• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sonali Ojha

Sonali Ojha

Editor

ସାମ୍ୱାଦିକତା ନିଶା ଆଉ ପେସା ବି। ଆଇଆଇଏମସିରୁ ସାମ୍ୱାଦିକତା ଶେଷ ପରେ ନନ୍ଦିଘୋଷ ଟିଭ ...more

ସାମ୍ୱାଦିକତା ନିଶା ଆଉ ପେସା ବି। ଆଇଆଇଏମସିରୁ ସାମ୍ୱାଦିକତା ଶେଷ ପରେ ନନ୍ଦିଘୋଷ ଟିଭିରେ ସାମ୍ୱାଦିକତା ଜୀବନ ଆରମ୍ଭ। ନ୍ୟୁଜ ବୁଲେଟିନ, ପ୍ୟାକେଜିଂ, ଆଙ୍କରିଂ ସହ ବ୍ରେକିଂରେ କାମ କରିଛି। ଖବର ସହ ରହିବାକୁ ପସନ୍ଦ। କିଛି ନୂଆ କରିବାର ସୁଯୋଗ ଦେଇଛି ଓଟିଭି।

less

Posts by Sonali Ojha

Excise Department in Udala
ଅବକାରୀ ଥାନା ପାଲିଟିଛି ଭୂତ କୋଠି...

ବିପଦ ସଂକୁଳ କୋଠାତଳେ କାର୍ଯ୍ୟକରୁଛନ୍ତି ଅବକାରୀ ଥାନାରେ କର୍ମଚାରୀ। କେଉଁ ମୁହୂର୍ତ୍ତରେ ଭୁଶୁଡି ପଡିବ କିଏ କହିବ? ଅସରାଏ ବର୍ଷା ହେଲେ ଥାନାରେ ପାଣି ପଶିବା ସହିତ ମୂଲ୍ୟବାନ କାଗଜପତ୍ର ନଷ୍ଟ ହେଉଛି। ହେଲେ ଏନେଇ ବାରମ୍ବାର ଉଦଳା ପୂର୍ତ୍ତ ବିଭାଗକୁ ଜଣାଇବା ପରେ କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି...

Fisherman Gets New Life
ରଖେ ହରି ତ ମାରେ କିଏ ?

କଥାରେ ଅଛି ରଖେ ହରି ତ ମାରେ କିଏ। ୫ ଦିନ ପରେ ମଝି ସମୁଦ୍ରରୁ ଉଦ୍ଧାର ହେଲେ ମତ୍ସ୍ୟଜୀବୀ। ବଞ୍ଚିବାର ଆଶା ଟିକକ ଲାଗି ସେ ନୂଆ ଜୀବନ ପାଇଛନ୍ତି। ଏଭଳି ଘଟଣା ସାମ୍ନାକୁ ଆସିଛି ପଶ୍ଚିମବଙ୍ଗ ହଳଦିଆଅଞ୍ଚଳରୁ। ଟ୍ରଲର ଲେଉଟିବାର ୫ ଦିନ ପରେ ଜଣେ ମତ୍ସ୍ୟଜୀବୀଙ୍କୁ...

Red Weaver Ant
ମୟୂରଭଞ୍ଜର ନାଲି କାଇ ଚଟଣୀ

ମୟୂରଭଞ୍ଜ ଶିମିଳିପାଳର ନାଲି କାଇ ଚଟଣୀକୁ ମିଳିଛି ଜିଆଇ ଟ୍ୟାଗ । ପରେ ବ୍ୟବସାୟୀ କରଣ ପାଇଁ ଦାବି କରାଯାଉଥିଲା । ନୂଆ ସରକାର ଆସିବା ପରେ ଏହାର ପ୍ରଚାର ପ୍ରସାର ସହିତ ବ୍ୟବସାୟୀ କରଣ କରାଯିବ ସେନେଇ ବାଟ ଫିଟିବାକୁ ଯାଉଛି...

IPS Officer Without UPSC
ୟୁପିଏସସି ପରୀକ୍ଷା ନ ଦେଇ ବି IPS

ଇଏ IPS ଅନୀଲ କୁମାର ରାଏ। ନା ସେ ୟୁପିଏସସି ପରୀକ୍ଷା ଦେଇଛନ୍ତି ନା ସେ ଆଇପିଏସ୍ ପାଇଛନ୍ତି। କିନ୍ତୁ ତଥାପି ସେ ଆଇପିଏସ୍ ଅଫିସର୍। ପିଲା ଦିନେ ପାଠପଢ଼ାରେ ଟିକିଏ ବି ମନ ନଥିଲା। ଫିଲ୍ମ ହଲ୍‌ରେ ଦିନ କଟୁଥିଲା। ଦଶମ ପରୀକ୍ଷାରେ ଥାର୍ଡ ଡିଭିଜନ୍‌ ପାଇଥିଲେ।...

