସିଡିଜ୍ ସିଜ୍

ଏଣେ ଆଳୁ ଖୋଳୁ ଖୋଳୁ ମହାଦେବ ମିଳିବା ନ୍ୟାୟରେ ଆୟକର ବିଭାଗ ଗଲା ୪ଦିନ ହେଲା ବଣ୍ଟି-ବବଲି ଯୋଡ଼ିଙ୍କ ଗୁପ୍ତ ଆର୍ଥିକ ସାମ୍ରାଜ୍ୟ ଭିତରକୁ ଯେତିକି ପଶୁଛି ଅନୀଲ-ହଂସିତାଙ୍କ ସଂପତ୍ତିର ରହସ୍ୟ ସେତିକି ଭେଦୁଛି। ବର୍ତ୍ତମାନ ସୁଦ୍ଧା ଏମାନଙ୍କ ସଂପତ୍ତି ୧୦୦ କୋଟି ପାର୍ କରି ସାରିଥିବାବେଳେ ତାଭିତରେ...

ସାମ୍ୱାଦିକତା ନିଶା ଆଉ ପେସା ବି। ଆଇଆଇଏମସିରୁ ସାମ୍ୱାଦିକତା ଶେଷ ପରେ ନନ୍ଦିଘୋଷ ଟିଭିରେ ସାମ୍ୱାଦିକତା ଜୀବନ ଆରମ୍ଭ। ନ୍ୟୁଜ ବୁଲେଟିନ, ପ୍ୟାକେଜିଂ, ଆଙ୍କରିଂ ସହ ବ୍ରେକିଂରେ କାମ କରିଛି। ଖବର ସହ ରହିବାକୁ ପସନ୍ଦ। କିଛି ନୂଆ କରିବାର ସୁଯୋଗ ଦେଇଛି ଓଟିଭି।