ଦିନେ ବଲାଙ୍ଗିର, ନୂଆପଡ଼ା ଓ ସୋନପୁରର ୮ରୁ ୯ ହଜାର ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ପାଲଟିଥିବା ଚିନିକଳର ଏବେ ଭାଙ୍ଗିଯାଇଛି ମେରୁଦଣ୍ଡ ।
ଏଠି ସେଠି... କେଉଁଠି ବି ନାହିଁ । ଉଚ୍ଚ ଜାଗାରେ ମିଳୁନି, କି ଫାଙ୍କା ସ୍ଥାନରେ ବି ଆସୁନି । ଖୋଜି ଖୋଜି ନୟାନ୍ତ ହେଲେଣି, ହେଲେ ଯେତେ ଖୋଜିଲେ ବି ମିଳୁନି।
୨ ଗାଡ଼ି ମୁହାଁମୁହିଁ ଧକ୍କା ପରେ ୨ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। କଣ୍ଟେନର ଓ ଟ୍ରକ୍ ସହ ୨ ଜଣ ଜଳିଯାଇଥିବା ସୂଚନା ମିଳିଛି। ତେବେ କଣ୍ଟେନରର ଖଲାସୀ ଜଣକ ଗୁରୁତର ଥିବା କୁହାଯାଉଛି।
ପତ୍ନୀ ବିୟୋଗକୁ ୪ ବର୍ଷ ହେଲାଣି କିନ୍ତୁ ଏବେ ବି ସେ ପାଖରେ ଅଛନ୍ତି । ପାଖରେ ବସିଛନ୍ତି, କଥା କହିଲେ ଶୁଣୁଛନ୍ତି ଆଉ ସମସ୍ତଙ୍କୁ ଦେଖୁଛନ୍ତି ମଧ୍ୟ। ଶୁଣିବାକୁ ଟିକିଏ ଅଜବ ଲାଗିଲେ ବି ସତ ଘଟଣା। ବ୍ରହ୍ମପୁରର ଜଣେ ବ୍ୟବସାୟୀ ପ୍ରଶାନ୍ତ ନାୟକ ପତ୍ନୀ କିରଣଙ୍କ...
ଇଣ୍ଡିମେଣ୍ଟ ଆଡ଼କୁ ଢଳୁଛି କି ବିଜେଡି ? ହରିୟାଣା,ଜମ୍ମୁ-କାଶ୍ମୀର ଏକଜିଟ୍ ପୋଲ ପରେ ପରେ ବଢ଼ିଲା ଚର୍ଚ୍ଚା । କଂଗ୍ରେସ ଓ ରାହୁଲଙ୍କୁ ବିଜେଡି ନେତାଙ୍କ ଭୁରି ଭୁରି ପ୍ରଶଂସା ପରେ ଚର୍ଚ୍ଚା । ଦେବାଶିଷ କହିଲେ, ନିଷ୍ପତ୍ତି ନେବ ଦଳ । ବିଜେପି କହିଲା, କିଛି ପ୍ରଭାବ...
ହଷ୍ଟେଲରୁ ବିଦା ହେବାକୁ ଯାଉଛନ୍ତି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୪ ଛାତ୍ର । ପିଜି ଦ୍ୱିତୀୟ ବର୍ଷର ଏହି ୪ ଛାତ୍ରଙ୍କ ସମେତ ମୋଟ ୧୭ ଜଣଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ।
ଦଶହରା ଭିଡ଼ ବେଳେ ବସ୍ ମାଲିକ ସଂଘର ଆନ୍ଦୋଳନ ତୟାରୀ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବସ୍ ନ ଚଳାଇବାକୁ ନିଷ୍ପତ୍ତି । କାଲିଠୁ ୧୪ ଜିଲ୍ଲାରେ ୨୪ ଘଣ୍ଟିଆ ବସ୍ ସେବା ବନ୍ଦ ଚେତାବନୀ ।
ମନ୍ଦିରକୁ ପୂଜକ ହେଇ ଆସୁଥିଲେ । ଯେଉଁ ଠାକୁରଙ୍କୁ ପୂଜା କରୁଥିଲେ, ତାଙ୍କୁ ଲୁଟୁଥିଲେ । ଦିଅଁ ଖାଇ ଖଟୁଲି ଖାଇଲା ଭଳି । ପୂରା ମନ୍ଦିରରେ କଳକନା ବୁଲେଇ ଫେରାର ମାରୁଥିଲେ । ରାମକୃଷ୍ଣ, ହନୁମାନ, ବଡ଼ବଡ଼ ଅଷ୍ଟଧାତୁ ନିର୍ମିତ ନାଗ ଭଳି ବହୁ ପ୍ରାଚୀନ ମୂର୍ତ୍ତି...
