• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

Sujit kumar Swain

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରର ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରରେ ୪ ବର୍ଷରୁ ଊର୍ଦ୍ଧ୍ବ ଅଭିଜ୍ଞତା ରହିଛି । ବିଭିନ୍ନ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି । ସମସ୍ତ ପ୍ରକାର ଖବର ଲେଖିବାରେ ବିଶେଷ ରୁଚି ରହିଛି।

less

Posts by Sujit kumar Swain

Sujeet Kumar
ବିଜେଡିରେ ଫାଟ

ରେଳ ପ୍ରକଳ୍ପକୁ ନେଇ ବିଜେଡିରେ ଫାଟ। ସାଂସଦ ସୁଜିତ୍ କୁମାର ଏଥିପାଇଁ କେନ୍ଦ୍ର ସରକାର ଓ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଇଥିବା ବେଳେ ଅନ୍ୟଜଣେ ସାଂସଦ ମାନସ ମଙ୍ଗରାଜ କିନ୍ତୁ ପ୍ରକଳ୍ପ ସବୁକୁ ପୁରୁଣା କହି ସମାଲୋଚନା କରିଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଘନେଇଛି। 

VK Pandian Chopper Rides
ଖୋର୍ଦ୍ଧାକୁ ବି ହେଲିକପଟରରେ ଉଡିଥିଲେ ପାଣ୍ଡିଆନ୍

ଭୁବନେଶ୍ୱରରୁ ୨୦ରୁ ୨୫ କିଲୋମିଟର ଦୂର, ଖୋର୍ଦ୍ଧା, ପିପିଲି ଓ କଟକ ଯିବାକୁ ବି ହେଲିକପ୍ଟର ବ୍ୟବହାର କରୁଥିଲେ ପାଣ୍ଡିଆନ। ଆଉ ଏଥିପାଇଁ ରାଜକୋଷରୁ ଖର୍ଚ୍ଚ ହେଉଥିଲା ପାଣି ଭଳି ଟଙ୍କା। ବଡ଼ କଥା ହେଲା ଏ ବାବଦରେ କେତେ ଖର୍ଚ୍ଚ ହୋଇଛି ସେ ହିସାବ ବି ସରକାରୀ...

Potato Price
କେବେ ଦୂର ହେବ ଆଳୁ ସଙ୍କଟ ?

ପ୍ରାୟ ଦୁଇ ସପ୍ତାହ ବିତିଲାଣି, ହେଲେ ରାଜ୍ୟରୁ ସଂପୂର୍ଣ୍ଣ ଦୂର ହେଉନି ଆଳୁ ସଙ୍କଟ। ଉତ୍ତର ପ୍ରଦେଶରୁ ପର୍ଯ୍ୟାପ୍ତ ପରିମାଣରେ ଆସିପାରୁନି କି ପଶ୍ଚିମବଙ୍ଗରୁ ଆମଦାନୀ ସ୍ବାଭାବିକ ହୋଇନି। ଏପରି ସ୍ଥିତିରେ ବେଙ୍ଗଲରୁ ଲୁଚାଛପାରେ ଆସୁଥିବା ଆଳୁଗାଡ଼ି ଉପରେ ତୀକ୍ଷ୍ଣ ନଜର ରଖିବାକୁ ଗଳାବାଟରେ ସିସିଟିଭି ଲଗାଇଛନ୍ତି ସେଠାକାର...

Ratnabhandar
ରତ୍ନଭଣ୍ଡାର ମରାମତିରେ ବିଳମ୍ବକୁ ନେଇ ପ୍ରଶ୍ନ

ରତ୍ନଭଣ୍ଡାର ଖୋଲାଯାଇ ଦୁଇଟି ପର୍ଯ୍ୟାୟରେ ଅଳଙ୍କାର ସ୍ଥାନାନ୍ତରଣକୁ କିଛିଦିନ ପରେ ମାସେ ପୂରିଯିବ। ହେଲେ ଏଯାଏଁ ଆଗେଇ ପାରିନି ଭଣ୍ଡାର ଗୃହ ମରାମତି କି ଅଳଙ୍କାର ଗଣତି ପ୍ରକ୍ରିୟା। କାରଣ ଏଥିରେ ବାଧକ ସାଜିଛି, ଗୁପ୍ତ କୋଠରୀ ଓ ସୁଡ଼ଙ୍ଗ ଥିବା ଚର୍ଚ୍ଚା। ଯଦିଓ ଏହା ଜାଣିବାକୁ ଭିତର...

