ମାତ୍ର ୧୬ ଟଙ୍କା ଦରରେ ବିକ୍ରି ହେଉଥିଲା ସସ୍ ବୋତଲ । ସେଥିରେ ମିଶୁଥିଲା ବେଞ୍ଜୋଇକ୍ ଏସିଡ୍ ଭଳି କ୍ଷତିକାରକ କେମିକାଲ୍।
ଆଜି ଭାରତ ପାଇଁ ଏକ ସ୍ମରଣୀୟ ତଥା ଐତିହାସିକ ଦିନ। ୨୫ ବର୍ଷ ତଳେ ଯୁଦ୍ଧଭୂମିରେ ଶତ୍ରୁକୁ ଧୂଳି ଚଟାଇ, ଅସୀମ ଶୌର୍ଯ୍ୟ ଓ ପରାକ୍ରମର ପରିଚୟ ଦେଇଥିଲା ଭାରତୀୟ ସେନା।
ବଢିଲା ଭତ୍ତା । ସାମାଜିକ ସୁରକ୍ଷା ଭତ୍ତା ବଢାଇଲେ ସରକାର । ସାମାଜିକ ସୁରକ୍ଷା ଭତ୍ତା ହେବ ୩ ହଜାର ୫ଶହ ଟଙ୍କା ।
ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ହୋଇଛି ‘ଯଶୋଦା’ । ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ‘ଯଶୋଦା’ ଯୋଜନା କରାଯାଇଛି ।
ପଶ୍ଚିମବଙ୍ଗରେ ଆଳୁ ବ୍ୟବସାୟୀଙ୍କ ଧର୍ମଘଟ ଯୋଗୁ ଏବେ ଓଡ଼ିଶା ବଜାରରେ ଆଳୁ ଅମୂଲମୂଲ । ୪ ଦିନ ହେଲା ଓଡ଼ିଶା ବଜାରକୁ ଆସୁନି ଆଳୁ ।
ଦିଲ୍ଲୀ ରାଷ୍ଟ୍ରପତି ଭବନ ପରିସରରେ ଥିବା ଡ. ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀର ପିଲାଙ୍କୁ ପାଠ ପଢ଼ାଇଥିଲେ ରାଷ୍ଟ୍ରପତି।
ଲୋୟର ସୁକତେଲ ପ୍ରକଳ୍ପକୁ ନେଇ ଶାସକ ବିରୋଧୀ ମୁହାଁ ମୁହିଁ ହୋଇଛନ୍ତି। ବିଜେଡି ବିଧାୟକ ନିରଞ୍ଜନ ପୂଜାରୀଙ୍କ ପ୍ରଶ୍ନର ଉତ୍ତର ଦେଇ ପୂର୍ବ ବିଜେଡି ସରକାରକୁ ହରଡ ଘଣାରେ ପକାଇଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ।
Chanakya Niti: ଜଣେ ବ୍ୟକ୍ତି ଆଚାର୍ଯ୍ୟ ଚାଣକ୍ୟଙ୍କ ଦ୍ୱାରା ନୀତିର ଉଲ୍ଲେଖ କରାଯାଇଥିବା ଜିନିଷଗୁଡିକ ଅନୁସରଣ କରନ୍ତି, ସେତେବେଳେ ତାଙ୍କୁ ସଫଳ ହେବା ଏବଂ ସୁଖମୟ ଜୀବନଯାପନ କରିବାକୁ କେହି ଅଟକାଇ ପାରିବେ ନାହିଁ ବୋଲି କୁହାଯାଏ ।
ଆର୍ଚେରୀ ଟିମ୍ ଇଭେଣ୍ଟରୁ ଅଭିଯାନ ଆରମ୍ଭ କରିବ ଭାରତ। ଭାରତୀୟ ସମୟ ଅପରାହ୍ନ ୧ଟା ଓ ୫ଟା ୪୫ରେ ପ୍ରତିଯୋଗିତା ଆରମ୍ଭ ହେବ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ।
ନିଟ୍-ୟୁଜିକୁ ନେଇ ଆସିଛି ସୁପ୍ରିମକୋର୍ଟଙ୍କ ଫାଇନାଲ୍ ଫୈସଲା । ପୁନଃ ହେବନି ନିଟ୍-ୟୁଜି ପରୀକ୍ଷା । ତେବେ ୪.୨ ଲକ୍ଷ ଛାତ୍ରଛାତ୍ରୀଙ୍କୁ ମିଳିବନି ୫ ମାର୍କ । ଜାଣନ୍ତୁ କାହିଁକି...
ନେପାଳ ବିମାନ ଦୁର୍ଘଟଣାରେ ୧୮ ଜଣଙ୍କର ମୃତ୍ୟୁ ହୋଇଛି । କେବଳ ବଞ୍ଚିଗଲେ ପାଇଲଟ୍ । ଦୁର୍ଘଟଣାସ୍ଥଳରୁ ୧୮ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି।
ଗତକାଲି ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ ପାଇଁ ଦାବି କରିଥିଲେ ।
ମହାପ୍ରଭୁଙ୍କ ବନକଲାଗି। ଏହି ନୀତି ପାଇଁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ରୁ ରାତି ୯ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ।
ସ୍ବାମୀଙ୍କ ସହ ଭିଜିଲାନ୍ସ ଜାଲରେ ପଡ଼ିଲେ ସରପଞ୍ଚ । ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ସୁସୁବା ସରପଞ୍ଚ ମାମାଲି ସାମଲ ଓ ସ୍ୱାମୀ ଶିଶିର ସାମଲ ଭିଜିଲାନସ ହାବୁଡ଼ରେ ପଡ଼ିଛନ୍ତି।
ଅନାସ୍ଥାରେ ହାରିଲେ ଫୁଲବାଣୀ ବିଜେପି ପୌରାଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି । ଅନାସ୍ଥା ସପକ୍ଷରେ ୧୧ଜଣ କାଉନସିଲର ଭୋଟ୍ ଦେଇଛନ୍ତି।
କଟକ ଚୌଦ୍ବାର ଅଞ୍ଚଳରେ କିଣୁଛନ୍ତି କି ଜମି ? ସାବଧାନ୍ । ମାତିଛନ୍ତି ଜମି ମାଫିଆ । ପ୍ରତି ପାଦରେ ଛକି ରହିଛନ୍ତି ଜମି ଦଲାଲ ।
ଆହୁରି ୩ ଦିନ ଏପରି ବର୍ଷା ଜାରି ରହିବ। କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କେଉଁଠି ପ୍ରବଳ ବର୍ଷିପାରେ।
ବଜେଟ୍ ଅଧିବେଶନରେ ଗଲା ଦୁଇ ଦିନ ଧରି ହୁଲୁସ ତୁଲୁସ ଚାଲିଛି ଗୃହ। ଆଜି ତୃତୀୟ ଦିନରେ ବି ସମାନ ଧରଣରେ ସରଗରମ ରହିପାରେ ଗୃହ କାର୍ଯ୍ୟ।
ବିଜେଡି ବିଧାୟକ, ମନ୍ତ୍ରୀ ଟେଣ୍ଟ ବାନ୍ଧୁଥିଲେ। ସେତେବେଳେ କୁଆଡ଼େ ଯାଇଥିଲା ଆପଣ ମାନଙ୍କ ଓଡ଼ିଆ ଅସ୍ମିତା ? ବିଧାନସଭାରେ କିଛି ଏଭଳି ପ୍ରଶ୍ନ ଉଠାଇ ବିରୋଧୀ ବିଜେଡିକୁ ବର୍ଷିଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ।