E-KYC ଯାଞ୍ଚ ପରେ ନୂଆ ରାସନ କାର୍ଡ । E- KYC ଯାଞ୍ଚ ପରେ ନୂଆ ରାସନ କାର୍ଡ ମିଳିବ କହିଲେ ମନ୍ତ୍ରୀ ।
ମାହାଙ୍ଗା ଡବଲ ମର୍ଡର ମାମଲାରେ ଆସିଲା ବଡ଼ ରାୟ । ୯ ଜଣ ଦୋଷୀଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ସାଲେପୁର ଏଡିଜେ ।
‘ହେଲୋ, ମୁଁ CJI କହୁଛି, ମୁଁ କନ୍ନଟ ପ୍ଲେସ୍ରେ ଫସି ଯାଇଛି । ମୋତେ କାର୍ ଭଡ଼ା ୫୦୦ ଟଙ୍କା ପଠାଇ ପାରିବ ? ’ ଏମିତି କହି ଟଙ୍କା ମାଗିଲେ ସାଇବର ଠକ...
ସ୍ୱାମୀ-ସ୍ତ୍ରୀ ଉଭୟ IAS, ବିବାହରେ ଖର୍ଚ୍ଚ କଲେ ମାତ୍ର ୫୦୦ ଟଙ୍କା । ତେବେ କାହିଁକି ଏତେ କମ୍ ଟଙ୍କାରେ ବିବାହ କଲେ ? ଏହା ପଛର ଉଦ୍ଦେଶ୍ୟ କଣ ? କଣ ପାଇଁ ଏମିତି ବିବାହ କଲେ ? ଜାଣନ୍ତୁ...
ପୋଷ୍ଟ ହୋଇପାରୁନି ଭିଡ଼ିଓ, ଫଟୋ । ‘ଏକ୍ସ’ ବ୍ୟବହାର କରୁଥିବା ଅନେକ ଇଣ୍ଟରନେଟ ୟୁଜର୍ସ ଅଭିଯୋଗ କରିଛନ୍ତି ।
CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରେନ୍ଦ୍ର ସେଠୀଙ୍କ ଭୁବନେଶ୍ବରରେ ଥିବା ୨ଟି ଘର ଓ ଜଗତସିଂହପୁର ପୈତୃକ ଘରେ ରେଡ୍ ଚାଲିଛି।
୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କବଜାରେ ପଡିଛନ୍ତି କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନାର ଏଏସଆଇ ରଜନୀକାନ୍ତ ଦାସ।
ସାରା ବିଶ୍ବର ୪୪୦୦ ଭିନ୍ନକ୍ଷମ ଖେଳାଳିଙ୍କୁ ନେଇ ପ୍ୟାରିସରେ ଆରମ୍ଭ ହେବ ପାରାଲିମ୍ପିକ୍ସର ସପ୍ତଦଶ ସଂସ୍କରଣ। ୨୨ କ୍ରୀଡ଼ାର ୫୪୯ ଇଭେଣ୍ଟରେ ପ୍ରତିଦ୍ବନ୍ଦ୍ବିତା ହେବ।
ବଙ୍ଗୋପସାଗରରେ ୨୯ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା । ଲଘୁଚାପ ପ୍ରଭାବରେ ୩୧ ତାରିଖ ଯାଏଁ ପ୍ରବଳ ବର୍ଷା ।
ଆଜି ୧୨ ଘଣ୍ଟିଆ ପଶ୍ଚିମବଙ୍ଗ ବନ୍ଦ ପାଳନ କରୁଛି ବିଜେପି। ଅଭୟା କାଣ୍ଡ ପ୍ରତିବାଦରେ ଗତକାଲି ନବାନ୍ନ ମାର୍ଚ୍ଚ ବେଳେ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ଦମନଲୀଳାକୁ ନିନ୍ଦା କରି ବନ୍ଦ ପାଳନ କରୁଛି ବିଜେପି।
ମମତାଙ୍କ ଗଡ଼ରେ ମହା ବିକ୍ଷୋଭ। ଛାତ୍ର ସଂଗଠନର ଆନ୍ଦୋଳନ ବେଳେ ପୋଲିସ ସହ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ବ୍ୟାରିକେଡ୍ ଡେଇଁ ଧସେଇ ପଶିବାକୁ ଉଦ୍ୟମ ବେଳେ ଉତ୍ତେଜନା ଦେଖା ଦେଇଛି।
ପୋଲିସ ଉପସ୍ଥିତିରେ ଆଇନକୁ ହାତକୁ ନେଲେ ଲୋକେ । ଘର ଭାଙ୍ଗିବା ସହ ଗୋଟିଏ ପରିବାରକୁ ମରଣାନ୍ତକ ଆକ୍ରମଣ କଲେ । ନୟାଗଡ଼ ରାଜସୁନାଖଳା ଅଞ୍ଚଳରେ ଘଟିଛି ଏମିତି ବର୍ବରୋଚିତ ଘଟଣା।
ରାଜ୍ୟସଭା ଉପନିର୍ବାଚନ ସ୍ବାଧୀନ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନ ତାଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି।
ରାଜ୍ୟ ସରକାର ଖୁବ୍ ଶୀଘ୍ର ପ୍ରାୟ ୩୫ ହଜାର ନିଯୁକ୍ତି ଦେବେ । ନିର୍ବାଚନ ବେଳେ ବିଜେପି ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ପାଇଁ ଅଣ୍ଟା ଭିଡିଛି ମୋହନ ସରକାର ।
ଭାରତରେ ବ୍ୟାନ ହୋଇଯିବ କି ଟେଲିଗ୍ରାମ୍ । ଦେଶରେ ଚାଲିଛି ଏଭଳି ଜୋରଦାର ଚର୍ଚ୍ଚା । ପ୍ୟାରିସ୍ ବୋର୍ଜେଟ ବିମାନ ବନ୍ଦରରୁ ଟେଲିଗ୍ରାମ୍ ସିଇଓ ପାଭେଲ ଡୁରୋଭ ଗିରଫ ହେବା ପରେ ସାରା ଦେଶରେ ବଢ଼ିଛି ଏଭଳି ଶଙ୍କା।
ନିଆଁ ଲାଗି ଜଳିଗଲା ୩୦ ବଖରାରୁ ଅଧିକ ଘର। ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟା ୪୦ ମିନିଟରେ ଆଳିଶ ଗାଁରେ ନିଆଁ ଲାଗିଥିଲା।
ଗାଙ୍ଗେୟ୍ ଉପତ୍ୟକା ଓ ପଶ୍ଚିମବଙ୍ଗ ଉପକୂଳରେ ୱେଲ୍ ମାର୍କଡ ଲୋ ପ୍ରେସର । ରାଜ୍ୟରେ ଜାରି ରହିଛି ହାଲୁକାରୁ ମଧ୍ୟମ ଧରଣର ବର୍ଷା । ଆସନ୍ତା ୨୯ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ ।
ପ୍ଲସ ଥ୍ରୀ ପାଠପଢା ଗତ ୧ ତାରିଖରୁ ଆରମ୍ଭ ହୋଇଛି। ହେଲେ ଏପର୍ଯ୍ୟନ୍ତ ସରିନି ନାମ ଲେଖା ପ୍ରକ୍ରିୟା। ପ୍ରଥମ ପର୍ଯ୍ୟାୟ ସରିବା ପରେ ଏବେ ଦ୍ବିତୀୟ ପର୍ଯ୍ୟାୟ ନାମ ଲେଖା ଚାଲିଛି।
ନୂଆ ନିର୍ବାଚିତ ବିଧାୟକଙ୍କ ସଂଖ୍ୟାରେ ଅଦ୍ଭୁତ ସଂଯୋଗ। ଜ୍ୟୋତିର୍ବିଦ୍ଙ୍କ ଆକଳନ ନୂଆ ବିଧାୟକଙ୍କ ଭିତରେ ରହିଛନ୍ତି ଭବିଷ୍ୟତର କର୍ଣ୍ଣଧାର।
ନିକଟରେ ୟୁକ୍ରେନ ଗସ୍ତରୁ ଫେରିଥିବା ପ୍ରଧାନମନ୍ତ୍ରୀ ମୋଦି ଗତକାଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ କଥା ହୋଇଛନ୍ତି।