• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

Sujit kumar Swain

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରର ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରରେ ୪ ବର୍ଷରୁ ଊର୍ଦ୍ଧ୍ବ ଅଭିଜ୍ଞତା ରହିଛି । ବିଭିନ୍ନ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି । ସମସ୍ତ ପ୍ରକାର ଖବର ଲେଖିବାରେ ବିଶେଷ ରୁଚି ରହିଛି।

less

Posts by Sujit kumar Swain

Swachh Bharat Mission
‘ଏ ଶତାଦ୍ଦୀର ସ୍ବଚ୍ଛ ଭାରତ ସବୁଠୁ ବଡ଼ ଓ ସଫଳ ଜନ ସଂକଳ୍ପ ହୋଇପାରିଛି’

ଦେଶବାସୀଙ୍କ ସହଯୋଗରେ ହିଁ ସ୍ବଚ୍ଛତା ଅଭିଯାନକୁ ୧୦ ବର୍ଷ ପୂରିଲା ବୋଲି ଆଜି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ସହ ସେ କହିଛନ୍ତି ଯେ, ‘ସ୍ବଚ୍ଛ ଭାରତ ମିଶନ’ ସ୍ମରଣୀୟ ହୋଇ ରହିବ । 

Venus mission
ପ୍ରଥମ ଶୁକ୍ର ମିଶନ୍ ପାଇଁ ତାରିଖ ଘୋଷଣା କଲା ଇସ୍ରୋ; ଜାଣନ୍ତୁ କେବେ ହେବ ଉତକ୍ଷେପଣ...

ବାହୁବଳୀ ରକେଟ୍ LVM-3ରେ ଶୁକ୍ରଯାନ-୧ ଉତକ୍ଷେପଣ କରାଯିବ। ଏହା ଶୁକ୍ର ଗ୍ରହର କକ୍ଷପଥରେ ପହଞ୍ଚିବା ପାଇଁ ୧୧୨ ଦିନ ଲାଗିବ ।

Mahanga Double Murder Case
ମାହାଙ୍ଗା ଡବଲ ମର୍ଡର ମାମଲା; ପ୍ରତାପ ଜେନାଙ୍କୁ ମିଳିଲା କ୍ଲିନ୍‌ଚିଟ୍‌

ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌ ଦେଲେ ହାଇକୋର୍ଟ । ପ୍ରତାପଙ୍କ ନାଁରେ ତଳକୋର୍ଟ ମାମଲାକୁ ଖାରଜ କଲେ ହାଇକୋର୍ଟ ।

School Bus
ଚାହୁଁ ଚାହୁଁ ଜଳିଗଲା ସ୍କୁଲ୍ ବସ୍ ! ଭିତରେ ଥିଲେ ୨୫ ସ୍କୁଲ୍ ପିଲା...

୪୪ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌ । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

Food Safety Officer Under Vigilance Scanner
ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଫିସର; ୫ ହଜାର ଲାଞ୍ଚ ନେବା ବେଳେ ଧରାପଡ଼ିଲେ

କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଶ ମଜୁମଦାରଙ୍କୁ ଧରିଲା ଭିଜିଲାନ୍ସ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ତାଙ୍କୁ କାବୁ କରିଛି।

BJP Slams BJD Supremo
‘ନବୀନ ବାବୁ ଓଡିଶାରେ ଅଶାନ୍ତି ସୃଷ୍ଟି କରିବା ପାଇଁ ଚାହୁଁଛନ୍ତି’

ନବୀନଙ୍କୁ କଡ଼ା ଜବାବ ଦେଲା ବିଜେପି । ନବୀନଙ୍କ ମନ୍ତବ୍ୟ ଉପରେ କଡ଼ା ଜବାବ ଦେଲା ରାଜ୍ୟ ବିଜେପି । ନବୀନଙ୍କ ବକ୍ତବ୍ୟରୁ ସେ ନିଜେ ଓଡ଼ିଶାରେ ଅଶାନ୍ତି ସୃଷ୍ଟି କରିବାକୁ ଚାହୁଁଛନ୍ତି ବୋଲି କହିଲା ବିଜେପି ।

Police DGP
'ସୋସିଆଲ ମିଡିଆରୁ ଦୂରେଇ ରୁହନ୍ତୁ, ଅଯଥା କମେଣ୍ଟ କରନ୍ତୁନି'