cow
ଗୋମାତା ସେବାରେ ତିନି ଯୁବକ

ଗୋ ସେବା ସତେ ଯେପରି ଏ ଜନ୍ମର ବ୍ରତ । ନା ଅଛି ଗାଈ ଗୋରୁ ନା ଅଛି ଗୁହାଳ। ତଥାପି ଗାଈ ଗୋରୁ ଦେଖିଲେ ହୃଦୟରୁ ବାହାରି ଆସେ ଆହୁତକ ପ୍ରେମ। ଯଦି ଖଣ୍ଡିଆ ଖାବରା ଗୋରୁ ଗାଈ ଦେଖନ୍ତି ତେବେ ବିଚଳିତ ହୋଇପଡନ୍ତି ଏହି ତିନି...

Panchang
Panchang Today 17th July 2024: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ ଓ ଅଶୁଭ ସମୟ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ୧୧ଶୀ ରାତ୍ରୀ ୦୯.୦୩ ଗତେ ୧୨ଶୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୯.୦୩ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ।

Encounter
ଜମ୍ମୁ-କାଶ୍ମୀରରେ ଆତଙ୍କୀ-ସେନା ମୁହାଁମୁହିଁ; ୪ ଯବାନ ଶହୀଦ

ଜମ୍ମୁ-କାଶ୍ମୀରରେ ପୁଣି ଏନକାଉଣ୍ଟର। ଆତଙ୍କୀ-ସେନା ମୁହାଁମୁହିଁ। ଗୁଳି ବିନିମୟରେ ୪ ଜଣ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ଭିତରେ ଜଣେ ସେନା ଅଧିକାରୀ ରହିଛନ୍ତି।

Sattwik Swain Dominates at the World Stage
କମାଲ୍‌ କଲେ ଲିଟିଲ୍‌ ଚେସ୍‌ ମାଷ୍ଟର; ଜିତିଲେ ଅନ୍ତର୍ଜାତୀୟ ମେଡାଲ

କମାଲ୍ କଲା ୮ବର୍ଷର ବିଚକ୍ଷଣ ନାବାଳକ। ଚେସ୍ ବିଶ୍ୱକପରେ ଅଂଶଗ୍ରହଣ କରି ଜିତିଲା ଅନ୍ତର୍ଜାତୀୟ ମେଡାଲ। ଭୁବନେଶ୍ବରର କୁନି ପୁଅ ରାଜ୍ୟ ତଥା ଦେଶ ପାଇଁ ଆଣିଦେଇଛି ଗୌରବ।

nursing home fire
ନର୍ସିଂହୋମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ; ଜଳିଗଲା ଏସି, ଅଳ୍ପକେ ବର୍ତ୍ତିଲେ ରୋଗୀ

ଆଜି ଭୋର୍ ପ୍ରାୟ ୪ଟା ବେଳେ ଦ୍ୱିତୀୟ ମହଲାରେ ଥିବା ଏକ ରୁମ୍‌ରୁ ହଠାତ୍ ଧୂଆଁ ବାହାରିଥିଲା। ସେତେବେଳେ ଡ୍ୟୁଟି ରୁମ୍‌ରେ ଜଣେ ଷ୍ଟାଫ୍ ଥିଲେ । ଏସିରୁ ପ୍ରବଳ ଧୁଆଁ ବାହାରୁଥିବା ଦେଖି ସେ ଦମକଳବାହିନୀକୁ ଖବର ଦେଇଥିଲେ।

Trump attacker
ଶାନ୍ତ ସ୍ୱଭାବର ଏହି ୨୦ବର୍ଷୀୟ ଯୁବକ ଟ୍ରମ୍ପଙ୍କୁ କଲେ ଗୁଳି...କିନ୍ତୁ କାହିଁକି ?

ଏଫବିଆଇ ଏହି ଆକ୍ରମଣକାରୀଙ୍କୁ ସ୍ଥାନୀୟ ବଟଲର କାଉଣ୍ଟି ଅଞ୍ଚଳର ୨୦ବର୍ଷୀୟ ଥୋମାସ୍ ମାଥ୍ୟୁ କୁକ୍ ବୋଲି ଚିହ୍ନଟ କରିଛି। ତଦନ୍ତ ପରେ ଏହା ଜଣାପଡିଛି ଯେ ଆକ୍ରମଣକାରୀ ଟ୍ରମ୍ପଙ୍କ ପାର୍ଟି 'ରିପବ୍ଲିକାନ୍'ର ଜଣେ ସଦସ୍ୟ।

