ଗୁଜରାଟ ବନ୍ୟା: ୨୯ ମୃତ। ଗୁଜରାଟରେ ପ୍ରବଳ ବର୍ଷା ପରେ ବନ୍ୟା ସ୍ଥିତି। ୨ ଦିନରେ ୨୯ ଜଣଙ୍କ ମୃତ୍ୟୁ, ୪୦ ହଜାର ସୁରକ୍ଷିତ ଉଦ୍ଧାର। ଦ୍ବାରିକା, ଆନନ୍ଦ, ବରୋଦା, ରାଜକୋଟ ଜିଲ୍ଲା ଅଧିକ ପ୍ରଭାବିତ। କାଲି ଯାଏଁ ଅତି ପ୍ରବଳ ବର୍ଷା ନେଇ IMDର ଆଲର୍ଟ । ...
ରାଜଧାନୀରେ ମର୍ଡର। ଭୁବନେଶ୍ବର ଖଣ୍ଡଗିରିରେ ଯୁବକଙ୍କୁ ବିଭତ୍ସ ହତ୍ୟା। ଜଗନ୍ନାଥନଗର ନିକଟରେ ଖଣ୍ଡାରେ ହାଣି ହତ୍ୟା। ଅଭିଯୁକ୍ତ +୨ ଛାତ୍ର ସୂଚନା, ହତ୍ୟା ପରେ ଥାନାରେ ଅଟକ। ଏକତରଫା ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାକୁ ହତ୍ୟା ।
ନିଲମ୍ବିତ IPS ରାଜେଶ ପଣ୍ଡିତଙ୍କ ପାଇଁ ବଢ଼ିଲା ଅଡୁଆ। ଆସିଥିବା ଅଭିଯୋଗର ଜବାବ ଦେବାକୁ ୩୦ ଦିନ ମହଲତ। ଯେଉଁ ଅଭିଯୋଗକୁ ସ୍ବୀକାର କରି ନାହାନ୍ତି ତାହାର ତଦନ୍ତ ହେବ। ଯଦି ଧାର୍ଯ୍ୟ ସମୟରେ ଜବାବ ନ ଦିଅନ୍ତି, କାର୍ଯ୍ୟାନୁଷ୍ଠାନ ଚେତାବନୀ ।
ପ୍ରବଳ ବର୍ଷା ସମ୍ଭାବନା। ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଆଗାମୀ ୨ ଦିନରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ମୁହାଁଇବ । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ ।
ଏହି ଡିପ୍ଫେକ୍ ଭିଡିଓରେ ବିରାଟ କୋହଲି ଟିମ୍ ଇଣ୍ଡିଆର ଯୁବ ଓପନର୍ ବ୍ୟାଟ୍ସମ୍ୟାନ୍ ଶୁଭମନ ଗିଲଙ୍କୁ ସମାଲୋଚନା କରୁଥିବା ଦେଖାଯାଇଛି ।
ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୧.୧୯ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ-...
E-KYC ଯାଞ୍ଚ ପରେ ନୂଆ ରାସନ କାର୍ଡ । E- KYC ଯାଞ୍ଚ ପରେ ନୂଆ ରାସନ କାର୍ଡ ମିଳିବ କହିଲେ ମନ୍ତ୍ରୀ ।
ମାହାଙ୍ଗା ଡବଲ ମର୍ଡର ମାମଲାରେ ଆସିଲା ବଡ଼ ରାୟ । ୯ ଜଣ ଦୋଷୀଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ସାଲେପୁର ଏଡିଜେ ।
‘ହେଲୋ, ମୁଁ CJI କହୁଛି, ମୁଁ କନ୍ନଟ ପ୍ଲେସ୍ରେ ଫସି ଯାଇଛି । ମୋତେ କାର୍ ଭଡ଼ା ୫୦୦ ଟଙ୍କା ପଠାଇ ପାରିବ ? ’ ଏମିତି କହି ଟଙ୍କା ମାଗିଲେ ସାଇବର ଠକ...
