ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ବଢ଼ୁଛି ପଞ୍ଜୀକରଣ । ବର୍ତ୍ତମାନ ସୁଦ୍ଧା ୫୦ ଲକ୍ଷରୁ ଅଧିକ କଲେଣି ଫର୍ମ ଦାଖଲ । ଆସନ୍ତା ୧୭ରେ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରୀ ବାସଭବନକୁ ଆସିଛି ନୂଆ ଅତିଥି। ପ୍ରଧାନମନ୍ତ୍ରୀଙ୍କ ୭-ଲୋକ କଲ୍ୟାଣ ମାର୍ଗ ବାସଭବନରେ ବାଛୁରୀ ଜନ୍ମ ହୋଇଛି।
ଅଗ୍ନିବୀରଙ୍କୁ ନେଇ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ନେଲେ ରାଜ୍ୟ ସରକାର । ରାଜ୍ୟ ୟୁନିଫର୍ମ ସର୍ଭିସରେ ୧୦% ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ ଦେଇଛନ୍ତି ରାଜ୍ୟ ସରକାର ।
୭୦ ବର୍ଷରୁ ଅଧିକ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ ଭାରତ ଯୋଜନାର (AB PM-JAY) ଲାଭ । ତେବେ ଏହି ଯୋଜନା କଣ ? କେମିତି ପାଇବେ ଲାଭ ? ଆସନ୍ତୁ ଜାଣିବା...
ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଏହାର ଉତ୍ପାଦନ ଏବଂ ବିତରଣ ଲାଇସେନ୍ସକୁ ବାତିଲ କରିଛି ଡିସିଜିଆଇ।
ଏଣିକି ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ତାଙ୍କ ଉପରେ ନିର୍ଭର କରୁଥିବା ବିବାହିତ ଝିଅ ଓ ସାବତ ଝିଅଙ୍କୁ ମଧ୍ୟ ଅନୁକଂପାମୂଳକ ନିଯୁକ୍ତି ମିଳିବ।
ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାର ଲାଭ ପାଇବା ପାଇଁ ଜଣେ ଆଦିବାସୀ ଯୁବକ ନିଜ ପତ୍ନୀଙ୍କ ସୁନା ବନ୍ଧା ପକାଇ ସେଥିରେ ଗୋଟିଏ ମୋବାଇଲ୍ କିଣିଛନ୍ତି ।
ଗତ ନିର୍ବାଚନ ବେଳେ ଆସନ ଅଦବଦଳ ନେଇ ଉମା ଓ ସଂଜୟଙ୍କ ମଧ୍ୟରେ ବିବାଦ ରହିଥିଲା ।
ଆରଜି କର ମେଡିକାଲ କଲେଜରେ ଡାକ୍ତରୀ ଛାତ୍ରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଥମୁନି ପ୍ରତିବାଦର ନିଆଁ । ସ୍ବାସ୍ଥ୍ୟ ଭବନ ଆଗରେ ଆନ୍ଦୋଳନ ଜାରି ରଖିଛନ୍ତି ଜୁନିଅର ଡାକ୍ତର।
ଭୁବନେଶ୍ବରର ୨ ଜନସେବା କେନ୍ଦ୍ର କର୍ମଚାରୀଙ୍କୁ ଗିରଫ କଲା ପୋଲିସ । ସୁଭଦ୍ରା ଯୋଜନାରେ ଫର୍ମ ଆଣିବା କିମ୍ବା ଆବେଦନ ସମ୍ପୂର୍ଣ୍ଣ ମାଗଣାରେ କରାଯାଉଥିବାବେଳେ ୨ ଜନସେବା କେନ୍ଦ୍ରର କର୍ମଚାରୀ ଅର୍ଥ ଦାବି କରିଥିଲେ।