 ଧୀରେ ଧୀରେ ସୁଧୁରୁଛି ଭଦ୍ରକର ସ୍ଥିତି। ସ୍ଥିତିରେ ସମୀକ୍ଷା ପାଇଁ ଭଦ୍ରକ ଗସ୍ତ କରି ପୋଲିସ ଡିଜି ଏଭଳି କହିଛନ୍ତି ।

kills delivery agent
ଆଇଫୋନ୍ ନିଶା; ଅନଲାଇନ୍‌ରେ ଅର୍ଡର କଲେ, ଟଙ୍କା ମାଗିବାରୁ ଡେଲିଭରି ବୟକୁ ମାରିଦେଲେ

ଆଇଫୋନ୍ ପାଇଁ ହତ୍ୟା । ଅନ୍‌ଲାଇନ୍‌ରେ ଆଇଫୋନ୍ ମଗାଇଲେ । ଡେଲିଭରି ମଧ୍ୟ ହେଲା । କିନ୍ତୁ ଡେଲିଭରି ବୟ ଫୋନ୍‌ ଦେଇ ଟଙ୍କା ମାଗିବାରୁ ତଣ୍ଟି ଚିପି ମାରିଦେଲେ । 

Doppler Radar System
Special Story: ତିଆରି ସରିଛି କୋଠା; ୫ ବର୍ଷ ହେଲା ହୋଇପାରୁନି କାର୍ଯ୍ୟକ୍ଷମ ! 

ତିଆରି ସରିଛି ୩ ତାଲା କୋଠା । ଘର ଭିତରେ ବିଦ୍ୟୁତ ସାମଗ୍ରୀ ସହିତ ଆନୁସଙ୍ଗିକ ସରଞ୍ଜାମ ମଧ୍ୟ ଖଞ୍ଜା ସରିଛି । ହେଲେ ଗତ ୫ ବର୍ଷ ଧରି ଏହି ଡୋପଲାର ରାଡାର ସିଷ୍ଟମ୍‌ କାର୍ଯ୍ୟକ୍ଷମ ହୋଇପାରୁ ନାହିଁ ।

OTV Inspires Business Success
Special Story: ଓଟିଭି ଦେଖିଲେ, ବେପାର କଲେ: ଏବେ ଯୁବକଙ୍କୁ ବାଣ୍ଟୁଛନ୍ତି ଚାକିରି...

ଦିନେ ଓଟିଭିରେ ଘୁଷୁରୀ ଚାଷ ସମ୍ପର୍କରେ ଏକ ଖବର ଦେଖିଥିଲେ କୃତାର୍ଥ । ପରେ ସେହି ଖବରରୁ ପ୍ରେରଣା ପାଇ ଘୁଷୁରୀ ଚାଷ ଆରମ୍ଭ କରିଥିଲେ । ଯାହା ଆଜି ତାଙ୍କୁ ସ୍ୱତନ୍ତ୍ର ପରିଚୟ ଦେଇପାରିଛି ।  

Police ASI Suspended
ରାଜନଗରରେ ପୋଲିସର ଦବଙ୍ଗଗିରି; ଦୋକାନୀଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ASI

ରାଜନଗର ଅଞ୍ଚଳରୁ ଆସିଛି ଆଉ ଏକ ବିବାଦୀୟ ଘଟଣା। ଜଣେ ବ୍ୟକ୍ତିଙ୍କୁ ରାଜନଗର ଥାନା ପୋଲିସ ବିନା କାରଣରେ ମାଡ଼ ମାରିଥିବା ଅଭିଯୋଗ ହୋଇଛି। 

rainfall
୬ରେ ଲଘୁଚାପ, ୧୦ ଯାଏଁ ବର୍ଷା; ଫିକା ପଡ଼ିବ ପାର୍ବଣ !

ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଫଳରେ ୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୪ ତାରିଖରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବ।

BJD leaders
ବିଜେଡି କଳି: ଅମରେଶ-ବିରଞ୍ଚିଙ୍କୁ ସୋ-କଜ୍ ନୋଟିସ କଲେ ଜିଲ୍ଲା ସଭାପତି

ବିଜେଡି କର୍ପୋରେଟର ଅମରେଶ ଜେନା, ବିରଞ୍ଚି ନାରାୟଣ ମହାସୂପକାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲେ ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି ସୁଶାନ୍ତ ରାଉତ ।

NC College
ବାହାର ଚିକ୍କଣ, ଭିତର ଫମ୍ପା; କଲେଜରୁ ପ୍ରତିଦିନ ହେଉଛି ଚୋରି, ଅସୁରକ୍ଷିତ ମଣୁଛନ୍ତି ଛାତ୍ରଛାତ୍ରୀ