Bahuda Jatra
ଜନ୍ମବେଦିରେ ଲୀଳାଖେଳା ଶେଷ, ଶ୍ରୀମନ୍ଦିର ମୁହାଁ ମହାବାହୁ

ସରିଲା ଜନ୍ମବେଦିରେ ଲୀଳାଖେଳା । ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ । ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ। ଏଥିପାଇଁ ନୀତି ନିର୍ଘଣ୍ଟ ଧାର୍ଯ୍ୟ ହୋଇଛି । ଶରଧାବାଲିରେ ପ୍ରସ୍ତୁତ ରହିଛି ତିନି ରଥ । ଜନ ସମୁଦ୍ର ବଡ଼ଦାଣ୍ଡ ।

Divyang Couple Ties Knot
ଶବ୍ଦ ନୁହେଁ ଭାବରେ ଯୋଡ଼ିହେଲା ସଂପର୍କ, ସାତ ଜନ୍ମର ସାଥିହେଲେ ଦୁଇ ଦିବ୍ୟାଙ୍ଗ

ବୈଦିକ ରୀତି ନିତିରେ ଶେଷ ହୋଇଛି ବାହାଘର। ପରସ୍ପରକୁ ଵରଣମାଳା ପିନ୍ଧାଇ ସାତ ଜନମର ସାଥି ହୋଇଛନ୍ତି ଶକୁନ୍ତଳା ଓ ବାବୁଲା। ସେମାନେ ଭିନ୍ନକ୍ଷମ ହୋଇଥିଲେ ମଧ୍ୟ ଏଇ ନୂତନ ଆରମ୍ଭରେ ପରସ୍ପରକୁ ସାହାରା ହେବେ ବୋଲି ଦେଇଛନ୍ତି ପ୍ରତିଶ୍ରୁତି।

Accident
ଠିଆ ହୋଇଥିଲେ ଯାତ୍ରୀ, ହଠାତ୍ ମାଡିଗଲା ଟ୍ରକ୍; ଚାଲିଗଲା ୬ଜୀବନ

ବସ୍‌ର ଚକା ମରାମତି ବେଳେ ଟ୍ରକଟି ହଠାତ୍ ମାଡିଯାଇଥିଲା। ଖବର ପାଇ ଫାୟାର ବ୍ରିଗେଡ୍, ଏକ୍ସପ୍ରେସ୍ ୱେ ପାଟ୍ରୋଲିଂ ଟିମ୍‌ ଓ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ। ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

Trump
ଡୋନାଲ୍ଡ ଟ୍ରମ୍ପଙ୍କ ଜୀବନ ବଞ୍ଚାଇଲେ ମହାପ୍ରଭୁ ଜଗନ୍ନାଥ!

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଗୁଳିମାଡ଼ ପରେ ଚର୍ଚ୍ଚା ଜୋର୍ ଧରିଛି। ମୃତ୍ୟୁକୁ ଅତି ନିକଟରୁ ଦେଖିବା ପରେ ମଧ୍ୟ ସେ ସୌଭାଗ୍ୟବଶତଃ ବଞ୍ଚିଯାଇଛନ୍ତି। ତେବେ ଟ୍ରମ୍ପଙ୍କୁ ମହାପ୍ରଭୁ ଜଗନ୍ନାଥ ବଞ୍ଚାଇ ଦେଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି।

Blind Student
ପାଠପଢ଼ାରେ ବାଧକ ସାଜିଛି ଅର୍ଥ; କିଡନୀ ବିକି ସ୍ୱପ୍ନ ସାକାର କରିବେ ଦୃଷ୍ଟିବାଧିତ

ସୋନପୁର ଜିଲ୍ଲା ବୀରମହାରାଜପୁରର କୁଶ ଭାଇନା। ଜନ୍ମହେବା ପରେ ବାପା ମା’ଙ୍କୁ ହରାଇଛନ୍ତି। ୧୯ବର୍ଷ ବୟସରେ ସ୍ନାୟବିକ ରୋଗରେ ଆକ୍ରାନ୍ତ ହୋଇଥିଲେ। ଆବଶ୍ୟକୀୟ ଚିକିତ୍ସା କରାଇ ନପାରି ନିଜର ଦୃଷ୍ଟିଶକ୍ତି ହରାଇଛନ୍ତି।

6 chests to store Ratna Bhandar ornaments
ଶ୍ରୀମନ୍ଦିରରେ ପହଞ୍ଚିଲା ରତ୍ନ ସିନ୍ଦୁକ; ସ୍ୱତନ୍ତ୍ର ବରାଦରେ ହୋଇଛି ତିଆରି

ରତ୍ନଭଣ୍ଡାର ଅଳଙ୍କାର ରଖିବା ପାଇଁ ଆସିଲା ସିନ୍ଦୁକ। ସ୍ୱତନ୍ତ୍ର ବରାଦରେ ତିଆରି ହୋଇଥିବା ୬ ସିନ୍ଦୁକ ପହଞ୍ଚିଲା। ୬ଟି ସିନ୍ଦୁକ ଟ୍ରକରେ ଲଦି ପହଞ୍ଚିଲେ ଭୁବନେଶ୍ୱରର ଜନୈକ ବ୍ୟକ୍ତି।

