ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମୀନ ଅହୋରାତ୍ର। ତିଥି- ୭ମୀ ଦିବା ୦୪.୨୭ ଗତେ ୮ମୀ। ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର। ଘାତବାର- ବିଛା , ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ୨ପାଦ-ପଶୁ ଓ ବଂଶହାନି-ଅନ୍ନ...
୧୦ ବର୍ଷ ପରେ ବିଶ୍ବକପ୍ ଫାଇନାଲକୁ ଯାଇଛି ଟିମ୍ ଇଣ୍ଡିଆ। ଶେଷ ଥର ୨୦୧୪ରେ ଫାଇନାଲ୍ ଖେଳିଥିଲା। ଆସନ୍ତାକାଲି ଟି-ଟ୍ବେଣ୍ଟି ବିଶ୍ବକପ୍ ଟାଇଟଲ ପାଇଁ ଲଢ଼ିବେ ଭାରତ-ଦକ୍ଷିଣ ଆଫ୍ରିକା।
ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ । ବଡ ଓଡିଆ ମଠ ପକ୍ଷରୁ ଯୋଗାଇ ଦିଆଯାଇଥାଏ ଏହି ଫୁଲୁରୀ ତେଲ । ଘଣାପେଡା ରାଶି ତେଲ ସହ ୨୪ଟି ଉପାଦାନରେ ତିଆରି ହୋଇଥାଏ ଏହି ଫୁଲୁରୀ ତେଲ । ସ୍ନାନ ପରେ ଜ୍ୱରରେ ପୀଡିତ ହୋଇଛନ୍ତି...
ବୟସ ସିନା ସାନ କିନ୍ତୁ ସେ ଆଜି କରିଛି ମହାନ ଦାନ। ନିଜ ସବୁଠୁ ପ୍ରିୟ ଜିନିଷକୁ ଆଉ କାହା ଖୁସି ପାଇଁ ଦାନ କରିଦେଇଛି ଏହି ସାନ ଝିଅ। ସେ ଏମିତି କିଛି କରିଛି ଯାହା କରିବା ପାଇଁ ଜଣେ ୧୦୦ଥର ଚିନ୍ତା କରିବ।
ଆଉ ଦିନ କେଇଟା ପରେ ମହାପ୍ରଭୁଙ୍କ ରଥଯାତ୍ରା । ତେବେ ରଥ ଟାଣିବା ପାଇଁ ଆବଶ୍ୟକ ହେଉଥିବା ଦଉଡି ଆସେ କେଉଁଠୁ? କିଭଳି ହୁଏ ପ୍ରସ୍ତୁତ?
ସେ ବ୍ରାହ୍ମଣ ନୁହଁନ୍ତି। ପୂଜା ପାଠ ପାଇଁ ସଂସ୍କୃତ ବି ଭଲରେ ଜାଣି ନାହାନ୍ତି। କିନ୍ତୁ ସେବକ ବୋଲି ମହାପ୍ରଭୁଙ୍କଠାରେ ତାଙ୍କ ମନ। ଅଣସର ବେଳେ ସେ ହିଁ ସେବା କରନ୍ତି। ନିଜେ ଫୁଲ ତୋଳନ୍ତି, ନିଜେ ଠାକୁରଙ୍କୁ ସଜେଇ ଦିଅନ୍ତି। ନିଜେ ବଣକୁ ଯାଇ ଜଟିବୁଡି ସଂଗ୍ରହ...
ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଗୁରୁବାର। ଚନ୍ଦ୍ର- କୁମ୍ଭ ନିଶାନ୍ତ ୦୪.୩୧ ଗତେ ମୀନ। ତିଥି- ୬ଷ୍ଠୀ ସନ୍ଧ୍ୟା ୦୬.୩୯ ଗତେ ୭ମୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ନିଶାନ୍ତ ୦୪.୩୧ ଗତେ ଧନୁ ରାଶିର। ଘାତବାର- ତୁଳା...
