ଅପରାହ୍ଣରେ ପୁରୀ ବ୍ଳୁ ଫ୍ଳାଗ୍ ବିଚରେ ଆୟୋଜିତ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ ମାଡାମ୍ ପ୍ରେସିଡେଣ୍ଟ।
ଭାରତୀୟ ରେଳ ହେଉଛି ବିଶ୍ୱରେ ଏପରି ଏକ ନେଟୱାର୍କ, ଯେଉଁଥିରେ ପ୍ରାୟ ୧୫ ଲକ୍ଷ ଲୋକ କାମ କରନ୍ତି, ଯାହା ବିଶ୍ୱରେ ସର୍ବାଧିକ ରୋଜଗାର ଯୋଗାଇଥାଏ । ଦେଶରେ ପ୍ରାୟ ୬୬ ହଜାର କିଲୋମିଟର ବିଶିଷ୍ଟ ରେଳ ନେଟୱାର୍କ ଅଛି, ଏହା ଦୁନିଆର ତିନୋଟି ବୃହତ୍ତମ ରେଳ ନେଟୱାର୍କ...
ମଧ୍ୟପ୍ରଦେଶ ଶୁଟିଂ ଏକାଡେମୀରୁ ୪୦ହଜାର ଟଙ୍କା ଚୋରି ନେଇ ଜଣେ ସିନିୟର ଅଭିଯୋଗ ଆଣିଥିଲେ। ଛାତ୍ର ଜଣକ ଚୋରି କରିଥିବା ନେଇ ଅଭିଯୋଗ ହୋଇଥିଲା। ତା ପର ଦିନ ସେ ଅଭ୍ୟାସ ପାଇଁ ଯିବା ପରେ ନିଜକୁ ଗୁଳି କରିଦେଇଥିଲେ।
ମନରେ ଅସୁମାରୀ ସ୍ୱପ୍ନ ନେଇ ସେ ଫେରୁଥିଲେ। ଟ୍ରେନିଂ ସରିଗଲା ଏବେ ଚାକିରେରେ ଯୋଗ ଦେବେ। ହେଲେ କିଏ ଜାଣିଥିଲା ଏ ଯାତ୍ରା ଥିଲା ଶେଷ ଯାତ୍ରା?
ଭିଜିଲାନସ ଜାଲରେ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ। ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ବନାଥ ପାତ୍ରଙ୍କ ଘରେ ରେଡ୍।
ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି ରାଷ୍ଟ୍ରପତି ପୁରୀ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ନୌସେନା ଦିବସ ଅବସରରେ ପୁରୀରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ।
କୁକୁର ଓ ମଣିଷର ବନ୍ଧୁତା ବିଷୟରେ ଆପଣ ଅନେକ କାହାଣୀ ଶୁଣିଥିବେ। ଏହି ବିଷୟବସ୍ତୁ ଆଧାରରେ ଅନେକ ଫିଲ୍ମ ବି ନିର୍ମାଣ ହୋଇଛି। ତେବେ ରିୟଲରେ ଏପରି ଏକ ଘଟଣା ଘଟିଛି ଯାହା ଆପଣଙ୍କୁ କନ୍ଦାଇଦେବ। ମାଲିକର ମୃତ୍ୟୁ ପରେ ବି ବିଶ୍ୱସ୍ତ କୁକୁର ତାଙ୍କ ଫେରିବାର ବାଟକୁ...
ନୂଆ ପ୍ରେମିକକୁ ପ୍ରେମର ପ୍ରମାଣ ଦେବା ପାଇଁ ରାକ୍ଷସୀ ପାଲଟିଗଲା ପ୍ରେମିକା । ପୁରୁଣା ପ୍ରେମିକର ଛାତିରେ କଣ୍ଟା ଭୁସିବା ସହ ଏସିଡ୍ ଫିଙ୍ଗିଲା । ଇନଷ୍ଟାଗ୍ରାମରେ ବନ୍ଧୁତା ହୋଇଥିଲା। ପରେ ଏହା ପ୍ରେମ ସଂପର୍କରେ ପରିଣତ ହେଲା। ପ୍ରାୟ ଦେଢ ବର୍ଷ ପରେ ଦୁହେଁ ବ୍ରେକଅପ୍...