VK Pandian Chopper Rides
ସାମ୍ନାକୁ ଆସିଲା ନୂଆ ତଥ୍ୟ; ପାଣ୍ଡିଆନଙ୍କ ପାଇଁ ବଢିଲା ଅଡୁଆ !

କଟକ ଓ ଖୋର୍ଦ୍ଧାକୁ ବି ହେଲିକପଟରରେ ଉଡିଥିଲେ ପାଣ୍ଡିଆନ୍ । RTI ତଥ୍ୟରେ ୩ ନିର୍ବାଚନ ମଣ୍ଡଳୀରେ ହେଲିପ୍ୟାଡ୍ ଖର୍ଚ୍ଚ ୭୫ ଲକ୍ଷ । ପ୍ରାବଧାନ ନଥାଇ କିଏ ଦେଇଥିଲା ଅନୁମତି ?

Potato Price
କେବେ ଦୂର ହେବ ଆଳୁ ସଙ୍କଟ ? ଲୁଚାଛପାରେ ଆସୁଥିବା ଗାଡ଼ିକୁ ରୋକୁଛି ପଶ୍ଚିମବଙ୍ଗ ପୋଲିସ୍

ଚୋର ଜଗିବା ଭଳି ଆଳୁ ଗାଡ଼ି ଉପରେ ପଶ୍ଚିମବଙ୍ଗ ସରକାରଙ୍କ ତୀକ୍ଷ୍ଣ ନଜର ଗୋଟିଏ ବି ଗାଡ଼ି ଖସିନଯିବାକୁ ସୀମାନ୍ତ ଗାଁରେ ଲାଗିଛି ସିସିଟିଭି କ୍ୟାମେରା । 

Chief Minister Mohan Majhi
ମମତାଙ୍କ ସହ କଥା ହେଲେ ମୋହନ; ଆଳୁ ଯୋଗାଣ ସ୍ବାଭାବିକ କରିବାକୁ କଲେ ଅନୁରୋଧ

ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

Subhadra Yojana SOP
ବଡ଼ ଖବର; ଅଗଷ୍ଟ ୧୫ରେ ଆସିବ ସୁଭଦ୍ରା ଯୋଜନା SOP, ଜଣାପଡ଼ିବ କିଏ ପାଇବେ...

ଅଗଷ୍ଟ ୧୫ ତାରିଖରେ ଆସିବ ସୁଭଦ୍ରା ଯୋଜନା SOP । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । 

Potatoes
ଆଳୁ ଦରବୃଦ୍ଧିରୁ ସାମାନ୍ୟ ଆଶ୍ବସ୍ତି; ୩ କିଲୋକୁ ଶହେ ଟଙ୍କାରେ ବିକ୍ରି ଆରମ୍ଭ...

ତିନି ସପ୍ତାହ ପରେ ଆଳୁ ଦରବୃଦ୍ଧିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି। ୪୦ ଟଙ୍କା ତଳକୁ ଖସିଛି ଦର। କାରଣ ରାଜ୍ୟର ବିଭିନ୍ନ ଆଳୁ ଗୋଦାମରେ ପହଞ୍ଚିଛି ୩୦୦ ଟ୍ରକ୍ ଆଳୁ।

 Kathajodi River
ଶଳାଭାଉଜ ଓ ନଣନ୍ଦେଇ ନଈକୁ ଡେଇଁବା ଘଟଣାରେ ଟ୍ବିଷ୍ଟ୍; ଚମକି ପଡ଼ିଲା ପୋଲିସ

କଟକ ତ୍ରିଶୁଳିଆ ବ୍ରିଜ୍ ଉପରୁ କାଠଯୋଡ଼ି ନଈକୁ ଡେଇଁବା ଘଟଣାରେ ଟୁଇଷ୍ଟ। ରାତିରେ ଭରାନଈକୁ ଡେଇଁଥିଲେ, ରାତି ପାହିଲାବେଳକୁ ପୁରୀ ଘାଟ ଥାନାରେ ହାଜର ହୋଇଗଲେ। 

Special Story
ଜମିବାଡ଼ି ଘର ଯାଉଛି, ମିଳୁନି ଉପଯୁକ୍ତ ପ୍ରାପ୍ୟ; କିଏ ଶୁଣିବ ବିସ୍ଥାପିତଙ୍କ ଦୁଃଖ ? 

କୁଆଡ଼େ ଯିବେ ବିସ୍ଥାପିତ ? କିଏ ଶୁଣିବ ବିସ୍ଥାପିତଙ୍କ ଦୁଃଖ ? କଟକ ନରସିଂହପୁର ବ୍ଲକ ଓଲବ ପଞ୍ଚାୟତରେ ବଢ଼ିଚାଲିଛି ବିସ୍ଥାପିତଙ୍କର ଦୁଃଖ । 

Tribal Villagers
ଭୋକ ମେଣ୍ଟାଇବାକୁ ଝରି ପୋକ ହିଁ ସାହାରା...

ଆଦିବାସୀ ପରିବାରର ଭୋକ ମେଣ୍ଟାଇବାକୁ ଝରି ପୋକ ହିଁ ସାହାରା ହୋଇଛି । ବିକାଶ ଦେଖି ନଥିବା ନିରୀହ ଆଦିବାସୀମାନେ ନିଜର ପେଟ ପାଇଁ ଯେମିତି ଏ ବିକଳ୍ପକୁ ବାଛି ନେଇଛନ୍ତି ।

Railway Boost For Odisha
ଓଡ଼ିଶାକୁ ୬ଟି ରେଳ ପ୍ରକଳ୍ପ; ମୁଖ୍ୟମନ୍ତ୍ରୀ କହିଲେ, ଏହା ପରିବହନକୁ ନୂଆ ଦିଶା ଦେବ...

ରେଳ ବିକାଶ ପାଇଁ ଓଡ଼ିଶାକୁ ୬ଟି ପ୍ରକଳ୍ପ ଦେଇଥିବାରୁ ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ଓଡ଼ିଶାର ବିକାଶ ଧାରାକୁ ଆଗକୁ ନେବ। 

3 Crore Cash
ମ୍ୟୁନିସିପାଲ ଅଧିକାରୀଙ୍କ ଘରେ ରେଡ୍; କାର୍ଟୁନ ବକ୍ସରୁ ମିଳିଲା ନଗଦ ୩ କୋଟି ଟଙ୍କା...

କାର୍ଟୁନ ବକ୍ସରୁ ମିଳିଛି ନଗଦ ୩ କୋଟି ଟଙ୍କା। ଜଣେ ମ୍ୟୁନିସିପାଲ କର୍ପୋରେସନ ଅଧିକାରୀଙ୍କ ଘରୁ ଏତେ ପରିମାଣର ସଂପତ୍ତି ବାହାରିବା ପରେ ଟେରା ହୋଇଯାଇଛନ୍ତି ଦୁର୍ନୀତି ନିବାରଣ ବ୍ୟୁରୋ କର୍ମଚାରୀ। 

PM Narendra Modi
କେରଳ ୱାୟନାଡ୍‌ରେ ପ୍ରଧାନମନ୍ତ୍ରୀ ମୋଦି; ଆକାଶମାର୍ଗରୁ ଦେଖିଲେ ପ୍ରଳୟର କ୍ଷତଚିହ୍ନ

କେରଳ ୱାୟନାଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବୁଲି ଦେଖିଲେ ପ୍ରଳୟର କ୍ଷତଚିହ୍ନ। ଭୂସ୍ଖଳନରେ ଛାରଖାର ହୋଇଥିବା ଅଞ୍ଚଳରେ ସ୍ଥିତି ପରଖିଛନ୍ତି।

Chanakya Niti
Chanakya Niti: ଜୀବନର ପ୍ରତ୍ୟେକ ଦୁଃଖରେ ଏପରି ବ୍ୟକ୍ତି କରନ୍ତି ସାହଯ୍ୟ...