ମନ୍ଦିରକୁ ପୂଜକ ହେଇ ଆସୁଥିଲେ । ଯେଉଁ ଠାକୁରଙ୍କୁ ପୂଜା କରୁଥିଲେ, ତାଙ୍କୁ ଲୁଟୁଥିଲେ । ଦିଅଁ ଖାଇ ଖଟୁଲି ଖାଇଲା ଭଳି ।
ହଷ୍ଟେଲରୁ ବିଦା ହେବାକୁ ଯାଉଛନ୍ତି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୪ ଛାତ୍ର । ପିଜି ଦ୍ୱିତୀୟ ବର୍ଷର ଏହି ୪ ଛାତ୍ରଙ୍କ ସମେତ ମୋଟ ୧୭ ଜଣଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ।
ଘନେଇଲା ରାଜନୀତି। ରାଜ୍ୟପାଳ ରଘୁବର ଦାସ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଭେଟଘାଟକୁ ନେଇ ତେଜିଲା ରାଜନୈତିକ ବିବାଦ।
RI, ARI, ଅମିନ, ICDS ସୁପରଭାଇଜର୍, SFS ପରୀକ୍ଷା ବାତିଲ,ପରୀକ୍ଷା ପରିଚାଳନାରେ ସ୍ବଚ୍ଛତା ଏବଂ ଓ' ଟ୍ରିପିଲ୍ ଏସସି ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ। ଏହି ତିନି ପ୍ରମୁଖ ଦାବି ସରକାର ନମାନିଲେ ରାଜ୍ୟବ୍ୟାପୀ ଆନ୍ଦୋଳନ ଚେତାବନୀ ଦେଇଛି ଷ୍ଟୁଡେଣ୍ଟ ଏଗେନଷ୍ଟ କରପସନ ସଂଗଠନ।
କେତେବେଳେ ଡାକ୍ତର ତ ଆଉ କେତେବେଳେ ଇଞ୍ଜିନିୟର । ନାନା ଭୟ ଦେଖାଇ ଲୁଟୁଛନ୍ତି ସାଇବର ଅପରାଧୀ । ଭିଡିଓ କଲ କରିବେ, ଡାଟା ନେବେ, ଆଉ ତାପରେ ଖେଳ ଆରମ୍ଭ ।
ଇସ୍ରାଏଲ, ଲେବାନନ ଓ ଗାଜା ମଧ୍ୟରେ ଚାଲିଥିବା ବିବାଦ ଭିତରେ ପୁଣି ରକେଟ ମାଡ଼। ଗତ ଦୁଇ ମାସ ଭିତରେ ପ୍ରଥମ ଥର ପାଇଁ ଦୁଇଟି ରକେଟ ଗାଜାରୁ ଇସ୍ରାଏଲ ଭିତରକୁ ହମଲା ହୋଇଛି।
ଦନ୍ତେୱାଡା ଏନକାଉଣ୍ଟରରେ ବର୍ତ୍ତମାନ ସୁଦ୍ଧା ୩୬ ନକ୍ସଲଙ୍କ ମୃତଦେହ ଉଦ୍ଧାର ହେଲାଣି। ନାରାୟଣପୁର-ଦନ୍ତେୱାଡା ସୀମାନ୍ତ ମାଦ୍ ଜଙ୍ଗଲରୁ ମୃତଦେହ ଉଦ୍ଧାର କରି ଅଣାଯାଉଛି ହେଡକ୍ବାର୍ଟର।
ହରିୟାଣା ବିଧାନସଭାର ୯୦ଟି ଆସନ ପାଇଁ ଭୋଟ ଶେଷ ହେବା ପରେ ସମସ୍ତଙ୍କ ଅପେକ୍ଷା ଅକ୍ଟୋବର ୮କୁ। କାରଣ ସେହିଦିନ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। କିନ୍ତୁ ଏହାପୂର୍ବରୁ ଆସିଛି ଏକଜିଟ ପୋଲ ରେଜଲ୍ଟ।
ଭଣ୍ଡାରରେ ଗଚ୍ଛିତ ଥିବା ୨୫ ଟିଣ ଘିଅ ଫେରସ୍ତ ପରେ ମନ୍ଦିରକୁ ଆସିଛି ନୂଆ ଘିଅ । ବ୍ୟବହାର ପାଇଁ ଓମ୍ଫେଡ୍ ପକ୍ଷରୁ ୧୫ ଟିଣ ନୂଆ ଘିଅ ଆସିଛି।
SSSC ଦ୍ବାରା ପରିଚାଳିତ RI, ARI, ଅମିନ, ICDS ସୁପରଭାଇଜର୍, SFS ପରୀକ୍ଷା ବାତିଲ ସହ ଅନଲାଇନ ପରୀକ୍ଷା ଦାବି। ଷ୍ଟୁଡେଣ୍ଟ ଏଗେନ୍ଷ୍ଟ୍ କରପ୍ସନ ଏହି ଦାବି କରିଛି।
ବିଜେଡି ନେତା ନୃସିଂହ ସାହୁ କହିଛନ୍ତି ପ୍ରଥମରୁ ହିଁ ରାଜଭବନ ରାଜନୀତିର ପେଣ୍ଠସ୍ଥଳୀ ପାଲଟିଛି। ଓଡ଼ିଶା ରାଜନୀତିରେ ଆଗରୁ ଏଭଳି କେବେ ଦେଖାଯାଇ ନଥିଲା।
କିଛି ଗଣମାଧ୍ୟମ ସାଜିଥିଲେ HIS MASTERS VOICE। ଆଜି କିଛି ଏଭଳି ଭାବେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।