କାଲିଠୁ ଦୁଇ ଦିନ ବର୍ଷିବ । ମିଆଁମାର ପାଖାପାଖି ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି ।
ସମାକୋଇ ଜଳସେଚନ ପ୍ରକଳ୍ପକୁ ବିରୋଧ କରି ବନ୍ଦ ପାଳନ କରୁଛି ଚକଧର ସମନ୍ବୟ ସମିତି। ସମିତି ପକ୍ଷରୁ ୪୯ନଂ ଜଗମୋହନପୁର ଠାରେ ରାସ୍ତା ଅବରୋଧ କରାଯାଇଛି ।
କଳିଙ୍ଗନଗର ଅଞ୍ଚଳର ଏକ ଆପାର୍ଟମେଣ୍ଟରେ ଏଭଳି ଚୋରି ଧରିବା ପରେ ସାଢ଼େ ୩ କୋଟିରୁ ଅଧିକ ଟଙ୍କାର ତଣ୍ଡ ଦେବାକୁ ନୋଟିସ୍ ପଠାଇଛି କେନ୍ଦ୍ରୀୟ ଭୂତଳ ଜଳ ବୋର୍ଡର ଓଡ଼ିଶା ଶାଖା।
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ ସିଏଜି ରିପୋର୍ଟ ଉପସ୍ଥାପନ କରିଛନ୍ତି। ପ୍ରାଥମିକ ଭାବେ ମିଳିଥିବା ସିଏଜି ତଥ୍ୟ ଅନୁଯାୟୀ, ପୁରୀର ତତ୍କାଳୀନ ଜିଲ୍ଲାପାଳଙ୍କ ପାଇଁ ୮ କୋଟି ଟଙ୍କା କ୍ଷତି ହୋଇଛି ।
ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର କିଛି ପ୍ରମୁଖ ସହରରେ ଶ୍ମଶାନ କରାଯିବ । ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ଲିଖିତ ପ୍ରଶ୍ନରେ ନଗର ଉନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଉତ୍ତର ରଖିଛନ୍ତି ।
ସୁଭଦ୍ରା ଯୋଜନା ଫର୍ମ ବାଣ୍ଟିବା ହେଲା କାଳ। ଶେଷରେ ମାଡ଼ ଖାଇଲେ ଅଙ୍ଗନବାଡ଼ି କର୍ମୀ। ଯାହା ଏବେ ଚର୍ଚ୍ଚାର ବିଷୟ ପାଲିଟିଛି ।
ବଢିଲା ନିର୍ମାଣ ଶ୍ରମିକଙ୍କ ପାଇଁ ସହାୟତା ରାଶି। ଦୁର୍ଘଟଣାରେ ମୃତ୍ୟୁ ହେଲେ ପରିବାର ଲୋକଙ୍କୁ ମିଳିବ ୬ ଲକ୍ଷର ସହାୟତା ରାଶି।
ବନ୍ୟା ପ୍ରଳୟ ଭିତରେ ୨୦ ଘଣ୍ଟା ଧରି ଗଛ କୋରଡ ଆଶ୍ରୟ ନେବା ପରେ ଉଦ୍ଧାର। ଭରା ନଦୀରୁ ପାଣି ସାମାନ୍ୟ କମିବା ପରେ ଉଦ୍ଧାର କଲା ଓଡ୍ରାଫ୍ ବାହିନୀ।
ଭିଲେନ୍ର ଡାଇଲଗ୍ ଶୁଣି ପ୍ରଥମେ ବୋତଲ ମାଡ଼ ହୋଇଥିଲା। ଆଉ ପରେ ସିଧା ମଞ୍ଚ ଉପରେ ଚଢ଼ି ଲୋକେ ଭିଲେନକୁ ପିଟିବାକୁ ଲାଗିଥିଲେ।
ସାଇବର ସୁରକ୍ଷା ବିନା କୌଣସି ଦେଶର ବିକାଶ ଅସମ୍ଭବ । ୫ ବର୍ଷରେ ପାଖାପାଖି ୫ ହଜାର ସାଇବର କମାଣ୍ଡୋ ପ୍ରସ୍ତୁତ କରିବାକୁ ଲକ୍ଷ୍ୟ ରଖାଯାଇଛି। ସାଇବର୍ ଫ୍ରଡ୍କୁ ନେଇ ଏଭଳି କହିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।