Chanakya Niti: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିରେ ଏପରି କିଛି ବ୍ୟକ୍ତିଙ୍କ ବିଷୟରେ କହିଛନ୍ତି ଯେଉଁମାନେ ସର୍ବଦା ଦୁଃଖ ଓ ସୁଖରେ ଠିଆ ହୋଇଥାନ୍ତି । ଜାଣନ୍ତୁ ସେମାନେ କିଏ...

 BJD
କେନ୍ଦୁଝରରେ ଶୂନ ହୋଇଯିବ କି ବିଜେଡି ?

କେନ୍ଦୁଝରରେ ଶୂନ ହୋଇଯିବ କି ବିଜେଡି ? ସଦର ଓ ବାଂଶପାଳର ବିଜେଡି ନେତା ଓ କର୍ମୀ ବିଜେପି ମୁହାଁ  । ବିଜେଡି ସମର୍ଥିତ ସରପଞ୍ଚ ଓ ସମିତିସଭ୍ୟ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କୁ ।

Flood Water
ଫୁଲୁଛି ମହାନଦୀ, ବଢୁଛି ଡର

ତଳମୁଣ୍ଡରେ ଲଗାଣ ବର୍ଷା ଆଉ ଉପରମୁଣ୍ଡରେ ହୀରାକୁଦର ୧୪ଟି ଗେଟ୍ ଖୋଲିବା ପରେ ଫୁଲିଛି ମହାନଦୀ ଓ ଏହାର ଶାଖା ନଦୀ।

MP Funds
ଯାଜପୁରରେ ରାଜ୍ୟସଭା ସାଂସଦ ପାଣ୍ଠି ବର୍ଷା

ଯାଜପୁରରେ ରାଜ୍ୟସଭା ସାଂସଦ ପାଣ୍ଠି ବର୍ଷା। ୪ ବର୍ଷରେ ଏଇ ଗୋଟିଏ ଜିଲ୍ଲାକୁ ପ୍ରାୟ ୧୫ କୋଟି ଟଙ୍କାର ପାଣ୍ଠି ଅଜାଡ଼ି ଦେଇଛନ୍ତି ୧୧ ସାଂସଦ। 

VK Pandian Chopper Rides
କାହିଁକି ମିଳୁନି ପାଣ୍ଡିଆନ୍‌ଙ୍କ ହେଲିକପଟର ଗସ୍ତ ଖର୍ଚ୍ଚର ହିସାବ ?

ଘିରି ଘିରେ ହୋଇ ହେଲିକପଟରରେ ଘୁରୂଥିଲେ, ହେଲେ ଖର୍ଚ୍ଚର ହିସାବ ନାହିଁ ତାହାଲେ କାହା ଟଙ୍କାରେ ହେଲିକପଟରରେ ଉଡୁଥିଲେ ଭି.କେ. ପାଣ୍ଡିଆନ୍ ? ପାଣ୍ଡିଆନ୍‌ଙ୍କ ହେଲିକପଟର ଉଡ଼ାରେ ପାଣି ଭଳି ଖର୍ଚ୍ଚ ହୋଇଛି କେତେ ଟଙ୍କା ?

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରରେ ୪ ବର୍ଷରୁ ଊର୍ଦ୍ଧ୍ବ ଅଭିଜ୍ଞତା ରହିଛି । ବିଭିନ୍ନ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି । ସମସ୍ତ ପ୍ରକାର ଖବର ଲେଖିବାରେ ବିଶେଷ ରୁଚି ରହିଛି।