କଲେଜରେ ନାମୀଦାମୀ କମ୍ପାନୀର ଆକ୍ଵାଗାର୍ଡ ଲାଗିଛି କିନ୍ତୁ ପାଣି ଆସୁନି । ଛାତ୍ର ଛାତ୍ରୀଙ୍କ ପାଇଁ ଥିବା ଟଏଲେଟ୍ ଅବସ୍ଥା ମଧ୍ୟ ଶୋଚନୀୟ। 

Tragic Tale of Sita in Keonjhar
ପାଦ ଚାଲୁନି, କହିବାକୁ ନାହିଁ ଶକ୍ତି; ଗୁହାଳରେ କଟୁଛି ସୀତାଙ୍କ ଜୀବନ

ବାପା-ମା’ ପରକରି ପରପାରିକୁ ଚାଲିଯିବା ପରେ ଗୁହାଳରେ କଟୁଛି ସୀତାଙ୍କ ଜୀବନ । କେବଳ ଖଟିଆରେ ଶୋଇ ରହି କରୁଛନ୍ତି ଜୀବନ ମୃତ୍ୟୁ ସହ ସଂଗ୍ରାମ । 

 Judicial inquiry
ଭରତପୁର ମାମଲା: ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ

ଭରତପୁର ମାମଲାର ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ । ଭୁବନେଶ୍ବର ସର୍କିଟ ହାଉସରେ ବସିଲା ପ୍ରଥମ ବୈଠକ । 

PEO Death Case
Special Story: ପାପର ପେଡ଼ିରୁ ହଟିବ ପରଦା; ଖୋଲିବ ସ୍ମିତାରାଣୀ ମୃତ୍ୟୁ ରହସ୍ୟ !

 ବିଜେଡି ସରକାର ସମୟରେ ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଏବେ ବି ସନ୍ଦେହ ଘେରରେ ରହିଛି । ସେହି ଘଟଣା ଉପରୁ ପରଦା ହଟାଇବେ ମୋହନ ସରକାର । 

Mithun Chakraborty
ମିଥୁନଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ; ଟ୍ବିଟ୍ କରି ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ । ଭାରତୀୟ ସିନେମାରେ ବିଶିଷ୍ଟ ଅବଦାନ ପାଇଁ ମିଳିବ ଫାଲକେ ସମ୍ମାନ । 

Chanakya Niti for Life
Chanakya Niti: ସାହସୀ ବ୍ୟକ୍ତିଙ୍କୁ ଦୁର୍ବଳ କରିଦେବ ଏହି ୩ଟି ଘଟଣା; ହାର୍‌ ମାନିବାକୁ କରିଥାଏ ବାଧ୍ୟ !

Chanakya Niti for Life: ଆଚାର୍ଯ୍ୟ ଚାଣକ୍ୟ ମଧ୍ୟ ଏହିପରି ତିନୋଟି ଘଟଣା ବିଷୟରେ କହିଥିଲେ ଯାହାକି ଜଣେ ସାହସୀ ବ୍ୟକ୍ତିଙ୍କୁ ଦୁର୍ବଳ କିମ୍ବା ନଷ୍ଟ କରିବାରେ ସକ୍ଷମ ହୋଇଥାଏ । କ’ଣ ସେହି ତିନୋଟି ଘଟଣା ? ଆସନ୍ତୁ ଜାଣିବା...

Yemens
ମଧ୍ୟ-ପ୍ରାଚ୍ୟରେ ବଢୁଛି ଯୁଦ୍ଧର କଳାବାଦଲ; ଲେବାବନ୍ ପରେ ୟେମେନରେ ଇସ୍ରାଏଲ ଏୟାରଷ୍ଟ୍ରାଇକ୍

ଲେବାନନରେ ହିଜବୁଲ୍ଲା ଉପରେ ଘନଘନ ହମଲା ଭିତରେ ୟେମେନରେ ହୁତି ବିଦ୍ରୋହୀଙ୍କ ଉପରେ ଏୟାରଷ୍ଟ୍ରାଇକ୍ କରିଛି ଇସ୍ରାଏଲ୍। 

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରରେ ୪ ବର୍ଷରୁ ଊର୍ଦ୍ଧ୍ବ ଅଭିଜ୍ଞତା ରହିଛି । ବିଭିନ୍ନ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି । ସମସ୍ତ ପ୍ରକାର ଖବର ଲେଖିବାରେ ବିଶେଷ ରୁଚି ରହିଛି।