ଗୋଟିଏ ପଟେ ଆର୍ଥିକ ଅନଟନ ଆଉ ଗୋଟିଏ ପଟେ ପରିବାରର ବୋଝ । ହେଲେ ଏହା ପରେ ବି ସଫଳତା ପାଇଛନ୍ତି ଔରଙ୍ଗାବାଦର ମଦନପୁର ବ୍ଲକ ଶିବଗଞ୍ଜ ଗାଁର ଆଦର୍ଶ କୁମାର। ପ୍ରଥମ ପ୍ରୟାସରେ ସେ ବିହାର ଜନସେବା ଆୟୋଗ ଦ୍ୱାରା କରାଯାଇଥିବା ନ୍ୟାୟିକ ପରୀକ୍ଷାରେ ୧୨୦ତମ ସ୍ଥାନ...
ଡିସେମ୍ୱର ପହିଲାରୁ ଗ୍ରାହକଙ୍କୁ ମହଙ୍ଗା ମାଡ଼। ପୁଣି ବଢିଲା ଏଲପିଜି ସିଲିଣ୍ଡରର ଦର। ତୈଳ ମାର୍କେଟିଂ କମ୍ପାନୀଗୁଡିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି ।
ସ୍ଥଳଭାଗ ଅତିକ୍ରମ କରିଛି ବାତ୍ୟା ‘ଫେଞ୍ଜଲ’। ଗତକାଲି ରାତି ପ୍ରାୟ ୮ଟାରୁ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଆରମ୍ଭ ହୋଇ ରାତି ପ୍ରାୟ ୨ଟା ପର୍ଯ୍ୟନ୍ତ ଚାଲିଥିଲା ।
ପୋଲିସ୍ ମହାନିର୍ଦ୍ଦେଶକଙ୍କ ମହାମେଳିର ଆଜି ଉଦଯାପନୀ ଦିବସ। ଭୁବନେଶ୍ବର ଲୋକସେବା ଭବନରେ ଚାଲିଥିବା ଡିଜିପି ସମ୍ମିଳନୀର ଆଜି ଶେଷ ଦିନ। ଆଜି ଶେଷ ଦିନରେ ସାଇବର ଅପରାଧଠୁ ଆରମ୍ଭ କରି ତଟ ସୁରକ୍ଷା ଏବଂ ମାଓ ମୁକାବିଲା ନେଇ ପ୍ରସ୍ତୁତ ହୋଇପାରେ ରୋଡମ୍ୟାପ୍।
ATMକୁ ଟଙ୍କା ଉଠାଇବାକୁ ଯାଇଥିବା ବେଳେ ଇଲେକଟ୍ରିକ୍ କରେଣ୍ଟ ଲାଗି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଆଉ ମୃତଦେହ ATM ବାହାରେ ଥିବା ପାଣିରେ ବୁଡି ରହିଛି। ଏହି ଘଟଣାର ଭିଡିଓ ଏବେ ଭାଇରାଲ୍ ହେବାରେ ଲାଗିଛି।
ପ୍ରାୟ ପ୍ରତ୍ୟେକ ବ୍ୟକ୍ତିଙ୍କର ପାନ୍ ଏବଂ ଆଧାର ଭଳି ଡକ୍ୟୁମେଣ୍ଟ ଅଛି । କିନ୍ତୁ ଯଦି କେହି କୌଣସି ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଏ, ତେବେ ଏହି ଡକ୍ୟୁମେଣ୍ଟଗୁଡ଼ିକର କ’ଣ ହେବ? ଏହି ଡକ୍ୟୁମେଣ୍ଟ ଆପେ ବାତିଲ ହୋଇଯିବା ନା ମୃତକଙ୍କ ସମ୍ପର୍କୀୟମାନେ ଏଗୁଡିକୁ ବାତିଲ କରିବେ? ଆସନ୍ତୁ ଜାଣିବା...