Fraud
ମହାଠକକୁ ବାନ୍ଧିଲା EOW; ସାରା ଦେଶରୁ ଲୁଟିଥିଲା ୬୦୦ କୋଟି

ଅଳ୍ପ ସମୟ ବ୍ୟବଧାନରେ ଅଧିକ ସୁଧ ଆଶା ଦେଖାଇ ଲଗାଉଥିଲା ଚୂନା। ସେୟାର୍‌ ବଜାରରେ ଟ୍ରେଡିଂ କରାଇ ବାର୍ଷିକ ୨୪ ପ୍ରତିଶତରୁ ଅଧିକ ସୁଧ ଦେବାର ଲୋଭ ଦେଖାଇଥିଲା। ବେଶ୍‌ କିଛି ଦିନ ବାଲାଂଦେଶ ଓ ଦୁବାଇରେ ଆତ୍ମଗୋପନ କରିବା ପରେ ଶେଷରେ କୋଲକାତାରୁ ଧରାପଡିଛି ଏହି ଠକ।

A year to Chandrayaan-3 launch
ଚନ୍ଦ୍ରାୟନ-୩କୁ ପୂରିଲା ବର୍ଷେ; ଜାଣନ୍ତୁ କିପରି ଥିଲା ସଂପୂର୍ଣ୍ଣ ଯାତ୍ରା..

ଚନ୍ଦ୍ରଯାନ-୩ର ଲ୍ୟାଣ୍ଡିଂ ସାଇଟ୍ ଦୈର୍ଘ୍ୟ ୪ କିଲୋମିଟର ଏବଂ ପ୍ରସ୍ଥ ୨.୪ କିଲୋମିଟର ରହିଥିଲା। ସଫ୍ଟଲ୍ୟାଣ୍ଡିଂ ସଫଳ ହେବା ପରେ ଲ୍ୟାଣ୍ଡର୍ ଭିତରୁ ରୋଭର ପ୍ରଜ୍ଞାନକୁ ବାହାର କରାଯାଇଥିଲା। ଯାହା ଚନ୍ଦ୍ର ପୃଷ୍ଠର ଅନୁସନ୍ଧାନ ଆରମ୍ଭ କରିଥିଲା ​।

Ratna Bhandara
ଆସିଲା ଶୁଭ ମୁହୂର୍ତ୍ତ; ଏତିକି ବେଳେ ଖୋଲିବ ମହାପ୍ରଭୁଙ୍କ ରତ୍ନଭଣ୍ଡାର..

ବୈଠକ ପରେ ପ୍ରତିକ୍ରିୟା ରଖିଲେ ଜଷ୍ଟିସ ବିଶ୍ୱନାଥ ରଥ। ମୋଟ୍ ୧୧ଜଣ ସଦସ୍ୟ ଭିତରକୁ ଯିବେ। ୧ଟା ୨୮ରେ ଶୁଭ ମୁହୂର୍ତ୍ତ ନିର୍ଦ୍ଧାରିତ ହୋଇଛି। ସେତିକିବେଳେ ରତ୍ନଭଣ୍ଡାର ଚାବି ଖୋଲାଯିବ।

Deepali Das
ଝାରସୁଗୁଡା ବିଧାନସଭା ନିର୍ବାଚନ ଫଳାଫଳକୁ ଚ୍ୟାଲେଞ୍ଜ, ହାଇକୋର୍ଟ ଗଲେ ଦୀପାଳି ଦାସ

ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଦୀପାଳି ଦାସ । ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ଫଳାଫଳକୁ ଚାଲେଞ୍ଜ କରି ହାଇକୋର୍ଟ ପହଞ୍ଚିଛନ୍ତି ବିଜେଡିର ପୂର୍ବତନ ବିଧାୟିକା ଦୀପାଳି ଦାସ ।

ସାମ୍ୱାଦିକତା ନିଶା ଆଉ ପେସା ବି। ଆଇଆଇଏମସିରୁ ସାମ୍ୱାଦିକତା ଶେଷ ପରେ ନନ୍ଦିଘୋଷ ଟିଭିରେ ସାମ୍ୱାଦିକତା ଜୀବନ ଆରମ୍ଭ। ନ୍ୟୁଜ ବୁଲେଟିନ, ପ୍ୟାକେଜିଂ, ଆଙ୍କରିଂ ସହ ବ୍ରେକିଂରେ କାମ କରିଛି। ଖବର ସହ ରହିବାକୁ ପସନ୍ଦ। କିଛି ନୂଆ କରିବାର ସୁଯୋଗ ଦେଇଛି ଓଟିଭି।