ସ୍ୱାମୀ-ସ୍ତ୍ରୀ ଉଭୟ IAS, ବିବାହରେ ଖର୍ଚ୍ଚ କଲେ ମାତ୍ର ୫୦୦ ଟଙ୍କା । ତେବେ କାହିଁକି ଏତେ କମ୍ ଟଙ୍କାରେ ବିବାହ କଲେ ? ଏହା ପଛର ଉଦ୍ଦେଶ୍ୟ କଣ ? କଣ ପାଇଁ ଏମିତି ବିବାହ କଲେ ? ଜାଣନ୍ତୁ...
ପୋଷ୍ଟ ହୋଇପାରୁନି ଭିଡ଼ିଓ, ଫଟୋ । ‘ଏକ୍ସ’ ବ୍ୟବହାର କରୁଥିବା ଅନେକ ଇଣ୍ଟରନେଟ ୟୁଜର୍ସ ଅଭିଯୋଗ କରିଛନ୍ତି ।
CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରେନ୍ଦ୍ର ସେଠୀଙ୍କ ଭୁବନେଶ୍ବରରେ ଥିବା ୨ଟି ଘର ଓ ଜଗତସିଂହପୁର ପୈତୃକ ଘରେ ରେଡ୍ ଚାଲିଛି।
୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କବଜାରେ ପଡିଛନ୍ତି କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନାର ଏଏସଆଇ ରଜନୀକାନ୍ତ ଦାସ।
ସାରା ବିଶ୍ବର ୪୪୦୦ ଭିନ୍ନକ୍ଷମ ଖେଳାଳିଙ୍କୁ ନେଇ ପ୍ୟାରିସରେ ଆରମ୍ଭ ହେବ ପାରାଲିମ୍ପିକ୍ସର ସପ୍ତଦଶ ସଂସ୍କରଣ। ୨୨ କ୍ରୀଡ଼ାର ୫୪୯ ଇଭେଣ୍ଟରେ ପ୍ରତିଦ୍ବନ୍ଦ୍ବିତା ହେବ।
ବଙ୍ଗୋପସାଗରରେ ୨୯ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା । ଲଘୁଚାପ ପ୍ରଭାବରେ ୩୧ ତାରିଖ ଯାଏଁ ପ୍ରବଳ ବର୍ଷା ।
ଆଜି ୧୨ ଘଣ୍ଟିଆ ପଶ୍ଚିମବଙ୍ଗ ବନ୍ଦ ପାଳନ କରୁଛି ବିଜେପି। ଅଭୟା କାଣ୍ଡ ପ୍ରତିବାଦରେ ଗତକାଲି ନବାନ୍ନ ମାର୍ଚ୍ଚ ବେଳେ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ଦମନଲୀଳାକୁ ନିନ୍ଦା କରି ବନ୍ଦ ପାଳନ କରୁଛି ବିଜେପି।
ମମତାଙ୍କ ଗଡ଼ରେ ମହା ବିକ୍ଷୋଭ। ଛାତ୍ର ସଂଗଠନର ଆନ୍ଦୋଳନ ବେଳେ ପୋଲିସ ସହ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ବ୍ୟାରିକେଡ୍ ଡେଇଁ ଧସେଇ ପଶିବାକୁ ଉଦ୍ୟମ ବେଳେ ଉତ୍ତେଜନା ଦେଖା ଦେଇଛି।
ପୋଲିସ ଉପସ୍ଥିତିରେ ଆଇନକୁ ହାତକୁ ନେଲେ ଲୋକେ । ଘର ଭାଙ୍ଗିବା ସହ ଗୋଟିଏ ପରିବାରକୁ ମରଣାନ୍ତକ ଆକ୍ରମଣ କଲେ । ନୟାଗଡ଼ ରାଜସୁନାଖଳା ଅଞ୍ଚଳରେ ଘଟିଛି ଏମିତି ବର୍ବରୋଚିତ ଘଟଣା।
ରାଜ୍ୟସଭା ଉପନିର୍ବାଚନ ସ୍ବାଧୀନ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନ ତାଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି।
ରାଜ୍ୟ ସରକାର ଖୁବ୍ ଶୀଘ୍ର ପ୍ରାୟ ୩୫ ହଜାର ନିଯୁକ୍ତି ଦେବେ । ନିର୍ବାଚନ ବେଳେ ବିଜେପି ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ପାଇଁ ଅଣ୍ଟା ଭିଡିଛି ମୋହନ ସରକାର ।