ବାରାଣାସୀର କ୍ୟାଣ୍ଟ ରେଳ ଷ୍ଟେସନରେ ଭୟଙ୍କର ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ପ୍ରାୟ ୨୦୦ରୁ ଅଧିକ ମୋଟରସାଇକେଲ ପୋଡି ପାଉଁଶ ହୋଇଯାଇଛି। ରେଳ କର୍ମଚାରୀଙ୍କ ଗାଡି ପାର୍କିଂ ସ୍ଥାନରେ ଏହି ଅଗ୍ନିକାଣ୍ଡ ଘଟିଛି।
ପାକିସ୍ତାନରେ ୫୦ ହଜାରରୁ ଅଧିକ ସଶସ୍ତ୍ର ଯାନ, ୬୦୦ ରକେଟ ଲଞ୍ଚର, ଦୁଇଟି ବିଧ୍ୱଂସକ, ୮ଟି ବୁଡ଼ାଜାହାଜ, ୧୧୪ଟି ନୌସେନା ସେନା ଜାହାଜ ଏବଂ ୩୮୭ଟି ଯୁଦ୍ଧ ବିମାନ ଅଛି । ପାୱାର ଇଣ୍ଡେକ୍ସରେ ଗ୍ଲୋବାଲ ଫାୟାର ପାୱାର ପାକିସ୍ତାନକୁ ୦.୧୭୧୧ ପଏଣ୍ଟ ଦେଇଛି।
ସିଭିଲ ସର୍ଭିସେସ୍ ପରୀକ୍ଷା (CSE)କୁ ଭାରତର ସବୁଠାରୁ କଠିନ ପ୍ରତିଯୋଗିତାମୂଳକ ପରୀକ୍ଷା ବୋଲି ବିବେଚନା କରାଯାଏ। ଅନେକ ପ୍ରାର୍ଥୀ ଗଠନମୂଳକ ମାର୍ଗଦର୍ଶନ ପାଇଁ କୋଚିଂ ସେଣ୍ଟର ଉପରେ ନିର୍ଭର କରନ୍ତି, ଯେଉଁଥିରେ ଦୃଷ୍ଟି IAS କୋଚିଂ ଅନ୍ୟତମ ଲୋକପ୍ରିୟ ଅନୁଷ୍ଠାନ । ନିକଟରେ ଦୃଷ୍ଟି IAS କୋଚିଂ...
ନାଇଜର ନଦୀରେ ଓଲଟିଲା ବୋଟ୍। ଏଥିରେ ୨୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକ ନିଖୋଜ ଅଛନ୍ତି। ନିଖୋଜଙ୍କ ମଧ୍ୟରେ ଅଧିକାଂଶ ମହିଳା ଥିବା ସୂଚନା ମିଳିଛି।
ଗୌତମ ଆଦାନୀ ଏବଂ ତାଙ୍କ ପୁତୁରା ସାଗର ଆଦାନୀଙ୍କ ବିରୋଧରେ ଗିରଫ ପରୱାନା ଜାରି କରାଯାଇଥିବା ନେଇ ଭାରତ ସରକାରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ତେବେ ଗିରଫ ପରୱାନା ନେଇ ଆମେରିକା ପକ୍ଷରୁ କୌଣସି ଅନୁରୋଧପତ୍ର ମିଳିନଥିବା ସ୍ପଷ୍ଟ କରିଛନ୍ତି ଭାରତ ସରକାର ।
ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବାଇକ୍ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଓଲଟିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ଚାଲିଗଲା ୧୦ ଯାତ୍ରୀଙ୍କ ଜୀବନ।