ରାଜଧାନୀରେ ପ୍ରବଳ ବର୍ଷା। ହଠାତ୍ ବଦଳିଲା ପାଗ। ଆକାଶରେ ଘୋଟି ଆସିଲା କଳାହାଣ୍ଡିଆ ମେଘ। ଭୁବନେଶ୍ବରରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେଉଛି।
ଦିନେ ଦୁନିଆ କହିଥିଲା ତାଙ୍କୁ ଭିକ ମାଗିବାକୁ। ହେଲେ ସେ ଶୁଣିନଥିଲେ। ଭିନ୍ନକ୍ଷମ ବୋଲି କ’ଣ ଆତ୍ମସମ୍ମାନ ଭୁଲିଯିବେ? ସେ ସଂକଳ୍ପ ନେଇଥିଲେ ପରିବାର ଉପରେ ବୋଝ ହେବେ ନାହିଁ ନିଜେ ରୋଜଗାର କରିବେ, ନିଜ ପେଟ ନିଜେ ପୋଷିବେ।
ହୁ ହୁ ବଢୁଛି ପରିବା ଦର । ଆଳୁ, ପିଆଜ ଠାରୁ ଆରମ୍ଭ କରି କଞ୍ଚା ପନିପରିବାରେ ହାତ ମାରି ହେଉନାହିଁ। ୫୦୦ ଟଙ୍କାରେ ପରିବା କିଣିଲେ ବ୍ୟାଗ୍ ଭର୍ତ୍ତି ହେଉନି ।
ସରିଛି ଶ୍ରୀଜିଉଙ୍କ ସ୍ନାନଯାତ୍ରା: ସ୍ନାନବେଦୀରୁ ଅଣସର ଘରକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଦେଖନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଅଣସରକୁ ଯିବା ବେଳର ସେହି ସୁନ୍ଦର ଦୃଶ୍ୟ...
ବାର ବାର ହାରିବା ପରେ ଜିତିଛି। ଭାବି ନଥିଲି ଉପ-ମୁଖ୍ୟମନ୍ତ୍ରୀ ହେବି ।
ଏଥର ୫୪୩ ଆସନ ବିଶିଷ୍ଟ ଲୋକସଭାରେ ଏନଡିଏର ୨୯୩ ସାଂସଦ ଥିବା ବେଳେ ବିରୋଧୀ ଇଣ୍ଡି ମେଣ୍ଟର ୨୩୪ ଜଣ ସାଂସଦ ଅଛନ୍ତି। ଆଜି ବାଚସ୍ପତି ନିର୍ବାଚନ ପରେ ଆସନ୍ତାକାଲି ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ନୂଆ ପରିକଳ୍ପନା । ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି ।
ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ପଞ୍ଚମୀ ରାତ୍ରି ୦୮.୫୫ ଗତେ ଷଷ୍ଠୀ।। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ନାସ୍ତି।
ସଂସଦରେ ଶୁଭିଲା ଓଡ଼ିଆ ଅସ୍ମିତାର ସ୍ୱର। ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ । ଆଜି ବିଜେପିର ନବନିର୍ବାଚିତ ୧୭ ସାଂସଦ ଶପଥ ନେଇଛନ୍ତି ।
ଏହି ଯାନ ପୃଥିବୀଠାରୁ ଅନେକ ଦୂରରେ ଥିବା ସ୍ଥାନରୁ ମାଟି ଓ ପଥର ସଂଗ୍ରହ କରି ଏହାକୁ ପୃଥିବୀକୁ ଆଣିଛି। ବୈଜ୍ଞାନିକଙ୍କ କହିବା ଅନୁସାରେ, ଏପରି ସ୍ଥାନରୁ ପୂର୍ବରୁ ନମୂନା ସଂଗ୍ରହ କରାଯାଇନି। ଏହା ଗବେଷଣା କ୍ଷେତ୍ରରେ ସହାୟକ ହେବ।
୧୮ ତମ ଲୋକସଭା ଅଧିବେଶନ କାଲିଠାରୁ ଆରମ୍ଭ ହେବ। ତେବେ ଆଜି ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ଏନ୍ଡିଏ ପ୍ରାର୍ଥୀ ଓମ୍ ବିର୍ଲା ।