ଶ୍ରୀଲଙ୍କା ଗସ୍ତରେ ଭାରତୀୟ କ୍ରିକେଟ୍ ଟିମ୍ । ଟି-ଟ୍ବେଣ୍ଟି ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନରେ କାହିଁକି ସୂର୍ଯ୍ୟକୁମାର ଯାଦବଙ୍କୁ କ୍ୟାପଟେନ୍ କରାଗଲା, କାରଣ କହିଛନ୍ତି ଅଗରକର।
ବିଜେପିକୁ ବିଜେଡିର ସହାୟତା ଖବର ଚର୍ଚ୍ଚାକୁ ଖଣ୍ଡନ କରିଛି ବିଜେପି। ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି, ବିଜେପିକୁ କାହାର ସହାୟତା ଆବଶ୍ୟକ ନାହିଁ।
ଡଷ୍ଟବିନ୍ରୁ ମିଳିଲା ୫ ଲକ୍ଷର ହାର । କଥାଟା ବିଶ୍ବାସ ଲାଗୁନଥିଲେ ବି ସତ । ଏମିତି ଘଟଣା ଘଟିଛି ଚେନ୍ନାଇରେ ।
କାଲିଠୁ ଆରମ୍ଭ ହେଉଛି ଶ୍ରାବଣ ମାସ । ପ୍ରଥମ ସୋମବାରରେ ମହାଦେବଙ୍କ ଠାରେ ଜଳ ଲାଗି ପାଇଁ ବାହାରିଛନ୍ତି କାଉଡିଆ।
ଅଲିମ୍ପିକ୍ସରେ ପ୍ରତିନିଧିତ୍ବ କରୁଥିବା ଭାରତୀୟ ଆଥଲେଟ୍ଙ୍କ ସହାୟତା ପାଇଁ ଦେବ ସାଢ଼େ ୮ କୋଟି ଟଙ୍କା।
ରତ୍ନଭଣ୍ଡାର ମରାମତି ପାଇଁ କେବେ ଆସିବ ସଂଶୋଧିତ SOP ? ଲେଜର ସ୍କାନିଂ ଓ ଏଣ୍ଡୋସ୍କୋପି ସପକ୍ଷରେ ମତ ରଖିଲେ ବିଶେଷଜ୍ଞ । ମରାମତି ଆଗରୁ ରତ୍ନ ଗଣତି-ମଣତି ସାରିବାକୁ ସେବାୟତଙ୍କ ଦାବି ।
ଛେଚିଲା ଅହରହ। ବୁଡ଼ିଗଲା ରାସ୍ତା ଘାଟ । ବିଛିନ୍ନ ହୋଇଗଲା ବହୁ ଇଲାକା । ଲଘୁଚାପଜନିତ ଲଗାଣ ବର୍ଷା ପରେ ମାଲକାନଗିରି ଜିଲ୍ଲାର ଅବସ୍ଥା ଭୟଙ୍କର ।
ବଜେଟ୍ ଅଧିବେଶନ ପୂର୍ବରୁ ବସିସାରିଛି ସର୍ବଦଳୀୟ ବୈଠକ। କାଲି ଉପସ୍ଥାପନ ହେବ ଇକୋନୋମିକ ସର୍ଭେ ରିପୋର୍ଟ-୨୦୨୪।
ବାପା ଜଣେ ବଡ଼ ଶିଳ୍ପପତି । କିନ୍ତୁ ପୁଅ ଆପଣାଇନେଲେ ଭିକ୍ଷୁକଙ୍କ ରାସ୍ତା । ତେବେ ଆସନ୍ତୁ ଜାଣିବା ସେମିତି ଏକ ବ୍ୟକ୍ତିଙ୍କର କାହାଣୀ...
ସଂଘର୍ଷରୁ ସଫଳତା କାହାଣୀ । ଯାହାଙ୍କ କାହାଣୀ ସମଗ୍ର ଭାରତ ବର୍ଷରେ ସୃଷ୍ଟି କରିଛି ଚର୍ଚ୍ଚା । ଏମିତିରେ ବଲିଉଡ଼ ସୁପରଷ୍ଟାର ବି ପାଲିଟିଛନ୍ତି ତାଙ୍କ ଫ୍ୟାନ୍ । ତେବେ ଆସନ୍ତୁ ଜାଣିବା ତାଙ୍କ କାହାଣୀ...
ରତ୍ନଭଣ୍ଡାର ଖୋଲିଲା, ବାହାର ଓ ଭିତର ଦୁଇଟିଯାକ ଭଣ୍ଡାର ଘରୁ ସ୍ବତନ୍ତ୍ର ଷ୍ଟ୍ରଙ୍ଗରୁମକୁ ରତ୍ନ ବି ସ୍ଥାନାନ୍ତର ହେଲା। ହେଲେ କେବେଠୁ ମରାମତି କାମ ଆରମ୍ଭ ହେବ ତାକୁ ନେଇ ଚର୍ଚ୍ଚା।
୨୪ ବର୍ଷର ଅଖଣ୍ଡ କ୍ଷମତା ଭିତରେ ଶାସନ କଳକୁ ଧରି ଖଣି ଗିଳିଛନ୍ତି ମାଳ ମାଳ ବିଜେଡି ନେତା । ଆଉ ଏବେ କ୍ଷମତାଚ୍ୟୁତ ହେବା ପରେ ଫୁଟି ବାହାରୁଛି ଖଣି ଦୁର୍ନୀତିର ନୂଆ ନୂଆ ଚିତ୍ର । ନୟାଗଡ଼ ଜିଲ୍ଲା ନିମାଣି ପଥର କ୍ବାରୀ। ଜିଲ୍ଲାର ଜଣେ...
ଦେଶୀ ଧାନ ଦୁନିଆର ଦେଶୀ ମଣିଷ । ଧାନକୁ ନେଇ ବଞ୍ଚୁଥିଲେ । ଧାନକୁ ନିଜେ ବଞ୍ଚାଉ ବି ଥିଲେ। ଜାଣନ୍ତୁ, କିଭଳି ଥିଲା ଏହି ବିରଳ ସାଧିକାଙ୍କ ସାଧନାର ଯାତ୍ରା।
ଦୁଇ ଦିନ ହେଲା ଥମିବାର ନାଁ ନେଉନି ବର୍ଷା। କେଉଁଠି ଅବିଶ୍ରାନ୍ତ ବର୍ଷା ତ କେଉଁଠି ରହି ରହି କାଚୁଛି। ଅଧିକ ପ୍ରଭାବିତ ହୋଇଛି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର।
ଭୁବନେଶ୍ବରସ୍ଥିତ ବିଜେଡି ମୁଖ୍ୟ କାର୍ଯ୍ୟାଳୟ-ଶଙ୍ଖ ଭବନ ନିର୍ମାଣକୁ ନେଇ ସରଗରମ ରାଜ୍ୟ ରାଜନୀତି। ବିବାଦୀୟ ଜମିରେ ଠିଆ ହୋଇଛି କି ବିଜେଡି ହେଡ୍ ଅଫିସ୍? ବେଆଇନ୍ ନିର୍ମାଣ ନେଇ ଅଭିଯୋଗ ଉଠିବା ପରେ ସରକାରଙ୍କ ତତ୍ପରତା। ରାଜସ୍ବ ମନ୍ତ୍ରୀ କହିଲେ ଆଇନ୍ ଉଲ୍ଲଂଘନ ହୋଇଥିଲେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ...
ଟାଟୁରୁ ହୋଇପାରେ ଲିମ୍ଫୋମା ବ୍ଲଡ କ୍ୟାନସର ବା ରକ୍ତ କର୍କଟ। ସ୍ବିଡେନରେ କରାଯାଇଥିବା ଏକ ଷ୍ଟଡିରୁ ସାମ୍ନାକୁ ଆସିଛି ଏଭଳି ସାଂଘାତିକ ତଥ୍ୟ।
ଶାସନ କଳକୁ ଧରି ଖଣି ଗିଳିଛନ୍ତି ମାଳ ମାଳ ବିଜେଡି ନେତା । ଆଉ ଏବେ କ୍ଷମତାଚ୍ୟୁତ ହେବା ପରେ ଫୁଟି ବାହାରୁଛି ଖଣି ଦୁର୍ନୀତିର ନୂଆ ନୂଆ ଚିତ୍ର ।
କେଉଁଠି ଅବିଶ୍ରାନ୍ତ ବର୍ଷା ତ କେଉଁଠି ରହି ରହି କାଚୁଛି। ଏହାରି ଭିତରେ ରାଜ୍ୟରେ ଲଗାଣ ବର୍ଷା ସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ବ ମନ୍ତ୍ରୀ।
ଦେଶୀ ଧାନ ଦୁନିଆର ଦେଶୀ ମଣିଷ । ଧାନକୁ ନେଇ ବଞ୍ଚୁଥିଲେ । ଧାନକୁ ନିଜେ ବଞ୍ଚାଉ ବି ଥିଲେ। ଜାଣନ୍ତୁ, କିଭଳି ଥିଲା ଏହି ବିରଳ ସାଧିକାଙ୍କ ସାଧନାର ଯାତ୍ରା।
ମିଳିଲା ରାଜ ରାଜୁଡ଼ା ଅମଳର ଯୁଦ୍ଧ ସାମଗ୍ରୀ । ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ।